ପ୍ରତିଭା ବଳରେ ପରିଚୟ ସୃଷ୍ଟି କର: ରାଜ୍ୟପାଳ
ଜଗତ୍ସିଂହପୁର ଅଫିସ/ନାଉଗଁା,୨୫ା୧୨(ସ୍ବ.ପ୍ର.): ଓଡ଼ିଶା ମାଟି ହେଉଛି ସ୍ବତନ୍ତ୍ର। ଏହି ମାଟିରେ ଗୋପବନ୍ଧୁ ଦାସ, ବକ୍ସି ଜଗବନ୍ଧୁଙ୍କ ଭଳି ଅନେକ ମହାତ୍ମାଙ୍କ ଜନ୍ମ ହୋଇଛି। ଗୋପବନ୍ଧୁ, ବକ୍ସି ଜଗବନ୍ଧୁ ନିଜର ପ୍ରତିଭା ବଳରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତେଣୁ ପିଲାମାନେ ସେମାନଙ୍କ…
ରେଳ ଧାରଣାରୁ ମଦ ଦୋକାନ କର୍ମଚାରୀଙ୍କ ମୃତଦେହ ଉଦ୍ଧାର ଘଟଣା: ଯୋଜନାବଦ୍ଧ ହତ୍ୟା ନେଇ ଏସ୍ପିଙ୍କୁ ଅଭିଯୋଗ
ଜଗତ୍ସିଂହପୁର ଅଫିସ,୨୩ା୧୨: ତିର୍ତ୍ତୋଲ ଗୋପିଆକୁଦସ୍ଥିତ ସରକାରୀ ଦେଶୀ ମଦ ଦୋକାନରେ କାମ କରୁଥିବା ଅମୀନ ସେଠୀ(୩୫) ନାମକ ଯୁବକଙ୍କ ମୃତଦେହ ଶନିବାର ରେଳଧାରଣାରୁ ଉଦ୍ଧାର କରାଯାଇଥିଲା। ୨୦ ତାରିଖ ଅପରାହ୍ନରେ ତାଙ୍କଠାରୁ ୫,୫୬,୦୦୦ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗର ୧୨ ଘଣ୍ଟା…
ବାଲିତୁଠ ପ୍ରାଥମିକ ବିଦ୍ୟାଳୟ: ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଶିକ୍ଷୟିତ୍ରୀ ଗିରଫ
ଜଗତ୍ସିଂହପୁର ଅଫିସ,୨୩ା୧୨: ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ବାଲିତୁଠ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଲିନା ନନ୍ଦ ଜଣେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ଶନିବାର ଛାତ୍ରୀ ବାଲିତୁଠର ଜନ୍ ସ୍ବାଇଁଙ୍କ ଝିଅ…
ପ୍ରାଥମିକ ବିଦ୍ୟାଳୟ ଲାଇବ୍ରେରି ବହି କିଣାରେ ଚଞ୍ଚକତା
ଜଗତ୍ସିଂହପୁର ଅଫିସ,୨୩ା୧୨: ଜଗତ୍ସିଂହପୁର ଜିଲାରେ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ଲାଇବ୍ରେରି ବହି କିଣାରେ ଚଞ୍ଚକତା କରାଯାଉଛି। ନିର୍ଦ୍ଦିଷ୍ଟ ପ୍ରକାଶକଙ୍କ ସହ ଗୁପ୍ତ ବୁଝାମଣା କରାଯାଇ କମିଶନ ଆକାରରେ ମୋଟା ଅଙ୍କର ଅର୍ଥ ରୋଜଗାର ଚାଲିଛି। ବିଦ୍ୟାଳୟଗୁଡିକ ସେମାନଙ୍କ ପସନ୍ଦର ବହି କିଣିବା…
ରେଳ ଧାରଣାରୁ ମଦ ଦୋକାନ କର୍ମଚାରୀଙ୍କ ମୃତଦେହ ଉଦ୍ଧାର: ଲୁଟ୍ର ୨୪ ଘଣ୍ଟା ନ ପୂରୁଣୁ ହତ୍ୟା ସନ୍ଦେହ
ଜଗତ୍ସିଂହପୁର ଅଫିସ,୨୨ା୧୨: ତିର୍ତ୍ତୋଲ ଗୋପିଆକୁଦସ୍ଥିତ ସରକାରୀ ଦେଶୀ ମଦ ଦୋକାନରେ କାମ କରୁଥିବା ଅମୀନ ସେଠୀ (୩୫) ନାମକ ଯୁବକଙ୍କଠାରୁ ୨୦ ତାରିଖ ଅପରାହ୍ନରେ ଦୁର୍ବୃତ୍ତ ୫,୫୬,୦୦୦ ଟଙ୍କା ଲୁଟ୍ କରିଥିବା ଅଭିଯୋଗ ହୋଇଥିଲା। ଏହାର ୨୪ ଘଣ୍ଟା ନ ପୁରୁଣୁ…
ଯୁବକଙ୍କ ଉନ୍ମତ୍ତକାଣ୍ଡ: ଗାଡ଼ି ଧକ୍କାରେ ୬ଜଣଙ୍କୁ କଲେ ଆହତ
ବାଲିକୁଦା,୨୨ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ବୋରିକିନା ଅଞ୍ଚଳରେ ଶନିବାର ଜଣେ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଉକ୍ତ ଯୁବକ କାହାକୁ ଟଙ୍କା ମାଗି ଧମକ ଦେଇଛନ୍ତି ତ ଆଉ କାହାକୁ ବନ୍ଧୁକ ମୁନରେ ଉଡାଇ ଦେବାକୁ କହିଛନ୍ତି। ପୁଣି କାହାକୁ ଜୀବନରୁ…
ଗଡ଼କୁଜଙ୍ଗରେ ଜେଏସ୍ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ଲାଗି ଜନଶୁଣାଣି
ପାରାଦୀପ/ଏରସମା,୨୦।୧୨(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ଏରସମା ବ୍ଲକର ଗଡ଼କୁଜଙ୍ଗଠାରେ ଶୁକ୍ରବାର ଜେଏସ୍ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପାଇଁ ମେଗା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ୭୧ ହଜାର କୋଟି ଟଙ୍କାର ଏହି ପ୍ରକଳ୍ପ ପାଇଁ ଚାଲିଥିବା ଏହି ଜନଶୁଣାଣିରେ କେତେକ ଲୋକ ନିଜର…
ଜିଲାପାଳ, ଏସ୍ପିଙ୍କୁ ଭେଟିଲେ ଜିଲା ମହିଳା ହ୍ୟାଣ୍ଡବଲ୍ ଦଳ
ଜଗତ୍ସିଂହପୁର ଅଫିସ,୧୮ା୧୨: ନିକଟରେ ଓଡ଼ିଶା ହ୍ୟାଣ୍ଡବଲ୍ ଆସୋସିଏଶନ୍ ଆନୁକୂଲ୍ୟରେ ଜଗତ୍ସିଂହପୁର ଜିଲା ହ୍ୟାଣ୍ଡବଲ୍ ଆସୋସିଏସନ୍ ତରଫରୁ ଆୟୋଜିତ ଓଡ଼ିଶା ହ୍ୟାଣ୍ଡବଲ ଚାମ୍ପିୟନଶିପ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ଜଗତ୍ସିଂହପୁର ଜିଲା ମହିଳା ହ୍ୟାଣ୍ଡବଲ୍ ଦଳ ଚାମ୍ପିୟନ ହେବାର ଗୌରବ ହାସଲ କରିଛି।…
ନଦୀ ବନ୍ଧ ରାସ୍ତା ଶୋଚନୀୟ: ତାରପୁର ବାଇପାସଠାରେ ରାସ୍ତାରୋକୋ
ରଘୁନାଥପୁର ,୧୮। ୧୨ (ଡି.ଏନ.ଏ.)- ମହାନଦୀ ନର୍ଥ ଜଳସମ୍ପଦ ବିଭାଗ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ଫିପୁର ମାହାଳହାଟଠାରୁ ସାନନୟନପୁରକୁ ସଂଯୋଗ କରୁଥିବା ନଦୀବନ୍ଧ ରାସ୍ତା ଶୋଚନୀୟ ହୋଇପଡିଛି। ଏହା ଉପରେ ନିର୍ଭର କରୁଥିବା ମହାନଦୀ, ପାଇକା ଓ ଚିତ୍ରୋତ୍ପଳା…
ଜିଲାସ୍ତରୀୟ ବ୍ୟାଙ୍କ ପରାମର୍ଶଦାତା ଓ ସମୀକ୍ଷା କମିଟି ବୈଠକ: କ୍ରେଡିଟ୍-ଡେବିଟ୍ ଅନୁପାତ କମୁଥିବାରୁ ଅସନ୍ତୋଷ
ଜଗତ୍ସିଂହପୁର ଅଫିସ, ୧୮ା୧୨: ଜଗତ୍ସିଂହପୁର ଜିଲାରେ ଗତ ୩ ମାସରେ କ୍ରଡିଟ୍-ଡେବିଟ୍ ଅନୁପାତ କମିବାରେ ଲାଗିଛି। ଯାହାକି ଆଦୌ ଶୁଭଙ୍କର ନୁହେଁ। ମଙ୍ଗଳବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ ବ୍ୟାଙ୍କ ପରାମର୍ଶଦାତା ଓ ସମୀକ୍ଷା କମିଟି…
ସୁପର ସ୍ପେଶିଆଲିଟି ହସ୍ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି
ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ କରାଯାଇ…
ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା
ଜଗତ୍ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏଥିରେ କାଳିଆ ଯୋଜନା ନାଁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ହାତେଇ ପରବର୍ତ୍ତୀ…
Archives


