ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୮୦ ହଜାର ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ
ଜଗତ୍ସିଂହପୁର ଅଫିସ,୧୬ା୧୧: ଡିସେମ୍ବର ୨୭ରୁ ଧାନ ସଂଗ୍ରହ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଥର ଜଗତ୍ସିଂହପୁର ଜିଲାରୁ ୮୦,୧୪୯.୨୫ ମେଟ୍ରିକ୍ ଟନ୍ (ଏମ୍ଟି) ଧାନ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଗତଥର ଅପେକ୍ଷା ଏଥର ୨ଟି ଅଧିକ ଅର୍ଥାତ୍ ମୋଟ…
ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ
ଜଗତ୍ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର ସେଠୀ। ଭିଜିଲାନ୍ସ ସୂଚନା ଅନୁଯାୟୀ କିରୋସିନ ତୈଳ ଟ୍ୟାଙ୍କର, ଡିଜେଲ ଓ ପେଟ୍ରୋଲ…
ସ୍କୁଟି ଡିକି ଭାଙ୍ଗି ୧.୪୦ ଲକ୍ଷ ଟଙ୍କା ଲୁଟ୍
ପାରାଦୀପ,୧୪ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ବ୍ୟାଙ୍କ ଲେନ୍ରୁ ବୁଧବାର ଦୁର୍ବୃତ୍ତ ଏକ ସ୍କୁଟି ଡିକି ଭାଙ୍ଗି ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟ୍ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚତ୍ ଘଟଣାର…
ଫାଣ୍ଡି ପ୍ରତିଷ୍ଠା ପାଇଁ ବରିଷ୍ଠ ନାଗରିକ ମଞ୍ଚର ଦାବି
ବାଲିଆ,୧୪ା୧୧: ବିରିଡି ଥାନା ଅନ୍ତର୍ଗତ ୨୨ମୌଜାର ପୂରଣଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରିବା ପାଇଁ ବାଇଶି ମୌଜା ବରିଷ୍ଠ ନାଗରିକ ମଞ୍ଚ ପୂରଣ ପକ୍ଷରୁ ଦାବି କରାଯାଇଛି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବୁଧବାର ବିରିଡି ଆଇଆଇସି…
ମହିଳାଙ୍କଠାରୁ ଝାମ୍ପିନେଲେ ୫୦ ହଜାର
ଜଗତ୍ସିଂହପୁର ଅଫିସ,୧୪ା୧୧: ଜଗତ୍ସିଂହପୁର ଥାନା ଅନ୍ତର୍ଗତ ମଣ୍ଡାସାହି-ଉତ୍ତରାଖଣ୍ଡ ରାସ୍ତା ମଧ୍ୟରେ ବୁଧବାର ଅପରାହ୍ନରେ ଜଣେ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟ୍ ହୋଇଛି। ଏହି ମହିଳା ହେଲେ ମଣ୍ଡାସାହି ଉତ୍ତରାଣ୍ଡର ଅନ୍ନପୂର୍ଣ୍ଣା ଦାସ। ଅନ୍ନପୂର୍ଣ୍ଣାଙ୍ଗ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା ୩୯୯/୧୯…
ଜଗତ୍ସିଂହପୁର ଥାନା: ସପ୍ତାହରେ ସର୍ବାଧିକ ନାରୀ ନିର୍ଯାତନା ଅଭିଯୋଗ
ଜଗତ୍ସିଂହପୁର ଅଫିସ,୧୪ା୧୧: ଜଗତ୍ସିଂହପୁର ଥାନାରେ ଗତ୬ରୁ ୧୨ତାରିଖ ମଧ୍ୟରେ ମୋଟ ୧୬ଟି ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ସର୍ବାଧିକ ନାରୀ ନିର୍ଯାତନା ସମ୍ବନ୍ଧୀୟ ଥିବା ଜଣାଯାଇଛି। ବିଶେଷକରି ଯୌତୁକ ନିର୍ଯାତନା ଓ ଧମକ ଆଦି ଅଭିଯୋଗ ରହିଛି। ଏହାବାଦ୍ ଦୁର୍ଘଟଣା, ଗାଳିଗୁଲଜ,…
ଏକ ଦିବସୀୟ ଫୁଟବଲ୍: ନିମେଇସାପୁର ଚାମ୍ପିୟନ
ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏହାକୁ ବିଡିଓ ଜୀବନ ଚନ୍ଦ୍ର ମଲ୍ଲିକ ଉଦ୍ଘାଟନ କରିଥିଲେ। ଯୁବକ ସଂଘ ସଭାପତି…
ଦେଶର ୧ନଂ. ବନ୍ଦର ହେବ ପାରାଦୀପ
ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ଏବେ ନୂତନ ପ୍ରଯୁକ୍ତି ବିଦ୍ୟା ଓ ବୈଷୟିକ ବ୍ୟବସ୍ଥା ଆପଣାଇଛି। ଏପରି ପରିବର୍ତ୍ତନରେ ପଣ୍ୟ କାରବାର ପ୍ରକ୍ରିୟା ତ୍ୱରାନ୍ବିତ ହେଲାଣି। ଗତ ୫ ବର୍ଷ ମଧ୍ୟରେ ପଣ୍ୟ କାରବାର ୭୦% ବୃଦ୍ଧି ପାଇଛି। ଏବେ କ୍ୟାପସାଇଜ୍ ଜାହାଜ…
କଳିଙ୍ଗ ବାଲିଯାତ୍ରାର ୨ୟ ସନ୍ଧ୍ୟା: ଦର୍ଶକଙ୍କୁ ଆକୃଷ୍ଟକଲା ଇଲିୟାନା ସିସ୍ତାରିସ୍ତଙ୍କ ନୃତ୍ୟ
ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍ବୁଲ୍ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର କରାଯାଉଥିଲେ ମଧ୍ୟ ୨ୟ ସନ୍ଧ୍ୟା ସୁଦ୍ଧା ପୂର୍ଣ୍ଣ ପ୍ରସ୍ତୁତି ହୋଇପାରିନାହିଁ। ଫଳରେ ମହୋତ୍ସବ…
ନାଉଗଁ। ବ୍ଲକରେ ଜିଲାପାଳଙ୍କ ଜନଶୁଣାଣି ଶିବିର
ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଶିବିରରେ ମୋଟ୍ ୨୫୭ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିରୁ ଗ୍ରାମ୍ୟ…
ମୋବାଇଲ ଫାଟି ଶ୍ରମିକ ମୃତ
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ୍ ଥାନା ଅଧୀନ ଅଠରବାଙ୍କି ଲକ୍ଫଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ ମୋବାଇଲ ଫାଟିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ସେ ସଂଘ କାର୍ଯ୍ୟାଳୟ ପରିସରରେ ଥିବା…
ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ : ଗଣପର୍ବରେ ପରଣିତ ହୋଇଛି କଳିଙ୍ଗ ବାଲିଯାତ୍ରା
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି ବିଜୁ ମଇଦାନଠାରେ ସୋମବାର ସନ୍ଧ୍ୟାରେ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ଉତ୍ସବକୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ, ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା…

