ଆବାସ ଯୋଜନାରେ ଅନିୟମିତତା: ଜିଆର୍ଏସ୍ ନିଲମ୍ବିତ
ତିର୍ତ୍ତୋଲ, ୧୪।୩ (ଡି.ଏନ୍.ଏ.):ଆବାସ ଯୋଜନାରେ ଅନିୟମିତତା ନେଇ ତିର୍ତ୍ତୋଲ ବ୍ଲକ ବିଷନପୁର ପଞ୍ଚାୟତ ଜିଆରଏସ୍ ତପୁ ମହାପାତ୍ରଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉକ୍ତ ପଞ୍ଚାୟତରେ କେତେଜଣ ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇ ଜିଓ ଟ୍ୟାଗିଂ କରାଯାଇଥିବା ପ୍ରମାଣ ମିଳିବା…
ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୭ ଗିରଫ, ଜଣେ ଗୁରୁତର
କୁଜଙ୍ଗ,୧୨ା୩(ଡି.ଏନ.ଏ.): କୁଜଙ୍ଗ ଥାନା ଅଧୀନ ଫତେପୁର ଗ୍ରାମରେ ଜମି ବିବାଦକୁ କେନ୍ଦ୍ରକରି ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଉଭୟ ପକ୍ଷରୁ ୭ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଜଣେ ଗୁରୁତର ହୋଇଛନ୍ତି।…
ନବବଧୂଙ୍କୁ ନିର୍ଯାତନା ମାମଲା: ତିର୍ତ୍ତୋଲ ପୋଲିସ ବିରୋଧରେ ଏସ୍ପିଙ୍କୁ ଅଭିଯୋଗ
ଜଗତ୍ସିଂହପୁର ଅଫିସ,୧୨ା୩: ତିର୍ତ୍ତୋଲ ଥାନା ଅଧୀନ ଦୋନ୍ଦୁଅ ଗ୍ରାମର ଜଣେ ନବ ବିବାହିତାଙ୍କୁ ତାଙ୍କ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ନିର୍ଯାତନା ଦେଇଥିବା ସମ୍ପର୍କିତ ମାମଲା ଭିନ୍ନ ମୋଡ ନେଇଛି। ପୀଡ଼ିତା ନବ ବିବାହିତା ତଥା ଏହି ଗାଁର…
ପ୍ରଥମପତ୍ନୀଙ୍କୁ ନିର୍ଯାତନା ଦେଇ ଦ୍ୱିତୀୟ ବିବାହ: ନ୍ୟାୟ ପାଇଁ ଘର ଆଗରେ ଧାରଣା
ପାରାଦୀପ,୯ା୩(ସ୍ବ.ପ୍ର.): ପାରାଦୀପ ଲକ୍ ଥାନା ଅନ୍ତର୍ଗତ ବାଲିଡିଆ ଗ୍ରାମରେ ସୋମବାର ଜଣେ ମହିଳା ନିଜର ହକ୍ ପାଇଁ ସ୍ବାମୀଙ୍କ ଘର ଆଗରେ ଧାରଣା ଦେଇଥିଲେ। ଅପରାହ୍ନରେ ପୋଲିସ ହସ୍ତକ୍ଷେପ କରି ସମ୍ପୃକ୍ତ ମହିଳାଙ୍କୁ ଥାନାକୁ ଡାକି ଆଲୋଚନା କରିଥିଲା। ଅନ୍ୟପକ୍ଷେ ସ୍ବାମୀ…
ପାରାଦୀପ ପୌରାଞ୍ଚଳ: ସ୍ଥଗିତ ରହିଲା ପକ୍କା ଘର ଯୋଗ୍ୟତା କାର୍ଡ ବଣ୍ଟନ
ପାରାଦୀପ, ୯।୩ (ସ୍ବ.ପ୍ର.): ରାଜ୍ୟ ସରକାର ସହରାଞ୍ଚଳରେ ଥିବା କଚ୍ଚା ଘର ବାସିନ୍ଦାଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ୨୦୧୭ରୁ ଭୂମିହୀନଙ୍କୁ ଯୋଗ୍ୟତା ପ୍ରମାଣପତ୍ର ପ୍ରଦାନ କରୁଛନ୍ତି। ଏଥିରେ ଦ୍ୱୈତ ଶାସନରେ ପରିଚାଳିତ ପାରାଦୀପ ପୌରାଞ୍ଚଳକୁ ସାମିଲ କରାଯାଇଛି। ୨୦୧୭…
କେନ୍ଦ୍ର-ରାଜ୍ୟ ବିବାଦ: ଫସିଛନ୍ତି ସ୍ବାସ୍ଥ୍ୟବୀମା କାର୍ଡଧାରୀ
ଜଗତ୍ସିଂହପୁର ଅଫିସ, ୯।୩: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ଯୋଜନା ପରେ ଯୋଜନା କରୁଛନ୍ତି। ହେଲେ ବାସ୍ତବରେ ଏହି ଯୋଜନା ଦ୍ୱାରା ଲୋକମାନେ କେତେମାତ୍ରାରେ ଉପକୃତ ହେଉଛନ୍ତି ତାକୁ ବିଶ୍ଳେଷଣ କରାଯାଉ ନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ…
ଜଗତ୍ସିଂହପୁର ଜିଲା ଚିଠି: ସରିଯାଉଛି ଟୋକନ ଅବଧି, ସମସ୍ୟାରେ ପଡୁଛି ଚାଷୀ
ଓଡ଼ିଶାରେ ଚଳିତବର୍ଷ ପ୍ରଥମ ଥର ପାଇଁ ଟୋକନ୍ ମାଧ୍ୟମରେ ମଣ୍ଡିରୁ ଧାନ ଉଠୁଛି। ଏହାର ପ୍ରଭାବ ଜଗତ୍ସିଂହପୁର ଜିଲାର ଚାଷୀଙ୍କ ଉପରେ ବି ପଡିଛି। ଟୋକନ ବ୍ୟବସ୍ଥା ଜିଲାର ଅଧିକାଂଶ ଚାଷୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। କାରଣ ଟୋକନ୍ ପାଇଥିବା…
ଶ୍ମଶାନ ରାସ୍ତାରେ ରହସ୍ୟଜନକ ସମାଧି
ପାରାଦୀପ, ୭।୩ (ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅଧୀନ ମଧୁବନ ଶ୍ମଶାନ ରାସ୍ତା ନଦୀ ପଠାଠାରେ ଏକ ରହସ୍ୟଜନକ ସମାଧିକୁ ନେଇ ଶୁକ୍ରବାର ଅପରାହ୍ନରେ ହଟଚମଟ ସୃଷ୍ଟି ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ ବି ସମାଧିକୁ ଖୋଳି ନ…
ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ
କୁଜଙ୍ଗ, ୭।୩ (ଡି.ଏନ୍.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ ମାରିବା ପରେ ପୋଲିସର ପାରିବା ପଣିଆ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିସହ ପୋଲିସର…
ଫେରିଯିବ ଦେଢ଼ କୋଟିର ଅନୁଦାନ
ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ ଠିକ୍ ସମୟରେ ଅନୁଦାନ ଖର୍ଚ୍ଚ କରା ନ ଗଲେ ତାହା ଫେରିଯିବା ନିୟମ…
୭୫.୮୫ ଲକ୍ଷରେ ନିଲାମ ହେଲା ଦୀପ ଦୋକାନ
ଜଗତ୍ସିଂହପୁର ଅଫିସ, ୫ା୩: ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିର ପରିସରରେ ଥିବା ଜୋତା ଷ୍ଟାଣ୍ଡ, ପାର୍କିଂ, ଭୋଗ, ଦୀପ ଓ ପୂଜା ସାମଗ୍ରୀ ଦୋକାନ ପାଇଁ ପ୍ରତିବର୍ଷ ନିଲାମ ହୁଏ। ଏହି ଅନୁଯାୟୀ ଚଳିତବର୍ଷ ପାଇଁ ବୁଧବାର…
ପୁଅ ମୃତ୍ୟୁର ୭ମାସ ପରେ ମା’ଆଣିଲେ ହତ୍ୟା ଅଭିଯୋଗ
କୁଜଙ୍ଗ,୫ା୩(ଡି.ଏନ.ଏ.): ଜଣେ ଯୁବକଙ୍କ ମୃତ୍ୟୁର ୭ମାସ ପରେ ତାଙ୍କ ମା’ହତ୍ୟା ଅଭିଯୋଗ ଆଣିଛନ୍ତି। ପୁଅକୁ ଯୋଜନାବଦ୍ଧଭାବେ ହତ୍ୟା କରାଯିବା ପରେ ରାସ୍ତାରେ ଫିଙ୍ଗାଯାଇ ଦୁର୍ଘଟଣାର ରୂପ ଦିଆଯାଇଛି ବୋଲି ମୃତକଙ୍କ ମା’ କୁଜଙ୍ଗ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଅଭିଯୋଗ…
Archives


