ଜଗତ୍‌ସିଂହପୁର

ଆବାସ ହିତାଧିକାରୀଙ୍କ ଘର ଆଗରେ ପ୍ରଶାସନର ଧାରଣା

କୁଜଙ୍ଗ,୨୬ା୨(ଡି.ଏନ.ଏ.): ସରକାରୀ ଯୋଜନା ବାଟବଣା ହେଲେ କିମ୍ବା ସରକାରୀ ସହାୟତା ଠିକ୍‌ରେ ନ ମିଳିଲେ ଜନସାଧାରଣ ଏହାର ପ୍ରତିବାଦ କରିଥାନ୍ତି। ରାସ୍ତାରୋକୋ, ଗଣଧାରଣା ମାଧ୍ୟମରେ ଏସବୁର ପ୍ରତିବାଦ କରାଯାଏ। ତେବେ କୁଜଙ୍ଗ ବ୍ଲକ ଅଞ୍ଚଳରେ ଘଟିଛି ଏକ ଭିନ୍ନ ଘଟଣା। ଜଣେ…

ପ୍ରଭାବଶାଳୀଙ୍କ ଜବରଦଖଲରେ ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ, ୨୬ା୨: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ…

ଚୋରି ସନ୍ଦେହରେ ଥାନାକୁ ଡାକି ପିଟିଲେ ଏସ୍‌ଆଇ

ବାଲିକୁଦା,୨୪ା୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ନହରଣା ବଜାରରେ ହୋଇଥିବା ଚୋରି ଘଟଣା ଭିନ୍ନ ମୋଡ ନେଇଛି। ଏହି ଚୋରି ଘଟଣାରେ ନହରଣା ଗ୍ରାମର ବୀରବର ପରିଡାଙ୍କ ପୁଅ ଲୁଲୁ ସମ୍ପୃକ୍ତ ଥିବା ସନ୍ଦେହ କରି ପୋଲିସ ତାଙ୍କୁ ୨୨ ତାରିଖ…

କାମରେ ଲାଗୁନି ଭାରୀଯାନ ପାର୍କିଂ କଟକଣା

ପାରାଦୀପ,୨୪ା୨(ସ୍ବ.ପ୍ର.): ପାରାଦୀପ ଶିଳ୍ପ ସହରର ଅଠରବାଙ୍କୀ ଗୋଲେଇଛକରୁ ଦୋଛକି ପର୍ଯ୍ୟନ୍ତ ରାସ୍ତା ସବୁଠାରୁ ବ୍ୟସ୍ତବହୁଳ। ଏହି ୪.୫ କିମି ରାସ୍ତାରେ ଅଧିକାଂଶ ସମୟ ଭିଡ଼ ହୋଇଥାଏ। ଏଥିଯୋଗୁ ପ୍ରଦୂଷଣ ବଢ଼ିବା ସହିତ ଦୁର୍ଘଟଣା ମଧ୍ୟ ଘଟିଥାଏ। ଏହାକୁ ଦୃଷ୍ଟିରେ ରଖି ଜିଲା…

ଜଳଖିଆ ଦୋକାନରୁ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଜଗତ୍‌ସିଂହପୁର ଅଫିସ,୨୩।୨: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଢିଅସାହି ବଜାର ଓ ସ୍ଥାନୀୟ ଗାନ୍ଧୀଛକସ୍ଥିତ ଏକ ହୋଟେଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ସିଙ୍ଗିପୁରର ବାବନ ସାହୁଙ୍କ ଜଳଖିଆ ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି। ଖବର ପାଇ ଅଗ୍ନିଶମ…

ଜଗତ୍‌ସିଂହପୁର ବିଜେଡି ରାଜନୀତି: ମଙ୍ଗ ଧରିଲେ ବିଧାୟକ ପ୍ରଶାନ୍ତ

ଜଗତ୍‌ସିଂହପୁର ଅଫିସ୍‌,୨୩ା୨: ଗତ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଜଗତ୍‌ସିଂହପୁର ଜିଲା ରାଜନୀତିରେ ବ୍ୟାପକ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଥିଲା। ସେତେବେଳେ ଦୀର୍ଘ ବର୍ଷ ଧରି ଦଳ ଜିଲା ସଭାପତି ଦାୟିତ୍ୱରେ ଥିବା ବରିଷ୍ଠ ନେତା ବିଷ୍ଣୁ ଦାସଙ୍କ ସ୍ଥାନରେ ଅମରେନ୍ଦ୍ର ଦାସଙ୍କୁ…

‘ପ୍ରବୃତ୍ତି ନୁହେଁ, ବୃତ୍ତିକୁ ଅଗ୍ରାଧିକାର ଦିଆଯାଏ’

ଜଗତ୍‌ସିଂହପୁର ଅଫିସ,୨୩ା୨: ପ୍ରବୃତ୍ତି ଅପେକ୍ଷା ବୃତ୍ତିକୁ ସର୍ବଦା ଅଗ୍ରାଧିକାର ଦିଆଯାଏ। କାରଣ କରଦାତାଙ୍କ କରରେ ସରକାରୀ କର୍ମଚାରୀ ଦରମା ପାଇଥାନ୍ତି। ତେଣୁ ସେମାନଙ୍କ ବୃତ୍ତି ପାଇଁ ନିଷ୍ଠା ଓ ଜନସାଧାରଣଙ୍କ ପ୍ରତି ଉତ୍ତରଦାୟିତ୍ୱ ରହିବା ଦରକାର। ବୃତ୍ତିରେ ଶତପ୍ରତିଶତ ସଫଳତା ପାଇବା…

୧୦ବର୍ଷ ପରେ ମିଳିଲା ହଜିଲା ପୁଅ

ପାରାଦୀପ, ୨୨।୨ (ସ୍ବ.ପ୍ର.): ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ଶୁକ୍ରବାର ମହାଶିବରାତ୍ରୀରେ ପୁଅକୁ ଫେରିପାଇବା ପରେ ଆତମ ବିଭୋର ହୋଇପଡ଼ିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳର…

ତିରୁଣା ସମବାୟ ସମିତିରେ ଚାଷୀଙ୍କୁ ଦୁର୍ବ୍ୟବହାର

ନାଉଗଁ।, ୨୨।୨ (ସ୍ବ.ପ୍ର.): ନାଉଗଁ। ବ୍ଲକ ଅଧୀନ ତିରୁଣା ସେବା ସମବାୟ ସମିତିରେ ଧାନ ଦେବା ସମୟରେ ଚାଷୀମାନଙ୍କୁ ଦୁର୍ବ୍ୟବହାର କରାଯିବା ସହ କୁଇଣ୍ଟାଲ ପିଛା ୨ କି.ଗ୍ରା. ଲେଖାଏ ଧାନ କାଟି ଦିଆଯାଉଛି। ଏ ନେଇ ଜାମୁଗଁ। ପଞ୍ଚାୟତ ନନ୍ଦିଗ୍ରାମର…

ଅଷ୍ଟଶମ୍ଭୁ ପୀଠରେ ହରିହର ଭେଟ

ବିରିଡି, ୨୨।୨ (ଡି.ଏନ୍‌.ଏ.): ପବିତ୍ର ଶିବଚତୁଦ୍ଦଶୀ ତିଥି ଅବସରରେ ଶୁକ୍ରବାର ହାଜିପୁରସ୍ଥିତ ପବିତ୍ର ଧ୍ୟାନକୁଦ ଶ୍ରୀଜଗନ୍ନାଥ ମନ୍ଦିରରୁ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀ ମଦନମୋହନ ସେବାୟତମାନଙ୍କ ସହ ଏକ ବିରାଟ ପଟୁଆରରେ ବାଜା, ବାଣ, ରୋଶଣିରେ ଚାନ୍ଦପୁରସ୍ଥିତ ଅଷ୍ଟଶମ୍ଭୁ ଶିବ ମନ୍ଦିରକୁ…

ଶାରଳା ରୋଡ୍‌ ଲେବଲ କ୍ରସିଂରେ ଅଟକି ରହିଲା ଟ୍ରେନ

ତିର୍ତ୍ତୋଲ, ୨୧।୨ (ଡି.ଏନ୍‌.ଏ.): କଟକ-ପାରାଦୀପ ରେଳପଥର ତିର୍ତ୍ତୋଲ ଥାନା ଅଧୀନ ଝଙ୍କଡ଼ ଶାରଳା ରୋଡ ପିଏଚ୍‌ ନିକଟ ଲେଭଲକ୍ରସିଂଠାରେ ଗୁରୁବାର ଏକ ମାଲବାହୀ ଟ୍ରେନ ଅଟକି ରହିବା ଯୋଗୁ ଦେଢ଼ ଘଣ୍ଟା ଧରି ଏହି ଲାଇନ୍‌ରେ ରେଳ ଚଳାଚଳ ବ୍ୟାହତ ହେବା…

ପଞ୍ଚାୟତ ଅଫିସ୍‌ ଆଗରେ ବର୍ଜ୍ୟବସ୍ତୁ ପୁନରୁଦ୍ଧାର କେନ୍ଦ୍ରକୁ ବିରୋଧ

ବାଲିଆ, ୨୧।୨: ବିରିଡି ବ୍ଲକ ହାଜିପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ପ୍ରସ୍ତାବିତ ବର୍ଜ୍ୟବସ୍ତୁ ପୁନରୁଦ୍ଧାର ପାଇଁ ସ୍ଥାୟୀ କେନ୍ଦ୍ର ନିର୍ମାଣକୁ ଗୋପାଳ ସାହିର ଜନସାଧାରଣ ବିରୋଧ କରିବା ସହ ଏ ନେଇ ଜିଲାପାଳଙ୍କୁ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି। ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?