ଜଗତ୍‌ସିଂହପୁର

ଦଳ ଛାଡ଼ିଲେ ଶତାଧିକ କଂଗ୍ରେସ କର୍ମୀ

ବାଲିକୁଦା, ୨୯।୨ (ସ୍ବ.ପ୍ର.): ବାଲିକୁଦା ବ୍ଲକ ବଡ଼ଗାଁ ପଞ୍ଚାୟତର କଂଗ୍ରେସ ସମର୍ଥତ୍ତ ସରପଞ୍ଚ ନୀହାରିକା ବିଶ୍ୱାଳ ଶୁକ୍ରବାର ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ଯୋଗଦେଇଛନ୍ତି। ଏ ନେଇ ସ୍ଥାନୀୟ କରକେଇ ପୀଠଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜିଲାପରିଷଦ ସଭ୍ୟ ରାମଚନ୍ଦ୍ର ମହାନ୍ତି…

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ

ତିର୍ତ୍ତୋଲ,୨୮।୨ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ତେନ୍ତୁଳିପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପଞ୍ଚାୟତ ଅଞ୍ଚଳରେ ଅନେକ ଅଯୋଗ୍ୟଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ବେଳେ ଯୋଗ୍ୟ…

ରାଜୀବଙ୍କୁ ନୂଆ ପରିଚୟ ଦେଇଛି ଛତୁଚାଷ

ଜଗତ୍‌ସିଂହପୁର ଅଫିସ୍‌, ୨୮।୨: ବିଫଳତା ହିଁ ସଫଳତାର ମାପକାଠି। ଏହା ୩୫ ବର୍ଷର ରାଜୀବ ରଥଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ତିର୍ତ୍ତୋଲ ଥାନା ଗୋପାଳପୁର ପଞ୍ଚାୟତ ଅଧୀନ ପୁଟିଙ୍ଗର ରାଜୀବ ଯୁକ୍ତ ୨ ପାଠ ପଢ଼ା ପରେ ପରିବାରର ଆର୍ଥିକ ସ୍ଥିତି…

ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର:୫ ଡାକ୍ତର ପଦବୀ ଖାଲି

ଏରସମା, ୨୮।୨ (ସ୍ବ.ପ୍ର.): ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସଜାଡ଼ିବା ସହ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସକାଶେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏ ନେଇ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ମେଡିକାଲ ପରିସର…

ଜାତୀୟ ରାଜପଥ ଅବରୋଧ କଲେ ଚାଷୀ: ମଣ୍ଡିରେ ଧାନ କିଣାରେ ବିଳମ୍ବ ନେଇ ଅସନ୍ତୋଷ

ବିରିଡି (ଡି.ଏନ୍‌.ଏ.)/ବାଲିଆ, ୨୭।୨: ବିରିଡ଼ି ବ୍ଲକ ଅଧୀନ ଉତ୍ତରଶାସନ ସମବାୟ ସମିତିରେ ଧାନକିଣାରେ ବିଳମ୍ବ ନେଇ ବୁଧବାର ଚାଷୀମାନେ କନ୍ଦରପୁର-ନୂଆଗଁ। ୫୫ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ପଞ୍ଜୀକୃତ ଚାଷୀମାନେ ୨ ମାସ ଧରି ମଣ୍ଡି ବାହାରେ ଧାନ ପକାଇ…

ଇ-ଅଫିସ ପରିସରଭୁକ୍ତ ହେଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ

ଜଗତ୍‌ସିଂହପୁର ଅଫିସ,୨୭ା୨: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରେ ଏବେ ଇ-ଅଫିସ୍‌ ପରିସରଭୁକ୍ତ ହୋଇଛି ଜିଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ। ଏଣିକି ଏହି କାର୍ଯ୍ୟାଳୟର ସମସ୍ତ ଫାଇଲପତ୍ର କାମ ଇ-ଅଫିସ ମାଧ୍ୟମରେ ପରିଚାଳିତ ହେବ। ଏହାଦ୍ୱାରା କାର୍ଯ୍ୟକ୍ଷେତ୍ରରେ ସ୍ବଚ୍ଛତା ଅଣାଯିବା ସହ ସମୟ…

ଏସ୍‌ଭିଏମ୍‌ ମହାବିଦ୍ୟାଳୟରେ ବେଆଇନ ନାମଲେଖା ପ୍ରସଙ୍ଗ: ୨ ଡିଇଓ ବହିଷ୍କୃତ, ଜଣେ ଅଧ୍ୟାପକଙ୍କ ଦରମା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୭ା୨: ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟରେ ୨୦୧୫ରୁ ୨୦୧୮ ମସିହା ମଧ୍ୟରେ ଯୁକ୍ତ ତିନି ଶିକ୍ଷାଲାଭ ସହ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୧୨୪ ଜଣଙ୍କୁ ମାଇଗ୍ରେସନ୍‌ ସାର୍ଟିଫିକେଟ୍‌ ମିଳିପାରି ନ ଥିଲା। ଯେଉଁ କାରଣରୁ…

ପରଲୋକରେ ପୂର୍ବତନ ବିଧାୟକ ବିଜୟ ନାୟକ

ଜଗତସିଂହପୁର ଅଫିସ,୨୬।୨: ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କର ବୁଧବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ବିଜୟଙ୍କୁ ଭୁବନେଶ୍ୱରର ଏକ ଘରୋଇ…

ଅବକାରୀ ଚଢ଼ାଉ, ଦୁଇ ଗିରଫ

ବାଲିକୁଦା,୨୬।୨(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୩ ଲିଟର ଦେଶୀ ଓ ବିଦେଶୀ ମଦ ଜବତ କରାଯାଇଛି। ଏଥିସହିତ ଦୁଇ ଚୋରା ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏନେଇ ଦୁଇଟି ମାମଲା…

୨୭ରେ ପୂରଣ ମଣ୍ଡି ଘେରିବ ଭାଜପା

ବାଲିଆ, ୨୬।୨: ବିରିଡି ବ୍ଲକର ବିଭିନ୍ନ ସମବାୟ ସମିତିରେ ଚାଷୀଙ୍କଠାରୁ ଉଚିତ ମୂଲ୍ୟରେ ଧାନ କିଣିବା ପାଇଁ ମଣ୍ଡି ଖୋଲାଯାଇଥିବା ବେଳେ ଧାନ ବିକ୍ରି ପାଇଁ ଚାଷୀମାନେ ନାନା ସମସ୍ୟା ଭୋଗୁଛନ୍ତି। ଏହାର ପ୍ରତିବାଦରେ ପୂରଣ ମଣ୍ଡଳ ଭାଜପା ପକ୍ଷରୁ ୨୭…

ଆବାସ ହିତାଧିକାରୀଙ୍କ ଘର ଆଗରେ ପ୍ରଶାସନର ଧାରଣା

କୁଜଙ୍ଗ,୨୬ା୨(ଡି.ଏନ.ଏ.): ସରକାରୀ ଯୋଜନା ବାଟବଣା ହେଲେ କିମ୍ବା ସରକାରୀ ସହାୟତା ଠିକ୍‌ରେ ନ ମିଳିଲେ ଜନସାଧାରଣ ଏହାର ପ୍ରତିବାଦ କରିଥାନ୍ତି। ରାସ୍ତାରୋକୋ, ଗଣଧାରଣା ମାଧ୍ୟମରେ ଏସବୁର ପ୍ରତିବାଦ କରାଯାଏ। ତେବେ କୁଜଙ୍ଗ ବ୍ଲକ ଅଞ୍ଚଳରେ ଘଟିଛି ଏକ ଭିନ୍ନ ଘଟଣା। ଜଣେ…

ପ୍ରଭାବଶାଳୀଙ୍କ ଜବରଦଖଲରେ ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ, ୨୬ା୨: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri