ମହିଳାଙ୍କଠାରୁ ଝାମ୍ପିନେଲେ ୫୦ ହଜାର
ଜଗତ୍ସିଂହପୁର ଅଫିସ,୧୪ା୧୧: ଜଗତ୍ସିଂହପୁର ଥାନା ଅନ୍ତର୍ଗତ ମଣ୍ଡାସାହି-ଉତ୍ତରାଖଣ୍ଡ ରାସ୍ତା ମଧ୍ୟରେ ବୁଧବାର ଅପରାହ୍ନରେ ଜଣେ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟ୍ ହୋଇଛି। ଏହି ମହିଳା ହେଲେ ମଣ୍ଡାସାହି ଉତ୍ତରାଣ୍ଡର ଅନ୍ନପୂର୍ଣ୍ଣା ଦାସ। ଅନ୍ନପୂର୍ଣ୍ଣାଙ୍ଗ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା ୩୯୯/୧୯…
ଜଗତ୍ସିଂହପୁର ଥାନା: ସପ୍ତାହରେ ସର୍ବାଧିକ ନାରୀ ନିର୍ଯାତନା ଅଭିଯୋଗ
ଜଗତ୍ସିଂହପୁର ଅଫିସ,୧୪ା୧୧: ଜଗତ୍ସିଂହପୁର ଥାନାରେ ଗତ୬ରୁ ୧୨ତାରିଖ ମଧ୍ୟରେ ମୋଟ ୧୬ଟି ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ନାରୀ ନିର୍ଯାତନା ସମ୍ବନ୍ଧୀୟ ଥିବା ଜଣାଯାଇଛି। ବିଶେଷକରି ଯୌତୁକ ନିର୍ଯାତନା ଓ ଧମକ ଆଦି ଅଭିଯୋଗ ରହିଛି। ଏହାବାଦ୍ ଦୁର୍ଘଟଣା, ଗାଳିଗୁଲଜ,…
ଏକ ଦିବସୀୟ ଫୁଟବଲ୍: ନିମେଇସାପୁର ଚାମ୍ପିୟନ
ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏହାକୁ ବିଡିଓ ଜୀବନ ଚନ୍ଦ୍ର ମଲ୍ଲିକ ଉଦ୍ଘାଟନ କରିଥିଲେ। ଯୁବକ ସଂଘ ସଭାପତି…
ଦେଶର ୧ନଂ. ବନ୍ଦର ହେବ ପାରାଦୀପ
ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ଏବେ ନୂତନ ପ୍ରଯୁକ୍ତି ବିଦ୍ୟା ଓ ବୈଷୟିକ ବ୍ୟବସ୍ଥା ଆପଣାଇଛି। ଏପରି ପରିବର୍ତ୍ତନରେ ପଣ୍ୟ କାରବାର ପ୍ରକ୍ରିୟା ତ୍ୱରାନ୍ବିତ ହେଲାଣି। ଗତ ୫ ବର୍ଷ ମଧ୍ୟରେ ପଣ୍ୟ କାରବାର ୭୦% ବୃଦ୍ଧି ପାଇଛି। ଏବେ କ୍ୟାପସାଇଜ୍ ଜାହାଜ…
କଳିଙ୍ଗ ବାଲିଯାତ୍ରାର ୨ୟ ସନ୍ଧ୍ୟା: ଦର୍ଶକଙ୍କୁ ଆକୃଷ୍ଟକଲା ଇଲିୟାନା ସିସ୍ତାରିସ୍ତଙ୍କ ନୃତ୍ୟ
ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍ବୁଲ୍ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର କରାଯାଉଥିଲେ ମଧ୍ୟ ୨ୟ ସନ୍ଧ୍ୟା ସୁଦ୍ଧା ପୂର୍ଣ୍ଣ ପ୍ରସ୍ତୁତି ହୋଇପାରିନାହିଁ। ଫଳରେ ମହୋତ୍ସବ…
ନାଉଗଁ। ବ୍ଲକରେ ଜିଲାପାଳଙ୍କ ଜନଶୁଣାଣି ଶିବିର
ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଶିବିରରେ ମୋଟ୍ ୨୫୭ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିରୁ ଗ୍ରାମ୍ୟ…
ମୋବାଇଲ ଫାଟି ଶ୍ରମିକ ମୃତ
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ୍ ଥାନା ଅଧୀନ ଅଠରବାଙ୍କି ଲକ୍ଫଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ ମୋବାଇଲ ଫାଟିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ସେ ସଂଘ କାର୍ଯ୍ୟାଳୟ ପରିସରରେ ଥିବା…
ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ : ଗଣପର୍ବରେ ପରଣିତ ହୋଇଛି କଳିଙ୍ଗ ବାଲିଯାତ୍ରା
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି ବିଜୁ ମଇଦାନଠାରେ ସୋମବାର ସନ୍ଧ୍ୟାରେ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ଉତ୍ସବକୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ, ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା…
ଚାର୍ଜରେ ବସାଇ ଛାତି ଉପରେ ରଖିଥିଲେ ମୋବାଇଲ: ଫାଟି ରାଜମିସ୍ତ୍ରୀଙ୍କ ଜୀବନଗଲା
ପାରାଦୀପ, ୧୧।୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଅଠରବାଙ୍କି ଲକପଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାୟଳରେ ସୋମବାର ସକାଳେ ମୋବାଇଲ ଫାଟି ଜଣେ ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ପ୍ରକାଶ…
ରେଳଧାରଣା ନିକଟରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର
ତିର୍ତ୍ତୋଲ,୧୦।୧୧(ଡି.ଏନ୍.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କଟକ-ପାରାଦୀପ ରେଳଧାରଣାର ବନ୍ଧବାଟି ଲେବୁଲ କ୍ରସିଂ ନିକଟରୁ ରବିବାର ସକାଳେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେଠାରୁ ଏକ ରେଳ ଟିକେଟ୍, ପର୍ସ ଏବଂ ଏକ ଫୋନ୍ କଭର ପଡ଼ିଥିବା…
ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ଜଗତ୍ସିଂହପୁର ଅଫିସ,୧୦ା୧୧: ଜଗତ୍ସିଂହପୁର ଥାନା ଅଧୀନ ସିଙ୍ଘାରପୁର ନବାପାଟଣା ଗ୍ରାମର ରାଜୁ ଓରଫ ରାଜେଶ ଗୋଚ୍ଛାୟତ(୩୦)ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା ସଂଖ୍ୟା ୩୮୨/୧୯ ରୁଜୁ ସହ ଅଭିଯୁକ୍ତଙ୍କୁ ଗିରଫ ପରେ ଶନିବାର…
ମିଳୁନି ପକ୍କାଘର: ଭଙ୍ଗାଘରେ ନିରୁପମାଙ୍କ ପରିବାର
ବାଲିକୁଦା,୧୦ା୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ଅଧୀନ ସଂଗ୍ରାମପୁର ପଞ୍ଚାୟତ ଗୋଗୋଳ ଗ୍ରାମର ବିଧବା ବୃଦ୍ଧା ନିରୁପମା ମଲ୍ଲିକଙ୍କ ଫାଇଁ ପକ୍କାଘର ସାତସପନ ପାଲଟିଛି। ଫଳରେ ସେ ଭାଗ୍ୟକୁ ଆଦରି ତିନି ପୁଅ ଓ ଭୀନ୍ନକ୍ଷମ ଝିଅକୁ ଧରି ଭଙ୍ଗା ଚାଳଘରେ ରହୁଛନ୍ତି। ହେଲେ…
Archives


