ଜଗତ୍‌ସିଂହପୁର

ମାଛ ଧରିବାକୁ ବ୍ୟବହାର ହେଉଛି ସ୍ଲୁଇସ୍‌ ଗେଟ୍

ନାଉଗାଁ,୨୪ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ କୋରୁଅ ପଞ୍ଚାୟତ ଗାରୋଇସ୍ଥିତ ଦେବୀ ନଦୀ ଓ ଗୋବରୀ ନଦୀର ସଂଯୋଗସ୍ଥଳ ଗାରୋଇଠାରେ ଥିବା ସ୍ଲୁଇସ୍‌ ଗେଟ୍‌କୁ ଖୋଲି କେତେଜଣ ମାଛ ଧରୁଛନ୍ତି। ସ୍ଳୁଇସ ଗେଟର ରକ୍ଷାଣବେକ୍ଷଣ ଦାୟିତ୍ୱ ଜଳସମ୍ପଦ ବିଭାଗ ହାତରେ ରହିଛି। କିନ୍ତୁ ବିଭାଗୀୟ…

ଉଜୁଡ଼ିଗଲା ପରିବା, ଧାନ ଫସଲ

ରାହାମା,୨୪ା୮(ଡି.ଏନ.ଏ.): ପାଇକା ନଦୀରେ ଆସିଥିବା ବନ୍ୟାଜଳ ଓ ଲଘୁଚାପ ଜନିତ ବର୍ଷା ଯୋଗୁ କୁଜଙ୍ଗ ବ୍ଲକ୍‌ର ଧୋଇଆ ଅଞ୍ଚଳରେ ଧାନ ଓ ପରିବା ଫସଲ ଉଜୁଡ଼ିଯାଇଛି। ଅଞ୍ଚଳର ପ୍ରାୟ ୨୦୦ ହେକ୍ଟର ଜିମିରେ ହୋଇଥିବା ଧାନ, ବାଇଗଣ, କଖାରୁ, ଭେଣ୍ଡି, ପୋଟଳ…

ଧାନ, ମାଛ ଓ ପରିବା ଚାଷୀଙ୍କୁ ବିକ୍ରି ଚିନ୍ତା

ଜଗତ୍‌ସିଂହପୁର ଅଫିସ,୨୪।୮: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଚାଷୀ ମାଛ, ପନିପରିବା, ଧାନ, ମୁଗ, ବିରି ଆଦି ଚାଷ ଉପରେ ନିର୍ଭରଶୀଳ। ପ୍ରତି ବର୍ଷ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସାଙ୍ଗକୁ ବିକ୍ରି ସମସ୍ୟା ଚାଷୀର ମେରୁଦଣ୍ଡ ବଙ୍କା କରି ଦେଉଛି। ଏ ପରିସ୍ଥିତିରେ…

୪ ମାସ ପରେ ଖୋଲିଲା ରାହାମା ସାପ୍ତାହିକ ହାଟ

ରାହାମା,୧୫ା୮(ଡି.ଏନ.ଏ.):କଟକ-ପାରାଦୀପ ରାସ୍ତାର ରାହାମାଠାରେ ସପ୍ତାହର ସୋମବାର ଓ ଶୁକ୍ରବାର ଦୁଇଦିନ ଧରି ସାପ୍ତାହିକ ହାଟ ବସୁଥିଲା। ତେବେ କରୋନା ସଂକ୍ରମଣ ଯୋଗୁ ଜିଲାପାଳଙ୍କ ନିର୍ଦ୍ଦେଶରେ ମାର୍ଚ୍ଚ ମାସରୁ ଏହାକୁ ବନ୍ଦ କରି ଦିଆଯାଇଥିଲା। ସ୍ଥାନୀୟ କୃଷିଜୀବୀ, ବ୍ୟବସାୟୀ, ରାହାମା ବଜାର କର୍ମୀ…

ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ବାଲିକୁଦା, ୧୫ା୮(ଡି.ଏନ.ଏ.): ୫୫ନଂ. ଜାତୀୟ ରାଜପଥର ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ବାରିଲୋ ନିକଟରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପୁଷ୍ପକ କାଣ୍ଡି ଓ ଅନ୍ୟଜଣେ ତାଙ୍କ ବନ୍ଧୁ। ଉଭୟଙ୍କ ଘର ଏରସମା ଥାନା…

ପୋଖରୀରେ ବୁଡି ୨ ନାବାଳକ ମୃତ

ଜଗତସିଂହପୁର ଅଫିସ/ତିର୍ତ୍ତୋଲ ୧୫।୮- ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନାର ଖନ୍ଦୋଳ ଗାଁ ପୋଖରୀରେ ବୁଡ଼ି ଶନିବାର ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନିକଟସ୍ଥ ତୁଳଙ୍ଗ ଗାଁର ପ୍ରତ୍ୟୁଷ ବିଶ୍ୱାଳ ଓ ଆୟୁଷ ବିଶ୍ୱାଳ। ପ୍ରତ୍ୟୁଷ ଓ ଆୟୁଷ ନବମ…

ପାରାଦୀପ-ହରିଦାସପୁର ରେଳପଥ: ଗଡ଼ିଲା ମାଲବାହୀ ଟ୍ରେନ୍‌

ପାରାଦୀପ(ସ୍ବ.ପ୍ର.)/କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ୍‌.ଏ),୧।୮: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷା ପରେ ଶୁକ୍ରବାର ପ୍ରଥମ କରି ପାରାଦୀପ-ହରିଦାସପୁର ରେଳପଥରେ ମାଲବାହୀ ଟ୍ରେନ୍‌ ଚଳାଚଳ ହୋଇଛି। ପାରାଦୀପରୁ ୫୨୮୨ ଟନ୍‌ କୋଇଲା ବୋଝେଇ ଏକ ଟ୍ରେନ୍‌ (ନଂ-ଏମଇ/ଏଚଏସ୍‌ପିଜି ୨୨)କୁ ପରୀକ୍ଷାମୂଳକ ଭାବେ ରାଉରକେଲା ଅଭିମୁଖେ…

କେବୁଲ୍‌ ଟିଭି ମାଧ୍ୟମରେ ଶିକ୍ଷାଦାନ: ୨୭୩ ପ୍ରଧାନଶିକ୍ଷକଙ୍କ ସହ ଡିଇଓଙ୍କ ଗୁଗଲ୍‌ ମିଟ୍‌

ଜଗତ୍‌ସିଂହପୁର ଅଫିସ, ୩୧।୭: ଜଗତ୍‌ସିଂହପୁର ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପ୍ରତିଭା ମଞ୍ଜରୀ ଦାସ ଜିଲାର ୨୭୩ ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ସହ ଗୁରୁବାର ଗୁଗଲ୍‌ ମିଟ୍‌ କରିଛନ୍ତି। ଏଥିରେ ଡିଇଓ ୧ମରୁ ୮ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ଚାଉଳ ଓ…

ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ ଦୁର୍ଗାପୁର(କୋଚିଲାବେଦୀ)ଗ୍ରାମର ପ୍ରଫୁଲ୍ଲ ସ୍ବାଇଁଙ୍କ ଝିଅ ଲିଜାରାଣୀ ସ୍ବାଇଁ। ଲିଜା ଗୋଡ଼ା ପଞ୍ଚାୟତସ୍ଥିତ ବୃନ୍ଦାବନ ବିହାରୀ…

ପ୍ରତାପଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତର ନାହାନ୍ତି, ରୋଗୀସେବା ଠପ

ରାହାମା,୨୭।୭(ଡି.ଏନ୍‌.ଏ): କୁଜଙ୍ଗ ବ୍ଲକ ରାହାମା ଅଧୀନ ପ୍ରତାପଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନ ଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହେଉଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୨୫ ପଞ୍ଚାୟତର ଲୋକେ ନିର୍ଭର କରନ୍ତି। ୧୯୯୪ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଏହି…

ତିର୍ତ୍ତୋଲ ଉପନିର୍ବାଚନ: ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା

ଜଗତ୍‌ସିଂହପୁର ଅଫିସ, ୨୭।୭: ଜୁଲାଇ ୬ରେ ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁ ଚରଣ ଦାସଙ୍କ ପରଲୋକ ହୋଇଯାଇଛି। ଏହାପରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ପରିବେଶ ଚଳଚଞ୍ଚଳ ହୋଇଉଠିଛି। କାରଣ ୬ ମାସ ଭିତରେ ଉପନିର୍ବାଚନ…

ଜଗତ୍‌ସିଂହପୁର ଆସି ଫସିଲେ ପଶ୍ଚିମବଙ୍ଗ ଶ୍ରମିକ

ବାଲିଆ,୨୪।୭: ଜଗତ୍‌ସିଂହପୁର ଜିଲାକୁ ପଶ୍ଚିମବଙ୍ଗରୁ ଆସିଥିବା ୪୫ ଶ୍ରମିକ ଫସି ଯାଇଛନ୍ତି। ଧାନରୋଇବା କାର୍ଯ୍ୟରେ ଲଗାଇବା ପାଇଁ ମଣ୍ଡାସାହିର ଜଣେ ବ୍ୟକ୍ତି ସେମାନଙ୍କୁ ଆଣିଥିଲେ। ବସ୍‌ଯୋଗେ ଆସି ବିରିଡି ଥାନା ବାଲିଆ ଷ୍ଟୋରଠାରେ ଓହ୍ଲାଇ ୨୨ ମୌଜାଦେଇ ମଣ୍ଡାସାହି ଯିବାକୁ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?