ଜଗତ୍‌ସିଂହପୁର

ଜୀବନ ନେବ ମୁକୁଳା ଟ୍ରାନ୍ସଫର୍ମର: ବିଦ୍ୟୁତ୍‌ ବିଭାଗର ନିଘା ନାହିିଁ

ନାଉଗାଁ ,୮ା୧(ସ୍ବ.ପ୍ର.):ନାଉଗାଁ ବଜାରରେ ରହିଛି ୫୦୦ କେ.ଭି. ବିଶିଷ୍ଟ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସସଫର୍ମରରୁ ନାଉଗାଁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି ବଜାରରେ ଥିବା ପୁରୁଣା ଯାତ୍ରୀ ବିଶ୍ରାମ ଘର ପାଖରେ ରହିଛି। ମାତ୍ର...

ଅବକାରୀ ଚଢ଼ାଉ, ୩ ଗିରଫ

ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ ଓ ବିଦେଶୀ ମଦ ଜବତ କରାଯିବା ସହ ୩ଜଣ ଚୋରାମଦ ବ୍ୟବସାୟୀଙ୍କୁ ଗିରଫ...

ଅସୁରକ୍ଷିତ ଶିଆଳି ଭିୟୁ ଟାୱାର

ଏରସମା, ୮।୧ (ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ ଟାୱାର ଅସୁରକ୍ଷିତ ହୋଇପଡିଛି। ରକ୍ଷଣାବେକ୍ଷଣ ଅଭାବ ସାଙ୍ଗକୁ ସମୁଦ୍ର ଜଳପତ୍ତନ ବୃଦ୍ଧି ଏହାର...

ପିପିଏଲ ଜଳାଶୟରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ପାରାଦୀପ,୭ା୧(ସ୍ବ.ପ୍ର.): ପାରାଦୀପ ଫସ୍‌ପେଟ୍‌ସ ଲିମିଡେଟ୍‌(ପିପିଏଲ୍‌) ପରିସରରେ ଥିବା ୧୬ଟି ବୃହତ ଜଳାଶୟରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ଦେଶୀ-ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ସୋମବାର ରାଜନଗର ବନଖଣ୍ଡ ପକ୍ଷରୁ ମିଳିଥିବା ପକ୍ଷୀଗଣନା ରିପୋର୍ଟ ଅନୁସାରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ଏସବୁ...

ନିର୍ମାଣ ହେଉନି ସ୍ଥାୟୀ ପରିବା ହାଟ

କୁଜଙ୍ଗ,୭ା୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାର ସର୍ବ ପୁରାତନ ସାପ୍ତାହିକ ହାଟ ହେଉଛି କୁଜଙ୍ଗ ହାଟ। ଏହାର ପରିଚାଳନା ଦାୟିତ୍ୱ ରାହାମା ନିୟନ୍ତ୍ରିତ ବଜାର କମିଟି ହାତରେ ରହିଛି। ମାତ୍ର ଦୀର୍ଘଦିନ ହେବ ଏଠାରେ ସ୍ଥାୟୀ ପରିବା ହାଟନାହିଁ। ଫଳରେ ବଳଦେବଜୀଉ ମେଳଣ...

ଜଗତ୍‌ସିଂହପୁର ଜିଲା ପ୍ରାଥମିକ ବିଦ୍ୟାଳୟ କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି

ଜଗତ୍‌ସିଂହପୁର ଅଫିସ, ୭ା୧: କେନ୍ଦ୍ର ଓ ରାଜ୍ୟ ସରକାର ବିଦ୍ୟାଳୟସ୍ତରରେ କ୍ରୀଡ଼ାର ବିକାଶ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଏହି ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ କ୍ରୀଡ଼ା ଅନୁଦାନ ଯୋଗାଯାଇଛି। ଏହି ଅନୁଦାନରେ ବିଦ୍ୟାଳୟଗୁଡିକ ବିଭିନ୍ନ ପ୍ରକାର କ୍ରୀଡା...

ନିଖୋଜ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ପରିବାର ଲୋକଙ୍କ ହତ୍ୟା ଅଭିଯୋଗ

ପାରାଦ୍ୱୀପ, ୬।୧(ସ୍ବ.ପ୍ର): ପାରାଦ୍ୱୀପ ମାଛଧରା ବନ୍ଦର ପୋତାଶ୍ରୟରେ ସୋମବାର ଜଣେ ନିଖୋଜ ମତ୍ସଜୀବୀଙ୍କ ମୃତଦେହ ଉଦ୍ଧାର କରିଛି ମେରାଇନ୍‌ ପୋଲିସ୍‌ । ସେ ହେଲେ ଭଦ୍ରକ ଜିଲାର ଉପେନ୍ଦ୍ର ପରିଜା(୪୦)। ଗତ ୧ ତାରିଖରୁ ସେ ନିଖୋଜ ଥିଲେ ବୋଲି...

ମହାନଦୀ ପୋଲ ଉପରେ ଜମୁଛି ଅସାମାଜିକଙ୍କ ଆଡ୍ଡା: ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବା ସହ ପାଟ୍ରୋଲିଂ ଦାବି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା-ଖୋସାଲପୁର ରାସ୍ତାର ଦେଢ଼ କିଲୋମିଟର ଲମ୍ବ ମହାନଦୀ ପୋଲ ଉପରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ପୋଲ ଦେଇ ପ୍ରତିଦିନ ହଜାର ହାଜର ଲୋକ ଯା’ଆସ କରୁଛନ୍ତି। ସନ୍ଧ୍ୟା ହେଲେ ପୋଲ...

ପରିଚାଳନା କ୍ଷେତ୍ରରେ ଦୃଷ୍ଟି ଦେଉନାହାନ୍ତି ଅଧ୍ୟକ୍ଷ, ଉପାଧ୍ୟକ୍ଷ: ଆର୍‌ଏମ୍‌ସି ଦାୟିତ୍ୱ ତୁଲାଉଛନ୍ତି କିରାଣି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ପରିଚାଳନାଗତ ତ୍ରୁଟି ଯୋଗୁ ନାନା ଅସୁବିଧା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଆର୍‌ଏମ୍‌ସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ବଜାର ପରିଚାଳନା କ୍ଷେତ୍ରରେ ଗୁରୁତ୍ୱ...

ନିୟମ ମାନୁନାହାନ୍ତି ବ୍ୟବସାୟୀ, ସ୍କୁଲ ପାଖରେ ପୋଡ଼ା ହେଉଛି ଇଟାଭାଟି

ନାଉଗାଁ,୬।୧ (ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ପୋଡ଼ାହେଉଛି। ସରକାରୀ ନିୟମକୁ ବେଖାତିର କରି ବ୍ୟବସାୟୀମାନେ ସ୍କୁଲ ଓ ଜନଗହଳି ସ୍ଥାନ ଆଦିରେ ଇଟାଭାଟିରେ ନିଆଁ ଲଗାଉଛନ୍ତି। ଏ ନେଇ ତହସିଲ ବା ରାଜସ୍ବ...

ମୁଖ୍ୟ ଶାସନ ସଚିବଙ୍କ ପାରାଦୀପ ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ଉଦ୍‌ଘାଟନ

ପାରାଦୀପ,୫ା୧(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସ ଅବସରରେ ଶନିବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ ପାରାଦୀପ ଗସ୍ତ କରିଥିଲେ। ଏହି ସମୟରେ ସେ ବନ୍ଦର ନିଷିଦ୍ଧାଞ୍ଚଳ ବୁଲିବା ସହ କେତେକ ନୂତନ ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ।...

ବାଇକ୍‌ ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌

ନାଉଗାଁ,୫ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ମହିମା ଆଶ୍ରମ ସମ୍ମୁଖରୁ ଦୁଇ ଦୁର୍ବୃତ୍ତ ଏକ ବାଇକ୍‌ ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ସହିତ ବ୍ୟାଙ୍କ ପାସବୁକ ଓ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଲୁଟ୍‌ କରିଛନ୍ତି। ଏନେଇ ଶୁକ୍ରବାର ନାଉଗାଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri