ଜଗତ୍‌ସିଂହପୁର

ଜଗତ୍‌ସିଂହପୁର କ୍ୟାଡର ପିପିଙ୍କୁ ସମ୍ବର୍ଦ୍ଧନା

ଜଗତ୍‌ସିଂହପୁର ଅଫିସ,୯ା୧୨: ଓଡ଼ିଶା କ୍ରାଇମବ୍ରାଞ୍ଚ ତରଫରୁ ଜଗତ୍‌ସିଂହପୁର କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର (ପିପି) ନଳିନୀକାନ୍ତ ମହାରଣାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମାମଲା ପରିଚାଳନାରେ ସାମଗ୍ରୀକ ସଫଳତା ଓ ଦଣ୍ଡବିଧାନ ହାରକୁ ନେଇ ମହାରଣାଙ୍କୁ କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସନ୍ତୋଷ ଉପାଧ୍ୟାୟ ସମ୍ମାନିତ…

ଅଖିଳ ଭାରତ ଡାକ କର୍ମଚାରୀ ସଂଘ କଟକ ଦକ୍ଷିଣ ମଣ୍ଡଳର ସମ୍ମିଳନୀ :ଦରମା ବୃଦ୍ଧି, ଖାଲି ପଦବୀ ପୂରଣ ଦାବି ଜୋର

ଜଗତ୍‌ସିଂହପୁର ଅଫିସ,୯ା୧୨: ଭାରତୀୟ ଡାକ ସେବାରେ କାର୍ଯ୍ୟରତ ୩ୟ ଶ୍ରେଣୀ, ପୋଷ୍ଟ ମ୍ୟାନ, ଏମ୍‌ଟିଏସ୍‌ ଏବଂ ଜିଡିଏସ୍‌ କର୍ମଚାରୀଙ୍କୁ ଦିଆଯାଉଥିବା ଦରମା ସନ୍ତୋଷଜନକ ନୁହେଁ। ତେଣୁ ଏହି ଦରମା ବୃଦ୍ଧି କରାଯାଉ। ଏଥିସହ ଏନ୍‌ପିଏସ୍‌ ଉଚ୍ଛେଦ କରାଯାଇ ପୁରୁଣା ହିସାବରେ ପେନ୍‌ସନ୍‌…

୭.୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଜଗତ୍‌ସିଂହପୁର ଅଫିସ, ୮ା୧୨: ଜଗତ୍‌ସିଂହପୁର ସହରରେ ବ୍ରାଉନ ସୁଗାର ରାକେଟ୍‌ ସକ୍ରିୟ ରହିଛି। ଅତୀତରେ ପୃଥକ୍‌ ସ୍ଥାନରେ ଚଢାଉ ହୋଇଥିଲେ ସୁଦ୍ଧା ଆଶାଜନକ ସଫଳତା ମିଳିପାରି ନ ଥିଲା। ମାତ୍ର ଶନିବାର ଜଣେ ବ୍ୟକ୍ତିଙ୍କଠାରୁ ୭୫ ଗ୍ରାମ ବ୍ରାଉନ ସୁଗାର ଜବତ…

ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରାଙ୍କୁ ଉଚ୍ଚ ପ୍ରଶଂସା

ବାଲିଆ,୮ା୧୨: କୋଣାର୍କ ମହୋତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ୫ଦିନ ବ୍ୟାପୀ ଅନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିରିଡି ବ୍ଲକ ଅଧୀନ ମଧ୍ୟଶାସନ ଗ୍ରାମର ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରା ଯୋଗଦେଇ କଳା ପ୍ରଦର୍ଶନ କରିଥିଲେ। ଏହିଅବସରରେ…

ଅଧାରେ ଅଟକିଛି ପାଇପ୍‌ ବିଛା କାର୍ଯ୍ୟ -୨ ବିଭାଗର ସମନ୍ବୟ ଅଭାବ ଯୋଗୁ ହୋଇପାରୁନି କାର୍ଯ୍ୟ

ନାଉଗଁ। ,୮ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ଏକ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହି ପ୍ରକଳ୍ପ ନିର୍ମାଣ ପାଇଁ ୩୬୦ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରକଳ୍ପ ଦ୍ୱାରା…

କାଗଜ କଲମରେ ସୀମିତ ଗାଁ କଲ୍ୟାଣ ସମିତି

ନାଉଗଁ।,୫ା୧୨(ସ୍ବ.ପ୍ର.): ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ୨୦୦୭ରେ ନାଉଗଁ। ବ୍ଲକରେ ଗଠନ କରାଯାଇଥିଲା ଗଁ। କଲ୍ୟାଣ ସମିତି। ଏହାର ମୂଳ ଲକ୍ଷ୍ୟ ଥିଲା ଗଁ। ପରିବେଶକୁ ପରିସ୍କାର ରଖିବା ସହିତ ଗଁ।ରେ ସ୍ବାସ୍ଥ୍ୟଭିତ୍ତିକ ବାର୍ତ୍ତା ପହଞ୍ଚାଇବା। ସେହି ଅନୁସାରେ ବ୍ଲକ…

ବିଦେଶ ମାଟିରେ ଉଜ୍ଜୀବିତ ରହିଛି ଓଡ଼ିଆ ସଂସ୍କୃତି

ତିର୍ତ୍ତୋଲ,୫ା୧୨(ଡି.ଏନ.ଏ.): ବିଦେଶ ମାଟି ସୁଦୂର ସୌଦି ଆରବରେ ପ୍ରବାସୀ ଓଡ଼ିଆମାନେ ଦୀର୍ଘ ୧୧ବର୍ଷ ଧରି ଓଡ଼ିଶା କଳା, ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛନ୍ତି ବୋଲି ସେଠାରେ ରହୁଥିବା ତିର୍ତ୍ତୋଲ ଅଞ୍ଚଳର ଯୁବ ଇଞ୍ଜିନିୟର ହିମାଂଶୁ ମଲ୍ଲିକ ସୂଚନା ଦେଇଛନ୍ତି। ସେ କହିଛନ୍ତି,…

କାମରେ ଲାଗୁନି ଜମି ପଟ୍ଟା: ତହସିଲ ଆଗରେ ଭୂମିହୀନଙ୍କ ଧାରଣା

ବାଲିଆ,୫ା୧୨: ବିରିଡ଼ି ତହସିଲ ଅଧୀନ କୁଳକଇଜଙ୍ଗା ପଞ୍ଚାୟତ ସମେତ ଅନ୍ୟ କେତେକ ପଞ୍ଚାୟତର ଭୂମିହୀନଙ୍କୁ ତହସିଲ ପ୍ରଶାସନ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା। ମାତ୍ର ସେହି ପଟ୍ଟା ଏବେ ସେମାନଙ୍କ କୌଣସି କାମରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ତେଣୁ…

ଚେଳିତୋଳ ବାଲିଯାତ୍ରାକୁ ମାସେ ପୁରିବ: ସଫେଇ ହୋଇ ପାରିଲାନି ପଡ଼ିଆ

ତିର୍ତ୍ତୋଲ,୪ା୧୨(ଡି.ଏନ.ଏ.): ତିର୍ତ୍ତୋଲ ନିକଟସ୍ଥ ମହାନଦୀପଠା ଗୋପିଆକୁଦଠାରେ ପାଳିତ ହୋଇଥିବା ଚେଳିତୋଳ ବାଲିଯାତ୍ରାକୁ ଆଉ କିଛିଦିନ ପରେ ମାସେ ପୁରିବ। ବାଲିଯାତ୍ରା ପରେ ପଡ଼ିଆ ସଫା କରାଯିବା କଥା। ମାତ୍ର ଏହି ପଡିଆରେ ଏ ପର୍ଯ୍ୟନ୍ତ ପଲିଥିନ ସମେତ ବିଭିନ୍ନ ବର୍ଜ୍ୟ ସାମଗ୍ରୀ…

ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ: ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି। ଏହି ଅନୁଯାୟୀ ଭିନ୍ନକ୍ଷମଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇ ପାରିବ ନାହିଁ। ଯଦି ସେଭଳି କିଛି ଘଟେ ତେବେ ଭିନ୍ନକ୍ଷମଙ୍କୁ କୋର୍ଟ, କଚେରି, ମାଲିମକଦ୍ଦମା ପରିଚାଳନା ପାଇଁ…

ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ‘ଫନୀ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସହାୟତା ଦିଅ’

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ଫନୀ ବାତ୍ୟା ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ଅନେକ କ୍ଷତି ହୋଇଛି। ତେଣୁ କ୍ଷତିଗ୍ରସ୍ତଙ୍କୁ ଉଚିତ୍‌ ସରକାରୀ ସହାୟତା ଦିଆଯିବା ଆବଶ୍ୟକ। କିନ୍ତୁ କୌଣସି ଜଣେ ହେଲେ ବି ଅଯୋଗ୍ୟଙ୍କୁ ଯେପରି ଯୋଗ୍ୟ ଦର୍ଶା ନ ଯିବ ସେଥିପ୍ରତି…

ଜାତୀୟ ପ୍ରଦୂଷଣ ନିବାରଣ ଦିବସ

ପାରାଦୀପ,୩ା୧୨(ସ୍ବ.ପ୍ର.): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୋମବାର ଜାତୀୟ ପ୍ରଦୂଷଣ ନିବାରଣ ଦିବସ ପାଳିତ ହୋଇଛି। ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଆଲୋଚନା ସଭାରେ ଶିଳ୍ପସଂସ୍ଥା ପ୍ରତିନିଧି, ଶିକ୍ଷୟିତ୍ରୀଶିକ୍ଷକ, ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ ସଙ୍ଗଠନ ସଦସ୍ୟ ପ୍ରମୁଖ ଭାଗ ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?