ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ
କୁଜଙ୍ଗ, ୭।୩ (ଡି.ଏନ୍.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ ମାରିବା ପରେ ପୋଲିସର ପାରିବା ପଣିଆ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିସହ ପୋଲିସର…
ଫେରିଯିବ ଦେଢ଼ କୋଟିର ଅନୁଦାନ
ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ ଠିକ୍ ସମୟରେ ଅନୁଦାନ ଖର୍ଚ୍ଚ କରା ନ ଗଲେ ତାହା ଫେରିଯିବା ନିୟମ…
୭୫.୮୫ ଲକ୍ଷରେ ନିଲାମ ହେଲା ଦୀପ ଦୋକାନ
ଜଗତ୍ସିଂହପୁର ଅଫିସ, ୫ା୩: ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିର ପରିସରରେ ଥିବା ଜୋତା ଷ୍ଟାଣ୍ଡ, ପାର୍କିଂ, ଭୋଗ, ଦୀପ ଓ ପୂଜା ସାମଗ୍ରୀ ଦୋକାନ ପାଇଁ ପ୍ରତିବର୍ଷ ନିଲାମ ହୁଏ। ଏହି ଅନୁଯାୟୀ ଚଳିତବର୍ଷ ପାଇଁ ବୁଧବାର…
ପୁଅ ମୃତ୍ୟୁର ୭ମାସ ପରେ ମା’ଆଣିଲେ ହତ୍ୟା ଅଭିଯୋଗ
କୁଜଙ୍ଗ,୫ା୩(ଡି.ଏନ.ଏ.): ଜଣେ ଯୁବକଙ୍କ ମୃତ୍ୟୁର ୭ମାସ ପରେ ତାଙ୍କ ମା’ହତ୍ୟା ଅଭିଯୋଗ ଆଣିଛନ୍ତି। ପୁଅକୁ ଯୋଜନାବଦ୍ଧଭାବେ ହତ୍ୟା କରାଯିବା ପରେ ରାସ୍ତାରେ ଫିଙ୍ଗାଯାଇ ଦୁର୍ଘଟଣାର ରୂପ ଦିଆଯାଇଛି ବୋଲି ମୃତକଙ୍କ ମା’ କୁଜଙ୍ଗ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଅଭିଯୋଗ…
ଯୌତୁକ ଜନିତ ବଧୂହତ୍ୟା ମାମଲା: ଧରମ ମା’, ପୁଅଙ୍କୁ ଆଜୀବନ କାରାଦଣ୍ଡାଦେଶ
କୁଜଙ୍ଗ,୫ା୩(ଡି.ଏନ.ଏ.): ଏକ ଯୌତୁକଜନିତ ବଧୂହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କୁଜଙ୍ଗ ଅତିରିକ୍ତ ଜିଲା ଓ ଦୌରାଜଜ ପ୍ରଣବ କୁମାର ରାଉତରାୟ ମାମଲାର ବିଚାର କରି ଅଭିଯୁକ୍ତ କୁଜଙ୍ଗ ଥାନା ଅନ୍ତର୍ଗତ ଗୋପିଆକୁଦ ଅଞ୍ଚଳର ଧରମ ମା’ ଓ ଧରମ…
ପାରାଦୀପରେ କରୋନା ସନ୍ଦିଗ୍ଧ: ସିଙ୍ଗାପୁରରୁ ଆସିଥିବା ଜାହାଜର ୨ଜଣଙ୍କୁ ଏସ୍ସିବି ପଠାଗଲା
ପାରାଦୀପ,୩।୩(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ମଙ୍ଗଳବାର ଲାଗିଥିବା ଏକ ଜାହାଜରେ ଦୁଇ କରୋନା ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ପ୍ରାଥମିକ ଯାଞ୍ଚ କରାଯାଇ ଏସ୍ସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ପୂର୍ବାହ୍ନ ୧୧ଟାରେ ସିଙ୍ଗାପୁରରୁ ଆସିଥିବା ଉକ୍ତ ଜାହାଜଟି ପାରାଦୀପ ବନ୍ଦରରେ…
କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ନାହାନ୍ତି, ଫେରୁଛନ୍ତି ରୋଗୀ
କୁଜଙ୍ଗ,୩ା୩(ଡି.ଏନ.ଏ.): କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେହ ଶତାଧିକ ରୋଗୀ ଆସୁଛନ୍ତି। ସେମାନଙ୍କ ମଧ୍ୟରେ ଅନେକ ଗୁରୁତର ରୋଗୀ ରହୁଛନ୍ତି। ହେଲେ ଏଠାକୁ ଆସୁଥିବା ରୋଗୀ ଚିକିତ୍ସା ସେବା ନ ପାଇ ନିରାଶରେ ଫେରୁଛନ୍ତି। କାରଣ ଏଠାରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନାହାନ୍ତି।…
୨୫ ପୀଠର ବିକାଶ ଆଶା ଉଜ୍ଜୀବିତ
ଜଗତ୍ସିଂହପୁର ଅଫିସ, ୩ା୩: କଳା, ସଂସ୍କୃତି, ଶିକ୍ଷା ଆଦି କ୍ଷେତ୍ରରେ ଜଗତ୍ସିଂହପୁରର ସ୍ବତନ୍ତ୍ରତା ରହିଛି। ଏହାବାଦ୍ ମା’ ଶାରଳା ମନ୍ଦିରଠାରୁ ଗୋରେଖନାଥ ପୀଠ ପର୍ଯ୍ୟନ୍ତ ଅନେକ ଧାର୍ମିକ ମଠ, ମନ୍ଦିର ଜିଲାର ଗାରିମା ବଢାଇଛି। କିନ୍ତୁ ଏସବୁର ବିକାଶ ଆଶାଜନକ ହୋଇପାରୁନାହିଁ।…
ଜୀବନ ସଂଗ୍ରାମରେ ଶତ୍ରୁଘ୍ନ: ୨ କିଡ୍ନୀ ନଷ୍ଟ, ଚିକିତ୍ସାରେ ଅର୍ଥ ସାଜିଛି ବାଧକ
ଜଗତ୍ସିଂହପୁର ଅଫିସ,୨ା୩: ମାତ୍ର ୩୬ ବର୍ଷ ବୟସରେ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି ଜଗତ୍ସିଂହପୁର ବ୍ଲକ ଅଧୀନ ଖଇରଙ୍ଗ ପଞ୍ଚାୟତ ନୂଆପାଟଣାର ଶତ୍ରୁଘ୍ନ ନାଥ। ମୁଲ ଲାଗି ପରିବାର ପୋଷଣ କରୁଥିବା ଶତ୍ରୁଘ୍ନ ୪ ମାସ…
ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ ଉଦ୍ୟମ, ଯୁବକ ଗିରଫ
ଜଗତ୍ସିଂହପୁର ଅଫିସ,୨ା୩: ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ କରିବାକୁ ଉଦ୍ୟମ କରି ରବିବାର ଜଣେ ଯୁବକ ଗିରଫ ହେବା ସହ କୋର୍ଟ ଚାଲାଣ ହୋଇଛନ୍ତି। ସେ ହେଲେ ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଧୂଆଁପାରିର ହିରଣ୍ମୟ ବାରିକ ଓରଫ ଶଙ୍କର। ପୋଲିସ ସୂଚନା ଅନୁଯାୟୀ…
ବାହାକୁଦ ଡଙ୍ଗାବୁଡ଼ିକୁ ୧୬ ବର୍ଷ: କ୍ରିକେଟ ଖେଳ ଦେଖିଲେ ଗ୍ରାମବାସୀଙ୍କ ଆଖିରୁ ଲୁହଝରେ
ପାରାଦୀପ,୧ା୩(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅଧୀନ ନୂଆଗଡ଼ ଗ୍ରାମର ଗ୍ରାମବାସୀ ଏବେବି ଯେଉଁଠି କ୍ରିକେଟ ଖେଳ ଦେଖନ୍ତି ତାଙ୍କ ଆଖିରେ ଲୁହ ଆସିଥାଏ। କାରଣ ସେହି ଗ୍ରାମ ପାଇଁ କ୍ରିକେଟ ଖେଳ ସବୁଦିନ ପାଇଁ ଦୁଃଖ ଦେଇଛି। ନୂଆଗଡ ଗ୍ରାମର…
ଜମି ଦୁର୍ନୀତିର ତଦନ୍ତ ଆରମ୍ଭ
କୁଜଙ୍ଗ,୧ା୩(ଡି.ଏନ.ଏ.): ଜଗତ୍ସିଂହପୁର ଜିଲାର କୁଜଙ୍ଗ ତହସିଲ କାର୍ଯ୍ୟାଳୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହି ତହସିଲ କାର୍ଯ୍ୟାଳୟ ଅଧୀନରେ ପାରାଦୀପ ଶିଳ୍ପାଞ୍ଚଳ ରହିଛି। ତେଣୁ ତହସିଲ ଅଧୀନ ପାରାଦୀପଗଡ଼, ଭୂତମୁଣ୍ଡାଇ ଓ କୁଜଙ୍ଗ ଆରଆଇ ସର୍କଲ ଜମିଗୁଡ଼ିକର ଚାହିଦା ଯେତିକି ମୂଲ୍ୟ ମଧ୍ୟ ସେହିପରି।…

