ଶାରଳା ମନ୍ଦିର : ନିର୍ଦ୍ଦେଶ ମାନିଲେନି ଦୋକାନୀ, କାର୍ଯ୍ୟାନୁଷ୍ଠାନ ଶୂନ
ଜଗତ୍ସିଂହପୁର ଅଫିସ,୨ା୮: ଝଙ୍କଡ଼ବାସିନୀ ମା’ଶାରଳାଙ୍କ ପୀଠ ପରିସରରେ ପାର୍କିଂ ନିଲାମୀ ନେଇଥିବା ବ୍ୟକ୍ତି, ଭୋଗ ଓ ଦୀପ ଦୋକାନୀ ଦୀର୍ଘଦିନ ଧରି ରାଜସ୍ବ ଲୁଟି ଚାଲିଥିଲେ ସୁଦ୍ଧା ଦେବୋତ୍ତର ବିଭାଗ ନୀରବ। ଏ ସମ୍ପର୍କିତ ଖବର ପ୍ରଥମେ ଧରିତ୍ରୀରେ ପ୍ରକାଶ...
ବିପର୍ଯ୍ୟସ୍ତ ଅବସ୍ଥାରେ ମାର୍କେଟ କମ୍ପ୍ଲେକ୍ସ : ଭଡ଼ା ଅର୍ଥ କିଏ ନେଉଛି ଜଣାନାହିଁ
ନାଉଗାଁ,୨ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳର ବେକାର ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ବିଭିନ୍ନ ପଞ୍ଚାୟତର ଛକ ଜାଗା, ବଜାର ଆଦି ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରୁଛନ୍ତି। ଏସବୁ ମାର୍କେଟ କମ୍ପ୍ଲେକ୍ସର ତଦାରଖ ଦାୟିତ୍ୱ ପଞ୍ଚାୟତକୁ ପ୍ରଦାନ କରାଯାଇଛି। ହେଲେ ନାଉଗଁା...
ଜଗତ୍ସିଂହପୁର ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୧୨୬ ବିଦ୍ୟାଳୟରେ ନାହାନ୍ତି ପ୍ରଧାନଶିକ୍ଷକ
ଜଗତ୍ସିଂହପୁର ଅଫିସ,୧ା୮: ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଥିବା ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ବାସ୍ତବରେ ସରକାରୀ ଉଦାସୀନତା ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରୋତ୍ସାହନ ଦେଉଛି। ଯାହା ଜଗତ୍ସିଂହପୁର ଜିଲାରେ ଦେଖିବାକୁ ମିଳଛି। ଏହି ଜିଲାରେ ୧୬୪ଟି...
ଅପରେଶନ ପରୀ: ୨ ନାବାଳିକା ଉଦ୍ଧାର
ପାରାଦୀପ,୧ା୮(ସ୍ବ.ପ୍ର.): ଅପରେଶନ ପରୀ ମାଧ୍ୟମରେ ପାରାଦୀପ ଆଦର୍ଶ ଥାନା ଓ ଅଭୟଚାନ୍ଦପୁର ଥାନା ଅଞ୍ଚଳରୁ ପୋଲିସ ୨ ନାବାଳିକାଙ୍କୁ ଉଦ୍ଧାର କରିଛି। ଏଥିସହିତ ସେମାନଙ୍କୁ ଅପହରଣ କରିଥିବା ନାବାଳକ ଦ୍ୱୟ ମଧ୍ୟ ଧରା ପଡ଼ିଛନ୍ତି। ଅଭୟଚାନ୍ଦପୁର ପୋଲିସ ସୂଚନା ଅନୁସାରେ,...
ଡ୍ରେନ୍ ପାଲିଟିଛି ମଶାଙ୍କ ଆବାସସ୍ଥଳୀ
ଏରସମା,୧ା୮(ସ୍ବ.ପ୍ର.): ଏରସମା ବ୍ଲକ ସଦରମହକୁମାସ୍ଥିତ ଡ୍ରେନ ଗୁଡ଼ିକ ଦୀର୍ଘ ଦିନ ହେବା ସଫା କରାଯାଉ ନାହିଁ। ଫଳରେ ତାହା ବର୍ତ୍ତମାନ ଏଡିସ୍ ମଶାଙ୍କ ଆବାସସ୍ଥଳୀ ପାଲଟିଛି। ଏଥିସହିତ ବର୍ଷାଜଳ ପ୍ରବାହିତ ହେବାରେ ବାଧା ସୃଷ୍ଟି ହୋଇଛି। କିନ୍ତୁ ଏଥିପ୍ରତି ପ୍ରଶାସନର...
ଫନୀର ୩ ମାସ ପରେ କମିନି ଦୁର୍ଦ୍ଦଶା : ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ବିପନ୍ନ
ବାଲିଆ,୩୧।୭: ଫନୀ ବାତ୍ୟା ହେବାର ଇତିମଧ୍ୟରେ ୩ ମାସ ବିତିଲାଣି, ଅଥଚ ଏ ପର୍ଯ୍ୟନ୍ତ ବିପନ୍ନଙ୍କ ଦୁର୍ଦ୍ଦଶା ଦୂର ହୋଇନାହିଁ। ଅଦ୍ୟାବଧି ଜଣେ ହେଲେ ବାତ୍ୟା ବିପନ୍ନ ଘରଭଙ୍ଗା ସହାୟତା ପାଇନାହାନ୍ତି। ଫଳରେ ବାଧ୍ୟହୋଇ ସେମାନେ ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି।...
ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର
ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍, ସାର ଆଦି ରଖି ବ୍ୟବସାୟ କରୁଥିଲେ। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ...
ଭଡ଼ାରେ ଲାଗିଛି ପଞ୍ଚାୟତ କାର୍ଯ୍ୟାଳୟ: ନୋଟିସ ପ୍ରଦାନ ପରେ ବି ଖାଲି ହେଉନି ଗୃହ
ନାଉଗଁା,୩୦ା୭(ସ୍ବ.ପ୍ର.): ପଞ୍ଚାୟତ କାର୍ଯ୍ୟାଳୟର ଆଧୁନିକୀକରଣ ପାଇଁ ସରକାର ବିପୁଳ ଅନୁଦାନ ଯୋଗାଇ ଦେଉଛନ୍ତି। କିନ୍ତୁ କେତେକ ଦାୟିତ୍ୱହୀନ ଅଧିକାରୀଙ୍କ ଯୋଗୁ ଏସବୁ ଅନୁଦାନ ଠିକ୍ ଭାବେ ବିନିଯୋଗ ହୋଇପାରୁନାହିଁ। ବିଶେଷ କରି ନାଉଗଁା ବ୍ଲକରେ ଏଭଳି ଦେଖିବାକୁ ମିଳୁଛି। ପଞ୍ଚାୟତ...
ମିଳୁନି ଆବାସ ଯୋଜନାରେ ଘର: ପଲିଥିନ ତଳେ ମୂର୍ତ୍ତି କାରିଗରଙ୍କ ପରିବାର
ନାଉଗଁା,୩୦ା୭(ସ୍ବ.ପ୍ର.): ନାଉଗଁା ବ୍ଲକ ଜାମୁଗଁା ପଞ୍ଚାୟତ ରଘୁନାଥପୁର ଗ୍ରାମର ଚନ୍ଦେଶ୍ୱର ଲେଙ୍କା। ଜଣେ ମୂର୍ତ୍ତି କାରିଗର ଭାବେ ସେ ସ୍ଥାନୀୟ ଅଞ୍ଚଳରେ ଜଣାଶୁଣା। ଦୀର୍ଘ ୩୦ବର୍ଷ ହେଲା ସେ ଗଣେଶ ପୂଜା, ସରସ୍ବତୀ ପୂଜା, ଖୁଦୁରୁକୁଣୀ ଆଦି ବିଭିନ୍ନ ପର୍ବ...
୧୭ ବର୍ଷରେ ଖର୍ଚ୍ଚ ହେଲାଣି ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା :କାମରେ ଲାଗୁନି ସ୍ଲୁଇସ ଗେଟ୍
ନାଉଗାଁ,୨୮ା୭(ସ୍ବ.ପ୍ର.): ଅନିୟମିତ ବର୍ଷା ଯୋଗୁ ଚଳିତବର୍ଷ ନାଉଗାଁ ବ୍ଲକ ଅଞ୍ଚଳରେ ଚାଷ କାର୍ଯ୍ୟ ବ୍ୟାପକ ମାତ୍ରାରେ ପ୍ରଭାବିତ ହୋଇଛି। କେଉଁଠି ତଳି ଘେରା ଫାଟି ଆଁ କଲାଣି ତ ଆଉ କେଉଁଠି ବର୍ଷା ଅଭାବରୁ ଗଜା ମରୁଡି ଦେଖାଦେଇଛି। କଁା...
କୁଜଙ୍ଗ ବ୍ଲକରେ ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ : କୂଅ, ପୋଖରୀ ପାଣି ପିଉଛନ୍ତି ଲୋକେ
କୁଜଙ୍ଗ,୨୮ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏବେ କୋଟି କୋଟି ଟଙ୍କାର ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ ହୋଇ ରହିଛି। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକେ ବିଶୁଦ୍ଧ ପାନୀୟଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏପରି କି କେତେକ ପଞ୍ଚାୟତରେ ବର୍ଷ ବର୍ଷ...
ନିଜ ପକେଟ ଗରମରେ ବ୍ୟସ୍ତ ଅବକାରୀ କର୍ମଚାରୀ: ରାଜସ୍ବ ଆଦାୟକୁ ଧ୍ୟାନ ନାହିଁ, ଧାର୍ଯ୍ୟ ଲକ୍ଷ୍ୟର ଅଧା ବି ପୂରଣ ହେଉନି
ଜଗତ୍ସିଂହପୁର ଅଫିସ,୨୬ା୭ : ଜଗତ୍ସିଂହପୁର ଜିଲାରେ ଦିନକୁ ଦିନ ବେଆଇନ ମାଦକ ଦ୍ରବ୍ୟ କାରବାର ବଢିଚାଲିଛି। ପୋଲିସ ଓ ଅବକାରୀ ବିଭାଗର ଅସାଧୁ କର୍ମଚାରୀମାନେ ଏହାକୁ ପ୍ରୋତ୍ସାହନ ପ୍ରଦାନ କରି ନିଜ ପକେଟ ଗରମ କରୁଥିବାବେଳେ ସରକାର ବିପୁଳ ପରିମାଣର...
Archives


