ଜଗତ୍‌ସିଂହପୁର

୭ ଦିନର ଶିଶୁ କନ୍ୟା ଉଦ୍ଧାର

ଜଗତ୍‌ସିଂହପୁର ଅଫିସ୍‌, ୧୮ା୧: ଶୁକ୍ରବାର ଜଗତ୍‌ସିଂହପୁର ଜିଲା ପଳାଶୋଳ ଗ୍ରାମରୁ ଚାଇଲ୍ଡ ଲାଇନ୍‌ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଏକ ୭ ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପଳାଶୋଳର କବିତା ସାହୁ ଓ ତାଙ୍କ ସ୍ବାମୀ ନିତ୍ୟାନନ୍ଦ ସାହୁ…

ଧାନ ବସ୍ତା ରଖି ମଣ୍ଡିରେ ଧାରଣା ଦେଲେ ଚାଷୀ

ଜଗତ୍‌ସିଂହପୁର ଅଫିସ,୧୭।୧: ଜଗତ୍‌ସିଂହପୁର ସଭାମୂଳ ଧାନମଣ୍ଡିରେ ଶୁକ୍ରବାର ଚାଷୀ ଧାରଣା ଦେଇଛନ୍ତି। ଧାନ ସଂଗ୍ରହ ପାଇଁ ୩୦ ଜଣ ଚାଷୀଙ୍କୁ ବାରଣ କରାଯିବାରୁ ସେମାନେ ଧାନ ବସ୍ତା ରଖି ଧାରଣାରେ ବସିଛନ୍ତି। ଯେ ପର୍ଯ୍ୟନ୍ତ ସେମାନଙ୍କ ଧାନ ଗ୍ରହଣ କରା ନ…

ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଉଦ୍‌ଘାଟିତ

ପାରାଦୀପ, ୧୭।୧ (ସ୍ବ.ପ୍ର.): ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ଗୁରୁବାର ସର୍ବଭାରତୀୟ ବୃହତ୍‌ ବନ୍ଦର ଆଥ୍‌ଲେଟିକ୍‌ ମିଟ୍‌ ଗୁରୁବାରଠାରୁ ଆରମ୍ଭ ହୋଇଛି। ଅଲ୍‌ ଇଣ୍ଡିଆ ମେଜର ପୋର୍ଟ ସ୍ପୋଟର୍‌ସ କାଉନ୍‌ସିଲ ଓ ପାରାଦୀପ ପୋର୍ଟ ଟ୍ରଷ୍ଟ ମିଳିତ ଆୟୋଜନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ…

ସତ୍ୟର ଅନ୍ୟ ନାମ ସାମ୍ବାଦିକତା

ଜଗତ୍‌ସିଂହପୁର ଅଫିସ୍‌, ୧୭।୧:ସତ୍ୟର ଅନ୍ୟ ନାମ ସାମ୍ବାଦିକତା। ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ଗାନ୍ଧୀଙ୍କ ନୀତି ଓ ଆଦର୍ଶକୁ ଅନୁକରଣ କରିବା ଉଚିତ ବୋଲି ଗୁରୁବାର ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଅନୁଷ୍ଠିତ ସାହିତ୍ୟ ଆସରରେ ଅତିଥି ଭାବେ ଯୋଗଦେଇ…

ମିଶନ ଶକ୍ତି ଗୃହ ନିର୍ମାଣରେ ବିଳମ୍ବ

ବାଲିଆ, ୧୭।୧:ବିରିଡି ବ୍ଲକ ଅଞ୍ଚଳରେ ୨୩୪ଟି ପ୍ରକଳ୍ପ ନିର୍ମାଣ ପାଇଁ ଆମ ଗାଁ ଆମ ବିକାଶ ଯୋଜନାରେ ୪ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ମାତ୍ର ବ୍ଲକ ପ୍ରଶାସନର ଆନ୍ତରିକତା ଅଭାବରୁ ଦେଢ଼ ବର୍ଷ ପରେ ବି କେତେକ…

ଜଗତ୍‌ସିଂହପୁର ମକର ମେଳା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୬।୧: ଜଗତ୍‌ସିଂହପୁରରର ପ୍ରସିଦ୍ଧ ମକର ମେଳା ସ୍ବତନ୍ତ୍ର। ପ୍ରତିବର୍ଷ ଭଳି ଚଳିତବର୍ଷ ମକର ସଂକ୍ରାନ୍ତୀ ଅବସରରେ ବୁଧବାରଠାରୁ ସୋମନାଥ ହାଟ ପଡ଼ିଆଠାରେ ଏହି ମେଳା ଆରମ୍ଭ ହୋଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପଡ଼ିଆଠାରେ ପୁସ୍ତକ ମେଳା ଓ ହାଟ…

ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳା ଉଦ୍‌ଘାଟିତ, ଗୀତା ପଠନ ଶ୍ରେଷ୍ଠ ଅଭ୍ୟାସ: ରାଜ୍ୟପାଳ

ଜଗତ୍‌ସିଂହପୁର ଅଫିସ୍‌, ୧୬।୧: ସାରା ବିଶ୍ୱରେ ୪ ପ୍ରକାର ପୁସ୍ତକ ପ୍ରକାଶ ପାଉଛି। ସେଗୁଡିକ ବିଶେଷକରି ପରିଚାଳନା, ସମ୍ବନ୍ଧ, ବନ୍ଧୁତ୍ୱର ଗୁଣାତ୍ମକ ବିକାଶ ଓ ଆତ୍ମବିକାଶ ଉପରେ ଆଧାରିତ ବୋଲି ବୁଧବାର ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳା ଉଦ୍‌ଘାଟନୀ ଅବସରରେ ମୁଖ୍ୟଅତିଥି…

ବିବାଦ ସମାଧାନରେ ବିଫଳ ହେଉଛି ଏଡିଏମ୍‌ ଅଫିସ

ପାରାଦୀପ,୧୪ା୧(ସ୍ବ.ପ୍ର.):ପାରାଦୀପ ଶିଳ୍ପାଞ୍ଚଳର ଅନେକ ଶିଳ୍ପସଂସ୍ଥାରେ ଏବେ ଶ୍ରମିକ ଅଶାନ୍ତି ଦେଖାଯାଇଛି। ସେହିପରି ଜମିହରା-ବିସ୍ଥାପିତ ନିଯୁକ୍ତି ପାଇଁ ଧାରଣା ଦେଉଛନ୍ତି। ୟୁନିୟନ, ସଂଘ, ପରିଷଦ, ସମିତି, ଟ୍ରଷ୍ଟ ଆଦି ମଧ୍ୟରେ ଗଣ୍ଡଗୋଳ, ପରିବହନକୁ ନେଇ ମୁହଁାମୁହିଁ ପରିସ୍ଥିତି ହେଉଛି। ଟ୍ରାଫିକ ଓ ପ୍ରଦୂଷଣ…

୧୫ରୁ ମିଳିବ ଗୋରେଖନାଥ ପୀଠରେ ପ୍ରସାଦ

ରଘୁନାଥପୁର,୧୪ା୧(ଡି.ଏନ୍‌.ଏ.):ରଘୁନାଥପୁର ବ୍ଲକ କେରକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠ ରୋଷଘରେ ତାଲା ପଡିବା ଓ ପ୍ରସାଦ ବ୍ୟବସ୍ଥା ବନ୍ଦ କରାଯିବା ନେଇ ପୂଜକ ଓ ମ୍ୟାନେଜିଂ ଟ୍ରଷ୍ଟିଙ୍କ ମଧ୍ୟରେ ଲାଗିଥିବା ବିବାଦ ସୋମବାର ସମାଧାନ ହୋଇଛି। ଆସନ୍ତା ୧୫ ତାରିଖ ତଥା ମକର…

ବାଲିକୁଦାରେ ଗ୍ୟାଙ୍ଗୱାର ଘଟଣା: ସାଗରଙ୍କ ଦୁଇ ସହଯୋଗୀ ଗିରଫ

ବାଲିକୁଦା,୧୩ା୧(ସ୍ବ.ପ୍ର.): ବାଲିକୁଦା ଥାନା ଅଞ୍ଚଳରେ ଗତ ୩ତାରିଖରେ ଦୁଇ ଅପରାଧୀ ଗୋଷ୍ଠୀ ସାଗର ମଲ୍ଲିକ ଓ ସମୀର ଦଳେଇଙ୍କ ମଧ୍ୟରେ ହୋଇଥିବା ଗ୍ୟାଙ୍ଗୱାର ଘଟଣାରେ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ସାଗରଙ୍କ ଦୁଇ ସହଯୋଗୀ ସିତୁ ଦାସ ଓ ବଳିଆ ସାମଲକୁ ଗିରଫ…

ନାଉଗାଁ ବ୍ଲକରେ ମିଳିତ ଜନଶୁଣାଣି ୮୯ ଅଭିଯୋଗ, ୮ ତ୍ୱରିତ ସମାଧାନ

ନାଉଗାଁ ,୧୪।୧ (ସ୍ବ.ପ୍ର.):ନାଉଗାଁ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ ୮୯ ଅଭିଯୋଗ ହୋଇଥିବା ବେଳେ ସେଥିରୁ ୮ଟିର ସଙ୍ଗେସଙ୍ଗେ ସମାଧାନ କରାଯାଇଥିଲା। ଅଭିଯୋଗଗୁଡ଼ିକ ମଧ୍ୟରେ ଆଧାର କେନ୍ଦ୍ର ବନ୍ଦ ଥିବାରୁ ଲୋକମାନେ ଅସୁବିଧାର…

ଟ୍ରକ୍‌ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ

ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍‌ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର ସାମନ୍ତରାପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?