ଜଗତ୍‌ସିଂହପୁର

କଲେଜ ବାର୍ଷିକ ଉତ୍ସବକୁ ନେଇ ଛାତ୍ର ଗୋଷ୍ଠୀ ଛକାପଞ୍ଝା

ନାଉଗାଁ,୧୮ା୨(ସ୍ବ.ପ୍ର.): ନାଉଗାଁ ବ୍ଲକ ଅଧୀନ ଶ୍ରୀଜଗନ୍ନାଥ କଲେଜ ବାର୍ଷିକ ଉତ୍ସବକୁ ନେଇ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଛକାପଞ୍ଝା ଲାଗିରହିଛି। ଗୋଟିଏ ଛାତ୍ର ଗୋଷ୍ଠୀ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତ ଚଳାଇଥିବା ବେଳେ ଅନ୍ୟ ଗୋଷ୍ଠୀ ଉତ୍ସବ ବନ୍ଦ କରିବାକୁ...

‘ସମାଜ ସଂସ୍କାରରେ ଯୁବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

କୁଜଙ୍ଗ,୧୭ା୨(ଡି.ଏନ.ଏ.): ଯୁବକଙ୍କ ଅଦମ୍ୟ ଇଚ୍ଛାଶକ୍ତି ଆମକୁ ଆଜି ପ୍ରଗତିର ଶିଖରରେ ପହଞ୍ଚାଇଛି। ରାଜନୀତି ଆଜି ସମାଜକୁ ଭାଗଭାଗ କରୁଥିବାବେଳେ, କ୍ରୀଡ଼ା ଓ ସଂସ୍କୃତି ଆମକୁ ଗୋଟିଏ ସୂତ୍ରରେ ବାନ୍ଧି ପାରୁଛି। କ୍ରୀଡ଼ାବିନା ଆମର ଶାରିରୀକ ଓ ମାନସିକ ବିକାଶ ଅସମ୍ଭବ।...

୧୯ରେ ମାଟ୍ରିକ ପରୀକ୍ଷା: ଚାପ ଯୋଗୁ ୩ ଛାତ୍ରୀଙ୍କ ଆତ୍ମହତ୍ୟା ସନ୍ଦେହ

ଜଗତ୍‌ସିଂହପୁର ଅଫିସ, ୧୭ା୨: ମାଟ୍ରିକ ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ର ଚାପଗ୍ରସ୍ତ ହେଉଛନ୍ତି। ଏପରି କି କେତେଜଣ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ପଦକ୍ଷେପ ନେବାକୁ ପଛାଉ ନାହାନ୍ତି। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲାରେ। ଜିଲାରେ...

ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ ପ୍ରସଙ୍ଗ: ତହସିଲ ସମ୍ମୁଖରେ ଧାରଣାକାରୀଙ୍କ ବିକ୍ଷୋଭ

ଏରସମା, ୧୫।୨ (ସ୍ବ.ପ୍ର.): ଏରସମା ଥାନା ଅଧୀନ ଜିରାଇଲୋ ପଞ୍ଚାୟତସ୍ଥିତ ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ଗତ ଜାନୁୟାରୀ ୨୧ରୁ ଦିଆଯାଇଥିବା ଗଣଧାରଣା ଶୁକ୍ରବାର ୨୫ ଦିନରେ ପହଞ୍ଚିଛି। ଧାରଣା ଦିଆ ଯିବାର...

ଶହୀଦ ପ୍ରସନ୍ନ ସାହୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ନାଉଗଁ।, ୧୫।୨ (ସ୍ବ.ପ୍ର.): ଜମ୍ମୁ-କଶ୍ମୀରର ପୁଲଓ୍ବାମାଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ନାଉଗଁ। ବ୍ଲକର ପ୍ରସନ୍ନ ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ଶିଖର ପଞ୍ଚାୟତ ପାରିଶିଖର ଗ୍ରାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଦେବୀ ନଦୀ ପଠାରେ ନିର୍ମିତ...

ଅସ୍ଥାୟୀ ଡମ୍ପିଂୟାର୍ଡ ହଟାଇବା ଦାବିରେ ଆନ୍ଦୋଳନ

ଜଗତ୍‌ସିଂହପୁର ଅଫିସ, ୧୫।୨: ସ୍ଥାନୀୟ କଲେଜ ଛକ ନିକଟ ଅସ୍ଥାୟୀ ଡମ୍ପିଂୟାର୍ଡ ଯୋଗୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ବିଶେଷକରି ଅଳିଆ ଗଦାରେ ନିଆଁ ଲଗାଇ ଦିଆଯାଉଥିବାରୁ ଏହି ଧୂଆଁ ସମଗ୍ର ଅଞ୍ଚଳକୁ ପ୍ରଦୂଷିତ କରିଦେଉଛି। ଲୋକେ ଘର ଭିତରେ...

ସିସିଟିଭି ନଜରରେ ରହିବ ଜଗତ୍‌ସିଂହପୁର ସହର

ଜଗତ୍‌ସିଂହପୁର ଅଫିସ, ୧୫।୨: ଜଗତ୍‌ସିଂହପୁର ସହରରେ ଦିନ ଦି ପ୍ରହରରେ ଲୁଟ୍‌ କିଛି ନୂଆ କଥା ନୁହେଁ। ଏଭଳି ଘଟଣା ଥରେ କି ଦୁଇଥର ନୁହେଁ, ଏକାଧିକ ବାର ଘଟିଥିଲେ ସୁଦ୍ଧା ପ୍ରତିକାର ନାହିଁ। କାରଣ ଅପରାଧୀମାନେ ଜାଣନ୍ତି ସହରରେ...

ଚାଇନା ଫେରନ୍ତା ଯୁବକଙ୍କୁ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ

ରଘୁନାଥପୁର, ୧୩ା୨ (ଡି.ଏନ.ଏ.): ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଚିନ୍ତା ଘରିଛି। ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଚାନ୍ଦପୁର ଗଁ।ର ଚାଇନା ଫେରନ୍ତା ଯୁବକଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଖୋଜାଯାଇଥିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସିଡିଏମଓଙ୍କ...

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ ବାଲିକୁଦା ଥାନା ଅନ୍ତର୍ଗତ ଚଷାପଡ଼ାର ବୋଲି ଜଣାପଡ଼ିଛି। ଯୁବକ ଜଣଙ୍କ ଥାନା ଅଧୀନ...

ପ୍ରାର୍ଥନାବେଳେ ଶ୍ରେଣୀଗୃହ ସଫା କରୁଛନ୍ତି ପିଲା

ନାଉଗଁା,୧୨ା୨(ସ୍ବ.ପ୍ର.): ବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସରସ, ସୁନ୍ଦର କରିବା ସହିତ ପିଲାଙ୍କ ମସ୍ତିଷ୍କକୁ ଶୃଙ୍ଖଳିତ ରଖିବା ପାଇଁ ଦୈନିକ ପ୍ରାର୍ଥନା କରାଯାଇଥାଏ। ଏହି ପ୍ରାର୍ଥନାରେ କେବଳ ପିଲାମାନେ ନୁହନ୍ତି ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ ଭାଗ ନେଇଥାନ୍ତି। କିନ୍ତୁ ପ୍ରାର୍ଥନା ସମୟରେ କିଛି...

ବିଧାନସଭା ଷ୍ଟାଣ୍ଡିଂ କମିଟି କର୍ମକର୍ତ୍ତାଙ୍କ ଜଗତ୍‌ସିଂହପୁର ଗସ୍ତ: ଯୋଗାଣ ବିଭାଗ ଉପରେ ସମୀକ୍ଷା

ଜଗତ୍‌ସିଂହପୁର ଅଫିସ,୧୨ା୨: ବିଧାନସଭା ଷ୍ଟାଣ୍ଡିଂ କମିଟି-୬, ସବ୍‌କମିଟି-୪ର ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ଜଗତ୍‌ସିଂହପୁର ଜିଲା ଗସ୍ତ କରିଥିଲେ। ପ୍ରଥମେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ଅଧିକାରୀଙ୍କ ସହିତ...

ପିଡିଏରେ ସର୍ବକ୍ଷମା ପାଇଁ ୨୦ ଆବେଦନକାରୀ

ପାରାଦୀପ,୧୧ା୨(ସ୍ବ.ପ୍ର.): ରାଜ୍ୟ ସରକାର ବେଆଇନଭାବେ ଗଢ଼ି ଉଠିଥିବା କୋଠାବାଡିକୁ ବୈଧ କରିବା ପାଇଁ ସର୍ବକ୍ଷମା ସୁବିଧା କରିଛନ୍ତି। ଏହାର ଅବଧି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରହିଛି। କିନ୍ତୁ ପରିତାପର ବିଷୟ ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ (ପିଡିଏ) ଅଧୀନରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri