ଏସାର ଷ୍ଟିଲ ପାଇଁ ବଢୁଛି ଅଡୁଆ : ଶେଷ ହେବା ଅବସ୍ଥାରେ ଇବିଟିପିଏଲ୍ ଚୁକ୍ତି ଅବଧି
ପାରାଦୀପ,୧୭ା୮(ସ୍ବ.ପ୍ର.): ଦେଶର ଅନ୍ୟତମ ପ୍ରତିଷ୍ଠିତ କମ୍ପାନୀ ଏସାର ଷ୍ଟିଲ ଏବେ ବିଭିନ୍ନ କାରଣ ପାଇଁ ଚର୍ଚ୍ଚାରେ ରହିଛି। କମ୍ପାନୀର ଦେବାଳିଆସ୍ଥିତି ପାଇଁ ବ୍ୟାଙ୍କର୍ସମାନେ ବିକ୍ରି ପାଇଁ ଉଦ୍ୟମ ଚଳାଇଛନ୍ତି। ଆର୍ସେଲର ମିତ୍ତଲ ଉକ୍ତ କମ୍ପାନୀ ଅଧିଗ୍ରହଣ କରିବା ମାମଲା ଏବେ କୋର୍ଟରେ…
ଦଳେଇଘାଇଠାରେ ବିପଦ ସଙ୍କେତଠାରୁ ୪ ଫୁଟ୍ ୯ ଇଞ୍ଚ୍ ତଳେ ବନ୍ୟାଜଳ ପ୍ରବାହିତ
ବିରିଡ଼ି,୧୪ା୮(ଡି.ଏନ.ଏ.): ଦଳେଇଘାଇଠାରେ ବୁଧବାର ବନ୍ୟାଜଳ ବିପଦ ସଙ୍କେତଠାରୁ ୪ଫୁଟ୍ ୯ଇଞ୍ଚ୍ ତଳେ ପ୍ରବାହିତ ହେଉଛି। ଅର୍ଥାତ୍ ସନ୍ଧ୍ୟାରେ ୫୨ ଫୁଟ୍ ୩ ଇଞ୍ଚ ରହିଛି। ଏଣୁ ଆଗକୁ ବନ୍ୟାଜଳ ବଢ଼ିବା ଆଶଙ୍କା କରାଯାଉଛି। ଏଥିପାଇଁ ଜଳସମ୍ପଦ ବିଭାଗ ଅଭିଜ୍ଞ ଅଧୀକ୍ଷଣଯନ୍ତ୍ରୀ ବିଜୟ…
ପିଆଇସିଟିକୁ ଅହେତୁକ ଅନୁକମ୍ପା : କ୍ଲିନ କାର୍ଗୋ ବର୍ଥରେ ପରିବହନ ହେଉଛି ଡଷ୍ଟ କାର୍ଗୋ
ପାରାଦୀପ,୧୪ା୮(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ ପର୍ଯ୍ୟାୟ କ୍ରମେ ସବୁ ବ୍ୟବସ୍ଥାର ଘରୋଇକରଣ ହୋଇଚାଲିଛି। ଏହି ବ୍ୟବସ୍ଥାରେ ବନ୍ଦର ବର୍ଥଗୁଡିକ ଘରୋଇ ସଂସ୍ଥାକୁ ବିଓଟି ( ବିଲ୍ଡ ଅପରେଟ ଆଣ୍ଡ ଟ୍ରାନ୍ସଫର) ଦାୟିତ୍ୱ ଦିଆଯାଉଛି। ଏବେ ସୁଦ୍ଧା ୪ଟି…
ବର୍ଷାଦିନେ ନଦୀବନ୍ଧ ପଥର ପ୍ୟାକିଂ : ସୂଚନା ଫଳକରେ ସୀମିତ ରହିଛି କାର୍ଯ୍ୟ
ନାଉଗାଁ,୧୪।୮(ସ୍ବ.ପ୍ର.): ନାଉଗାଁ ବ୍ଲକର ଗଜରାଜପୁର, ରୋହିଆ, ବଛାଳୋ, ଗଳଦାରୀ, ଶିଖର, ଓଷକଣା ଓ କୋରୁଅ ଆଦି ପଞ୍ଚାୟତ ଦେଇ ପ୍ରବାହିତ ହୋଇଛି ଦେବୀ ନଦୀ। ତଳିଆ ଅଞ୍ଚଳ ହୋଇଥିବାରୁ ଅତ୍ୟଧିକ ବର୍ଷା ହେଲେ କିମ୍ବା ନଦୀରେ ବନ୍ୟା ଆସିଲେ ଏସବୁ ପଞ୍ଚାୟତର…
ଆଡ଼ିବନ୍ଧ ପାଇଁ ତାଳଦଣ୍ଡା କେନାଲରେ ଜଳ ପ୍ରବାହ ବାଧାପ୍ରାପ୍ତ
ପାରାଦୀପ,୧୩।୮(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ପାରାଦୀପର ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଏବେ ବିଭିନ୍ନ କାରଣରୁ ସଙ୍କୁଚିତ ଓ ପ୍ରଦୂଷିତ ହେବାରେ ଲାଗିଛି। ଏଥିପାଇଁ କେନାଲର ଜଳଧାରଣ କ୍ଷମତା ୧୧ କ୍ୟୁସେକରୁ ହ୍ରାସପାଇ ୩ କ୍ୟୁସେକରେ ପହଞ୍ଚତ୍ଲାଣି। ଏବେ କେନାଲର ଏକାଧିକ ସ୍ଥାନରେ…
ଉଦ୍ଘାଟନକୁ ବିତିଲାଣି ଅଢ଼େଇବର୍ଷ : କାମରେ ଲାଗୁନି ବିଜୁ ଯାତ୍ରୀ ନିବାସ
ପାରାଦୀପ,୧୩।୮(ସ୍ବ.ପ୍ର.): ପାରାଦୀପକୁ ବର୍ଷତମାମ ବହୁ ପର୍ଯ୍ୟଟକ, ଦେଶ ବିଦେଶର ବହୁ ଛାତ୍ରୀଛାତ୍ର ଓ ଅନ୍ୟ ଅତିଥିମାନେ ଆସୁଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ସେମାନଙ୍କ ରହଣୀ ପାଇଁ ସେଭଳି ବିଶେଷ ବ୍ୟବସ୍ଥା ନାହିଁ। ଏହାକୁ ଦୃଷ୍ଟିରେ ରଖି ପାରାଦୀପ ପୌରପାଳିକା ପକ୍ଷରୁ ସମୁଦ୍ରକୂଳ…
ଭାରିଯାନ କବ୍ଜାରେ ୫ନଂ.(କ) ଜାତୀୟ ରାଜପଥ : ନିୟମ ବାହାରେ କ୍ଷମତାଶାଳୀଙ୍କ ଗାଡ଼ି
ପାରାଦୀପ,୧୨ା୮(ସ୍ବ.ପ୍ର.): ପାରାଦୀପ ଚଣ୍ଡିଖୋଲ ୫ନଂ.(କ) ଜାତୀୟ ରାଜପଥରେ ଶୃଙ୍ଖଳିତ ଭାବେ ଭାରିଯାନ ଚଳାଚଳ ନିମେନ୍ତ ପ୍ରଶାସନ ଓ ଜେସିସି (ଜଏଣ୍ଟ କୋଅର୍ଡିନେଶନ କମିଟି) ମଧ୍ୟରେ ଆଲୋଚନା ହୋଇ ନିର୍ଦ୍ଦିଷ୍ଟ ନିୟମ କରାଯାଇଛି। ନିୟମ ଅନୁଯାୟୀ ସମସ୍ତ ଟ୍ରକ୍ ରାସ୍ତାର ବାମ ପାର୍ଶ୍ୱରେ…
ପାରାଦୀପ ବନ୍ଦର ଚିକିତ୍ସାଳୟରେ ଆନ୍ଦୋଳନ ପରେ ମିଳିଲା ନିଶୁଳ୍କ ଚିକିତ୍ସା: ତଥାପି କିଣିବାକୁ ପଡୁଛି ଔଷଧ
ପାରାଦୀପ,୧୧ା୮(ସ୍ବ.ପ୍ର.): ପାରାଦୀପ ବନ୍ଦର ଚିକିତ୍ସାଳୟରେ ଆଉ ଟିକେଟ କାଟିବା ପାଇଁ ରୋଗୀଙ୍କୁ ଟଙ୍କା ଦେବାକୁ ପଡିବ ନାହିଁ। ଅର୍ଥାତ ସାଧାରଣ ଲୋକ ମଧ୍ୟ ଉକ୍ତ ଚିକିତ୍ସାଳୟରେ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ଭଳି ନିଃଶୁଳ୍କ ସେବା ପାଇପାରିବେ। ଏପରି ହେବା ପଛରେ ଭୁତମୁଣ୍ଡାଇଠାରେ ପ୍ରସ୍ତାବିତ…
ପ୍ରାଥମିକ ବିଦ୍ୟାଳୟକୁ ଆଉ ଆସୁନି ପାଠ୍ୟୋପକରଣ : ସରକାରଙ୍କ ଅଜବ ନୀତିରେ ନିରାଶ ଛାତ୍ରୀଛାତ୍ର
ଜଗତ୍ସିଂହପୁର ଅଫିସ,୧୧ା୮: ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରତି ପିଲାମାନଙ୍କୁ ଆକର୍ଷିତ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ମାଗଣା ବହି, ପୋଷାକ ସାଙ୍ଗକୁ ମଧ୍ୟାହ୍ନ ଭୋଜନ ଦେଉଛନ୍ତି। ବିଦ୍ୟାଳୟରେ ନାମଲେଖା ଫି ମଧ୍ୟ ଛାଡ କରାଯାଇଛି। କିନ୍ତୁ ମଝିରେ…
ତଳିଆ ଅଞ୍ଚଳରେ ପହଞ୍ଚୁନି କେନାଲ ପାଣି : ବିଲ ମୁଣ୍ଡରେ ବସି ଫେରୁଛନ୍ତି ଚାଷୀ
କୁଜଙ୍ଗ,୧୦ା୮(ସ୍ବ.ପ୍ର.): ଶ୍ରାବଣ ମାସ ସରିବାକୁ ବସିଲାଣି, ମାତ୍ର ଚାଷୀଙ୍କ ଜଳସେଚନ ଚିନ୍ତା ଦୂର ହେଉନାହିଁ। ଆବଶ୍ୟକ ଅନୁଯାୟୀ ବର୍ଷା ହୋଇ ନ ଥିବାରୁ ଚାଷକାର୍ଯ୍ୟ ଠିକ୍ ଭାବେ ହୋଇପାରୁନି। ସେପଟେ କେନାଲ ତଳମୁଣ୍ଡକୁ ପାଣି ଆସୁନାହିଁ। ଚାଷୀ ଜଳ ନ ପାଇ…
ମରାମତି ହୋଇପାରୁନି ନଦୀବନ୍ଧ : ଜଳସମ୍ପଦ ବିଭାଗର ଅର୍ଥ ଅଭାବ
ବିରିଡ଼ି,୯।୮(ଡି.ଏନ.ଏ.): ରାଜନୈତିକ ଇଚ୍ଛା ଶକ୍ତିର ଅଭାବ ଓ ଜଳ ସମ୍ପଦ ବିଭାଗର ଖାମଖିଆଲ ନୀତି ଯୋଗୁ ଜଗତ୍ସିଂହପୁର ଜଳସମ୍ପଦ ଡିଭିଜନ ଅଧୀନ ୨୨ ମୌଜା ଶଙ୍ଖାରିସାହି ସେକ୍ସନର ବିଲୁଆଖାଇ ଓ ଦେବୀ ନଦୀବନ୍ଧ ଦୀର୍ଘବର୍ଷ ହେଲା ମରାମତି ହୋଇପାରୁନାହିଁ। ଫଳରେ ଏହି…
ବିପଦ ସୃଷ୍ଟି କରୁଛି ବାଡ଼ା ବିହୀନ ପୋଲ
ବାଲିଆ,୯।୮: ଜଳସେଚନ ବିଭାଗର ବେପରୁଆ ନୀତି ଓ ଠିକାଦାରଙ୍କ ମନମୁଖି କାର୍ଯ୍ୟ ଯୋଗୁ ଜନସାଧାରଣ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି ଜଗତ୍ସିଂହପୁର ଜଳସେଚନ ବିଭାଗ ଅଧୀନ ମାଛଗାଁ ମୁଖ୍ୟ କେନାଲର କଇଜଙ୍ଗା ସେକ୍ସନ ଅନ୍ତର୍ଗତ ଧ୍ୟାନକୁଦ…
Archives


