ଜଗତ୍‌ସିଂହପୁର

ଚାଇନା ଫେରନ୍ତା ଯୁବକଙ୍କୁ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ

ରଘୁନାଥପୁର, ୧୩ା୨ (ଡି.ଏନ.ଏ.): ସାରା ବିଶ୍ୱରେ କରୋନା ଭାଇରସ୍‌କୁ ନେଇ ଚିନ୍ତା ଘରିଛି। ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଚାନ୍ଦପୁର ଗଁ।ର ଚାଇନା ଫେରନ୍ତା ଯୁବକଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଖୋଜାଯାଇଥିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସିଡିଏମଓଙ୍କ ପକ୍ଷରୁ…

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ ବାଲିକୁଦା ଥାନା ଅନ୍ତର୍ଗତ ଚଷାପଡ଼ାର ବୋଲି ଜଣାପଡ଼ିଛି। ଯୁବକ ଜଣଙ୍କ ଥାନା ଅଧୀନ ବରିପଡ଼ାର…

ପ୍ରାର୍ଥନାବେଳେ ଶ୍ରେଣୀଗୃହ ସଫା କରୁଛନ୍ତି ପିଲା

ନାଉଗଁା,୧୨ା୨(ସ୍ବ.ପ୍ର.): ବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସରସ, ସୁନ୍ଦର କରିବା ସହିତ ପିଲାଙ୍କ ମସ୍ତିଷ୍କକୁ ଶୃଙ୍ଖଳିତ ରଖିବା ପାଇଁ ଦୈନିକ ପ୍ରାର୍ଥନା କରାଯାଇଥାଏ। ଏହି ପ୍ରାର୍ଥନାରେ କେବଳ ପିଲାମାନେ ନୁହନ୍ତି ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ ଭାଗ ନେଇଥାନ୍ତି। କିନ୍ତୁ ପ୍ରାର୍ଥନା ସମୟରେ କିଛି ପିଲା…

ବିଧାନସଭା ଷ୍ଟାଣ୍ଡିଂ କମିଟି କର୍ମକର୍ତ୍ତାଙ୍କ ଜଗତ୍‌ସିଂହପୁର ଗସ୍ତ: ଯୋଗାଣ ବିଭାଗ ଉପରେ ସମୀକ୍ଷା

ଜଗତ୍‌ସିଂହପୁର ଅଫିସ,୧୨ା୨: ବିଧାନସଭା ଷ୍ଟାଣ୍ଡିଂ କମିଟି-୬, ସବ୍‌କମିଟି-୪ର ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ଜଗତ୍‌ସିଂହପୁର ଜିଲା ଗସ୍ତ କରିଥିଲେ। ପ୍ରଥମେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ଅଧିକାରୀଙ୍କ ସହିତ ଏକ…

ପିଡିଏରେ ସର୍ବକ୍ଷମା ପାଇଁ ୨୦ ଆବେଦନକାରୀ

ପାରାଦୀପ,୧୧ା୨(ସ୍ବ.ପ୍ର.): ରାଜ୍ୟ ସରକାର ବେଆଇନଭାବେ ଗଢ଼ି ଉଠିଥିବା କୋଠାବାଡିକୁ ବୈଧ କରିବା ପାଇଁ ସର୍ବକ୍ଷମା ସୁବିଧା କରିଛନ୍ତି। ଏହାର ଅବଧି ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରହିଛି। କିନ୍ତୁ ପରିତାପର ବିଷୟ ପାରାଦୀପ ଉନ୍ନୟନ କର୍ତ୍ତୃପକ୍ଷ (ପିଡିଏ) ଅଧୀନରେ ଥିବା ୧୨୦…

‘ସାହିତ୍ୟ ସମାଜର ଦର୍ପଣ ସଦୃଶ୍ୟ ହେବା ଉଚିତ’

ତିର୍ତ୍ତୋଲ,୧୧ା୨(ଡି.ଏନ.ଏ.): ବାଲିଘର ସାହିତ୍ୟ ସଂସ୍କୃତି ପ୍ରତିଷ୍ଠାନ ଓ ଶିଶୁ କିଶୋର ସାହିତ୍ୟ ପତ୍ରିକା ‘ବାଲିଘର’ର ୩୦ତମ ବାର୍ଷିକୋତ୍ସବ ପଣ୍ଡୁଆ ପଞ୍ଚାୟତ ମୁଣ୍ଡିଦା ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ରାଜ୍ୟସ୍ତରୀୟ କବି ସମ୍ମିଳନୀ, କବିତାପାଠ, ଆଲୋଚନାଚକ୍ର, ସମ୍ବର୍ଦ୍ଧନା ସଭା ଓ ବାଲିଘରର ବାର୍ଷିକ…

ପିଏମ୍‌ କିଷାନ ହିତାଧିକାରୀଙ୍କୁ ୨୩ ସୁଦ୍ଧା କ୍ରେଡିଟ୍‌ କାର୍ଡ

ଜଗତ୍‌ସିଂହପୁର ଅଫିସ,୧୦ା୨: ଜଗତ୍‌ସିଂହପୁର ଜିଲାରେ ପାଖାପାଖି ୧,୧୦,୦୦୦ ଲୋକଙ୍କୁ ପ୍ରଧାନମନ୍ତ୍ରୀ (ପିଏମ୍‌) କିଷାନ ଯୋଜନାରେ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରେ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏ ୪ଟି କିସ୍ତିରେ ୮,୦୦୦ ଟଙ୍କା ମିଳି ସାରିଲାଣି। କିନ୍ତୁ ଅନେକ ହିତାଧିକାରୀଙ୍କୁ କିଷାନ…

ସୁଧୁରୁନି ସ୍ବାସ୍ଥ୍ୟସେବା

ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ ହେଉନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲାରେ। ଜିଲା ମୁଖ୍ୟ ଚିକିତ୍ସାଳୟରେ…

ପ୍ରସ୍ତାବିତ ୫୫ ନଂ. ଜାତୀୟ ରାଜପଥ ସମ୍ପର୍କିତ ସମୀକ୍ଷା ବୈଠକ: ଏପ୍ରିଲରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ୍‌, ୮।୨: ୨୦୧୭ରେ ୫୫ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ ପାଇଁ ଘୋଷଣା ହୋଇଥିଲା। ଏଥିରେ ଜଗତ୍‌ସିଂହପୁର ଜିଲାର ୭୮.୩୫ କିଲୋମିଟର ଅନ୍ତର୍ଭୁକ୍ତ କରାଯାଇଛି। ତେବେ ମାର୍ଚ୍ଚ ସୁଦ୍ଧା ଲାଇନ୍‌ ବିଭାଗଗୁଡିକ ପ୍ରସ୍ତାବିତ ରାଜପଥ ଜମିରୁ ଗଛ, ବିଦ୍ୟୁତ୍‌…

ଏ.କେ. ବୋଷ ହେଲେ ପାରାଦୀପ ବନ୍ଦର ଉପାଧ୍ୟକ୍ଷ

ପାରାଦୀପ, ୮।୨ (ସ୍ବ.ପ୍ର.): ଗତ ୪ବର୍ଷ ହେଲା ପାରାଦୀପ ବନ୍ଦର ଉପାଧ୍ୟକ୍ଷ ପଦବୀ ଖାଲି ପଡ଼ିଥିବା ବେଳେ ଶୁକ୍ରବାର ଆଶିଷ କୁମାର ବୋଷ ଉପାଧ୍ୟକ୍ଷ ଭାବେ ଯୋଗଦେଇଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ ପୋର୍ଟର ଟ୍ରାଫିକ ମ୍ୟାନେଜର ଥିଲେ। ୧୯୮୬ରୁ ସେ…

ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ

ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ସମେତ ଏସିଆର ବୃହତ୍‌ ସାର କାରଖାନା ଓ ବୃହତ୍‌ ବିଶୋଧନାଗାର ରହିଛି। କିନ୍ତୁ ଏବେ ପାରାଦୀପ ପ୍ରଦୂଷଣ କ୍ଷେତ୍ରରେ ରାଜ୍ୟର ୧ ନଂ. ସ୍ଥାନ ଓ…

ଜାତୀୟସ୍ତରରେ ବଣ୍ଟିଙ୍କ କୃତିତ୍ୱ

ଜଗତ୍‌ସିଂହପୁର ଅଫିସ୍‌,୭।୨: ନିଷ୍ଠା, ଆତ୍ମବିଶ୍ୱାସ ଓ କଠୋର ପରିଶ୍ରମ ଆଗରେ ଦାରିଦ୍ର୍ୟତା ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ସ୍ଥାନୀୟ ଶିଶୁ ଆଶ୍ରମରେ। ଆଶ୍ରମର ଅନ୍ତେବାସୀ ତଥା ଜଗତ୍‌ସିଂହପୁର ଥାନା ପାଇକରାବାଟୀ ଅଧୀନ ଗଡ଼ମାର ନୟନା ମଲ୍ଲିକଙ୍କ ପୁଅ ବଣ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri