ଜଗତ୍‌ସିଂହପୁର

ବାଲିକୁଦାରେ ଗ୍ୟାଙ୍ଗୱାର ଘଟଣା: ସାଗରଙ୍କ ଦୁଇ ସହଯୋଗୀ ଗିରଫ

ବାଲିକୁଦା,୧୩ା୧(ସ୍ବ.ପ୍ର.): ବାଲିକୁଦା ଥାନା ଅଞ୍ଚଳରେ ଗତ ୩ତାରିଖରେ ଦୁଇ ଅପରାଧୀ ଗୋଷ୍ଠୀ ସାଗର ମଲ୍ଲିକ ଓ ସମୀର ଦଳେଇଙ୍କ ମଧ୍ୟରେ ହୋଇଥିବା ଗ୍ୟାଙ୍ଗୱାର ଘଟଣାରେ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ସାଗରଙ୍କ ଦୁଇ ସହଯୋଗୀ ସିତୁ ଦାସ ଓ ବଳିଆ ସାମଲକୁ...

ନାଉଗାଁ ବ୍ଲକରେ ମିଳିତ ଜନଶୁଣାଣି ୮୯ ଅଭିଯୋଗ, ୮ ତ୍ୱରିତ ସମାଧାନ

ନାଉଗାଁ ,୧୪।୧ (ସ୍ବ.ପ୍ର.):ନାଉଗାଁ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ ୮୯ ଅଭିଯୋଗ ହୋଇଥିବା ବେଳେ ସେଥିରୁ ୮ଟିର ସଙ୍ଗେସଙ୍ଗେ ସମାଧାନ କରାଯାଇଥିଲା। ଅଭିଯୋଗଗୁଡ଼ିକ ମଧ୍ୟରେ ଆଧାର କେନ୍ଦ୍ର ବନ୍ଦ ଥିବାରୁ ଲୋକମାନେ...

ଟ୍ରକ୍‌ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ

ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍‌ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର...

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ନଂ-୬/୨୦ରୁଜୁ କରାଯିବା ସହ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ପରେ ଘଟଣାସ୍ଥଳକୁ ଥାନାଧିକାରୀ...

ହାଜିପୁର ମଣ୍ଡଳ ଭାଜପାର ସାଙ୍ଗଠନିକ ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ନିଷ୍ପତ୍ତି

ବାଲିଆ,୧୩ା୧: ବିରିଡ଼ି ବ୍ଲକ ଅଧୀନ ହାଜିପୁର ମଣ୍ଡଳ ଭାଜପାର ଏକ ସାଙ୍ଗଠନିକ ବୈଠକ ଅଲାଣ୍ଡୋସ୍ଥିତ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଣ୍ଡଳର ନୂତନ ସଭାପତି ସୁଦର୍ଶନ ପଣ୍ଡା ସଭାପତିତ୍ୱ କରିଥିଲେ। ମଣ୍ଡଳ ପ୍ରଭାରୀ ତଥା ଜିଲା...

୧ମ ଜାତୀୟ ସଂହତି ଶିବିର ଓ ପଞ୍ଚବିଂଶ ସ୍କାଉଟ୍ସ, ଗାଇଡ୍ସ ମେଳା :‘ଯୁଦ୍ଧର ଭୟ ବେଳେ ଶିବିର ଗୁରୁତ୍ୱପୂର୍ଣ୍ଣ’

ଜଗତ୍‌ସିଂହପୁର ଅଫିସ୍‌,୧୩ା୧: ମାନବ ସମ୍ବଳର ସଫଳ ପରିଚାଳନାରେ ଯେଉଁ ଦେଶ ଯେତେ ପାରଙ୍ଗମ ସେ ଦେଶ ସେତେ ସମୃଦ୍ଧ। ସାମ୍ପ୍ରତିକ ବିଶ୍ୱରେ ଏବେ ଏକ ଯୁଦ୍ଧର ବିଭୀଷିକା ଭିତ୍ତି ସଞ୍ଚାର କରୁଛି। ଏ ପରିସ୍ଥିତିରେ ଜାତୀୟ ସଂହତି ବଜାୟ ରଖିବା...

ଧଳାଜହର ବଳୟରେ କୁଜଙ୍ଗ ଅଞ୍ଚଳ

କୁଜଙ୍ଗ,୧୩ା୧(ଡି.ଏନ.ଏ.): ନିଶା ସେବନ କରି ଯୁବସମାଜ ପଥଭ୍ରଷ୍ଟ ହେବା ସାଙ୍ଗକୁ ନାନଦି କୁକର୍ମରେ ଲିପ୍ତ ରହି ନିଜର ଉଜ୍ଜ୍ୱଳ ଭବିଷ୍ୟତକୁ ଅନ୍ଧକାରମଧ୍ୟକୁ ଠେଲି ଦେଉଛନ୍ତି। ଯଦ୍ଦ୍ବାରା ସେମାନଙ୍କ ମା’ବାପା ଚିନ୍ତାରେ ରହୁଛନ୍ତି। ନିଶା କାବାରକୁ ସାମାଜିକସ୍ତରରେ ବିରୋଧ କରାଯାଉଥିଲେବି ବାସ୍ତବରେ...

ଛଟେଇ ଶ୍ରମିକଙ୍କୁ ପୁନଃ ନିଯୁକ୍ତି ଦାବି: ପିଆଇସିଟି ବର୍ଥ ଟର୍ମିନାଲ ସମ୍ମୁଖରେ ଧାରଣା

ପାରାଦୀପ,୧୧ା୧(ସ୍ବ.ପ୍ର.): ପାରାଦୀପ ବନ୍ଦରର ପିଆଇସିଟି ବର୍ଥ ଟର୍ମିନାଲ ସମ୍ମୁଖରେ ଶୁକ୍ରବାର ପାରାଦୀପ ପୋର୍ଟ ଆଣ୍ଡ ଡକ୍‌ ମଜଦୁର ୟୁନିୟନ ପକ୍ଷରୁ ଧାରଣା ଦିଆଯାଇଛି। ଉକ୍ତ ପ୍ରକଳ୍ପରେ କାମ କରୁଥିବା ୬ ଜଣ ଶ୍ରମିକଙ୍କୁ ଛଟେଇ କରାଯାଇଛି। ସେମାନଙ୍କୁ ପୁନଃ ନିଯୁକ୍ତି...

ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ଜେଏସ୍‌ଡବ୍ଲ୍ୟୁର ପ୍ରୟାସ

ପାରାଦୀପ, ୧୧ା୧ (ସ୍ବ.ପ୍ର.): ପାରାଦୀପଠାରେ ହେବାକୁ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପକ୍ଷରୁ ଶୁକ୍ରବାର ଶିଳ୍ପ ପ୍ରଭାବିତ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ପାଇଁ ରୋଜଗାର ଯୋଗାଇବା ବ୍ୟବସ୍ଥା କରାଯାଇଛି। କମ୍ପାନୀ ପକ୍ଷରୁ ଢିଙ୍କିଆ, ଗଡ଼କୁଜଙ୍ଗ, ନୂଆଗଁ।...

ରଘୁନାଥପୁର ପଞ୍ଚାୟତ ସମିତି: ହୋହଲ୍ଲା, ଚେୟାର ଫୋପଡ଼ା ଫୋପଡ଼ିରେ ସରିଲା ବୈଠକ

ରଘୁନାଥପୁର, ୧୦।୧ (ଡି.ଏନ୍‌.ଏ.)-ରଘୁନାଥପୁର ପଞ୍ଚାୟତ ସମିତିର ୫ମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଦୁଇଗୋଷ୍ଠୀ ମଧ୍ୟରେ କଟାକଟା, ହୋହଲ୍ଲା ଓ ବୈଠକ ଗୃହରେ ଚେୟାର ଫୋପଡ଼ା ଫୋପଡ଼ିରେ ବୈଠକ ଶେଷ ହୋଇଛି। ଅଧ୍ୟକ୍ଷା ସ୍ବପ୍ନାସରିତା ବଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

ଓଏଏସ୍‌ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି

ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨ ମୌଜା ଚାଷୀଖଣ୍ଡ ଗ୍ରାମର ଅରୁଣ କୁମାର ଦାସ ଓ କୃଷ୍ଣପ୍ରିୟା ମହାନ୍ତିଙ୍କ ଏକମାତ୍ର...

ଏରସମା ଫାଶୀଦଣ୍ଡ ମାମଲା:୨୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାରେ ଫାଶୀଦଣ୍ଡ ପାଇଥିବା କାଳିଆ ମାନା ମାମଲା ଉପରେ ଗୁରୁବାର ହାଇକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ କୋର୍ଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri