ପୁଣି ଖନନ ହେବ ମହାନଦୀ ମୁହାଣ: ଉପକୃତ ହେବେ ୫୦ ହଜାର ମତ୍ସ୍ୟଜୀବୀ
ପାରାଦୀପ,୧୧ା୧୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ଓ ମତ୍ସ୍ୟ ଶିଳ୍ପର ଦୁଃଖ ବୋଲି କୁହାଯାଉଥିବା ମହାନଦୀ ମୁହାଣ ଅଞ୍ଚଳକୁ ପୁଣି ଥରେ ଖନନ କରାଯିବ। ଏହାକୁ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଖନନ କରିବେ। ଆସନ୍ତା ଜାନୁୟାରୀ ପ୍ରଥମ ସପ୍ତାହରୁ ଦେଶର ଅଗ୍ରଣୀ...
ଫାଇନାନ୍ସ କର୍ମଚାରୀଙ୍କ ନିର୍ଯାତନା ଯୋଗୁ ମୃତ୍ୟୁ ଅଭିଯୋଗ
ଜଗତ୍ସିଂହପୁର ଅଫିସ,୧୦ା୧୨: ଫାଇନାନ୍ସ କର୍ମଚାରୀଙ୍କ ନିର୍ଯାତନା ଯୋଗୁ ଜଗତ୍ସିଂହପୁର ଥାନା ଅନ୍ତର୍ଗତ ଅଲଣାହାଟ କାଂଶ ଗ୍ରାମର ସୂର୍ଯ୍ୟକାନ୍ତ ଖୁଣ୍ଟିଆ ନାମକ ବ୍ୟକ୍ତିଙ୍କ ରବିବାର ରାତିରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସୂର୍ଯ୍ୟକାନ୍ତଙ୍କ ବଡ ଭାଇ ସନ୍ତୋଷଙ୍କ ଅଭିଯୋଗକ୍ରମେ ପୋଲିସ ଦଫା...
ମତ୍ସ୍ୟ ଉତ୍ପାଦନ, ଗୁଣବତ୍ତା ସମ୍ପର୍କରେ ତାଲିମ
ପାରାଦୀପ,୧୦ା୧୨(ସ୍ବ.ପ୍ର.): ସ୍ଥାନୀୟ ନେହେରୁ ବଙ୍ଗଳାସ୍ଥ ମାଛଧରା ବନ୍ଦର ପରିସରରେ ସୋମବାର ମତ୍ସ୍ୟଜୀବୀଙ୍କ ପାଇଁ ଦିନିକିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏମ୍ପିଇଡିଏ (ମେରାଇନ ପ୍ରଡକ୍ଟ ଏକ୍ସପୋର୍ଟ ଡେଭଲେପମେଣ୍ଟ ଅଥରିଟି) ନେଟଫିସ୍ ଓ ମତ୍ସ୍ୟବିଭାଗ ପକ୍ଷରୁ ଆୟୋଜିତ ଶିବିରରେ ମତ୍ସ୍ୟଜୀବୀଙ୍କୁ ମତ୍ସ୍ୟ...
ମା’ ଶାରଳା ମନ୍ଦିର: ଆଦାୟ ହେଲାନି ବକେୟା ୪୦ ଲକ୍ଷ ଟଙ୍କା
ଜଗତ୍ସିଂହପୁର ଅଫିସ,୧୦ା୧୨: ମା’ଶାରଳା ମନ୍ଦିରରେ ନାନା ଅବ୍ୟବସ୍ଥା ଲାଗି ରହିଥିବାବେଳେ ଏବେ ଖର୍ଚ୍ଚକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଏଭଳି ସନ୍ଦେହ କରିଛନ୍ତି, ଜିଲାପାଳ ତଥା ମନ୍ଦିର ମଧ୍ୟବର୍ତ୍ତୀକାଳିନ ଟ୍ରଷ୍ଟି ସଂଗ୍ରାମ କେଶରୀ ମହାପାତ୍ର। ଜିଲାପାଳ ତାଙ୍କ ପ୍ରତିକ୍ରିୟାରେ ମନ୍ଦିର...
ପାରାଦୀପ ନଗର କଂଗ୍ରେସର ସମୀକ୍ଷା ବୈଠକ
ପାରାଦୀପ,୯ା୧୨(ସ୍ବ.ପ୍ର.): ସ୍ଥାନୀୟ ବିଜୟଚନ୍ଦ୍ରପୁରଠାରେ ଥିବା କଂଗ୍ରେସ କାର୍ଯ୍ୟାଳୟ ପରିସରେ ରବିବାର ସନ୍ଧ୍ୟାରେ ପାରାଦୀପ ନଗର କଂଗ୍ରେସ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ବୈଠକରେ କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ଅଧ୍ୟକ୍ଷତା କରିଥିଲେ। ଏଥିସହ ଆଗାମୀ...
ଜଗତ୍ସିଂହପୁର କ୍ୟାଡର ପିପିଙ୍କୁ ସମ୍ବର୍ଦ୍ଧନା
ଜଗତ୍ସିଂହପୁର ଅଫିସ,୯ା୧୨: ଓଡ଼ିଶା କ୍ରାଇମବ୍ରାଞ୍ଚ ତରଫରୁ ଜଗତ୍ସିଂହପୁର କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର (ପିପି) ନଳିନୀକାନ୍ତ ମହାରଣାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମାମଲା ପରିଚାଳନାରେ ସାମଗ୍ରୀକ ସଫଳତା ଓ ଦଣ୍ଡବିଧାନ ହାରକୁ ନେଇ ମହାରଣାଙ୍କୁ କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସନ୍ତୋଷ ଉପାଧ୍ୟାୟ...
ଅଖିଳ ଭାରତ ଡାକ କର୍ମଚାରୀ ସଂଘ କଟକ ଦକ୍ଷିଣ ମଣ୍ଡଳର ସମ୍ମିଳନୀ :ଦରମା ବୃଦ୍ଧି, ଖାଲି ପଦବୀ ପୂରଣ ଦାବି ଜୋର
ଜଗତ୍ସିଂହପୁର ଅଫିସ,୯ା୧୨: ଭାରତୀୟ ଡାକ ସେବାରେ କାର୍ଯ୍ୟରତ ୩ୟ ଶ୍ରେଣୀ, ପୋଷ୍ଟ ମ୍ୟାନ, ଏମ୍ଟିଏସ୍ ଏବଂ ଜିଡିଏସ୍ କର୍ମଚାରୀଙ୍କୁ ଦିଆଯାଉଥିବା ଦରମା ସନ୍ତୋଷଜନକ ନୁହେଁ। ତେଣୁ ଏହି ଦରମା ବୃଦ୍ଧି କରାଯାଉ। ଏଥିସହ ଏନ୍ପିଏସ୍ ଉଚ୍ଛେଦ କରାଯାଇ ପୁରୁଣା ହିସାବରେ...
୭.୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ଜଗତ୍ସିଂହପୁର ଅଫିସ, ୮ା୧୨: ଜଗତ୍ସିଂହପୁର ସହରରେ ବ୍ରାଉନ ସୁଗାର ରାକେଟ୍ ସକ୍ରିୟ ରହିଛି। ଅତୀତରେ ପୃଥକ୍ ସ୍ଥାନରେ ଚଢାଉ ହୋଇଥିଲେ ସୁଦ୍ଧା ଆଶାଜନକ ସଫଳତା ମିଳିପାରି ନ ଥିଲା। ମାତ୍ର ଶନିବାର ଜଣେ ବ୍ୟକ୍ତିଙ୍କଠାରୁ ୭୫ ଗ୍ରାମ ବ୍ରାଉନ ସୁଗାର...
ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରାଙ୍କୁ ଉଚ୍ଚ ପ୍ରଶଂସା
ବାଲିଆ,୮ା୧୨: କୋଣାର୍କ ମହୋତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ୫ଦିନ ବ୍ୟାପୀ ଅନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିରିଡି ବ୍ଲକ ଅଧୀନ ମଧ୍ୟଶାସନ ଗ୍ରାମର ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରା ଯୋଗଦେଇ କଳା ପ୍ରଦର୍ଶନ କରିଥିଲେ।...
ଅଧାରେ ଅଟକିଛି ପାଇପ୍ ବିଛା କାର୍ଯ୍ୟ -୨ ବିଭାଗର ସମନ୍ବୟ ଅଭାବ ଯୋଗୁ ହୋଇପାରୁନି କାର୍ଯ୍ୟ
ନାଉଗଁ। ,୮ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ଏକ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହି ପ୍ରକଳ୍ପ ନିର୍ମାଣ ପାଇଁ ୩୬୦ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରକଳ୍ପ...
କାଗଜ କଲମରେ ସୀମିତ ଗାଁ କଲ୍ୟାଣ ସମିତି
ନାଉଗଁ।,୫ା୧୨(ସ୍ବ.ପ୍ର.): ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ୨୦୦୭ରେ ନାଉଗଁ। ବ୍ଲକରେ ଗଠନ କରାଯାଇଥିଲା ଗଁ। କଲ୍ୟାଣ ସମିତି। ଏହାର ମୂଳ ଲକ୍ଷ୍ୟ ଥିଲା ଗଁ। ପରିବେଶକୁ ପରିସ୍କାର ରଖିବା ସହିତ ଗଁ।ରେ ସ୍ବାସ୍ଥ୍ୟଭିତ୍ତିକ ବାର୍ତ୍ତା ପହଞ୍ଚାଇବା। ସେହି ଅନୁସାରେ...
ବିଦେଶ ମାଟିରେ ଉଜ୍ଜୀବିତ ରହିଛି ଓଡ଼ିଆ ସଂସ୍କୃତି
ତିର୍ତ୍ତୋଲ,୫ା୧୨(ଡି.ଏନ.ଏ.): ବିଦେଶ ମାଟି ସୁଦୂର ସୌଦି ଆରବରେ ପ୍ରବାସୀ ଓଡ଼ିଆମାନେ ଦୀର୍ଘ ୧୧ବର୍ଷ ଧରି ଓଡ଼ିଶା କଳା, ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛନ୍ତି ବୋଲି ସେଠାରେ ରହୁଥିବା ତିର୍ତ୍ତୋଲ ଅଞ୍ଚଳର ଯୁବ ଇଞ୍ଜିନିୟର ହିମାଂଶୁ ମଲ୍ଲିକ ସୂଚନା ଦେଇଛନ୍ତି। ସେ...
Archives


