ଜଗତ୍‌ସିଂହପୁର

କାମରେ ଲାଗୁନି ଜମି ପଟ୍ଟା: ତହସିଲ ଆଗରେ ଭୂମିହୀନଙ୍କ ଧାରଣା

ବାଲିଆ,୫ା୧୨: ବିରିଡ଼ି ତହସିଲ ଅଧୀନ କୁଳକଇଜଙ୍ଗା ପଞ୍ଚାୟତ ସମେତ ଅନ୍ୟ କେତେକ ପଞ୍ଚାୟତର ଭୂମିହୀନଙ୍କୁ ତହସିଲ ପ୍ରଶାସନ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା। ମାତ୍ର ସେହି ପଟ୍ଟା ଏବେ ସେମାନଙ୍କ କୌଣସି କାମରେ ଲାଗୁ ନ ଥିବା ଅଭିଯୋଗ ହୋଇଛି।...

ଚେଳିତୋଳ ବାଲିଯାତ୍ରାକୁ ମାସେ ପୁରିବ: ସଫେଇ ହୋଇ ପାରିଲାନି ପଡ଼ିଆ

ତିର୍ତ୍ତୋଲ,୪ା୧୨(ଡି.ଏନ.ଏ.): ତିର୍ତ୍ତୋଲ ନିକଟସ୍ଥ ମହାନଦୀପଠା ଗୋପିଆକୁଦଠାରେ ପାଳିତ ହୋଇଥିବା ଚେଳିତୋଳ ବାଲିଯାତ୍ରାକୁ ଆଉ କିଛିଦିନ ପରେ ମାସେ ପୁରିବ। ବାଲିଯାତ୍ରା ପରେ ପଡ଼ିଆ ସଫା କରାଯିବା କଥା। ମାତ୍ର ଏହି ପଡିଆରେ ଏ ପର୍ଯ୍ୟନ୍ତ ପଲିଥିନ ସମେତ ବିଭିନ୍ନ ବର୍ଜ୍ୟ...

ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ: ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି। ଏହି ଅନୁଯାୟୀ ଭିନ୍ନକ୍ଷମଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇ ପାରିବ ନାହିଁ। ଯଦି ସେଭଳି କିଛି ଘଟେ ତେବେ ଭିନ୍ନକ୍ଷମଙ୍କୁ କୋର୍ଟ, କଚେରି, ମାଲିମକଦ୍ଦମା ପରିଚାଳନା...

ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ‘ଫନୀ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସହାୟତା ଦିଅ’

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ଫନୀ ବାତ୍ୟା ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ଅନେକ କ୍ଷତି ହୋଇଛି। ତେଣୁ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସରକାରୀ ସହାୟତା ଦିଆଯିବା ଆବଶ୍ୟକ। କିନ୍ତୁ କୌଣସି ଜଣେ ହେଲେ ବି ଅଯୋଗ୍ୟଙ୍କୁ ଯେପରି ଯୋଗ୍ୟ ଦର୍ଶା ନ ଯିବ...

ଜାତୀୟ ପ୍ରଦୂଷଣ ନିବାରଣ ଦିବସ

ପାରାଦୀପ,୩ା୧୨(ସ୍ବ.ପ୍ର.): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୋମବାର ଜାତୀୟ ପ୍ରଦୂଷଣ ନିବାରଣ ଦିବସ ପାଳିତ ହୋଇଛି। ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଆଲୋଚନା ସଭାରେ ଶିଳ୍ପସଂସ୍ଥା ପ୍ରତିନିଧି, ଶିକ୍ଷୟିତ୍ରୀଶିକ୍ଷକ, ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ ସଙ୍ଗଠନ ସଦସ୍ୟ ପ୍ରମୁଖ ଭାଗ...

କୁଜଙ୍ଗରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ଜଗତ୍‌ସିଂହପୁର ଅଫିସ୍‌,୩ା୧୨: ଜିଲା ପ୍ରଶାସନ ପକ୍ଷରୁ ସୋମବାର କୁଜଙ୍ଗ ବ୍ଲକ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ଅଭିଯୋଗ ଉପରେ...

ନାଉଗାଁରେ ନାହିଁ ଉଦ୍ୟାନ କୃଷି କାର୍ଯ୍ୟାଳୟ: ଉଚିତ ପରାମର୍ଶ ପାଉନାହାନ୍ତି ଚାଷୀ

ନାଉଗାଁ,୩ା୧୨(ସ୍ବ.ପ୍ର.): ଚାଷୀଙ୍କୁ ଆଧୁନିକ ପ୍ରଣାଳୀରେ ଚାଷ କରିବା ପାଇଁ କୃଷି ବିଭାଗ ପକ୍ଷରୁ ବିଭିନ୍ନ ପରାମର୍ଶ ଦିଆଯାଇଥାଏ। ସେହିପରି କୃଷି ବିଭାଗ ସହିତ ଉଦ୍ୟାନ କୃଷି ଅଙ୍ଗାଙ୍ଗି ଭାବେ ଜଡିତ। ମାତ୍ର ନାଉଗଁା ବ୍ଲକରେ ଉଦ୍ୟାନ କୃଷି କାର୍ଯ୍ୟାଳୟ ନାହିଁ।...

ଗେଷ୍ଟହାଉସ୍‌ରେ ସେକ୍ସ ରାକେଟ ଠାବ: ୧୨ଜଣଙ୍କୁ ଉଠାଇନେଲା ପୋଲିସ

ଜଗତସିଂହପୁର ଅଫିସ,୨୭।୧୧: ସ୍ଥାନୀୟ ସିପି ଛକ ନିକଟ ଏକ ଗେଷ୍ଟ ହାଉସ୍‌ରେ ବୁଧବାର ଜଗତସିଂହପୁର ପୋଲିସ ସେକ୍ସ ରାକେଟ ଠାବ କରିଛି। ସେଠାରୁ ୬ଜଣ ମହିଳା ଓ ୬ଜଣ ପୁରୁଷଙ୍କୁ ପୋଲିସ ଉଠାଇ ନେଇଛି। ସେମାନଙ୍କ ନାମ, ଠିକଣା, ମୋବାଇଲ...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ବିରୋଧୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର ଏହାକୁ ନେଇ ବିରୋଧୀ ବିଧାନସଭାରେ ହଙ୍ଗାମା କରିଛନ୍ତି। କଂଗ୍ରେସ ବିଧାୟକ ଦଳର ନେତା...

ପିଇଓଙ୍କ ବଦଳିକୁ ନେଇ ଅସନ୍ତୋଷ

ବାଲିକୁଦା,୨୫।୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ସରପଞ୍ଚ ସଂଘର ଏକ ବୈଠକ ମରିଚିପୁର ପଞ୍ଚାୟତର ମା’ ବନ୍ଦରେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ତଥା ବରମୁଣ୍ଡଳି ସରପଞ୍ଚ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସରପଞ୍ଚଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା...

ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିଲେ ଯୁଦ୍ଧ ଜାହାଜ

ପାରାଦୀପ,୨୫।୧୧(ସ୍ବ.ପ୍ର.): ପ୍ରତିବର୍ଷ ପରି ଚଳିତବର୍ଷ ରବିବାର ପାରାଦୀପ ବନ୍ଦରରେ ସର୍ବଧାରଣଙ୍କ ପାଇଁ ଲାଗିଛି ଭାରତୀୟ ନୌସେନାର ୨ଟି ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଘଡ଼ିଆଳ ଓ ରାଣା। ଏହାକୁ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିବାର ସୁଯୋଗ ପାଇଛନ୍ତି। ବନ୍ଦରାଞ୍ଚଳର ଜୟଦେବସଦନଠାରୁ ସ୍ବତନ୍ତ୍ର...

ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଅଚଳ ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ

ନାଉଗାଁ ,୨୫।୧୧(ସ୍ବ.ପ୍ର.): ରୋଗୀଙ୍କୁ ବିନାମୂଲ୍ୟରେ ହସ୍‌ପିଟାଲରେ ପହଞ୍ଚାଇବା ପାଇଁ ସରକାର ୧୦୮ ପରି ଜରୁରି ଆମ୍ବୁଲାନ୍ସ ସେବା ଆରମ୍ଭ କରିଛନ୍ତି। ଏହି ଆମ୍ବୁଲାନ୍ସ ସେବା ନାଉଗାଁ ବ୍ଲକରେ ୨୦୧୫ରୁ କାର୍ଯ୍ୟକାରୀ ହେଉଛି। ହେଲେ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri