ଜଗତ୍‌ସିଂହପୁର

ଲଗାଣ ବର୍ଷା: ଭାଙ୍ଗିଲା ଘରର କାନ୍ଥ, ପରିବାର ବାସହରା

ରଘୁନାଥପୁର, ୨୭। ୯ (ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ ଭାଙ୍ଗିଗଲା ଚାଳ ଛପର ମାଟି ଘରର କାନ୍ଥ। ପରିବାର ଲୋକେ ଭୋଗୁଛନ୍ତି ହୀନସ୍ତା। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ରଘୁନାଥପୁର ତହସିଲ ରାଢଙ୍ଗ ଗଁ।ର ଦିନ ମଜୁରିଆ ଅଭିମନ୍ୟୁ ସ୍ବାଇଁଙ୍କ…

ସରିଲା ରାଜାଙ୍କ ରିମାଣ୍ଡ ଅବଧି: ମିଳିଲାନି ନୂଆ ତଥ୍ୟ

ଜଗତ୍‌ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ ୩ ଦିନିଆ ରିମାଣ୍ଡରେ ନେଇଥିଲା। ଉଦ୍ଦେଶ୍ୟ ଥିଲା ରାଜାଙ୍କଠାରୁ ହତ୍ୟା ସଂକ୍ରାନ୍ତରେ ଅଧିକ କିଛି…

ନର୍ସ ନୀହାରିକା ହତ୍ୟା ମାମଲା: ରାଜାଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଜଗତ୍‌ସିଂହପୁର ଅଫିସ,୨୪।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ପଛରେ ଆଉ କିଛି ଗୁମର ରହିଛି କି। ପ୍ରେମିକ କିଶୋର କୁମାର ଆଞ୍ଚଲ ଓରଫ ରାଜା ଏକାକି ଏହି ହତ୍ୟାକାଣ୍ଡ ଘଟାଇଥିବା ସ୍ବୀକାର କରିଥିଲେ ହେଁ ଏଥିରେ କେତେ ସତ୍ୟତା ରହିଛି।…

କ୍ରିଟିକାଲ ଏରିଆ’ ଘୋଷିତ ହେବାକୁ ଯାଉଛି ପାରାଦୀପ: ବନ୍ଦ ହେବ ନୂତନ ଶିଳ୍ପାୟନ ବାଟ

ପାରାଦୀପ,୨୩ା୯(ସ୍ବ.ପ୍ର.): ବେଳ ଥାଉ ଥାଉ କେହି ଦୃଷ୍ଟି ଦେଲେନି। ଏବେ ନେଡିଗୁଡ କହୁଣୀକୁ ବହିଗଲାଣି। ବନ୍ଦର ଭିତ୍ତିକ ଶିଳ୍ପ ନଗରୀ ପାରାଦୀପରେ ସୃଷ୍ଟି ହୋଇଛି ଏଭଳି ଅବସ୍ଥା। ଗତ ୨୦ବର୍ଷ ମଧ୍ୟରେ କ୍ରମବର୍ଦ୍ଧିଷ୍ଣୁ ପ୍ରଦୂଷଣ ଏବଂ ଜଙ୍ଗଲ କ୍ଷୟ ପ୍ରତି ପ୍ରଦୂଷଣ…

ନୀହାରିକା ହତ୍ୟା ମାମଲା: ୫ ବର୍ଷର ପ୍ରେମ, ତଥାପି ବିଗିଡ଼ିଗଲା ବୁଝାମଣା

ଜଗତ୍‌ସିଂହପୁର ଅଫିସ,୨୨ା୯: ଦୀର୍ଘ ୫ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ଅନେକ ସୁଖଦୁଃଖର ମୁହୂର୍ତ୍ତ ସାଥି ହୋଇ କଟାଇଥିଲେ। ଉଭୟଙ୍କ ପରିବାର ମଧ୍ୟ ପ୍ରେମକୁ ଦେଇଥିଲେ ସମ୍ମତି। ବିବାହ ପାଇଁ ମଧ୍ୟ ସ୍ଥିର ହୋଇଥିଲା। କିନ୍ତୁ ସାମାନ୍ୟ ବୁଝାମଣାର ଅଭାବରୁ ସବୁକିଛି…

ପ୍ରେମିକ ରାଜା ହତ୍ୟାକାରୀ: ବିବାହ କରିବାକୁ ଅମଙ୍ଗ ହେବାରୁ ନୀହାରିକାଙ୍କୁ ହତ୍ୟା

ଜଗତ୍‌ସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା) ହିଁ ହତ୍ୟାକାରୀ। ଏନେଇ ଶନିବାର ଜଗତ୍‌ସିଂହପୁର ଏସ୍‌ପି ଆର୍‌. ପ୍ରକାଶ ଏକ ଖବରଦାତା ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା…

ନୀହାରିକାକୁ ମୋ’ ପୁଅ ବହୁତ ଭଲପାଉଥିଲା, ସେ କଦାପି ମାରିପାରିବ ନାହିଁ: ରାଜାଙ୍କ ମା’

ଜଗତସିଂହପୁର ଅଫିସ/ବିରିଡି(ଡି.ଏନ୍‌.ଏ.), ୨୦।୯: ନୀହାରିକାଙ୍କୁ ମୋ’ ପୁଅ ବହୁତ ଭଲପାଉଥିଲା। ତାକୁ ସେ କଦାପି ମାରିପାରିବ ନାହିଁ। ସେ ନିର୍ଦ୍ଦୋଷ। ଘଟଣାରେ ମୋ’ ପୁଅର ସମ୍ପୃକ୍ତି ନାହିଁ। ତାକୁ ଫସାଇ ଦିଆଯାଇଛି। ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ନେଇ ପ୍ରେମିକ…

ନର୍ସ ନୀହାରିକା ହତ୍ୟା ମାମଲାର ଭିନ୍ନ ମୋଡ଼: କଟକରେ କରାଯାଇଛି ହତ୍ୟା, ବାଇକ୍‌ରେ ନେବା ଦୃଶ୍ୟ ସିସିଟିଭିରେ କଏଦ

କଟକ ଅଫିସ/ଜଗତସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ପ୍ରଥମେ ତାଙ୍କ ପ୍ରେମିକ ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ ଓରଫ ରାଜା ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବା ବେଳେ ଏବେ…

କୁନି ପ୍ରଧାନ ହତ୍ୟା ମାମଲା: ନାତି ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୨୧।୯: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ପ୍ରସନ୍ନପୁରର କୁନି ପ୍ରଧାନ(୮୩)ଙ୍କୁ ୨୦୧୪ ମସିହାରେ ତାଙ୍କ ନାତି ବଳରାମ ସ୍ବାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର…

ନୀହାରିକା ହତ୍ୟା ମାମଲା : ଆତ୍ମସମର୍ପଣ କଲେ ପ୍ରେମିକ କିଶୋର

ଜଗତ୍‌ସିଂହପୁର ଅଫିସ/ବିରିଡ଼ି (ଡି.ଏନ୍‌.ଏ.),୨୧ା୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଏବେ ଭିନ୍ନ ମୋଡ଼ ନେଇଛି। ନୀହାରିକାଙ୍କ ମୃତଦେହ ବିରିଡ଼ି ଥାନା ଅଧୀନ ବିଲୁଆଖାଇ ନଦୀପଠାରୁ ଉଦ୍ଧାର ହେବାର ୩ ଦିନ ପର୍ଯ୍ୟନ୍ତ ପୋଲିସକୁ ଧରାଛୁଅଁ। ଦେଉ ନ ଥିବା ମୁଖ୍ୟ…

ନର୍ସ ନିହାରିକା ହତ୍ୟା ମାମଲା: ପୋଲିସ ନିକଟରେ ପ୍ରେମିକଙ୍କ ଆତ୍ମସମର୍ପଣ

ଜଗତସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.), ୨୦।୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ତିନି ଦିନ ପରେ ଧରାପଡ଼ିଛନ୍ତି ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଲ। ସେ ପୋଲିସ…

ନର୍ସ ନିହାରିକା ହତ୍ୟା ମାମଲା : ପ୍ରେମିକଙ୍କୁ ନେଇ ବଢୁଛି ସନ୍ଦେହ

ଜଗତ୍‌ସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.),୧୯ା୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର ଦୁଇଦିନ ପରେ ମଧ୍ୟ ସମଗ୍ର ଘଟଣା ରହସ୍ୟାବୃତ ହୋଇରହିଛି। ବିଶେଷକରି ତାଙ୍କ ପ୍ରେମିକ ବିରିଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?