ଜଗତ୍‌ସିଂହପୁର

ପିଆଇସିଟିରେ ଚାକିରି ଦେବା ନାଁରେ ଠକେଇ: ୪୬ ଜଣଙ୍କୁ ଭୁଆଁ ବୁଲାଇଲେ ଯୁବକ

ପାରାଦୀପ,୧୩।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବର୍ଥ ନେଇଥିବା ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) କମ୍ପାନୀରେ ଚାକିରି କରାଇଦେବା ନଁାରେ ଜଣେ ଯୁବକ ୪୬ ଜଣଙ୍କୁ ଭୁଆଁ ବୁଲାଇଛନ୍ତି। ସମସ୍ତଙ୍କଠାରୁ ସେ ୨୦ ହଜାର ଟଙ୍କା ଲେଖାଏ ଆଦାୟ କରି…

ଟ୍ରକ୍‌ ଧକ୍କାରେ ଛାତ୍ର ମୃତ, ୨ ଗୁରୁତର: କଟକ-ପାରାଦୀପ ରାସ୍ତା ଅବରୋଧ

ପାରାଦୀପ, ୧୨।୧୦(ସ୍ବ.ପ୍ର.): କଟକ-ପାରାଦୀପ ରାସ୍ତାର ଭୂତମୁଣ୍ଡାଇ ନିକଟ ବରେଇ ଛକରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ର ହେଲେ ବରେଇ ଗ୍ରାମର…

ଯୁବକ ଜୀବନ୍ତ ଜଳିଯିବା ଘଟଣା: ମୃତ୍ୟୁ ପାଇଁ ପ୍ରେମିକା ହିଁ ଦାୟୀ

ବାଲିକୁଦା,୧୦ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢ଼ଙ୍ଗା ଦେବଗ୍ରାମ ବିଦ୍ୟାଳୟର ଶିଡିଘର ଛାତରେ ଗତ ୫ ତାରିଖରେ ଜୀବନ୍ତ ଜଳିଯାଇ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିଚୟ ମିଳିଛି। ମୃତ ଯୁବକ ହେଲେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଧୀନ କାଞ୍ଚନପୁରର କୃଷ୍ଣଚନ୍ଦ୍ର…

ମହାନଦୀ ମୁହାଣରେ ବୁଡ଼ିଲା ଟ୍ରଲର: ୩ ମତ୍ସ୍ୟଜୀବୀ ନିଖୋଜ, ୨ ଉଦ୍ଧାର

ପାରାଦୀପ,୮ା୧୦(ସ୍ବ.ପ୍ର.)- ସମୁଦ୍ରରୁ ମାଛଧରି ଫେରୁ୍‌ଥିବା ଏକ ଟ୍ରଲର ମହାନଦୀ ମୁହାଣରେ ମଙ୍ଗଳବାର ବୁଡ଼ିଯାଇଛି। ସେଥିରେ ଥିବା ୫ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଅନ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ ସେହି ମୁହାଣ ଅଞ୍ଚଳରେ ଅନ୍ୟ…

ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମିକାଙ୍କୁ ଉଠାଇ ଆଣିଲା ପୋଲିସ

ଜଗତ୍‌ସିଂହପୁର ଅଫିସ,୮ା୧୦: ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରେ ଗତ ୫ତାରିଖ ରାତିରେ ସନ୍ଦେହଜନକ ଭାବେ ପୋଡ଼ି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ପ୍ରଥମେ ମୃତକଙ୍କ ପରିଚୟ ମିଳି ନ ଥିବାବେଳେ ଗତ ୭ତାରିଖରେ…

ବିଦ୍ୟାଳୟରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣା: ପ୍ରେମ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ, ୭ା୧୦- ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଦାଗାଁ ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଗତ ୫ ତାରିଖ ରାତିରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିଛି ।…

ବିଦ୍ୟାଳୟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଜଗତ୍‌ସିଂହପୁର ଅଫିସ,୬।୧୦: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢଙ୍ଗ ପଞ୍ଚାୟତ ଅନ୍ତର୍ଗତ ଦାଗାଁରେ ଶନିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗାଁରେ ଥିବା ବିଦ୍ୟାଳୟ (ବାତ୍ୟା ଆଶ୍ରୟସ୍ଥଳ) ବିଲ୍ଡିଂରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଯୁବକଙ୍କ…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ଜଗତ୍‌ସିଂହପୁର ଅଫିସ,୨୯।୯: ଜଗତ୍‌ସିଂହପୁର ମ୍ୟୁନିସିପାଲିଟି ଅଧୀନ ସୁଜଙ୍ଗ ଗ୍ରାମରେ ରବିବାର ଅପରାହ୍ନରେ ଦୁଇଜଣ ଶ୍ରମିକ ପାଇଖାନା ଭିତରୁ ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ସ୍ଥାନୀୟ ମରିଚାପଦ ଗ୍ରାମର ରବି ଭୋଇ (୨୮) ଓ ମଣ୍ଡାସାହିର…

ଲଗାଣ ବର୍ଷା: ଭାଙ୍ଗିଲା ଘରର କାନ୍ଥ, ପରିବାର ବାସହରା

ରଘୁନାଥପୁର, ୨୭। ୯ (ଡି.ଏନ.ଏ.):  ଲଘୁଚାପ ଜନିତ ଲଗାଣ ବର୍ଷାରେ ଭାଙ୍ଗିଗଲା ଚାଳ ଛପର ମାଟି ଘରର କାନ୍ଥ। ପରିବାର ଲୋକେ ଭୋଗୁଛନ୍ତି ହୀନସ୍ତା। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ରଘୁନାଥପୁର ତହସିଲ ରାଢଙ୍ଗ ଗଁ।ର ଦିନ ମଜୁରିଆ ଅଭିମନ୍ୟୁ ସ୍ବାଇଁଙ୍କ…

ସରିଲା ରାଜାଙ୍କ ରିମାଣ୍ଡ ଅବଧି: ମିଳିଲାନି ନୂଆ ତଥ୍ୟ

ଜଗତ୍‌ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ ୩ ଦିନିଆ ରିମାଣ୍ଡରେ ନେଇଥିଲା। ଉଦ୍ଦେଶ୍ୟ ଥିଲା ରାଜାଙ୍କଠାରୁ ହତ୍ୟା ସଂକ୍ରାନ୍ତରେ ଅଧିକ କିଛି…

ନର୍ସ ନୀହାରିକା ହତ୍ୟା ମାମଲା: ରାଜାଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଜଗତ୍‌ସିଂହପୁର ଅଫିସ,୨୪।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ପଛରେ ଆଉ କିଛି ଗୁମର ରହିଛି କି। ପ୍ରେମିକ କିଶୋର କୁମାର ଆଞ୍ଚଲ ଓରଫ ରାଜା ଏକାକି ଏହି ହତ୍ୟାକାଣ୍ଡ ଘଟାଇଥିବା ସ୍ବୀକାର କରିଥିଲେ ହେଁ ଏଥିରେ କେତେ ସତ୍ୟତା ରହିଛି।…

କ୍ରିଟିକାଲ ଏରିଆ’ ଘୋଷିତ ହେବାକୁ ଯାଉଛି ପାରାଦୀପ: ବନ୍ଦ ହେବ ନୂତନ ଶିଳ୍ପାୟନ ବାଟ

ପାରାଦୀପ,୨୩ା୯(ସ୍ବ.ପ୍ର.): ବେଳ ଥାଉ ଥାଉ କେହି ଦୃଷ୍ଟି ଦେଲେନି। ଏବେ ନେଡିଗୁଡ କହୁଣୀକୁ ବହିଗଲାଣି। ବନ୍ଦର ଭିତ୍ତିକ ଶିଳ୍ପ ନଗରୀ ପାରାଦୀପରେ ସୃଷ୍ଟି ହୋଇଛି ଏଭଳି ଅବସ୍ଥା। ଗତ ୨୦ବର୍ଷ ମଧ୍ୟରେ କ୍ରମବର୍ଦ୍ଧିଷ୍ଣୁ ପ୍ରଦୂଷଣ ଏବଂ ଜଙ୍ଗଲ କ୍ଷୟ ପ୍ରତି ପ୍ରଦୂଷଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri