ପାରାଦୀପରେ କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ
ପାରାଦୀପ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ଶନିବାର ପ୍ରଥମ କରି କଣ୍ଟେନର ଆମଦାନୀ-ରପ୍ତାନି ଆରମ୍ଭ ହୋଇଛି। ସାରେ ବନ୍ଦରର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ବର୍ଥରେ କଣ୍ଟେନର ବୋଝେଇ ଜାହାଜ ଲାଗିଛି। ମାଲେସିଆର ପୋର୍ଟକ୍ଲାଙ୍ଗ ବନ୍ଦରରୁ ଏମ୍ଭି ଦାମୁଭୂମ ନାମକ ଜାହାଜରେ ୧୫୦ ଖାଲି…
ଜଗତ୍ସିଂହପୁରବାସୀଙ୍କୁ ଟୁଇନ୍ ସିଟି ମନା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍ସିଂହପୁରବାସୀଙ୍କୁ ଟୁଇନ୍ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି। ଏ ନେଇ ଜଗତ୍ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଶନିବାର ଜିଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି।…
ଲକ୍ଡାଉନ୍ରୁ ଲାଭ ଉଠାଉଛନ୍ତି ଯୁବ ଇଞ୍ଜିନିୟର
ଜଗତ୍ସିଂହପୁର ଅଫିସ,୧୧।୭: କରୋନା ଭୂତାଣୁ ଓ ଲକ୍ଡାଉନ୍, ଶଟ୍ଡାଉନଜନିତ ପରିସ୍ଥିତି ଯୋଗୁ ଅନେକେ ଚାକିରି ହରାଇ ବେରୋଜଗାର ହୋଇଯାଇଛନ୍ତି। ହଜାର ହଜାର ଲୋକ ହାତବାନ୍ଧି ହତାଶ ହୋଇ ବସିଛନ୍ତି। କିନ୍ତୁ ଏପରି ଏକ ସଙ୍କଟ ସମୟକୁ ସୁଯୋଗରେ ପରିଣତ କରିଦେଇଛନ୍ତି ଜଗତ୍ସିଂହପୁର…
ପାରାଦୀପରେ ଗ୍ୟାସ୍ ନିର୍ଗତ ନେଇ ଚର୍ଚ୍ଚା
ପାରାଦୀପ,୯।୭(ସ୍ବ.ପ୍ର.): ପାରାଦୀପ ବନ୍ଦର ସହରରେ ଚାରି ଦିନ ହେଲା ରସାୟନ ଗ୍ୟାସ୍ ନିର୍ଗତ ହେଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଏପରି କି ବୁଧବାର ଅଠରବାଙ୍କି ଅଞ୍ଚଳର ଜଣେ ବ୍ୟକ୍ତି ଆମୋନିଆ ଗ୍ୟାସ ପ୍ରଭାବରେ ଅସୁସ୍ଥ ହୋଇଛନ୍ତି ବୋଲି ଗଣମାଧ୍ୟମରେ ଅଭିଯୋଗ…
ସ୍ବାମୀଙ୍କ ମୃତ୍ୟୁକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ତ୍ରୀ
ଜଗତ୍ସିଂହପୁର ଅଫିସ,୨ା୭: ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନ୍ରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ଏହାକୁ ସହି ନ ପାରି ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଏରସମା ଥାନା…
ଜଗତସିଂହପୁରରେ ଗୋଟିଏ ଦିନରେ ୨୯ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୦୮କୁ ବୃଦ୍ଧି
ଜଗତସିଂହପୁର ଅଫିସ,୨୧ା୬: ଜଗତ୍ସିଂହପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ରବିବାର ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୨୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକ ଅଞ୍ଚଳରୁ ସର୍ବାଧିକ ୧୭ ଜଣ ରହିଛନ୍ତି।…
ଜଗତ୍ସିଂହପୁର ଜିଲାରେ ବଢ଼ି ଚାଲିଛି କରୋନା ପଜିଟିଭ୍ଙ୍କ ସଂଖ୍ୟା: ପୁଣି ୧୧ ଚିହ୍ନଟ
ଜଗତ୍ସିଂହପୁର ଅଫିସ,୧୪।୬: ଜଗତ୍ସିଂହପୁର ଜିଲାରେ ରବିବାର ପୁଣି ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଞ୍ଚିଛି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ବିରିଡ଼ିର ୭, ରଘୁନାଥପୁର ୨ ଓ…
ଜଗତସିଂହପୁରରେ ଆଉ ୧୩ କରୋନା ପଜିଟିଭ୍ ଚିହ୍ନଟ: ୧୪୩ରେ ପହଞ୍ଚିଲା ମୋଟ ସଂକ୍ରମିତ ସଂଖ୍ୟା
ଜଗତ୍ସିଂହପୁର ଅଫିସ, ୧୩ା୬: ଜଗତ୍ସିଂହପୁର ଜିଲାରେ ଶନିବାର ପୁଣି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକ ଅଞ୍ଚଳର ୭, ନାଉଗାଁ ୧ ଓ ପାରାଦୀପ ପୌର ପରିଷଦ ଅଞ୍ଚଳର ଜଣେ ରହିଛନ୍ତି ।…
ଜଗତ୍ସିଂହପୁର ଜିଲାରେ ରଜ କଟକଣା: ସର୍ବସାଧାରଣ ସ୍ଥାନରେ ୭ ଜଣରୁ ଅଧିକ ଏକାଠି ହେବା ମନା
ଜଗତ୍ସିଂହପୁର ଅଫିସ, ୧୩ା୬: ଓଡ଼ିଶାର ଗଣ ପର୍ବ ରଜ। ରଜରେ ସହରରୁ ଗାଁ ସବୁଠି ଚଳଚଞ୍ଚଳ। ମାତ୍ର ଚଳିତବର୍ଷ କରୋନା ସଂକ୍ରମଣ ଓ କଟକଣା ଏକପ୍ରକାର ରଜକୁ ଫିକା କରିଦେଇଛି । ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ରଜ ୩ ଦିନ…
ସମୁଦ୍ରରୁ ମାଛଧରି ଫେରିବା ବେଳେ ବୁଡ଼ିଗଲା ଡଙ୍ଗା: ୨ ମତ୍ସଜୀବୀଙ୍କ ମୃତ୍ୟୁ, ଜଣେ ଗୁରୁତର
ପାରାଦୀପ,୧୨।୬(ସ୍ବ:ପ୍ର:): ସମୁଦ୍ରରୁ ମାଛଧରି ଫେରିବା ବେଳେ ମହାନଦୀ ମୂହାଣରେ ଡଙ୍ଗା ବୁଡି ୨ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବିଜୟଚାନ୍ଦପୁର ବାସିନ୍ଦା ବିଭୁଭୂଷଣ ମାଇତି(୪୯), ଓ ଗୁରୁଚାନ୍ଦ ରାୟ(୪୪)।…
ଟ୍ରକ୍ ଧକ୍କାରେ ସିଆର୍ସିସିଙ୍କ ମୃତ୍ୟୁ : ଜଗତ୍ସିଂହପୁର-ମାଛଗଁା ରାସ୍ତାରେ ୧ ଘଣ୍ଟା ଯାତାୟାତ ଠପ୍
ବାଲିକୁଦା,୧୧ା୬(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ କନ୍ଦରପୁର-ନୂଆଗଁା ରାସ୍ତାର ଗୋପାଳପୁର ଛକଠାରୁ ୧୦୦ ମିଟର ଦୂରରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ପଥର ବୋଝେଇ ଟ୍ରକ୍ ବାଇକ୍ ଚାଳକଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ଥାନୀୟ…
ଗୋଟିଏ ଦିନରେ ଜଗତସିଂହପୁରରେ ୩୩ କରୋନା ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଲା
ଜଗତସିଂହପୁର ଅଫିସ,୧୦ା୬: ବୁଧବାର ଜଗତସିଂହପୁର ଜିଲାରେ ସର୍ବାଧିକ ୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଛି। ତେବେ ଏଥିମଧ୍ୟରୁ ୬୮ଜଣ ସୁସ୍ଥ ହୋଇଥିବା ବେଳେ ଅବଶିଷ୍ଟ ୬୨ଜଣ ଚିକିତ୍ସାଧୀନ…
Archives


