ମଣ୍ଡଳସ୍ତରୀୟ ପରିବର୍ଦ୍ଧିତ ତଥ୍ୟ ସଂଗ୍ରହ ବ୍ୟବସ୍ଥା ସମ୍ପର୍କିତ ତାଲିମ: ଏଣିକି ଅନ୍ଲାଇନ୍ରେ ପିଲାଙ୍କ ତଥ୍ୟ ପୂରଣ ହେବ
ଜଗତ୍ସିଂହପୁର ଅଫିସ୍,୬ା୨: ବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରଙ୍କ ନାମ ଲେଖାଠାରୁ ଆରମ୍ଭ କରି ବିଦ୍ୟାଳୟ ଛାଡିବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଫାଇଲ୍ରେ ରଖାଯାଉଛି। ଯଦ୍ଦ୍ବାରା ଅଯଥା କାଗଜପତ୍ର କାମ ସାଙ୍ଗକୁ ଅନେକ କିଛି ତ୍ରୁଟି ପରିଲକ୍ଷିତ ହେଉଛି। କିନ୍ତୁ ଏଣିକି ସେଭଳି ଆଉ ହେବନାହିଁ।…
ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ: ‘ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁ’
ଜଗତ୍ସିଂହପୁର ଅଫିସ୍,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ। ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀ…
ପ୍ରସ୍ତାବିତ ଚିଙ୍ଗୁଡ଼ି ପ୍ରକ୍ରିୟାକରଣ ପ୍ରକଳ୍ପ ବିରୋଧରେ ଗଣଧାରଣା ଜାରି: ସମର୍ଥନ ଜଣାଇଲେ ୪ ସଙ୍ଗଠନ
ଏରସମା,୬ା୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ହେବାକୁ ଥିବା ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧକରି ଭିଟାମାଟି ସୁରକ୍ଷା ସମିତି ଦେଇଥିବା ଧାରଣା ବୁଧବାର ୧୬ଦିନରେ ପହଞ୍ଚତ୍ଛି। ପ୍ରଶାସନ ଆନ୍ଦୋଳନକାରୀଙ୍କ ଦାବିକୁ ଗୁରୁତ୍ୱ ନ ଦେବା ଓ…
୮୧ କେନ୍ଦ୍ରରେ ପରୀକ୍ଷା ଦେବେ ୧୫ ହଜାର ଛାତ୍ରୀଛାତ୍ର
ଜଗତ୍ସିଂହପୁର ଅଫିସ୍,୫ା୨: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷହେବ। ଏନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଚଳିତବର୍ଷ ଜଗତ୍ସିଂହପୁର ଜିଲାର ୨୯୪…
ତହସିଲ କାର୍ଯ୍ୟାଳୟରେ ପୂର୍ବତନ ଏମ୍ପିଙ୍କ ଧାରଣା: କାଠ ବୋଝେଇ ଟ୍ରାକ୍ଟର ଜବତକୁ ବିରୋଧ
କୁଜଙ୍ଗ,୫ା୨(ଡି.ଏନ.ଏ.): ଏକ କାଠ ବୋଝେଇ ଟ୍ରାକ୍ଟରକୁ କୁଜଙ୍ଗ ପୋଲିସ ଜାନୁୟାରୀ ୨୬ରେ ଜବତ କରିଥିଲା। ତେବେ ଏହାକୁ ବେଆଇନ ଦର୍ଶାଇ ପୂର୍ବତନ ଏମ୍ପି ତଥା ଭାଜପା ନେତା ବିଭୂପ୍ରସାଦ ତରାଇ ଓ ତାଙ୍କ ସମର୍ଥକ ମଙ୍ଗଳବାର କୁଜଙ୍ଗ ତହସିଲ କାର୍ଯ୍ୟାଳୟରେ ଧାରଣା…
ଜିପସମ୍ ପରିବହନକୁ ନେଇ ବିବାଦ: ପିପିଏଲ୍ କାରଖାନା ଆଗରେ ଜେସିସିର ଧାରଣା
ପାରାଦୀପ,୪ା୨(ସ୍ବ.ପ୍ର.): ପାରାଦୀପରେ ଥିବା ଶିଳ୍ପ ସଂସ୍ଥାର ପଣ୍ୟ ପରିବହନକୁ ନେଇ ବର୍ଷେ ହେଲା ଚାଲିଥିବା ବିବାଦ ସୋମବାର ଭିନ୍ନମୋଡ଼ ନେଇଛି। ଅର୍ଥାତ୍ ୩ଟି ଟ୍ରକ ମାଲିକ ସଂଘକୁ ନେଇ ଗଠିତ ଜେସିସି (ଜଏଣ୍ଟ କୋଅର୍ଡିନେସନ୍ କମିଟି)ର ସଦସ୍ୟମାନେ ସୋମବାର ପିପିଏଲ୍ କାରଖାନା…
କରୋନାକୁ ନେଇ ପାରାଦୀପରେ ପୁଣି ପ୍ରଶାସନିକ ସମୀକ୍ଷା: ବିଦେଶୀ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ହୋଟେଲରେ ରଖିବାକୁ ନିର୍ଦ୍ଦେଶ
ପାରାଦୀପ,୪ା୨(ସ୍ବ.ପ୍ର.): ଚୀନ୍ରୁ ସୃଷ୍ଟ କରୋନା ଭାଇରସ୍କୁ ନେଇ ଏବେ ବିଶ୍ୱବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ତେବେ କିପରି ଏହାର ପ୍ରତିକାରାତ୍ମକ ବ୍ୟବସ୍ଥା କରାଯିବ ସେ ନେଇ ପୁଣି ସୋମବାର ଜଗତ୍ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଏକ ସମୀକ୍ଷା ବୈଠକ ପାରାଦୀପ ସର୍କିଟ୍…
ଶ୍ରେଣୀଗୃହରେ ଶୋଇପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ: ସୋସିଆଲ୍ ମିଡିଆରେ ଭାଇରାଲ ହେଲା ଫଟୋ
ନାଉଗାଁ,୪ା୨(ସ୍ବ.ପ୍ର.): ଗୋଟିଏ ଦିନରେ ୫ଜଣ ଶିକ୍ଷକଙ୍କୁ ଛୁଟି ଦେଇ ଚର୍ଚ୍ଚାକୁ ଆସିଥିଲେ ନାଉଗାଁ ବ୍ଲକ ଅଧୀନ ବଚ୍ଛାଳୋ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଆବାସ ଲେଙ୍କା। ସୋମବାର ପୁଣି ଥରେ ସେ ଚର୍ଚ୍ଚାକୁ ଆସିଛନ୍ତି। ଯାହାକି ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ଶ୍ରେଣୀଗୃହରେ…
ନିଯୁକ୍ତି ପ୍ରଦାନରେ କେନ୍ଦ୍ର, ରାଜ୍ୟ ସରକାର ବିଫଳ
ରାହାମା,୨ା୨(ଡି.ଏନ.ଏ.): ଆଜିର ଦିନରେ ଜାତୀୟ ନାଗରିକତା ଅଭିଲେଖ ନୁହେଁ ବରଂ ଜାତୀୟ ବେରୋଜଗାର ଅଭିଲେଖର ଆବଶ୍ୟକତା ରହିଛି। ଜଗତ୍ସିଂହପୁର ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଅଶ୍ୱିନୀ ସ୍ବାଇଁ କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏକଥା ପ୍ରକାଶ…
ପ୍ରଧାନଶିକ୍ଷକଙ୍କ ନାମରେ ଅନିୟମିତତା ଅଭିଯୋଗ
ରାହାମା,୨ା୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ବଡ଼ବାଲିକଣି ପଞ୍ଚାୟତରେ ଥିବା ସାନବାଲିକଣି ପ୍ରାଥମିକ ବିଦ୍ୟାଳୟରେ ନାନା ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ବିଭୁପ୍ରସାଦ ଦାଶ ଏସବୁ ଅନିୟମିତତା କରିଥିବା ନେଇ ଛାତ୍ରାଭିଭାବକ ଓ ବିଦ୍ୟାଳୟ କମିଟି ସଭ୍ୟମାନେ କୁଜଙ୍ଗ ମଣ୍ଡଳ…
ଜଗତ୍ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍
ଜଗତ୍ସିଂହପୁର ଅଫିସ୍,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ ବିବାଦୀୟ କରି ଦିଆଯାଉଛି। କେତେକ ସରକାରୀ କର୍ମଚାରୀ ଦୁର୍ନୀତି ଲୁଚାଇବା ପାଇଁ ଜାଣିଶୁଣି…
ପାରାଦୀପରେ କାଉ ମଡ଼କ ଜାରି, ବାର୍ଡ ଫ୍ଲୁ ସନ୍ଦେହ
ପାରାଦୀପ, ୩୦ା୧(ସ୍ବ.ପ୍ର.): ପାରାଦୀପରେ ଗତ ଜାନୁୟାରୀ ୩ରୁ କାଉମଡ଼କ ଜାରି ରହିଥିଲେ ସୁଦ୍ଧା ଏ କ୍ଷେତ୍ରରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଏପରି କି ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ଗତ ୪ ତାରିଖରୁ କାଉର ଲାଳ ନମୁନା ପରୀକ୍ଷା ପାଇଁ…
Archives


