ଜଗତ୍‌ସିଂହପୁର

ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଯୁବକ ଗିରଫ

ପାରାଦୀପ,୮।୯(ସ୍ବ.ପ୍ର.): ସାରାଦେଶରେ ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଜଣେ ଯୁବକଙ୍କୁ ସୋମବାର ଆରପିଏଫ ଗିରଫ କରିଛି। ସମ୍ପୃକ୍ତ ଯୁବକ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରାଜକୁମାର ସାହୁ। ସେ ପଟ୍ଟାମୁଣ୍ଡାଇ ବଜାରରେ ରାଜ କମ୍ୟୁନିକେଶନ ନାମରେ ଏକ ଦୋକାନ କରିଛନ୍ତି।…

ସ୍ବାୟତ୍ତ ଶାସନ ଦିବସରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ଜିଲାପାଳଙ୍କ ନାଁରେ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୭।୯: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତ୍‌ସିଂହପୁର ପୌର ପରିଷଦ ନିର୍ବାହୀ ଅଧିକାରୀ ବିମଳ ଲେଙ୍କାଙ୍କ ନାଁରେରେ ଏନ୍‌ଏଚ୍‌ଆର୍‌ସି (ଜାତୀୟ ମାନବ ଅଧିକାର କମିଶନ)ରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର କଳିଙ୍ଗନଗର ବାସିନ୍ଦା…

ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ତିର୍ତ୍ତୋଲ,୫ା୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଶୁକ୍ରବାର ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ସମଗ୍ର ତିର୍ତ୍ତୋଲ ଅଞ୍ଚଳ…

ବିପଦ ସଙ୍କେତ ଉପରେ ୫ ସ୍ଥାନ

ଜଗତ୍‌ସିଂହପୁର ଅଫିସ,୩୧।୮: ଜଗତ୍‌ସିଂହପୁର ଜିଲାର ମହାନଦୀ, ଦେବୀ, ପାଇକା, ବିଲୁଆଖାଇ ନଦୀର ଜଳପତ୍ତନ ବୃଦ୍ଧି ପାଇଥିଲେ ସୁଦ୍ଧା କୌଣସି ସ୍ଥାନରେ ଘାଇ ସୃଷ୍ଟି ହୋଇନାହିଁ। ଯେଉଁ କାରଣରୁ ସେଭଳି ବିପଦ ନ ଥିବା କୁହାଯାଇଛି। କିନ୍ତୁ ବନ୍ୟା ଯୋଗୁ ଜିଲାର ବିଶେଷକରି…

ଜଗତ୍‌ସିଂହପୁରରେ ଦୁର୍ଗାପୂଜା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୪ା୮-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲାରେ ସାର୍ବଜନୀନ ଦୁର୍ଗାପୂଜା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଏନେଇ ମା’ଦୁର୍ଗା ଓ ହରପାର୍ବତୀ ମେଢ ନିର୍ମାଣ ଉପରେ ଅଙ୍କୁଶ ଲଗାଯାଇଛି । କେବଳ ଔପଚାରିକତା ପୂରଣ ପାଇଁ ମାଟି…

ମାଛ ଧରିବାକୁ ବ୍ୟବହାର ହେଉଛି ସ୍ଲୁଇସ୍‌ ଗେଟ୍

ନାଉଗାଁ,୨୪ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ କୋରୁଅ ପଞ୍ଚାୟତ ଗାରୋଇସ୍ଥିତ ଦେବୀ ନଦୀ ଓ ଗୋବରୀ ନଦୀର ସଂଯୋଗସ୍ଥଳ ଗାରୋଇଠାରେ ଥିବା ସ୍ଲୁଇସ୍‌ ଗେଟ୍‌କୁ ଖୋଲି କେତେଜଣ ମାଛ ଧରୁଛନ୍ତି। ସ୍ଳୁଇସ ଗେଟର ରକ୍ଷାଣବେକ୍ଷଣ ଦାୟିତ୍ୱ ଜଳସମ୍ପଦ ବିଭାଗ ହାତରେ ରହିଛି। କିନ୍ତୁ ବିଭାଗୀୟ…

ଉଜୁଡ଼ିଗଲା ପରିବା, ଧାନ ଫସଲ

ରାହାମା,୨୪ା୮(ଡି.ଏନ.ଏ.): ପାଇକା ନଦୀରେ ଆସିଥିବା ବନ୍ୟାଜଳ ଓ ଲଘୁଚାପ ଜନିତ ବର୍ଷା ଯୋଗୁ କୁଜଙ୍ଗ ବ୍ଲକ୍‌ର ଧୋଇଆ ଅଞ୍ଚଳରେ ଧାନ ଓ ପରିବା ଫସଲ ଉଜୁଡ଼ିଯାଇଛି। ଅଞ୍ଚଳର ପ୍ରାୟ ୨୦୦ ହେକ୍ଟର ଜିମିରେ ହୋଇଥିବା ଧାନ, ବାଇଗଣ, କଖାରୁ, ଭେଣ୍ଡି, ପୋଟଳ…

ଧାନ, ମାଛ ଓ ପରିବା ଚାଷୀଙ୍କୁ ବିକ୍ରି ଚିନ୍ତା

ଜଗତ୍‌ସିଂହପୁର ଅଫିସ,୨୪।୮: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଚାଷୀ ମାଛ, ପନିପରିବା, ଧାନ, ମୁଗ, ବିରି ଆଦି ଚାଷ ଉପରେ ନିର୍ଭରଶୀଳ। ପ୍ରତି ବର୍ଷ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସାଙ୍ଗକୁ ବିକ୍ରି ସମସ୍ୟା ଚାଷୀର ମେରୁଦଣ୍ଡ ବଙ୍କା କରି ଦେଉଛି। ଏ ପରିସ୍ଥିତିରେ…

୪ ମାସ ପରେ ଖୋଲିଲା ରାହାମା ସାପ୍ତାହିକ ହାଟ

ରାହାମା,୧୫ା୮(ଡି.ଏନ.ଏ.):କଟକ-ପାରାଦୀପ ରାସ୍ତାର ରାହାମାଠାରେ ସପ୍ତାହର ସୋମବାର ଓ ଶୁକ୍ରବାର ଦୁଇଦିନ ଧରି ସାପ୍ତାହିକ ହାଟ ବସୁଥିଲା। ତେବେ କରୋନା ସଂକ୍ରମଣ ଯୋଗୁ ଜିଲାପାଳଙ୍କ ନିର୍ଦ୍ଦେଶରେ ମାର୍ଚ୍ଚ ମାସରୁ ଏହାକୁ ବନ୍ଦ କରି ଦିଆଯାଇଥିଲା। ସ୍ଥାନୀୟ କୃଷିଜୀବୀ, ବ୍ୟବସାୟୀ, ରାହାମା ବଜାର କର୍ମୀ…

ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ବାଲିକୁଦା, ୧୫ା୮(ଡି.ଏନ.ଏ.): ୫୫ନଂ. ଜାତୀୟ ରାଜପଥର ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ବାରିଲୋ ନିକଟରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପୁଷ୍ପକ କାଣ୍ଡି ଓ ଅନ୍ୟଜଣେ ତାଙ୍କ ବନ୍ଧୁ। ଉଭୟଙ୍କ ଘର ଏରସମା ଥାନା…

ପୋଖରୀରେ ବୁଡି ୨ ନାବାଳକ ମୃତ

ଜଗତସିଂହପୁର ଅଫିସ/ତିର୍ତ୍ତୋଲ ୧୫।୮- ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନାର ଖନ୍ଦୋଳ ଗାଁ ପୋଖରୀରେ ବୁଡ଼ି ଶନିବାର ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନିକଟସ୍ଥ ତୁଳଙ୍ଗ ଗାଁର ପ୍ରତ୍ୟୁଷ ବିଶ୍ୱାଳ ଓ ଆୟୁଷ ବିଶ୍ୱାଳ। ପ୍ରତ୍ୟୁଷ ଓ ଆୟୁଷ ନବମ…

ପାରାଦୀପ-ହରିଦାସପୁର ରେଳପଥ: ଗଡ଼ିଲା ମାଲବାହୀ ଟ୍ରେନ୍‌

ପାରାଦୀପ(ସ୍ବ.ପ୍ର.)/କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ୍‌.ଏ),୧।୮: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷା ପରେ ଶୁକ୍ରବାର ପ୍ରଥମ କରି ପାରାଦୀପ-ହରିଦାସପୁର ରେଳପଥରେ ମାଲବାହୀ ଟ୍ରେନ୍‌ ଚଳାଚଳ ହୋଇଛି। ପାରାଦୀପରୁ ୫୨୮୨ ଟନ୍‌ କୋଇଲା ବୋଝେଇ ଏକ ଟ୍ରେନ୍‌ (ନଂ-ଏମଇ/ଏଚଏସ୍‌ପିଜି ୨୨)କୁ ପରୀକ୍ଷାମୂଳକ ଭାବେ ରାଉରକେଲା ଅଭିମୁଖେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri