ଜଗତ୍‌ସିଂହପୁର

ପରିବାରର ୩ ସମେତ ୪ କରୋନା ସଂକ୍ରମିତ: ଜିଲାରେ ଭୟର ବାତାବରଣ

ଜଗତ୍‌ସିଂହପୁର ଅଫିସ, ୬ା୫: ଜଗତ୍‌ସିଂହପୁର ଜିଲାକୁ ବୁଧବାର କରୋନା ଛୁଇଁଛି। ଜିଲାର ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ନାଉଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଏହି ୪ ଜଣଙ୍କ ମଧ୍ୟରୁ ୩ଜଣ ଗୋଟିଏ ପରିବାରର। ମାତ୍ର ଏହି…

CORONAVIRUS UPDATE: ଜଗତସିଂହପୁର ଛୁଇଁଲା କରୋନା; ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୬।୫(ବ୍ୟୁରୋ)-ଜଗତସିଂହପୁରକୁ ଛୁଇଁଲା କରୋନା। ବୁଧବାର ଅପରାହ୍ନରେ ଜିଲାରେ ପ୍ରଥମ କରି ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷର ସୂଚନା ମିଳିଛି। ଜଗତସିଂହପୁରରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ…

କରୋନା ଯୋଦ୍ଧାଙ୍କୁ ସମ୍ମାନ: ଯୁଦ୍ଧ ଜାହାଜରେ ଜଳିଲା ଲାଇଟ୍‌

ପାରଦୀପ,୪ା୫(ସ୍ବ.ପ୍ର.): କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ନିମନ୍ତେ ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ ଅଭିନବ ଉପାୟରେ ସମ୍ମାନ ଜଣାଯାଇଛି। ପୂର୍ବ ଉପକୂଳ ସୀମାର ସାଗରଦୀପ, ପୁରୀ ଓ ପାରୀଦୀପ ସମୁଦ୍ରରେ ଥିବା ପାଟ୍ରୋଲିଂ ଯୁଦ୍ଧ ଜାହଜଗୁଡିକରେ ସବୁଜ, କମଳା ରଙ୍ଗର ଲାଇଟ୍‌…

ବାହାର ରାଜ୍ୟରୁ ଫେରିବେ ୪୩ ହଜାର ଲୋକ

ଜଗତ୍‌ସିଂହପୁର ଅଫିସ,୨୯ା୪: ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ବିଭିନ୍ନ ଜିଲା ଲୋକ ବାହାର ରାଜ୍ୟରେ ଫସି ରହିଛନ୍ତି। ଏବେ ରାଜ୍ୟ ସରକାର ସେମାନଙ୍କୁ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି। ତେବେ ଯେଉଁମାନେ ଫେରିବାକୁ ଚାହୁଁଛନ୍ତି ସେମାନେ ଅନଲାଇନ୍‌ରେ ନାମ ପଞ୍ଜୀକରଣ କରୁଛନ୍ତି। ଏହି…

କୋହଳ ହେଲା ଉକ୍‌ଡାଉନ ନିୟମ: ଜବରଦଖଲରେ ଥିବା ଦୋକାନ ବନ୍ଦ ରହିବ

ଜଗତ୍‌ସିଂହପୁର ଅଫିସ, ୨୭ା୪: ନିକଟରେ ରାଜ୍ୟ ସରକାର ଲକ୍‌ଡାଉନ୍‌ ନିୟମରେ କେତେକ କୋହଳ କରିଛନ୍ତି। ବିଶେଷକରି କେତେକ ଦୋକାନ, ବଜାର ଖୋଲା ରଖିବା ସଂକ୍ରାନ୍ତରେ ଘୋଷଣା କରାଯାଇଛି। ଏହି ଘୋଷଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ବ୍ୟବସାୟୀ ମହଲରେ ଖୁସି…

ଛାତ୍ରୀଙ୍କ ଭିଡିଓ ଭାଇରାଲ ଘଟଣା: ଶିକ୍ଷକଙ୍କ ପରେ ଦୁଇ ଖବରଦାତା ଗିରଫ

ବାଲିକୁଦା,୨୭ା୪(ସ୍ବ.ପ୍ର.): ଭିଡିଓ ଭାଇରାଲ ମାମଲାର ସମାଧାନ ପାଇଁ ଛାତ୍ରୀଙ୍କୁ ଚାପ ପକାଉଥିବା ୨ ଖବରଦାତାଙ୍କୁ ବାଲିକୁଦା ପୋଲିସ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏହି ଥାନା ଅଞ୍ଚଳର ବିପିନ ସେଠୀ ଓ ଦିଲୁ ମୁଦୁଲି। ଛାତ୍ରୀଙ୍କ ଅଭିଯୋଗ…

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲିଲେ ଜିଲାପାଳ

ମାର୍ଶାଘାଇ,୨୭ା୪(ଡି.ଏନ.ଏ.): ଲକ୍‌ଡାଉନ ପରେ ବାହାର ରାଜ୍ୟରେ ଥିବା ଲୋକଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏନେଇ ଆଶା, ଅଙ୍ଗନୱାଡି କର୍ମୀ ଓ ଏଏନଏମ କର୍ମୀ ଘରଘର ବୁଲି ବାହାର ରାଜ୍ୟରେ ଥିବା ଲୋକଙ୍କ ତଥ୍ୟ ସଂଗ୍ରହ କରୁଛନ୍ତି। ଯେଉଁମାନେ…

ବ୍ଲକ୍‌ ପ୍ରଶାସନକୁ ମାସ୍କ ଯୋଗାଇଲା ମା’ଶକ୍ତି ଏସ୍‌ଏଚ୍‌ଜି

ଏରସମା,୨୭ା୪ (ସ୍ବ.ପ୍ର.): କରୋନା ମୁକାବିଲା ଲାଗି ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହି ପରିପ୍ରେକ୍ଷୀରେ ସବୁ ଲୋକଙ୍କୁ ମାସ୍କ ଯୋଗାଇ ଦେବା ଲାଗି ଏରସମା ବ୍ଲକର ମା’ଶକ୍ତି ଏସ୍‌ଏଚ୍‌ଜିର ମହିଳାମାନେ ଆଗେଇ ଆସିଛନ୍ତି। ଲୋକଙ୍କ…

ପୋର୍ଟ ଭିତରେ ଜଳିଗଲା ହାଇଓ୍ବା

ପାରାଦୀପ, ୨୪।୪ (ସ୍ବ.ପ୍ର.)-ପାରାଦୀପ ପୋର୍ଟର ୧ନମ୍ବର ଗେଟ୍‌ ପାଖରେ ଚାଲିଥିବ ଏକ ନୂତନ ପ୍ରକଳ୍ପ(ଜେଏସ୍‌ଡବ୍ଲ୍ୟୁ)ରେ ଶୁକ୍ରବାର ଏକ ହାଇଓ୍ବାରେ ନିଆଁ ଲାଗି ଗାଡ଼ିଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଗାଡ଼ିଟି ପେଟ୍‌ କୋକ୍‌ ବୋଝେଇ କରି ନିଷିଦ୍ଧାଞ୍ଚଳ ପ୍ଲଟକୁଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି।…

୫-ଟି ସଚିବଙ୍କ କୋଭିଡ୍‌-୧୯ ହସ୍ପିଟାଲ ପରିଦର୍ଶନ

ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ କରାଯାଉଛି। ଏହି କ୍ରମରେ ପାରାଦୀପଠାରେ ୧୦୦ଶଯ୍ୟା ବିଶିଷ୍ଠ କୋଭିଡ୍‌-୧୯ ହସ୍ପିଟାଲ ପ୍ରସ୍ତୁତ କରାଯାଇଛି। ଶୁକ୍ରବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ପାରାଦୀପଠାରେ ପହଞ୍ଚତ୍ ଉକ୍ତ ହସ୍ପିଟାଲରେ ରୋଗୀ…

ଲାଗିଲା କଟକଣା: ସମୁଦ୍ରରୁ ମାଛ ଧରା ୨ ମାସ ବନ୍ଦ

ପାରାଦୀପ, ୧୭।୪ (ସ୍ବ.ପ୍ର.)- କରୋନା ଭୂତାଣୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏବେ କେତେକ କ୍ଷେତ୍ରରେ ନିୟମ କୋହଳ କରାଯାଇଛି। ସେଥିମଧ୍ୟରେ ମାତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଇପାରିବେ ବୋଲି ଉଭୟ କେନ୍ଦ୍ର ଓ ରାଜ୍ୟ…

ପୋଲିସ ପାଣ୍ଠିକୁ ଟ୍ୟୁଶନ ଦରମା ଦେଲେ ଛାତ୍ର

ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ପାଇଁ ବିଭିନ୍ନ କଟକଣା ଲାଗୁ କରାଯାଇଥିବା ବେଳେ ପୋଲିସ ଏହାର ପରିଚାଳନା କରୁଛି। ପୋଲିସର ଏହି ସେବାଦୃଶ୍ୟ କାମ ପାଇଁ ଜଣେ ନର୍ସରୀ ଛାତ୍ର ବାଲିଝରା ବସ୍ତିର ପ୍ରତୀକ ତରାଇ ନିଜ ଟ୍ୟୁଶନ ଦରମା ୩୦୦୦ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri