ଜଗତ୍‌ସିଂହପୁର

ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନ ଥିବାରୁ ଉଦ୍‌ବେଗ

ଜଗତ୍‌ସିଂହପୁର ଅଫିସ୍‌, ୨୧ା୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ଏପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାର ଶତାଧିକ ପରିବାର ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ଅଭାବରୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ସୋମବାର…

ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ୬ଷ୍ଠ ସନ୍ଧ୍ୟା: ‘ଗ୍ରନ୍ଥ ବି ସମାଜରେ ବିପ୍ଳବ ଆଣିପାରେ’

ଜଗତ୍‌ସିଂହପୁର ଅଫିସ୍‌, ୨୧ା୧: ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ସାହିତ୍ୟ ଉପରେ ଆଧାରିତ ଲିଖିତ ଗ୍ରନ୍ଥ ହୋମରୁଲ୍‌ ଓ ସର୍ବୋଦୟ ବେସ୍‌ ହୃଦୟସ୍ପର୍ଷୀ। ଆଦର୍ଶ ଓ ସମନ୍ବୟର ଏହି ଗ୍ରନ୍ଥ ମାଧ୍ୟମରେ ଗାନ୍ଧୀ ସମାଜକୁ ଦିଗ୍‌ଦର୍ଶନ ଦେବାକୁ ଚେଷ୍ଟା କରିଛନ୍ତି। ସେହିପରି ଆମେରିକାରେ…

ବେଆଇନ ଦର୍ଶାଇ ବନ୍ଦ କରାଯାଇଥିଲା ଭିନ୍ନକ୍ଷମଙ୍କ ୨୨ ମାସର ଭତ୍ତା କୋର୍ଟଙ୍କ ନିର୍ଦ୍ଦେଶ ପରେ ଦେଲା ବ୍ଲକ ପ୍ରଶାସନ

ଏରସମା,୨୧ା୧(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଭିତର ଅନ୍ଧାରୀ ପଞ୍ଚାୟତସ୍ଥିତ ଜାମୁକଣ ଗ୍ରାମର ଭିନ୍ନକ୍ଷମ ଲକ୍ଷ୍ମୀଧର ମହାପାତ୍ର ୨୨ମାସ ଧରି ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଫଳରେ ଏ ନେଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଏହା ଜାଣିବା ପରେ ତୁରନ୍ତ…

ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ

ଜଗତ୍‌ସିଂହପୁର ଅଫିସ୍‌/ତିର୍ତ୍ତୋଲ,୨୦ା(ଡି.ଏନ.ଏ.): କନକପୁରସ୍ଥିତ ମା’ଶାରଳା ମନ୍ଦିରରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ନାମକ ସେବାୟତଙ୍କୁ ୩ଜଣ ମରଣାନ୍ତକ ଆକ୍ରମଣ କରିଛନ୍ତି। ସେମାନେ ହେଲେ ତିର୍ତ୍ତୋଲ ଥାନା ଓକଲାର ସୁଶାନ୍ତ ରାଉଳ, କନକପୁର ଶାସନର ପ୍ରଶାନ୍ତ…

ଅଖା, ଧାନ କାଟ ବାବଦରେ ୬ କୋଟି ଦୁର୍ନୀତି ପାଇଁ ପ୍ରୟାସ

ଜଗତ୍‌ସିଂହପୁର ଅଫିସ୍‌, ୧୯ା୧: ଜଗତ୍‌ସିଂହପୁର ଜିଲାର ବିଭିନ୍ନ ମଣ୍ଡିରେ ଅଖା ଓ ଧାନ କାଟ ବାବଦରେ ପାଖାପାଖି ୬ କୋଟି ଟଙ୍କାର ଦୁର୍ନୀତି ଯୋଜନା ରହିଛି। ଶନିବାର ନବ ନିର୍ମାଣ କୃଷକ ସଙ୍ଗଠନ ଜଗତ୍‌ସିଂହପୁର ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ…

୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ସିଆଇଏସ୍‌ଏଫ୍‌ କନଷ୍ଟେବଳ ଗିରଫ

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ଅଞ୍ଚଳରେ ଶନିବାର ୪ ବର୍ଷୀୟା ନାବାଳିକାଙ୍କୁ ଜଣେ ସିଆଇଏସ୍‌ଏଫ୍‌ (ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ)ର କନଷ୍ଟେବଳ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଆଧାରରେ ପାରାଦୀପ ଅଭୟଚାନ୍ଦପୁର ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପାରାଦୀପରେ ମତ୍ସ୍ୟଜୀବୀଙ୍କ ମହା ସମାବେଶ, ସମସ୍ୟା ସମାଧାନ ପାଇଁ ଗଠନ ହେବ କମିଟି

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ପରିସରରେ ଶନିବାର ମତ୍ସ୍ୟଜୀବୀଙ୍କ ଏକ ମହା ସମାବେଶ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟଅତିଥିଭାବେ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ କହିଥିଲେ, ମତ୍ସ୍ୟଜୀବୀଙ୍କ ସମସ୍ୟା ସମ୍ପର୍କରେ ମୁଁ ପୂର୍ବରୁ ଅବଗତ…

ଘରୋଇ କଳି: ମଝିଆ ଭାଇଙ୍କୁ ହତ୍ୟା କଲେ ସାନ

ନାଉଗାଁ,୧୯ା୧(ସ୍ବ.ପ୍ର.): ଘରୋଇ କଳହକୁ ନେଇ ଶନିବାର ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ହରିଶପୁର ଗ୍ରାମରେ ସାନ ଭାଇ ମଝିଆ ଭାଇଙ୍କୁ ଶିଳପୁଆରେ ଛେଚି ହତ୍ୟା କରିଛନ୍ତି। ଏନେଇ ଥାନାରେ ବଡ଼ଭାଇଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…

୭ ଦିନର ଶିଶୁ କନ୍ୟା ଉଦ୍ଧାର

ଜଗତ୍‌ସିଂହପୁର ଅଫିସ୍‌, ୧୮ା୧: ଶୁକ୍ରବାର ଜଗତ୍‌ସିଂହପୁର ଜିଲା ପଳାଶୋଳ ଗ୍ରାମରୁ ଚାଇଲ୍ଡ ଲାଇନ୍‌ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଏକ ୭ ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପଳାଶୋଳର କବିତା ସାହୁ ଓ ତାଙ୍କ ସ୍ବାମୀ ନିତ୍ୟାନନ୍ଦ ସାହୁ…

ଧାନ ବସ୍ତା ରଖି ମଣ୍ଡିରେ ଧାରଣା ଦେଲେ ଚାଷୀ

ଜଗତ୍‌ସିଂହପୁର ଅଫିସ,୧୭।୧: ଜଗତ୍‌ସିଂହପୁର ସଭାମୂଳ ଧାନମଣ୍ଡିରେ ଶୁକ୍ରବାର ଚାଷୀ ଧାରଣା ଦେଇଛନ୍ତି। ଧାନ ସଂଗ୍ରହ ପାଇଁ ୩୦ ଜଣ ଚାଷୀଙ୍କୁ ବାରଣ କରାଯିବାରୁ ସେମାନେ ଧାନ ବସ୍ତା ରଖି ଧାରଣାରେ ବସିଛନ୍ତି। ଯେ ପର୍ଯ୍ୟନ୍ତ ସେମାନଙ୍କ ଧାନ ଗ୍ରହଣ କରା ନ…

ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଉଦ୍‌ଘାଟିତ

ପାରାଦୀପ, ୧୭।୧ (ସ୍ବ.ପ୍ର.): ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ଗୁରୁବାର ସର୍ବଭାରତୀୟ ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଗୁରୁବାରଠାରୁ ଆରମ୍ଭ ହୋଇଛି। ଅଲ୍‌ ଇଣ୍ଡିଆ ମେଜର ପୋର୍ଟ ସ୍ପୋଟର୍‌ସ କାଉନ୍‌ସିଲ ଓ ପାରାଦୀପ ପୋର୍ଟ ଟ୍ରଷ୍ଟ ମିଳିତ ଆୟୋଜନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ…

ସତ୍ୟର ଅନ୍ୟ ନାମ ସାମ୍ବାଦିକତା

ଜଗତ୍‌ସିଂହପୁର ଅଫିସ୍‌, ୧୭।୧:ସତ୍ୟର ଅନ୍ୟ ନାମ ସାମ୍ବାଦିକତା। ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ଗାନ୍ଧୀଙ୍କ ନୀତି ଓ ଆଦର୍ଶକୁ ଅନୁକରଣ କରିବା ଉଚିତ ବୋଲି ଗୁରୁବାର ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଅନୁଷ୍ଠିତ ସାହିତ୍ୟ ଆସରରେ ଅତିଥି ଭାବେ ଯୋଗଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri