ବିଡିଓଙ୍କୁ ହତ୍ୟା ଧମକ ଦେଲେ ବିଜେଡି ସମର୍ଥିତ ଜନପ୍ରତିନିଧି
କୁଜଙ୍ଗ,୧୪।୯(ମନୋଜ ପ୍ରଧାନ):ଜଗତ୍ସିଂହପୁର ଜିଲା କୁଜଙ୍ଗ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଶୁକ୍ରବାର ଗଣ୍ଡଗୋଳ ହୋଇଛି। ବିଜେଡି ସମର୍ଥତ୍ତ ଜନପ୍ରତିନିଧି ବିଡିଓଙ୍କୁ ଡାକି ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବିଜେଡି ଓ ଭାଜପା ସମର୍ଥିତ ଜନପ୍ରତିନିଧି ମୁହଁାମୁହିଁ ହୋଇଛନ୍ତି। ଏହି ଘଟଣାକୁ…
ଗଣେଶ ଭସାଣିକୁ ନେଇ ହଣାକଟା
ପାରାଦୀପ.୧୩।୯(ଶରତ ରାଉତ): ପାରାଦୀପ ଜଟାଧାର ମୁହାଣ ସାମୁଦ୍ରିକ ଥାନା ଅନ୍ତର୍ଗତ ଷଣ୍ଢକୁଦ ବସ୍ତିରେ ଗୁରୁବାର ରାତି ୯ଟାରେ ଗଣେଶ ମୂର୍ତ୍ତି ଭସାଣିକୁ ନେଇ ଗଣ୍ଡଗୋଳ ହୋଇଛି। ଏଥିରେ ନୋଳିଆ ସମ୍ପ୍ରଦାୟର ୨ ଗୋଷ୍ଠୀ ହଣାକଟା ହୋଇଛନ୍ତି। ଫଳରେ ୨ ଜଣ ଗୁରୁତର…
ବିଜେଡିରେ ବଢ଼ୁଛି କନ୍ଦଳ
ପାରାଦୀପ/ କୁଜଙ୍ଗ, (ଶରତ ରାଉତ/ମନୋଜ ପ୍ରଧାନ),୧୨ା୯: ସାଧାରଣ ନିର୍ବାଚନରେ ପାରାଦୀପ ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟକୁ ଅନେକେ ନେତା ଓ କର୍ମୀ ଗ୍ରହଣ କରିପାରୁନାହାନ୍ତି। ଗତ ୩ମାସ ମଧ୍ୟରେ ବିଜେଡି ସମର୍ଥିତ କେତେକ ସରପଞ୍ଚ ଓ ସମିତି ସଭ୍ୟ ଦଳ ଛାଡ଼ି…
ବ୍ଲାକ୍ରୋଜ୍ ଜାହାଜ ବୁଡ଼ିକୁ ୧୫ ବର୍ଷ ପୂରିଲା: ସରୁନି ତଦନ୍ତ, ହେଉନି ରହସ୍ୟ ଉନ୍ମୋଚନ
ପାରାଦୀପ,୯।୯(ଶରତ ରାଉତ): ପାରାଦୀପ ବନ୍ଦର ନିକଟରେ ଏମ୍ଭି ବ୍ଲାକ୍ରୋଜ୍ ଜାହାଜ ବୁଡ଼ି ଘଟଣାକୁ ସୋମବାର ୧୫ ବର୍ଷ ପୂରୁଛି। ବନ୍ଦରଠାରୁ ୬ କି.ମି. ସମୁଦ୍ରର ଆଙ୍କରେଜ୍ ଏରିଆରେ ୨୦୦୯ ସେପ୍ଟେମ୍ବର ୯ରେ ଏହି ଜାହାଜ ବୁଡ଼ି ଯାଇଥିଲା। ପ୍ରାୟ ୨୦୧୪ ମସିହା…
ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା: ଆଧାରରେ ମୋବାଇଲ ଲିଙ୍କ୍ ବାଧ୍ୟତାମୂଳକ ନୁହେଁ, ଜାଣନ୍ତୁ ଏହା ବଦଳରେ କ’ଣ କରିବେ…
ଜଗତସିଂହପୁର,୬ା୯(ପ୍ରମୋଦ କୁମାର ନାୟକ): ରାଜ୍ୟ ସରକାର ଲୋକାଭିମୁଖୀ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏନେଇ ଆଧାର କେନ୍ଦ୍ର, ଜନସେବା କେନ୍ଦ୍ର (ଜେଏସ୍କେ) ଓ ମୋ ସେବା କେନ୍ଦ୍ର (ଏମ୍ଏସ୍କେ) ଆଦି ବିଭିନ୍ନ ସ୍ଥାନରେ ଭିଡ ଦେଖିବାକୁ ମିଳୁଛି। କେତେବେଳେ ସର୍ଭର ଡାଉନ…
ସୁଭଦ୍ରା ଯୋଜନା ନିୟମାବଳୀକୁ ନେଇ ଉଠିଲା ଆପତ୍ତି
ବାଲିକୁଦା,୫ା୯(ତାପସ ସ୍ବାଇଁ):ସୁଭଦ୍ରା ଯୋଜନା ନିୟମାବଳୀକୁ ନେଇ ଜଗତ୍ସିଂହପୁର ଜିଲାପାଳଙ୍କୁ ଅଳାଭର ସରପଞ୍ଚ ମଧୁଛନ୍ଦା ସ୍ବାଇଁ ବୁଧବାର ଆପତ୍ତି କରିଛନ୍ତି। ତାଙ୍କ ଅଭିଯୋଗ ମୁତାବକ ସରକାର ଆରମ୍ଭ କରିଥିବା ସୁଭଦ୍ରା ଯୋଜନା ପାଇଁ ମହିଳାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…
ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ସରପଞ୍ଚ
କୁଜଙ୍ଗ, ୪।୯(ମନୋଜ ପ୍ରଧାନ): ପାରାଦୀପ ଗଡପଞ୍ଚାୟତର ମୋ ସେବା କେନ୍ଦ୍ରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପାରାଦୀପଗଡ଼ ଗ୍ରାମ ପଞ୍ଚାୟତ ସରପଞ୍ଚ ସସ୍ମିତା ବେହେରା ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ପଞ୍ଚାୟତରେ ଏହି ଯୋଜନାର ଶୁଭାରମ୍ଭ କରିଥିଲେ।…
ଟ୍ରାକ୍ରୁ ଖସିଲା ମାଲ୍ବାହୀ ଟ୍ରେନ୍, ଦୁଇ ବଗି ଭାଙ୍ଗିଲା
ପାରାଦୀପ,୨ା୯(ଶରତ ରାଉତ): ପାରାଦୀପ ରଙ୍ଗିଆଗଡ଼ ରେଲଓ୍ବେ ଷ୍ଟେଶନ ପାଖ ବାଉରିଆପାଳନନ୍ଦା ଠାରେ ସୋମବାର ମଧ୍ୟାହ୍ନରେ ଏକ ମାଲବାହୀ ଟ୍ରେନ୍ର ଦୁଇଟି ବଗି ଲାଇନ୍ଚ୍ୟୁତ ହୋଇଛି। ଗୋଟିଏ ରେଲଓ୍ବେ ଟ୍ରାକ୍ରୁ ଖସି ପଡ଼ିଥିବା ବେଳେ ଅନ୍ୟ ବଗି ଭାଙ୍ଗି ଗଳିପଡ଼ିଛି। ଏହି ଘଟଣା…
ପାରାଦ୍ୱୀପରେ ହଟଚମଟ: ଚାଇନା ଜାହାଜରୁ ଧରାପଡିଲେ ୩ ଘାନା ନାଗରିକ
ପାରାଦ୍ୱୀପ,୩୧।୮(ଶରତ ରାଉତ): ପାରାଦ୍ୱୀପ ବନ୍ଦର ସିକ୍ୟୁ ୧ ବର୍ଥରେ ଶନିବାର ଭୋରୁ ଲାଗିଥିବା ଚାଇନା ଜାହାଜ ଏମଭି ଗ୍ରେଟ ଶେଙ୍ଗ ଓ୍ବେନକୁ ନେଇ ହଟଚମଟ ସୃଷ୍ଟି ହୋଇଛି। ଉକ୍ତ ଜାହାଜରେ ୩ ଜଣ ଘାନା ଦେଶର ନାଗରିକ ବେଆଇନ ଭାବେ ପ୍ରବେଶ…
୫୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ
ଜଗତସିଂହପୁର,୨୮।୮: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ଜଗତସିଂହପୁର ବାଲିକୁଦା ତହସିଲର ମଲ୍ଲିକାପୁର ରାଜସ୍ବ ନିରୀକ୍ଷକ(ଆରଆଇ) ବିଭୁଦତ୍ତ ସାହୁ। ଏକ ଜମି ପଟା ମ୍ୟୁଟେସନ କେସ କୁ ଜଣଙ୍କ ପକ୍ଷରେ କରାଇ ଦେବା ଲାଗି ୫୦୦୦ ଟଙ୍କା ଲାଞ୍ଚ ମାଗି…
ପଣ୍ୟବାହୀ ଜାହାଜ ଆଇଟିଟି ପୁମା ବୁଡ଼ିଗଲା
ପାରାଦୀପ,୨୭।୮(ଶରତ ରାଉତ): ପଶ୍ଚିମବଙ୍ଗ ସାଗରଦୀପଠାରୁ ୯୦ ନଟିକାଲମାଇଲ (୧୬୨ କି.ମି.) ଦୂରରେ ରବିବାର ରାତିରେ ଏକ ପଣ୍ୟବାହୀ ଜାହାଜ ଏମ୍ଭି ଆଇଟିଟି ପୁମା କୌଣସି କାରଣବଶତଃ ସମୁଦ୍ରରେ ବୁଡ଼ି ଯାଇଛି। ଖବରପାଇ ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ପାଟ୍ରୋଲିଂ ଜାହାଜ ସାରଙ୍ଗ ଓ…
ଅଳକା ଖନନ ଠିକ୍ ଭାବେ ହୋଇ ପାରିନାହିଁ: ମୁଖ୍ୟମନ୍ତ୍ରୀ
ଜଗତସିଂହପୁର,୨୩ା୮(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଜିଲାର ଏକଦା ଲାଇଫଲାଇନ୍ କୁହାଯାଉଥିବା ଅଳକା ନଦୀ ଆଜି ମୃତପ୍ରାୟ। ଏହି ନଦୀର ଅନେକ ସ୍ଥାନ ଜବରଦଖଲରେ ଅଛି। ଏହାକୁ ନେଇ ଜଗତ୍ସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ଚିନ୍ତାପ୍ରକଟ କରିଛନ୍ତି। ଏହି ନଦୀକୁ ଜମି ମାଫିଆ…
Archives


