ଜଗତ୍‌ସିଂହପୁର

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ,୧୦ା୧୧: ଜଗତ୍‌ସିଂହପୁର ଥାନା ଅଧୀନ ସିଙ୍ଘାରପୁର ନବାପାଟଣା ଗ୍ରାମର ରାଜୁ ଓରଫ ରାଜେଶ ଗୋଚ୍ଛାୟତ(୩୦)ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା ସଂଖ୍ୟା ୩୮୨/୧୯ ରୁଜୁ ସହ ଅଭିଯୁକ୍ତଙ୍କୁ ଗିରଫ ପରେ ଶନିବାର…

ମିଳୁନି ପକ୍କାଘର: ଭଙ୍ଗାଘରେ ନିରୁପମାଙ୍କ ପରିବାର

ବାଲିକୁଦା,୧୦ା୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ଅଧୀନ ସଂଗ୍ରାମପୁର ପଞ୍ଚାୟତ ଗୋଗୋଳ ଗ୍ରାମର ବିଧବା ବୃଦ୍ଧା ନିରୁପମା ମଲ୍ଲିକଙ୍କ ଫାଇଁ ପକ୍କାଘର ସାତସପନ ପାଲଟିଛି। ଫଳରେ ସେ ଭାଗ୍ୟକୁ ଆଦରି ତିନି ପୁଅ ଓ ଭୀନ୍ନକ୍ଷମ ଝିଅକୁ ଧରି ଭଙ୍ଗା ଚାଳଘରେ ରହୁଛନ୍ତି। ହେଲେ…

ବୁଲ୍‌ବୁଲ୍‌ ପ୍ରଭାବ: ଜଗତ୍‌ସିଂହପୁର ଜିଲାର ଧାନ,ପରିବା ଫସଲ ଅଧିକ କ୍ଷତିଗ୍ରସ୍ତ

ଜଗତ୍‌ସିଂହପୁର ଅଫିସ,୧୦ା୧୧: ବାତ୍ୟା ବୁଲ୍‌ବୁଲ ପ୍ରଭାବରେ ଜଗତ୍‌ସିଂହପୁର ଜିଲାର ତଳିଆ ଅଞ୍ଚଳ ଲୋକେ ପ୍ରଭାବିତ ହେବା ସହ ବ୍ୟାପକ ଧାନ ଓ ପନିପରିବା କ୍ଷତିଗ୍ରସ୍ତ ହୋଇଛି। ବିଶେଷକରି ଧାନ ଥୋଡ ଧରୁଥିବାରୁ ପବନ ମାଡରେ ଏହା ନଷ୍ଟ ପ୍ରାୟ ହୋଇଯାଇଛି। ଜିଲାର…

ପାରାଦୀପରେ ‘ବୁଲ୍‌ବୁଲ୍‌’: ବିଦ୍ୟୁତ୍‌ ସେବା ବନ୍ଦ

ପାରାଦୀପ,୯।୧୧(ସ୍ବ.ପ୍ର.): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଜନିତ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହା ପ୍ରଭାବରେ ପାରାଦୀପ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଗତ ଗୁରୁବାରଠାରୁ ଆରମ୍ଭ ହୋଇଥିବା ବର୍ଷା ଶୁକ୍ରବାର ମଧ୍ୟରାତିରୁ ଆହୁରି ବଢ଼ିଛି। ପବନର…

ଲୋକଲଜ୍ଜା ସହି ନ ପାରି ଯୁବତୀଙ୍କ ଆତ୍ମହତ୍ୟା

ନାଉଗାଁ,୮ା୧୧(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ଥାନା ଅଞ୍ଚଳର ଜଣେ ଯୁବତୀ ଲୋକଲଜ୍ଜା ସହି ନ ପାରି ଗୁରୁବାର ରଶିଲଗାଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଯୁବତୀଙ୍କ ମା’ ତାଙ୍କ ଝିଅକୁ ହଇରାଣ କରୁଥିବା ଯୁବକଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ…

ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଅବ୍ୟବସ୍ଥା : ଶ୍ୱାସରୁଦ୍ଧ ହୋଇ ମେଡିକାଲ ଗଲେ ବୃଦ୍ଧା

ନାଉଗାଁ,୮ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ମାତ୍ର ଏହି ଶିବିରରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଫଳରେ ଏହାକୁ ନେଇ ଅନେକ ଭିନ୍ନକ୍ଷମ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଶେଷକରି ଯେଉଁଠି…

ଜଗତ୍‌ସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା

ଜଗତ୍‌ସିଂହପୁର ଅଫିସ,୮ା୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ବାତ୍ୟା ବୁଲ୍‌ବୁଲ୍‌ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଜିଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ୨ ଦିନ ଅର୍ଥାତ୍‌…

ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ଚିନ୍ତାରେ ଚାଷୀ: ଧାନ ପାଇଁ ପବନ, ପରିବାକୁ ବର୍ଷା ବିପଦ

ଜଗତ୍‌ସିଂହପୁର ଅଫିସ,୬ା୧୧: ଜଗତ୍‌ସିଂହପୁର ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। କିନ୍ତୁ ଦୁଃଖର କଥା ହେଲା ପ୍ରାକୃତିକ ବିପର୍ଯ୍ୟୟ ଜିଲାବାସୀଙ୍କ ମେରୁଦଣ୍ଡ ବଙ୍କା କରିସାରିଲାଣି। ଅଧିକାଂଶ ବର୍ଷ ବାତ୍ୟା, ବନ୍ୟା ଓ ପ୍ରବଳ ବର୍ଷା ଆଦି ଯୋଗୁ ଚାଷ ବାଧାପ୍ରାପ୍ତ…

କଟରା ରଶ୍ମିରଞ୍ଜନ ହତ୍ୟା ମାମଲା: ଆତ୍ମସମର୍ପଣ କଲେ ମାଷ୍ଟରମାଇଣ୍ଡ ମହାଦେବ

ତିର୍ତ୍ତୋଲ,୬ା୧୧(ଡି.ଏନ.ଏ.): ତିର୍ତ୍ତୋଲ ଥାନା ଅଧୀନ କଟରା ପଞ୍ଚାୟତ ଜଜାଙ୍ଗ ଗ୍ରାମର ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟରମାଇଣ୍ଡ ମହାଦେବ କାଣ୍ଡି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ତାଙ୍କୁ ପଚରାଉଚରା କରିବା ପରେ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ଥାନା ପରିସରରେ…

ଅର୍ଥ ତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲା: ଅନ୍ୟତମ ଅଭିଯୁକ୍ତ ଗିରଫ

ପାରାଦୀପ,୬ା୧୧(ସ୍ବ.ପ୍ର.): ରାଜ୍ୟର ବହୁଚର୍ଚ୍ଚିତ ଅର୍ଥ ତତ୍ତ୍ୱ(ଏଟି ଗ୍ରୁପ୍‌)ଚିଟ୍‌ଫଣ୍ଡ ଠକେଇର ଅନ୍ୟତମ ଅଭିଯୁକ୍ତ ପବିତ୍ର ଦାସଙ୍କୁ ମଙ୍ଗଳବାର ପାରାଦୀପ ଅଭୟଚାନ୍ଦପୁର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପବିତ୍ରଙ୍କ ଘର ଏହି ଥାନା ଅଧୀନ ରଙ୍ଗିଆଗଡ଼ ଗ୍ରାମରେ। ସେ ୨୦୧୪ ଜୁନ୍‌ ୧୦ରୁ…

ବ୍ଲାକ୍‌ରୋଜ୍‌ରେ ପିଟିହୋଇ ବୁଡିଗଲା ଟ୍ରଲର

ପାରାଦୀପ, ୫।୧୧(ସ୍ବ.ପ୍ର.): ପାରାଦୀପ ବନ୍ଦରଠାରୁ ୬ କି.ମି ଦୂରରେ ସୁମଦ୍ରରେ ବୁଡି ରହିଥିବା ବହୁ ଚର୍ଚ୍ଚିତ ବ୍ଲାକରୋଜ୍‌ ଜାହାଜରେ ମଙ୍ଗଳବାର ପ୍ରତ୍ୟୁଷରେ ଦୁର୍ଘଟଣା ଘଟିଛି। ମା’ ଜଗତ୍‌ଜନନୀ ନାମକ ମାଛଧରା ଟ୍ରଲର ମାଛ ଧରି ନେହେରୁବଙ୍ଗଳା ମାଛଧରା ବନ୍ଦରକୁ ଫେରୁଥିବା ବେଳେ…

ତାରପୁର ମହାନଦୀ ବ୍ରିଜ୍‌ରୁ ଡେଇଁ ବ୍ୟକ୍ତି ନିଖୋଜ

ରଘୁନାଥପୁର, ୫।୧୧(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ତାରପୁର ବାଇପାସ୍‌ ନିକଟ ମହାନଦୀ ବ୍ରିଜ୍‌ରୁ ପାଣିକୁ ଡେଇଁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କୁ ପ୍ରାୟ ୫୦ ବର୍ଷ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?