ଜଗତ୍‌ସିଂହପୁର

ଟ୍ରକ୍‌ ଧକ୍କାରେ ମହିଳା ମୃତ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ତିର୍ତ୍ତୋଲ, ୯।୬(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ମଣିଜଙ୍ଗା-ଏରସମା ରାସ୍ତାର କୋତପୁର ନିକଟରେ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଥାନା ଅନ୍ତର୍ଗତ ଇବ୍ରିସିଂ ପଞ୍ଚାୟତ ବଡ଼ମଠ ଗ୍ରାମର ହାରୁନ ଶାହାଙ୍କ ସ୍ତ୍ରୀ…

ଆଶାକର୍ମୀଙ୍କ ପୁଅକୁ ପିଟିଲେ ସରପଞ୍ଚ

ଏରସମା,୭ା୬(ସ୍ବ.ପ୍ର.): ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ସରପଞ୍ଚ ଜଣେ ଆଶାକର୍ମୀଙ୍କ ପୁଅକୁ ପିଟିଥିବା ଶନିବାର ରାତିରେ ଏରସମା ଥାନାରେ ଅଭିଯୋଗ ହୋଇଥିଲା। ରବିବାର ଏରସମା ବିଡିଓ କୈଳସ ଚନ୍ଦ୍ର ବେହେରା, ଥାନା ଆଇଆଇସି ପ୍ରଶାନ୍ତ କୁମାର ମାଝି ଏବଂ ଏରସମା…

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଆସିଥିବା…

ଜିଲାପାଳଙ୍କ ଭଡ଼ା କାର ନମ୍ବର ପ୍ଲେଟ ରଙ୍ଗ ବଦଳିଲା

ଜଗତ୍‌ସିଂହପୁର ଅଫିସ,୬ା୬: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ସରକାରୀ ଭାବେ ବ୍ୟବହାର କରୁଥିବା ଇନୋଭା କାରକୁ ନେଇ ନାନା କଥା ଆଲୋଚନା ଚାଲିଛି। ଏପରି କି ଗତ ମାର୍ଚ୍ଚ ମାସରୁ ଭଡ଼ାରେ ଲାଗିଥିବା ଏହି କାର ଜିଲାପାଳ ସରକାରୀ ଭାବେ…

କୋଭିଡ୍‌ ମୁକାବିଲାରୁ ଓହରିବ ଘରୋଇ ଆମ୍ବୁଲାନ୍ସ: ୨ ମାସ ହେଲା ଦିଆଯାଉନି ପ୍ରାପ୍ୟ

ଜଗତ୍‌ସିଂହପୁର ଅଫିସ,୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମିତଙ୍କ ପାଇଁ ସରକାରୀ ବାଦ୍‌ ୮ଟି ଘରୋଇ ଆମ୍ବୁଲାନ୍ସ ନିୟୋଜିତ ହୋଇଛି। ଏଥିସହ ୧୦ଟି ଘରୋଇ ବୋଲେରୋ କୋଭିଡ୍‌ କାମରେ ଲାଗିଛି। କିନ୍ତୁ କରୋନା ସଂକ୍ରମିତଙ୍କ ପରିବହନ ପାଇଁ ଲାଗିଥିବା ୮ ଆମ୍ବୁଲାନ୍ସ ମାଲିକଙ୍କୁ…

ପାଇକା ନଦୀପଠାରୁ ୪ ମଣିଷ ଖପୁରୀ ଜବତ: ତନ୍ତ୍ର ସାଧନା ସନ୍ଦେହ, ପୋଲିସର ତଦନ୍ତ ଆରମ୍ଭ

ତିର୍ତ୍ତୋଲ,୨୯ା୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଧୀନ ପାଇକା ନଦୀପଠାରେ କୃଷ୍ଣାନନ୍ଦପୁର ଫାଣ୍ଡିର ଅନତି ଦୂରରୁ ପୋଲିସ ୪ଟି ମଣିଷ ଖପୁରୀ ଜବତ କରିଛି। ଏଥି ସହ ସିନ୍ଦୁର ଲଗାଥିବା କଳସ ଓ ପଇଡ଼ ସେଠାରୁ ପୋଲିସ ପାଇଛି। ଏହାକୁ ନେଇ…

ବିଭିନ୍ନ ସମସ୍ୟା ନେଇ ସିପିଆଇର ଗଣବିକ୍ଷୋଭ

ଏରସମା,୨୭ା୫(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟସ୍ଥିତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସିପିଆଇ ରାଜ୍ୟ ପରିଷଦ ଓ କୃଷକ ସଭାର ସର୍ବଭାରତୀୟ ପ୍ରତିବାଦ ଦିବସ ଅବସରରେ ବିଭିନ୍ନ ସମସ୍ୟାନେଇ ଗଣବିକ୍ଷୋଭ ଅନୁଷ୍ଠିତ ହୋଇଛି। ଏରସମା ସିପିଆଇ କାର୍ଯ୍ୟାଳୟରୁ ସାମାଜିକ ଦୂରତା ରକ୍ଷାକରି ଜିଲା…

ତହସିଲ ଟୁଇଟର୍‌ ଆକାଉଣ୍ଟ ହେଉନି ଅପ୍‌ଡେଟ୍‌: ୫ ତହସିଲଦାରଙ୍କୁ ତାଗିଦ୍‌ କଲେ ଜିଲାପାଳ

ଜଗତସିଂହପୁର ଅଫିସ,୨୭ା୫: ଲକ୍‌ଡାଉନ୍‌ ସମୟରେ ଘରେ ବସି ପ୍ରଶାସନ ନିକଟରେ ଅଭିଯୋଗ କରି ସମାଧାନ ପାଇଁ ଟୁଇଟର୍‌ ସୁଯୋଗ ସୃଷ୍ଟି କରୁଛି । କିନ୍ତୁ ଜିଲାର କୁଜଙ୍ଗ, ନାଉଗାଁ, ବିରିଡ଼ି, ବାଲିକୁଦା ଓ ଜଗତ୍‌ସିଂହପୁର ତହସିଲ କାର୍ଯ୍ୟାଳୟ ଟୁଇଟର୍‌ ଅପଡେଟ୍‌ ହେଉନାହିଁ।…

ଟିଏମ୍‌ସି ତଥ୍ୟ ଇ-ଅଫିସ ମାଧ୍ୟମରେ ଦିଅ  

ଜଗତ୍‌ସିଂହପୁର ଅଫିସ,୨୪ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ ପ୍ରତ୍ୟହ ଜିଲାକୁ ପ୍ରବାସୀଙ୍କ ଆଗମନ ହେଉଛି। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ରଖାଯାଉଛି। କିନ୍ତୁ ଟିଏମ୍‌ସିରେ ପ୍ରବାସୀଙ୍କ ରହିବା ପାଇଁ ପୂର୍ବରୁ ଥିବା ଅବଧିରେ ସଂଶୋଧନ ହୋଇଛି। ଏଣିକି ପ୍ରବାସୀ କ୍ବାରାଣ୍ଟାଇନ…

ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ତିର୍ତ୍ତୋଲ,୨୪ା୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଗୁଜରାଟର ଅହମ୍ମଦାବାଦ ଫେରନ୍ତା ବୋଲି ବ୍ଲକ ପ୍ରଶାସନ ସୂଚନା ଦେଇଛି। ଗତ ୧୯ ତାରିଖରେ ଜିଲାରେ ପରୀକ୍ଷା ପାଇଁ ପେଣ୍ଡିଂ ରହିଥିବା ସ୍ବାବ୍‌ ରିପୋର୍ଟ ବାହାରିବା…

ସାବିତ୍ରୀ ଅମାବାସ୍ୟା, ଇଦୁଲଫିତରକୁ ନେଇ ଜିଲାରେ ଉତ୍ସାହ: ମନ୍ଦିର, ମସଜିଦ୍‌ରେ ୧୪୪ ଧାରା

ଜଗତ୍‌ସିଂହପୁର ଅଫିସ,୨୧ା୫: ଶୁକ୍ରବାର ହେଉଛି ସାବିତ୍ରୀ ବ୍ରତ। ଏନେଇ ଜଗତ୍‌ସିଂହପୁର ଜିଲାରେ ଗୁରୁବାର ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ଲୋକେ ଜଗତ୍‌ସିଂହପୁର ସହର ସମେତ ଜିଲାର ବିଭିନ୍ନ ପ୍ରାନ୍ତରେ ବ୍ରତ ସାମଗ୍ରୀ, ଫଳ ଆଦି କିଣିବା ପାଇଁ ଭିଡ ଜମାଇଥିଲେ। ଅନୁରୂପ…

ଅମ୍ଫନ୍‌ ଉଜାଡ଼ିଲା ପାନ ବରଜ

ଏରସମା,୨୧ା୫(ସ୍ବ.ପ୍ର.): କରୋନା ଯୋଗୁ ଚାଷୀମାନେ ନାନା ଅସୁବିଧା ଭୋଗ କରୁଥିବା ବେଳେ ଏବେ ବାତ୍ୟା ଅମ୍ଫନ୍‌ ସେମାନଙ୍କୁ ଅଧିକ ଅସୁବିଧାରେ ପକାଇଛି। ବିଶେଷକରି ପାନ ଚାଷୀମାନେ ଜୀବିକା ହରାଇଛନ୍ତି। ବାତ୍ୟା ଯୋଗୁ ପାନ ବରଜ ମାଟିରେ ମିଶିଯାଇଛି। ଜଗତ୍‌ସିଂହପୁର ଜିଲା ଅଧୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri