ମିଶନ ଶକ୍ତି ଗୃହ ନିର୍ମାଣରେ ବିଳମ୍ବ
ବାଲିଆ, ୧୭।୧:ବିରିଡି ବ୍ଲକ ଅଞ୍ଚଳରେ ୨୩୪ଟି ପ୍ରକଳ୍ପ ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ମାତ୍ର ବ୍ଲକ ପ୍ରଶାସନର ଆନ୍ତରିକତା ଅଭାବରୁ ଦେଢ଼ ବର୍ଷ ପରେ ବି କେତେକ…
ଜଗତ୍ସିଂହପୁର ମକର ମେଳା ଆରମ୍ଭ
ଜଗତ୍ସିଂହପୁର ଅଫିସ, ୧୬।୧: ଜଗତ୍ସିଂହପୁରରର ପ୍ରସିଦ୍ଧ ମକର ମେଳା ସ୍ବତନ୍ତ୍ର। ପ୍ରତିବର୍ଷ ଭଳି ଚଳିତବର୍ଷ ମକର ସଂକ୍ରାନ୍ତୀ ଅବସରରେ ବୁଧବାରଠାରୁ ସୋମନାଥ ହାଟ ପଡ଼ିଆଠାରେ ଏହି ମେଳା ଆରମ୍ଭ ହୋଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପଡ଼ିଆଠାରେ ପୁସ୍ତକ ମେଳା ଓ ହାଟ…
ଏକବିଂଶତମ ଜଗତ୍ସିଂହପୁର ପୁସ୍ତକ ମେଳା ଉଦ୍ଘାଟିତ, ଗୀତା ପଠନ ଶ୍ରେଷ୍ଠ ଅଭ୍ୟାସ: ରାଜ୍ୟପାଳ
ଜଗତ୍ସିଂହପୁର ଅଫିସ୍, ୧୬।୧: ସାରା ବିଶ୍ୱରେ ୪ ପ୍ରକାର ପୁସ୍ତକ ପ୍ରକାଶ ପାଉଛି। ସେଗୁଡିକ ବିଶେଷକରି ପରିଚାଳନା, ସମ୍ବନ୍ଧ, ବନ୍ଧୁତ୍ୱର ଗୁଣାତ୍ମକ ବିକାଶ ଓ ଆତ୍ମବିକାଶ ଉପରେ ଆଧାରିତ ବୋଲି ବୁଧବାର ଏକବିଂଶତମ ଜଗତ୍ସିଂହପୁର ପୁସ୍ତକ ମେଳା ଉଦ୍ଘାଟନୀ ଅବସରରେ ମୁଖ୍ୟଅତିଥି…
ବିବାଦ ସମାଧାନରେ ବିଫଳ ହେଉଛି ଏଡିଏମ୍ ଅଫିସ
ପାରାଦୀପ,୧୪ା୧(ସ୍ବ.ପ୍ର.):ପାରାଦୀପ ଶିଳ୍ପାଞ୍ଚଳର ଅନେକ ଶିଳ୍ପସଂସ୍ଥାରେ ଏବେ ଶ୍ରମିକ ଅଶାନ୍ତି ଦେଖାଯାଇଛି। ସେହିପରି ଜମିହରା-ବିସ୍ଥାପିତ ନିଯୁକ୍ତି ପାଇଁ ଧାରଣା ଦେଉଛନ୍ତି। ୟୁନିୟନ, ସଂଘ, ପରିଷଦ, ସମିତି, ଟ୍ରଷ୍ଟ ଆଦି ମଧ୍ୟରେ ଗଣ୍ଡଗୋଳ, ପରିବହନକୁ ନେଇ ମୁହଁାମୁହିଁ ପରିସ୍ଥିତି ହେଉଛି। ଟ୍ରାଫିକ ଓ ପ୍ରଦୂଷଣ…
୧୫ରୁ ମିଳିବ ଗୋରେଖନାଥ ପୀଠରେ ପ୍ରସାଦ
ରଘୁନାଥପୁର,୧୪ା୧(ଡି.ଏନ୍.ଏ.):ରଘୁନାଥପୁର ବ୍ଲକ କେରକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠ ରୋଷଘରେ ତାଲା ପଡିବା ଓ ପ୍ରସାଦ ବ୍ୟବସ୍ଥା ବନ୍ଦ କରାଯିବା ନେଇ ପୂଜକ ଓ ମ୍ୟାନେଜିଂ ଟ୍ରଷ୍ଟିଙ୍କ ମଧ୍ୟରେ ଲାଗିଥିବା ବିବାଦ ସୋମବାର ସମାଧାନ ହୋଇଛି। ଆସନ୍ତା ୧୫ ତାରିଖ ତଥା ମକର…
ବାଲିକୁଦାରେ ଗ୍ୟାଙ୍ଗୱାର ଘଟଣା: ସାଗରଙ୍କ ଦୁଇ ସହଯୋଗୀ ଗିରଫ
ବାଲିକୁଦା,୧୩ା୧(ସ୍ବ.ପ୍ର.): ବାଲିକୁଦା ଥାନା ଅଞ୍ଚଳରେ ଗତ ୩ତାରିଖରେ ଦୁଇ ଅପରାଧୀ ଗୋଷ୍ଠୀ ସାଗର ମଲ୍ଲିକ ଓ ସମୀର ଦଳେଇଙ୍କ ମଧ୍ୟରେ ହୋଇଥିବା ଗ୍ୟାଙ୍ଗୱାର ଘଟଣାରେ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ସାଗରଙ୍କ ଦୁଇ ସହଯୋଗୀ ସିତୁ ଦାସ ଓ ବଳିଆ ସାମଲକୁ ଗିରଫ…
ନାଉଗାଁ ବ୍ଲକରେ ମିଳିତ ଜନଶୁଣାଣି ୮୯ ଅଭିଯୋଗ, ୮ ତ୍ୱରିତ ସମାଧାନ
ନାଉଗାଁ ,୧୪।୧ (ସ୍ବ.ପ୍ର.):ନାଉଗାଁ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ ୮୯ ଅଭିଯୋଗ ହୋଇଥିବା ବେଳେ ସେଥିରୁ ୮ଟିର ସଙ୍ଗେସଙ୍ଗେ ସମାଧାନ କରାଯାଇଥିଲା। ଅଭିଯୋଗଗୁଡ଼ିକ ମଧ୍ୟରେ ଆଧାର କେନ୍ଦ୍ର ବନ୍ଦ ଥିବାରୁ ଲୋକମାନେ ଅସୁବିଧାର…
ଟ୍ରକ୍ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ
ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର ସାମନ୍ତରାପୁରର…
ଯୁବତୀଙ୍କୁ ବଳାତ୍କାର ଅଭିଯୋଗ
ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ନଂ-୬/୨୦ରୁଜୁ କରାଯିବା ସହ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ପରେ ଘଟଣାସ୍ଥଳକୁ ଥାନାଧିକାରୀ ପ୍ରଜ୍ଞାରିତାମ୍ବର…
ହାଜିପୁର ମଣ୍ଡଳ ଭାଜପାର ସାଙ୍ଗଠନିକ ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ନିଷ୍ପତ୍ତି
ବାଲିଆ,୧୩ା୧: ବିରିଡ଼ି ବ୍ଲକ ଅଧୀନ ହାଜିପୁର ମଣ୍ଡଳ ଭାଜପାର ଏକ ସାଙ୍ଗଠନିକ ବୈଠକ ଅଲାଣ୍ଡୋସ୍ଥିତ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଣ୍ଡଳର ନୂତନ ସଭାପତି ସୁଦର୍ଶନ ପଣ୍ଡା ସଭାପତିତ୍ୱ କରିଥିଲେ। ମଣ୍ଡଳ ପ୍ରଭାରୀ ତଥା ଜିଲା କୃଷକମୋର୍ଚ୍ଚା…
୧ମ ଜାତୀୟ ସଂହତି ଶିବିର ଓ ପଞ୍ଚବିଂଶ ସ୍କାଉଟ୍ସ, ଗାଇଡ୍ସ ମେଳା :‘ଯୁଦ୍ଧର ଭୟ ବେଳେ ଶିବିର ଗୁରୁତ୍ୱପୂର୍ଣ୍ଣ’
ଜଗତ୍ସିଂହପୁର ଅଫିସ୍,୧୩ା୧: ମାନବ ସମ୍ବଳର ସଫଳ ପରିଚାଳନାରେ ଯେଉଁ ଦେଶ ଯେତେ ପାରଙ୍ଗମ ସେ ଦେଶ ସେତେ ସମୃଦ୍ଧ। ସାମ୍ପ୍ରତିକ ବିଶ୍ୱରେ ଏବେ ଏକ ଯୁଦ୍ଧର ବିଭୀଷିକା ଭିତ୍ତି ସଞ୍ଚାର କରୁଛି। ଏ ପରିସ୍ଥିତିରେ ଜାତୀୟ ସଂହତି ବଜାୟ ରଖିବା ଜରୁରୀ।…
ଧଳାଜହର ବଳୟରେ କୁଜଙ୍ଗ ଅଞ୍ଚଳ
କୁଜଙ୍ଗ,୧୩ା୧(ଡି.ଏନ.ଏ.): ନିଶା ସେବନ କରି ଯୁବସମାଜ ପଥଭ୍ରଷ୍ଟ ହେବା ସାଙ୍ଗକୁ ନାନଦି କୁକର୍ମରେ ଲିପ୍ତ ରହି ନିଜର ଉଜ୍ଜ୍ୱଳ ଭବିଷ୍ୟତକୁ ଅନ୍ଧକାରମଧ୍ୟକୁ ଠେଲି ଦେଉଛନ୍ତି। ଯଦ୍ଦ୍ବାରା ସେମାନଙ୍କ ମା’ବାପା ଚିନ୍ତାରେ ରହୁଛନ୍ତି। ନିଶା କାବାରକୁ ସାମାଜିକସ୍ତରରେ ବିରୋଧ କରାଯାଉଥିଲେବି ବାସ୍ତବରେ ନିଶାକାରବାରର…
Archives


