ଜଗତ୍‌ସିଂହପୁର

ଆଶ୍ରୟ ନେବାକୁ ଯିବାବେଳେ ପଡ଼ିଯାଇ ବୃଦ୍ଧ ମୃତ

ର୍ତିତ୍ତୋଲ,୨୦ା୫(ଡି.ଏନ.ଏ.): ବାତ୍ୟା ସମୟରେ ଆଶ୍ରୟ ନେବାକୁ ଯିବାବେଳେ ପଡ଼ିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ମାଣତିରି ଗ୍ରାମର ସିନ୍ଧୁ ସାମଲ(୭୫)। ବୁଧବାର ବାତ୍ୟା ସମୟରେ ସେ ତାଙ୍କ କଚ୍ଚାଘରୁ ପାଖରେ ଥିବା…

ପାରାଦୀପରେ ତାଣ୍ଡବ ରଚିଲା ଅମ୍ଫନ୍‌: ୨୪ ଘଣ୍ଟା ବର୍ଷା ପବନରେ ଲୋକେ ଆତଙ୍କିତ

ପାରାଦୀପ,୨୦ା୫(ସ୍ବ.ପ୍ର.): ବଙ୍ଗୋପ ସାଗରରୁ ସୃଷ୍ଟ ବାତ୍ୟା ଅମ୍ଫାନ ପାରାଦୀପରେ ତାଣ୍ଡବ ରଚିଛି। ଏହାଦ୍ୱାରା ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଘଣ୍ଟାପ୍ରତି ୧୦୬ କି.ମି. ବେଗରେ ପବନ ବହିବା ସହ ବୁଧବାର ଦିନ ୧୦ଟା ସୁଦ୍ଧା ୨୦୮ ମି.ମି. ବର୍ଷା ହୋଇଥିବା ରେକର୍ଡ…

ଜଗତସିଂହପୁରରେ ‘ଅମ୍ଫନ୍‌’ ପ୍ରଭାବ: ଭାଙ୍ଗିଲା କଚ୍ଚା ଘର, ବିଦ୍ୟୁତ୍‌ ସେବା ଠପ୍‌; ଗଛ ଉପୁଡ଼ି ଗମନାଗମନ ବାଧାପ୍ରାପ୍ତ

ଜଗତସିଂହପୁର ଅଫିସ, ୨୦।୫: ବାତ୍ୟା ଅମ୍ଫନକୁ ନେଇ ଲୋକଙ୍କ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥିଲା l ସୌଭାଗ୍ୟବଶତଃ ବାତ୍ୟା ଟଳି ଯାଇଥିବାବେଳେ କୌଣସି ଲୋକଙ୍କ ଜୀବନହାନୀ ଘଟିନାହିଁ। କିନ୍ତୁ ଜିଲାର ବିଭିନ୍ନ ସ୍ଥାନରେ ଗଛ ପଡି ଗମନାଗମନରେ ବାଧା…

ଶିଳ୍ପ ବିଭାଗ ଶାସନ ସଚିବଙ୍କ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରଭାବିତ ହେବାକୁ ଥିବା ଅଞ୍ଚଳ ପ୍ରତି ବିଶେଷ ଧ୍ୟାନ ଦିଅ

ଜଗତ୍‌ସିଂହପୁର ଅଫିସ,୧୯ା୫: କରୋନା ଭୂତାଣୁ ସଂକ୍ରମଣ ସାଙ୍ଗକୁ ବାତ୍ୟା ଅମ୍ଫନ୍‌ର ଭୟ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ତେଣୁ ଏବେ ଏହାର ମୁକାବିଲା ପାଇଁ କାର୍ଯ୍ୟ ଶୈଳୀର ଗତିକୁ ଦ୍ୱିଗୁଣିତ କରିବାକୁ ପଡ଼ିବ। ବିଶେଷକରି ତଳିଆ ଅଞ୍ଚଳରୁ ଲୋକଙ୍କୁ…

୨୦ ବର୍ଷ ପରେ ପୁଣି ମହାବାତ୍ୟା ଭୟ: ଏରସମା ବ୍ଲକ ଅଞ୍ଚଳରେ ସର୍ବାଧିକ ୧୦ ହଜାର ଲୋକଙ୍କ ମୃତ୍ୟୁ ହୋଇଥିଲା

ଜଗତ୍‌ସିଂହପୁର ଅଫିସ୍‌/ଏରସମା,୧୯ା୫(ସ୍ବ.ପ୍ର.): ଦୀର୍ଘ ୨୦ ବର୍ଷ ପରେ ଆସନ୍ତା ୨୦ ତାରିଖରେ ପୁଣି ଏକ ମହାବାତ୍ୟାର ଆଶଙ୍କା ରହିଛି। ଏହି ଖବର ବିଶେଷକରି ୧୯୯୯ ମହାବାତ୍ୟାରେ ସର୍ବାଧିକ କ୍ଷତିଗ୍ରସ୍ତ ଅଞ୍ଚଳ ଏରସମା ବ୍ଲକର ଲୋକଙ୍କୁ ଆତଙ୍କିତ କରିଦେଇଛି। ତେବେ ସମ୍ଭାବ୍ୟ ପରିସ୍ଥିତି…

ରାତି ଅଧରେ ବୁଲିଲେ ପ୍ରବାସୀ

ମାହାଙ୍ଗା,୧୫ା୫(ସ୍ବ.ପ୍ର.): ରାଜ୍ୟ ବାହାରୁ ଆସୁଥିବା ପ୍ରବାସୀଙ୍କୁ ସରକାର ସଙ୍ଗରୋଧ କେନ୍ଦ୍ରରେ ରଖିବା ବ୍ୟବସ୍ଥା କରିଛନ୍ତି। ଏପରି କି ଏହି ପ୍ରବାସୀମାନେ ଆସିବା ପରେ କରୋନା ସଂକ୍ରମିତ ବୃଦ୍ଧି ପାଉଥିବାରୁ ସେମାନେ କିପରି ଠିକ୍‌ରେ ସଙ୍ଗରୋଧ କେନ୍ଦ୍ରରେ ପହଞ୍ଚତ୍ପାରିବେ ସେଥିପାଇଁ ବ୍ୟାପକ ବ୍ୟବସ୍ଥା…

ଏସ୍‌ଭିଏମ୍‌ କଲେଜ ଆଖପାଖରେ ୧୪୪ ଧାରା

ଜଗତ୍‌ସିଂହପୁର ଅଫିସ,୧୫ା୫: ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ପ୍ରାନ୍ତରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ଏବେ ଘରକୁ ଫେରୁଛନ୍ତି। ଏହିକ୍ରମରେ ବିଭିନ୍ନ ରାଜ୍ୟରୁ ପ୍ରତ୍ୟହ ଶତାଧିକ ପ୍ରବାସୀ ଜଗତ୍‌ସିଂହପୁର ଜିଲାକୁ ଆସୁଛନ୍ତି। ଜଗତ୍‌ସିଂହପୁରରେ ପହଞ୍ଚତ୍ଲା ପରେ ସେମାନଙ୍କୁ ଏସ୍‌ଭିଏମ୍‌ (ସ୍ବାମୀ ବିବେକାନନ୍ଦ…

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ସେହିଭଳି ମୟୂରଭଞ୍ଜ ଓ ଜଗତସିଂହପୁରକୁ ମଧ୍ୟ ଅରେଞ୍ଜ ଜୋନ୍‌…

ଋଣ ଆଦାୟ ପାଇଁ ବୁଲୁଛନ୍ତି ଫାଇନାନ୍ସ କର୍ମଚାରୀ

ବାଲିଆ,୭ା୫: ମହାମାରୀ କରୋନା ମୁକାବିଲା ପାଇଁ ଦେଶ୍‌ ଲକ୍‌ଡାଉନ ହୋଇଛି। ଫଳରେ ଲୋକେ ଏବେ ଘରେ ବସି ରହିଛନ୍ତି। ମାତ୍ର ଏହି ସମୟରେ ବିଭିନ୍ନ ଫାଇନାନ୍ସ ସଂସ୍ଥା ଲୋକଙ୍କୁ ଦେଇଥିବା ଋଣ ଆଦାୟ କରିବାରେ ଲାଗି ପଡ଼ିଛନ୍ତି। ସଂସ୍ଥାର କର୍ମଚାରୀମାନ ବିଭିନ୍ନ…

ବିରିଡ଼ିକୁ ଫେରିବେ ୧୫୧୯ ପ୍ରବାସୀ

ବାଲିଆ,୭ା୫ : ବିରିଡ଼ି ବ୍ଲକର ୨୧ ପଞ୍ଚାୟତକୁ ଫେରିବା ପାଇଁ ୧୫୧୯ଜଣ ପ୍ରବାସୀ ଓଡ଼ିଆ ନାମ ପଞ୍ଜୀକରଣ କରିଥିବା ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଇତିମଧ୍ୟରେ ବ୍ଲକ ଅଧୀନ ପୂରଣ ପଞ୍ଚାୟତକୁ ଜଣେ, ବତିମୀରାକୁ ଜଣେ ଓ ଗୋପୀନାଥପୁର ପଞ୍ଚାୟତକୁ…

ପଞ୍ଜୀକରଣ କଲେଣି ୬୯୩୬ ପ୍ରବାସୀ ଓଡ଼ିଆ

ଏରସମା,୭ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଏବେ ଘରକୁ ଫେରିବାକୁ ତତ୍ପର ହୋଇଛନ୍ତି। ଏହିକ୍ରମରେ ମଙ୍ଗଳବାର ସୁଦ୍ଧା ଜଗତ୍‌ସିଂହପୁର ଜିଲା ଅଧୀନ ଏରସମା ବ୍ଲକର ୨୫ ପଞ୍ଚାୟତରୁ ମୋଟ ୬୯୩୬ ଜଣ ପ୍ରବାସୀ ଓଡ଼ିଆ…

ଜୀବନକୁ ବାଜି ଲଗାଇ ଫେରିଲେ ଅନିଲ

ଜଗତ୍‌ସିଂହପୁର ଅଫିସ,୭ା୫: ଜୀବନକୁ ବାଜି ଲଗାଇ ସୁଦୂର ମଧ୍ୟପ୍ରଦେଶରୁ ଜଗତ୍‌ସିଂହପୁରରେ ପହଞ୍ଚିଛନ୍ତି ବାଲିକୁଦା ଥାନା ଅଳାଭର ପଞ୍ଚାୟତ କଣିଆ ଗ୍ରାମର ଅନିଲ ବାରିକ। ସେ ତାଙ୍କ ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲା ପରେ ‘ଧରିତ୍ରୀ’କୁ ସ୍ବତନ୍ତ୍ର ଭାବେ ଅଭୁଲାସ୍ମୃତି ବଖାଣିଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri