ଜଗତ୍‌ସିଂହପୁର

ଜଗତ୍‌ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍‌

ଜଗତ୍‌ସିଂହପୁର ଅଫିସ୍‌,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ ବିବାଦୀୟ କରି ଦିଆଯାଉଛି। କେତେକ ସରକାରୀ କର୍ମଚାରୀ ଦୁର୍ନୀତି ଲୁଚାଇବା ପାଇଁ ଜାଣିଶୁଣି…

ପାରାଦୀପରେ କାଉ ମଡ଼କ ଜାରି, ବାର୍ଡ ଫ୍ଲୁ ସନ୍ଦେହ

ପାରାଦୀପ, ୩୦ା୧(ସ୍ବ.ପ୍ର.): ପାରାଦୀପରେ ଗତ ଜାନୁୟାରୀ ୩ରୁ କାଉମଡ଼କ ଜାରି ରହିଥିଲେ ସୁଦ୍ଧା ଏ କ୍ଷେତ୍ରରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଏପରି କି ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ଗତ ୪ ତାରିଖରୁ କାଉର ଲାଳ ନମୁନା ପରୀକ୍ଷା ପାଇଁ…

ଜଗତ୍‌ସିଂହପୁର ପୌର ପରିଷଦ: ୧୮୭ ଉଠା ଦୋକାନୀଙ୍କୁ ମିଳିଲା ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୩୦ା୧: ଜଗତ୍‌ସିଂହପୁର ପୌର ପରିଷଦ ଅଞ୍ଚଳର ବିଭିନ୍ନସ୍ଥାନରେ ଉଠାଦୋକାନ କରି ଗୁଜରାଣ ମେଣ୍ଟାଉଥିବା ଦୋକାନୀଙ୍କ ମଧ୍ୟରୁ ୧୮୭ ଜଣଙ୍କୁ ଫନୀ ସହାୟତା ରାଶି ପ୍ରଦାନ କରାଯାଇଛି। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ଉଠା ଦୋକାନୀ ପିଛା ୧୦ ହଜାର ଟଙ୍କା ଲେଖାଏ…

ଏସ୍‌ଭିଏମ୍‌ ମହାବିଦ୍ୟାଳୟରେ ୨ ଅଧ୍ୟାପକ ଗଣ୍ଡଗୋଳ ଘଟଣା: ଜଣେ ଅଧ୍ୟାପକଙ୍କ ସହ ୭ ଗିରଫ

ଜଗତ୍‌ସିଂହପୁର ଅଫିସ୍‌,୨୮ା୧: ଜଗତ୍‌ସିଂହପୁରସ୍ଥିତ ସ୍ବାମୀ ବିବେକାନନ୍ଦ ସ୍ମାରକୀ(ଏସ୍‌ଭିଏମ୍‌) ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଅଧ୍ୟାପକ(ରିଡର) ଧୀରେନ ମହାନ୍ତି ଓ ଅଧ୍ୟାପକ ଜଗନ୍ନାଥ ବେହେରାଙ୍କ ମଧ୍ୟରେ ଗତ ୨୫ରେ ଗଣ୍ଡଗୋଳ ହୋଇଥିଲା। ଏହି ଗଣ୍ଡଗୋଳ ସୋମବାର ଉଗ୍ର ରୂପ ନେଇଛି। ରିଡର ମହାନ୍ତି ୫…

ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ଆନ୍ଦୋଳନ

ଜଗତ୍‌ସିଂହପୁର ଅଫିସ୍‌, ୨୫।୧ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ ୨ୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲରେ ହେବା କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଫର୍ମ ପୂରଣ ପାଇଁ ମହାବିଦ୍ୟାଳୟ ପକ୍ଷରୁ ନୋଟିସ୍‌ ଜାରି…

ମାଲେସିଆରେ ପୁଷ୍ପାଞ୍ଜଳିଙ୍କ କମାଲ୍‌

ବାଲିକୁଦା, ୨୫।୧ (ସ୍ବ.ପ୍ର.) ମାଲେସିଆର କୁଆଲାଲାମ୍ପୁରଠାରେ ଆୟୋଜିତ ଆନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ପ୍ରତିଯୋଗିତାରେ ଭାଗନେଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ୬ବର୍ଷୀୟା ପୁଞ୍ଜାଞ୍ଜଳି। ସେ ହେଉଛନ୍ତି ବାଲିକୁଦା ବ୍ଲକ ଅପଣ୍ଡରା ପଞ୍ଚାୟତ ନଲରା ଗ୍ରାମର ସ୍ବର୍ଣ୍ଣଲତା ଲେଙ୍କା ଓ ପ୍ରତାପ କୁମାର…

୧୭ ବର୍ଷ ପରେ ବେଆଇନ ଚକ ମଡ଼ାଣ ଷଡ଼ଯନ୍ତ୍ର

ଜଗତ୍‌ସିଂହପୁର ଅଫିସ୍‌, ୨୫।୧ ଜଗତ୍‌ସିଂହପୁର ଜିଲାରେ ଚକ ପ୍ରସ୍ତୁତିରେ ବ୍ୟାପକ ତ୍ରୁଟି ହୋଇଛି। କେତେଜଣ ମୁଷ୍ଟିମେୟ ଜମି ମାଲିକ, ରାଜନେତା ଚଞ୍ଚକତା କରି ମୂଲ୍ୟବାନ ଜମି ହାତେଇ ନେଇଛନ୍ତି। ଏହାଦ୍ୱାରା ଅଧିକାଂଶ ଜମି ମାଲିକ କ୍ଷତିଗ୍ରସ୍ତ ହୋଇଛନ୍ତି। ଚକ ପ୍ରସ୍ତୁତ ପରେ…

ଲୁଟ୍‌ ଘଟଣାରେ ଜଣେ ଗିରଫ

ବିରିଡ଼ି, ୨୪।୧ (ଡି.ଏନ୍‌.ଏ.): ବିରିଡ଼ି ଥାନା ଅଧୀନ ଦଳେଇଘାଇଠାରେ ଏକ ଧାନ ବୋଝେଇ ଟ୍ରକ (ନଂ.-ଓଆର୍‌-ଏଭି-୧୮୩୯) ଡ୍ରାଇଭରଙ୍କଠାରୁ ହୋଇଥିବା ଲୁଟ୍‌ ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ନିକଟସ୍ଥ ମଧ୍ୟ ଶାସନ ଗ୍ରାମର…

ବ୍ୟାଙ୍କରୁ ଚୋରି ଉଦ୍ୟମ ପଣ୍ଢ, ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ୍‌, ୨୪।୧:ଜଗତ୍‌ସିଂପୁର ବ୍ଲକ ଶାଳଜଙ୍ଗ ସିଣ୍ଡିକେଟ୍‌ ବ୍ୟାଙ୍କରୁ ବୁଧବାର ରାତିରେ ହୋଇଥିବା ଚୋରି ଉଦ୍ୟମ ପଣ୍ଡ ହୋଇଛି। ଖବରପାଇ ବ୍ୟାଙ୍କ ଶାଖା ପରିଚାଳକଙ୍କ ସମେତ ଗ୍ରାମବାସୀ ସେଠାରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅଭିଯୁକ୍ତ ଜଣକ…

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ ଇମା ଉଦ୍ଦିନ କୋର୍ଟଚାଲାଣ

ପାରାଦୀପ, ୨୪।୧ (ସ୍ବ.ପ୍ର.):ତ୍ରିକୋଣୀୟ ପ୍ରେମ ସମ୍ପର୍କ ଯୋଗୁ ପାରାଦୀପ ମଡେଲ ଥାନା ଅଧୀନ ନୂଆବଜାର ମଣିମନ୍ଦିର ପାଖ ବସ୍ତିର ଶରତ ଜେନାଙ୍କୁ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ଇମା ଉଦ୍ଦିନଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ…

ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା

ଏରସମା, ୨୨।୧ (ସ୍ବ.ପ୍ର.):ଏରସମା ବ୍ଲକ ଅଧୀନ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ମଙ୍ଗଳବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ଜିରାଇଲୋ ପଞ୍ଚାୟତ ଭିଟାମାଟି ସୁରକ୍ଷା ସମିତି…

ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଅଭିଯୁକ୍ତଙ୍କୁ ଗିରଫ କରିପାରୁନି ପୋଲିସ

ଜଗତ୍‌ସିଂହପୁର ଅଫିସ୍‌,୨୨ା୧:କନକପୁରସ୍ଥିତ ମା’ଶାରଳା ମନ୍ଦିରର ସେବାୟତ ତଥା କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ଙ୍କୁ ରବିବାର ୩ଜଣ ମରଣାନ୍ତକ ଆକ୍ରମଣ କରିଥିଲେ। ସେମାନେ ହେଲେ ତିର୍ତ୍ତୋଲ ଥାନା ଓକଲାର ସୁଶାନ୍ତ ରାଉଳ, କନକପୁର ଶାସନର ପ୍ରଶାନ୍ତ ରାଉଳ ଓ କୁଟିଲୋ ଗ୍ରାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri