ଜଗତ୍‌ସିଂହପୁର

ଗୋରେଖନାଥ ପୀଠ: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥା ବନ୍ଦ

ରଘୁନାଥପୁର,୨। ୧ (ଡି.ଏନ.ଏ.)- ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠରେ ନୂଆବର୍ଷ ସନ୍ଧ୍ୟାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥାକୁ ବନ୍ଦ ରଖାଯାଇଛି। ତେବେ ପ୍ରଭୁଙ୍କ ନୀତି ପ୍ରସାଦକୁ ଛାଡି ଦେଲେ ଅନ୍ୟ କୌଣସି ଅନ୍ନପ୍ରସାଦ ପ୍ରଶାସନର…

୩ ମାସର ଜନ ଶୁଣାଣି ତାରିଖ ଘୋଷଣା

ଜଗତ୍‌ସିଂହପୁର ଅଫିସ,୩୧ା୧୨: ଜାନୁୟାରୀ, ଫେବୃୟାରୀ ଓ ମାର୍ଚ୍ଚ ମାସ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ତାରିଖ ଘୋଷଣା ହୋଇଛି। ଏହି ଶୁଣାଣିଗୁଡିକ ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ।…

ବ୍ଲକ ପରିସରରେ ଦରପୋଡ଼ା ଆଇରନ ବଟିକା

ଏରସମା,୩୧ା୧୨(ସ୍ବ.ପ୍ର.): ଗର୍ଭବତୀ ଓ ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ସେମାନଙ୍କୁ ନିୟମିତ ସମୟ ବ୍ୟବଧାନରେ ବିଭିନ୍ନ ଖାଦ୍ୟ ସହିତ ଔଷଧ ଆଦି ସରକାରଙ୍କ ପକ୍ଷରୁ ଯୋଗଇ ଦେବାର ବ୍ୟବସ୍ଥା କରାଯାଇଛି। ମାତ୍ର ଏରସମା ବ୍ଲକ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ:ସେସୁ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଜଗତ୍‌ସିଂହପୁର ଅଫିସ,୩୧ା୧୨ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସେସୁ ଜଗତ୍‌ସିଂହପୁର-୨ କନିଷ୍ଠ ଯନ୍ତ୍ରୀ ଦୀପ୍ତି ପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସର ୫ଟି ଦଳ ସ୍ବାଇଁଙ୍କ ଘର, କାର୍ଯ୍ୟାଳୟ ସମେତ ୫ଟି ସ୍ଥାନରେ ପୃଥକ ଭାବେ…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଜଗତ୍‌ସିଂହପୁର ଅଫିସ୍‌, ୩୦।୧୨:-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତ୍‌ସିଂହପୁର ସେସୁ ଜେଇ-୨ ଦୀପ୍ତି ପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଦୀପ୍ତିଙ୍କ ବିସିପାତଳସ୍ଥିତ ପୈତୃକ ବାସଭବନ, ଗୋପାଳ ସାଗର ନୂଆ ଘର, ଶ୍ୱଶୁର ଘର, ସେସୁ ଅଫିସ ସହିତ…

ସାରସ୍ବତ ବାତାୟନର ସାହିତ୍ୟ ଆସର: ପାଠାଗାର ଗରିଷ୍ଠ ହେଲେ ବିଭେଦକାରୀ ଶକ୍ତି ଦୁର୍ବଳ ହେବ

ଜଗତସିଂହପୁର ଅଫିସ,୨୯ା୧୨: ସମ୍ପ୍ରତ୍ତି ପାଠାଗାର ଆନ୍ଦୋଳନକୁ ଗଣ ଆନ୍ଦୋଳନରେ ପରିଣତ କରିବାକୁ ପଡିବ। କାରଣ ପାଠାଗାର ଗରିଷ୍ଠ ହେଲେ ବିଭେଦକାରୀ ଶକ୍ତିଗୁଡିକ ଦୁର୍ବଳ ହେବ। ଯେଉଁ ଦେଶର ସଂସ୍କୃତି ଯେତେ ପରିପୃଷ୍ଠ ସେ ଦେଶ ସେତିକି ସମୃଦ୍ଧ। ଜର୍ମାନୀର ସଂସ୍କୃତି ପାଠାଗାର…

ଦିଲ୍ଲୀ ରାଜପଥ ପରେଡରେ ଯୋଗଦେବେ ଓଡ଼ିଶାର ୧୧୧ ଛାତ୍ରୀଛାତ୍ର, ଜଗତ୍‌ସିଂହପୁର ଜିଲାରୁ ୪ ଛାତ୍ରୀ ସାମିଲ

ପାରାଦୀପ,୨୯ା୧୨(ସ୍ବ.ପ୍ର.): ୨୦୨୦ ଜାନୁୟାରୀ ୨୬ ସାଧାରଣ ତନ୍ତ୍ରଦିବସ ଉପଲକ୍ଷେ ହେବାକୁ ଥିବା ରାଜପଥ ପରେଡ ଓ ଗାର୍ଡ ଅଫ ହନର ପାଇଁ ଓଡ଼ିଶାରୁ ୧୧୧ଜଣ ଛାତ୍ରୀଛାତ୍ର ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ସେଥିରେ ଜଗତ୍‌ସିଂହପୁର ଜିଲାରୁ ୪ଜଣ ଛାତ୍ରୀଙ୍କୁ ସାମିଲ କରାଯାଇଛି।…

ଶିଆଳି ବେଳାଭୂମିକୁ ପ୍ରଦୂଷିତ କରୁଛି କଇଁଛଙ୍କ ମୃତଦେହ, ନିରାଶ ହୋଇ ଫେରୁଛନ୍ତି ପର୍ଯ୍ୟଟକ

ଏରସମା,୨୯ା୧୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମିରେ ଏବେ ଶତାଧିକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଶିଆଳି ସମୁଦ୍ର ବେଳାଭୂମି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବା ପରେ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟଙ୍କ ସୁଅ ଛୁଟୁଛି। ହେଲେ…

୮ରେ ଧର୍ମଘଟ ପାଇଁ ସିଟୁର ଆହ୍ବାନ

ବାଲିଆ,୨୬ା୧୨: ଓଡ଼ିଶା ନିର୍ମାଣ ଶ୍ରମିକ ୟୁନିୟନ ଓ ସିଟୁ ଜିଲା କମିଟି ତରଫରୁ ବିରିଡି ବ୍ଲକର ଧ୍ୟାନକୁଦଠାରେ ଏକ ଖବରଦାତା ସମ୍ମିଳନୀ କରାଯାଇଛି। ଏଥିରେ ଶ୍ରମିକ ସ୍ବାର୍ଥ ବିରୋଧୀ ଭାଜପା ସରକାରଙ୍କୁ ଦୃଢ ଜବାବ ଦେବା ଉଦ୍ଦେଶ୍ୟରେ ଜାନୁୟାରୀ ୮ରେ ସାଧାରଣ…

ଶାରଳା ମନ୍ଦିରରେ ଏଜି ଅଡିଟ୍‌: ୨୮କର୍ମଚାରୀଙ୍କ ନିଯୁକ୍ତି ତଥ୍ୟ ମିଳୁନାହିଁ

ଜଗତ୍‌ସିଂହପୁର ଅଫିସ,୨୬ା୧୨: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ପୀଠରେ ହେଉଥିବା ଅବ୍ୟବସ୍ଥା ସମ୍ପର୍କରେ ବହୁ ତଥ୍ୟ ଲୋକଲୋଚନକୁ ଆସିଛି। ମନ୍ଦିର ପ୍ରଶାସନ ଅଧୀନରେ କାର୍ଯ୍ୟରତ ୨୮ଜଣ କର୍ମଚାରୀ କେବେ ନିଯୁକ୍ତି ପାଇଥିଲେ ସେ ସଂକ୍ରାନ୍ତୀୟ ତଥ୍ୟ ମିଳୁ ନାହିଁ।…

ଜେଏସ୍‌ଡବ୍ଲ୍ୟୁ ଅଫିସରେ ଭଙ୍ଗାରୁଜା: ୧୦ କୋର୍ଟଚାଲାଣ

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସହରର ପ୍ରଶାସନିକ ଭବନ ନିକଟରେ ଥିବା ପାରାଦୀପ ଭବନରେ ମଙ୍ଗଳବାର ତୁମୁଳକାଣ୍ଡ ଘଟିଛି। ଭବନର ତୃତୀୟ ଓ ଚତୁର୍ଥ ମହଲାରେ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ ଏବଂ ଜେଏସ୍‌ଡବ୍ଲ୍ୟୁ ପୋର୍ଟ ଟର୍ମିନାଲ ଅଫିସରେ ସୋବୁ (ଷ୍ଟୁଡେଣ୍ଟ ଅରଗାନାଇଜେଶନ୍‌ ଅଫ୍‌ ବିଜୁ…

ପାରାଦୀପ ପୌର ପ୍ରଶାସନର ସମନ୍ବୟ ବୈଠକ: କୌଶଳ ବିକାଶରେ ସାମିଲ ହେବେ କିନ୍ନର

ପାରାଦୀପ,୨୫ା୧୨(ସ୍ବ.ପ୍ର.): ସମାଜରେ ବଞ୍ଚତ୍ବାକୁ କିନ୍ନରମାନେ ଅନେକ ସଂଘର୍ଷ କରିଥାନ୍ତି। ସେମାନଙ୍କ ରୋଜଗାର ଉତ୍ସଶୈଳୀ ଭିନ୍ନ ହୋଇଥାଏ। ତେଣୁ ଏସବୁକୁ ପରିବର୍ତ୍ତନ କରିବା ପାଇଁ ଏବେ ସରକାରୀ ଭାବେ ପ୍ରୟାସ ଆରମ୍ଭ ହୋଇଛି। ମଙ୍ଗଳବାର ପାରାଦୀପ ପୌର ପ୍ରଶାସନିକ ଭବନରେ କିନ୍ନରଙ୍କ ଅଧିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri