୮୧ କେନ୍ଦ୍ରରେ ପରୀକ୍ଷା ଦେବେ ୧୫ ହଜାର ଛାତ୍ରୀଛାତ୍ର
ଜଗତ୍ସିଂହପୁର ଅଫିସ୍,୫ା୨: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷହେବ। ଏନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଚଳିତବର୍ଷ ଜଗତ୍ସିଂହପୁର ଜିଲାର...
ତହସିଲ କାର୍ଯ୍ୟାଳୟରେ ପୂର୍ବତନ ଏମ୍ପିଙ୍କ ଧାରଣା: କାଠ ବୋଝେଇ ଟ୍ରାକ୍ଟର ଜବତକୁ ବିରୋଧ
କୁଜଙ୍ଗ,୫ା୨(ଡି.ଏନ.ଏ.): ଏକ କାଠ ବୋଝେଇ ଟ୍ରାକ୍ଟରକୁ କୁଜଙ୍ଗ ପୋଲିସ ଜାନୁୟାରୀ ୨୬ରେ ଜବତ କରିଥିଲା। ତେବେ ଏହାକୁ ବେଆଇନ ଦର୍ଶାଇ ପୂର୍ବତନ ଏମ୍ପି ତଥା ଭାଜପା ନେତା ବିଭୂପ୍ରସାଦ ତରାଇ ଓ ତାଙ୍କ ସମର୍ଥକ ମଙ୍ଗଳବାର କୁଜଙ୍ଗ ତହସିଲ କାର୍ଯ୍ୟାଳୟରେ...
ଜିପସମ୍ ପରିବହନକୁ ନେଇ ବିବାଦ: ପିପିଏଲ୍ କାରଖାନା ଆଗରେ ଜେସିସିର ଧାରଣା
ପାରାଦୀପ,୪ା୨(ସ୍ବ.ପ୍ର.): ପାରାଦୀପରେ ଥିବା ଶିଳ୍ପ ସଂସ୍ଥାର ପଣ୍ୟ ପରିବହନକୁ ନେଇ ବର୍ଷେ ହେଲା ଚାଲିଥିବା ବିବାଦ ସୋମବାର ଭିନ୍ନମୋଡ଼ ନେଇଛି। ଅର୍ଥାତ୍ ୩ଟି ଟ୍ରକ ମାଲିକ ସଂଘକୁ ନେଇ ଗଠିତ ଜେସିସି (ଜଏଣ୍ଟ କୋଅର୍ଡିନେସନ୍ କମିଟି)ର ସଦସ୍ୟମାନେ ସୋମବାର ପିପିଏଲ୍...
କରୋନାକୁ ନେଇ ପାରାଦୀପରେ ପୁଣି ପ୍ରଶାସନିକ ସମୀକ୍ଷା: ବିଦେଶୀ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ହୋଟେଲରେ ରଖିବାକୁ ନିର୍ଦ୍ଦେଶ
ପାରାଦୀପ,୪ା୨(ସ୍ବ.ପ୍ର.): ଚୀନ୍ରୁ ସୃଷ୍ଟ କରୋନା ଭାଇରସ୍କୁ ନେଇ ଏବେ ବିଶ୍ୱବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ତେବେ କିପରି ଏହାର ପ୍ରତିକାରାତ୍ମକ ବ୍ୟବସ୍ଥା କରାଯିବ ସେ ନେଇ ପୁଣି ସୋମବାର ଜଗତ୍ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଏକ ସମୀକ୍ଷା ବୈଠକ ପାରାଦୀପ...
ଶ୍ରେଣୀଗୃହରେ ଶୋଇପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ: ସୋସିଆଲ୍ ମିଡିଆରେ ଭାଇରାଲ ହେଲା ଫଟୋ
ନାଉଗାଁ,୪ା୨(ସ୍ବ.ପ୍ର.): ଗୋଟିଏ ଦିନରେ ୫ଜଣ ଶିକ୍ଷକଙ୍କୁ ଛୁଟି ଦେଇ ଚର୍ଚ୍ଚାକୁ ଆସିଥିଲେ ନାଉଗାଁ ବ୍ଲକ ଅଧୀନ ବଚ୍ଛାଳୋ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଆବାସ ଲେଙ୍କା। ସୋମବାର ପୁଣି ଥରେ ସେ ଚର୍ଚ୍ଚାକୁ ଆସିଛନ୍ତି। ଯାହାକି ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି।...
ନିଯୁକ୍ତି ପ୍ରଦାନରେ କେନ୍ଦ୍ର, ରାଜ୍ୟ ସରକାର ବିଫଳ
ରାହାମା,୨ା୨(ଡି.ଏନ.ଏ.): ଆଜିର ଦିନରେ ଜାତୀୟ ନାଗରିକତା ଅଭିଲେଖ ନୁହେଁ ବରଂ ଜାତୀୟ ବେରୋଜଗାର ଅଭିଲେଖର ଆବଶ୍ୟକତା ରହିଛି। ଜଗତ୍ସିଂହପୁର ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଅଶ୍ୱିନୀ ସ୍ବାଇଁ କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏକଥା...
ପ୍ରଧାନଶିକ୍ଷକଙ୍କ ନାମରେ ଅନିୟମିତତା ଅଭିଯୋଗ
ରାହାମା,୨ା୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ବଡ଼ବାଲିକଣି ପଞ୍ଚାୟତରେ ଥିବା ସାନବାଲିକଣି ପ୍ରାଥମିକ ବିଦ୍ୟାଳୟରେ ନାନା ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ବିଭୁପ୍ରସାଦ ଦାଶ ଏସବୁ ଅନିୟମିତତା କରିଥିବା ନେଇ ଛାତ୍ରାଭିଭାବକ ଓ ବିଦ୍ୟାଳୟ କମିଟି ସଭ୍ୟମାନେ କୁଜଙ୍ଗ...
ଜଗତ୍ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍
ଜଗତ୍ସିଂହପୁର ଅଫିସ୍,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ ବିବାଦୀୟ କରି ଦିଆଯାଉଛି। କେତେକ ସରକାରୀ କର୍ମଚାରୀ ଦୁର୍ନୀତି ଲୁଚାଇବା ପାଇଁ...
ପାରାଦୀପରେ କାଉ ମଡ଼କ ଜାରି, ବାର୍ଡ ଫ୍ଲୁ ସନ୍ଦେହ
ପାରାଦୀପ, ୩୦ା୧(ସ୍ବ.ପ୍ର.): ପାରାଦୀପରେ ଗତ ଜାନୁୟାରୀ ୩ରୁ କାଉମଡ଼କ ଜାରି ରହିଥିଲେ ସୁଦ୍ଧା ଏ କ୍ଷେତ୍ରରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଏପରି କି ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ଗତ ୪ ତାରିଖରୁ କାଉର ଲାଳ ନମୁନା ପରୀକ୍ଷା...
ଜଗତ୍ସିଂହପୁର ପୌର ପରିଷଦ: ୧୮୭ ଉଠା ଦୋକାନୀଙ୍କୁ ମିଳିଲା ଫନୀ ସହାୟତା
ଜଗତ୍ସିଂହପୁର ଅଫିସ,୩୦ା୧: ଜଗତ୍ସିଂହପୁର ପୌର ପରିଷଦ ଅଞ୍ଚଳର ବିଭିନ୍ନସ୍ଥାନରେ ଉଠାଦୋକାନ କରି ଗୁଜରାଣ ମେଣ୍ଟାଉଥିବା ଦୋକାନୀଙ୍କ ମଧ୍ୟରୁ ୧୮୭ ଜଣଙ୍କୁ ଫନୀ ସହାୟତା ରାଶି ପ୍ରଦାନ କରାଯାଇଛି। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ଉଠା ଦୋକାନୀ ପିଛା ୧୦ ହଜାର ଟଙ୍କା...
ଏସ୍ଭିଏମ୍ ମହାବିଦ୍ୟାଳୟରେ ୨ ଅଧ୍ୟାପକ ଗଣ୍ଡଗୋଳ ଘଟଣା: ଜଣେ ଅଧ୍ୟାପକଙ୍କ ସହ ୭ ଗିରଫ
ଜଗତ୍ସିଂହପୁର ଅଫିସ୍,୨୮ା୧: ଜଗତ୍ସିଂହପୁରସ୍ଥିତ ସ୍ବାମୀ ବିବେକାନନ୍ଦ ସ୍ମାରକୀ(ଏସ୍ଭିଏମ୍) ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଅଧ୍ୟାପକ(ରିଡର) ଧୀରେନ ମହାନ୍ତି ଓ ଅଧ୍ୟାପକ ଜଗନ୍ନାଥ ବେହେରାଙ୍କ ମଧ୍ୟରେ ଗତ ୨୫ରେ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳ ସୋମବାର ଉଗ୍ର ରୂପ ନେଇଛି। ରିଡର ମହାନ୍ତି...
ଏସ୍ଭିଏମ୍ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ଆନ୍ଦୋଳନ
ଜଗତ୍ସିଂହପୁର ଅଫିସ୍, ୨୫।୧ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍ଭିଏମ୍) ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ ୨ୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲରେ ହେବା କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଫର୍ମ ପୂରଣ ପାଇଁ ମହାବିଦ୍ୟାଳୟ ପକ୍ଷରୁ ନୋଟିସ୍...
Archives


