ଜଗତ୍‌ସିଂହପୁର

୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ସିଆଇଏସ୍‌ଏଫ୍‌ କନଷ୍ଟେବଳ ଗିରଫ

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ଅଞ୍ଚଳରେ ଶନିବାର ୪ ବର୍ଷୀୟା ନାବାଳିକାଙ୍କୁ ଜଣେ ସିଆଇଏସ୍‌ଏଫ୍‌ (ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ)ର କନଷ୍ଟେବଳ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଆଧାରରେ ପାରାଦୀପ ଅଭୟଚାନ୍ଦପୁର ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପାରାଦୀପରେ ମତ୍ସ୍ୟଜୀବୀଙ୍କ ମହା ସମାବେଶ, ସମସ୍ୟା ସମାଧାନ ପାଇଁ ଗଠନ ହେବ କମିଟି

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ପରିସରରେ ଶନିବାର ମତ୍ସ୍ୟଜୀବୀଙ୍କ ଏକ ମହା ସମାବେଶ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟଅତିଥିଭାବେ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ କହିଥିଲେ, ମତ୍ସ୍ୟଜୀବୀଙ୍କ ସମସ୍ୟା ସମ୍ପର୍କରେ ମୁଁ ପୂର୍ବରୁ ଅବଗତ…

ଘରୋଇ କଳି: ମଝିଆ ଭାଇଙ୍କୁ ହତ୍ୟା କଲେ ସାନ

ନାଉଗାଁ,୧୯ା୧(ସ୍ବ.ପ୍ର.): ଘରୋଇ କଳହକୁ ନେଇ ଶନିବାର ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ହରିଶପୁର ଗ୍ରାମରେ ସାନ ଭାଇ ମଝିଆ ଭାଇଙ୍କୁ ଶିଳପୁଆରେ ଛେଚି ହତ୍ୟା କରିଛନ୍ତି। ଏନେଇ ଥାନାରେ ବଡ଼ଭାଇଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…

୭ ଦିନର ଶିଶୁ କନ୍ୟା ଉଦ୍ଧାର

ଜଗତ୍‌ସିଂହପୁର ଅଫିସ୍‌, ୧୮ା୧: ଶୁକ୍ରବାର ଜଗତ୍‌ସିଂହପୁର ଜିଲା ପଳାଶୋଳ ଗ୍ରାମରୁ ଚାଇଲ୍ଡ ଲାଇନ୍‌ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଏକ ୭ ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପଳାଶୋଳର କବିତା ସାହୁ ଓ ତାଙ୍କ ସ୍ବାମୀ ନିତ୍ୟାନନ୍ଦ ସାହୁ…

ଧାନ ବସ୍ତା ରଖି ମଣ୍ଡିରେ ଧାରଣା ଦେଲେ ଚାଷୀ

ଜଗତ୍‌ସିଂହପୁର ଅଫିସ,୧୭।୧: ଜଗତ୍‌ସିଂହପୁର ସଭାମୂଳ ଧାନମଣ୍ଡିରେ ଶୁକ୍ରବାର ଚାଷୀ ଧାରଣା ଦେଇଛନ୍ତି। ଧାନ ସଂଗ୍ରହ ପାଇଁ ୩୦ ଜଣ ଚାଷୀଙ୍କୁ ବାରଣ କରାଯିବାରୁ ସେମାନେ ଧାନ ବସ୍ତା ରଖି ଧାରଣାରେ ବସିଛନ୍ତି। ଯେ ପର୍ଯ୍ୟନ୍ତ ସେମାନଙ୍କ ଧାନ ଗ୍ରହଣ କରା ନ…

ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଉଦ୍‌ଘାଟିତ

ପାରାଦୀପ, ୧୭।୧ (ସ୍ବ.ପ୍ର.): ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ଗୁରୁବାର ସର୍ବଭାରତୀୟ ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଗୁରୁବାରଠାରୁ ଆରମ୍ଭ ହୋଇଛି। ଅଲ୍‌ ଇଣ୍ଡିଆ ମେଜର ପୋର୍ଟ ସ୍ପୋଟର୍‌ସ କାଉନ୍‌ସିଲ ଓ ପାରାଦୀପ ପୋର୍ଟ ଟ୍ରଷ୍ଟ ମିଳିତ ଆୟୋଜନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ…

ସତ୍ୟର ଅନ୍ୟ ନାମ ସାମ୍ବାଦିକତା

ଜଗତ୍‌ସିଂହପୁର ଅଫିସ୍‌, ୧୭।୧:ସତ୍ୟର ଅନ୍ୟ ନାମ ସାମ୍ବାଦିକତା। ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ଗାନ୍ଧୀଙ୍କ ନୀତି ଓ ଆଦର୍ଶକୁ ଅନୁକରଣ କରିବା ଉଚିତ ବୋଲି ଗୁରୁବାର ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଅନୁଷ୍ଠିତ ସାହିତ୍ୟ ଆସରରେ ଅତିଥି ଭାବେ ଯୋଗଦେଇ…

ମିଶନ ଶକ୍ତି ଗୃହ ନିର୍ମାଣରେ ବିଳମ୍ବ

ବାଲିଆ, ୧୭।୧:ବିରିଡି ବ୍ଲକ ଅଞ୍ଚଳରେ ୨୩୪ଟି ପ୍ରକଳ୍ପ ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ମାତ୍ର ବ୍ଲକ ପ୍ରଶାସନର ଆନ୍ତରିକତା ଅଭାବରୁ ଦେଢ଼ ବର୍ଷ ପରେ ବି କେତେକ…

ଜଗତ୍‌ସିଂହପୁର ମକର ମେଳା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୬।୧: ଜଗତ୍‌ସିଂହପୁରରର ପ୍ରସିଦ୍ଧ ମକର ମେଳା ସ୍ବତନ୍ତ୍ର। ପ୍ରତିବର୍ଷ ଭଳି ଚଳିତବର୍ଷ ମକର ସଂକ୍ରାନ୍ତୀ ଅବସରରେ ବୁଧବାରଠାରୁ ସୋମନାଥ ହାଟ ପଡ଼ିଆଠାରେ ଏହି ମେଳା ଆରମ୍ଭ ହୋଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପଡ଼ିଆଠାରେ ପୁସ୍ତକ ମେଳା ଓ ହାଟ…

ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳା ଉଦ୍‌ଘାଟିତ, ଗୀତା ପଠନ ଶ୍ରେଷ୍ଠ ଅଭ୍ୟାସ: ରାଜ୍ୟପାଳ

ଜଗତ୍‌ସିଂହପୁର ଅଫିସ୍‌, ୧୬।୧: ସାରା ବିଶ୍ୱରେ ୪ ପ୍ରକାର ପୁସ୍ତକ ପ୍ରକାଶ ପାଉଛି। ସେଗୁଡିକ ବିଶେଷକରି ପରିଚାଳନା, ସମ୍ବନ୍ଧ, ବନ୍ଧୁତ୍ୱର ଗୁଣାତ୍ମକ ବିକାଶ ଓ ଆତ୍ମବିକାଶ ଉପରେ ଆଧାରିତ ବୋଲି ବୁଧବାର ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳା ଉଦ୍‌ଘାଟନୀ ଅବସରରେ ମୁଖ୍ୟଅତିଥି…

ବିବାଦ ସମାଧାନରେ ବିଫଳ ହେଉଛି ଏଡିଏମ୍‌ ଅଫିସ

ପାରାଦୀପ,୧୪ା୧(ସ୍ବ.ପ୍ର.):ପାରାଦୀପ ଶିଳ୍ପାଞ୍ଚଳର ଅନେକ ଶିଳ୍ପସଂସ୍ଥାରେ ଏବେ ଶ୍ରମିକ ଅଶାନ୍ତି ଦେଖାଯାଇଛି। ସେହିପରି ଜମିହରା-ବିସ୍ଥାପିତ ନିଯୁକ୍ତି ପାଇଁ ଧାରଣା ଦେଉଛନ୍ତି। ୟୁନିୟନ, ସଂଘ, ପରିଷଦ, ସମିତି, ଟ୍ରଷ୍ଟ ଆଦି ମଧ୍ୟରେ ଗଣ୍ଡଗୋଳ, ପରିବହନକୁ ନେଇ ମୁହଁାମୁହିଁ ପରିସ୍ଥିତି ହେଉଛି। ଟ୍ରାଫିକ ଓ ପ୍ରଦୂଷଣ…

୧୫ରୁ ମିଳିବ ଗୋରେଖନାଥ ପୀଠରେ ପ୍ରସାଦ

ରଘୁନାଥପୁର,୧୪ା୧(ଡି.ଏନ୍‌.ଏ.):ରଘୁନାଥପୁର ବ୍ଲକ କେରକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠ ରୋଷଘରେ ତାଲା ପଡିବା ଓ ପ୍ରସାଦ ବ୍ୟବସ୍ଥା ବନ୍ଦ କରାଯିବା ନେଇ ପୂଜକ ଓ ମ୍ୟାନେଜିଂ ଟ୍ରଷ୍ଟିଙ୍କ ମଧ୍ୟରେ ଲାଗିଥିବା ବିବାଦ ସୋମବାର ସମାଧାନ ହୋଇଛି। ଆସନ୍ତା ୧୫ ତାରିଖ ତଥା ମକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri