ଜଗତ୍‌ସିଂହପୁର

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଗାଡ଼ି ଧକ୍କାରେ ୬ଜଣଙ୍କୁ କଲେ ଆହତ

ବାଲିକୁଦା,୨୨ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ବୋରିକିନା ଅଞ୍ଚଳରେ ଶନିବାର ଜଣେ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଉକ୍ତ ଯୁବକ କାହାକୁ ଟଙ୍କା ମାଗି ଧମକ ଦେଇଛନ୍ତି ତ ଆଉ କାହାକୁ ବନ୍ଧୁକ ମୁନରେ ଉଡାଇ ଦେବାକୁ କହିଛନ୍ତି। ପୁଣି କାହାକୁ ଜୀବନରୁ…

ଗଡ଼କୁଜଙ୍ଗରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ଲାଗି ଜନଶୁଣାଣି

ପାରାଦୀପ/ଏରସମା,୨୦।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ଗଡ଼କୁଜଙ୍ଗଠାରେ ଶୁକ୍ରବାର ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପାଇଁ ମେଗା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ୭୧ ହଜାର କୋଟି ଟଙ୍କାର ଏହି ପ୍ରକଳ୍ପ ପାଇଁ ଚାଲିଥିବା ଏହି ଜନଶୁଣାଣିରେ କେତେକ ଲୋକ ନିଜର…

ଜିଲାପାଳ, ଏସ୍‌ପିଙ୍କୁ ଭେଟିଲେ ଜିଲା ମହିଳା ହ୍ୟାଣ୍ଡବଲ୍‌ ଦଳ

ଜଗତ୍‌ସିଂହପୁର ଅଫିସ,୧୮ା୧୨: ନିକଟରେ ଓଡ଼ିଶା ହ୍ୟାଣ୍ଡବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଜଗତ୍‌ସିଂହପୁର ଜିଲା ହ୍ୟାଣ୍ଡବଲ୍‌ ଆସୋସିଏସନ୍‌ ତରଫରୁ ଆୟୋଜିତ ଓଡ଼ିଶା ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏଥିରେ ଜଗତ୍‌ସିଂହପୁର ଜିଲା ମହିଳା ହ୍ୟାଣ୍ଡବଲ୍‌ ଦଳ ଚାମ୍ପିୟନ ହେବାର ଗୌରବ ହାସଲ କରିଛି।…

ନଦୀ ବନ୍ଧ ରାସ୍ତା ଶୋଚନୀୟ: ତାରପୁର ବାଇପାସଠାରେ ରାସ୍ତାରୋକୋ

ରଘୁନାଥପୁର ,୧୮। ୧୨ (ଡି.ଏନ.ଏ.)- ମହାନଦୀ ନର୍ଥ ଜଳସମ୍ପଦ ବିଭାଗ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ଫିପୁର ମାହାଳହାଟଠାରୁ ସାନନୟନପୁରକୁ ସଂଯୋଗ କରୁଥିବା ନଦୀବନ୍ଧ ରାସ୍ତା ଶୋଚନୀୟ ହୋଇପଡିଛି। ଏହା ଉପରେ ନିର୍ଭର କରୁଥିବା ମହାନଦୀ, ପାଇକା ଓ ଚିତ୍ରୋତ୍ପଳା…

ଜିଲାସ୍ତରୀୟ ବ୍ୟାଙ୍କ ପରାମର୍ଶଦାତା ଓ ସମୀକ୍ଷା କମିଟି ବୈଠକ: କ୍ରେଡିଟ୍‌-ଡେବିଟ୍‌ ଅନୁପାତ କମୁଥିବାରୁ ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ, ୧୮ା୧୨: ଜଗତ୍‌ସିଂହପୁର ଜିଲାରେ ଗତ ୩ ମାସରେ କ୍ରଡିଟ୍‌-ଡେବିଟ୍‌ ଅନୁପାତ କମିବାରେ ଲାଗିଛି। ଯାହାକି ଆଦୌ ଶୁଭଙ୍କର ନୁହେଁ। ମଙ୍ଗଳବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ ବ୍ୟାଙ୍କ ପରାମର୍ଶଦାତା ଓ ସମୀକ୍ଷା କମିଟି…

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ କରାଯାଇ…

ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏଥିରେ କାଳିଆ ଯୋଜନା ନାଁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ହାତେଇ ପରବର୍ତ୍ତୀ…

ଧନୁହରବେଲାରୀର ମମତାରାଣୀ ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୧୭ା୧୨: ତତ୍କାଳୀନ ବାଲିକୁଦା ଥାନା ତଥା ବର୍ତ୍ତମାନର ବନ୍ଦର ମେରାଇନ ଥାନା ଅନ୍ତର୍ଗତ ଧନୁହରବେଲାରୀ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ମମତାରାଣୀ ଓରଫ ରିଙ୍କିଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର ଜିଲା…

ଏମ୍‌ଏସ୍‌ଏମ୍‌ଇ ଓ ପାରାଦୀପ ବନ୍ଦରର ପ୍ରଥମ ସମନ୍ବୟ ବୈଠକ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀଙ୍କ ପାଇଁ ବାଟ ଫିଟିବ

ପାରାଦୀପ,୧୭ା୧୨(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ କେବଳ ଖଣିଜ ପଦାର୍ଥ, ଲୁହା, ଷ୍ଟିଲ ଓ କଣ୍ଟେନର ଆମଦାନୀ-ରପ୍ତାନି ହେଉଛି। କିନ୍ତୁ ଓଡ଼ିଶାର ଶିଳ୍ପୋଦ୍ୟୋଗୀଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ। ପାରାଦୀପ ମାଛଧରା ବନ୍ଦର ସମେତ ଅନ୍ୟ ମାଛଧରା ବନ୍ଦରର…

ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌, ଯୁବକ ଗିରଫ

ବାଲିକୁଦା,୧୬ା୧୨(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ ତିତିରା ପଞ୍ଚାୟତର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଜିଦ୍‌ କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଏପରି କି ଯୁବତୀଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି ଶନିବାର…

ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ: ଖାଲି ପଡ଼ିଛି ୩୬ ଡାକ୍ତର ପଦବୀ

ଜଗତ୍‌ସିଂହପୁର ଅଫିସ,୧୬ା୧୨: ସ୍ବାସ୍ଥ୍ୟ ସେବାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସରକାର ଯୋଜନା ପ୍ରଣୟନ କରିଛନ୍ତି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଥିବା ଦର୍ଶାଯାଉଛି। ବାସ୍ତବରେ କିନ୍ତୁ ସରକାର ଲୋକଙ୍କୁ…

ଭଙ୍ଗାଯାଉନି ବିପଦସଙ୍କୁଳ ଗୋଦାମ ଗୃହ: ଛାତ୍ରୀଛାତ୍ରଙ୍କ ପାଇଁ ବିପଦ ସାଜିଛି

ବାଲିଆ,୧୬ା୧୨: ବିରିଡ଼ି ବ୍ଲକ କାର୍ଯ୍ୟାଳୟର ମାତ୍ର ୩୦୦ ମିଟର ଦୂରରେ ରହିଛି ବିରିଡ଼ି ପ୍ରାଥମିକ ବିଦ୍ୟାଳୟ। ଏହାର ସାମ୍ନାରେ ରହିଛି ଏକ ପରିତ୍ୟକ୍ତ ଗୋଦାମ ଗୃହ। ଏହି ଗୋଦାମ ଗୃହଟି ସମ୍ପୂର୍ଣ୍ଣ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ସେଥିରେ ଅନାବନା ଗଛ ମାଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri