ଜଗତ୍‌ସିଂହପୁର

କେନାଲରେ ଆସିନି ପାଣି, ଶୁଖିଲାଣି ୭୦ ପ୍ରତିଶତ ତଳି ଘେରା

ରଘୁନାଥପୁର,୨୬ା୭(ଡି.ଏନ୍‌.ଏ.): ଶ୍ରାବଣ ମାସରେ ମଧ୍ୟ ଆଶାନୁରୂପ ବର୍ଷା ନାହିଁ। ଫଳରେ ଚଳିତ ଖରିଫ ଋତୁରେ ଧାନଚାଷ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ବିଶେଷ କରି ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ମାଛଗଁା କେନାଲ ନଂ.୬, ୭ ଓ ୮ରେ ପାଣି...

ଚାଉଳ ମିଳୁଛି, ହିତାଧିକାରୀ ଜାଣିନାହାନ୍ତି : ଲୁଟି ନେଉଛନ୍ତି ରିଟେଲର

ଜଗତ୍‌ସିଂହପୁର ଅଫିସ,୨୩ା୭: ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଗରିବ ପରିବାରକୁ ଚାଉଳ, କିରୋସିନ ଆଦି ସାମଗ୍ରୀ ପ୍ରଦାନ ନିମନ୍ତେ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ପରିତାପର ବିଷୟ ପ୍ରକୃତ ହିତାଧିକାରୀଙ୍କ ପାଖରେ ଏସବୁ ସାମଗ୍ରୀ ପହଞ୍ଚତ୍ପାରୁନାହିଁ। କେତେକ କ୍ଷେତ୍ରରେ ଗରିବ...

କୁଜଙ୍ଗରେ ମରୁଡିର ପଦଧ୍ୱନୀ : ତଳିକୁ ଦେଖି ଟଳିପଡ଼ିଲେ ଚାଷୀ

କୁଜଙ୍ଗ,୨୩ା୭(ସ୍ବ.ପ୍ର.): ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିଲେ ମଧ୍ୟ ବର୍ଷା ଦେଖାନାହିଁ। ଏଥିଯୋଗୁ ଜଗତ୍‌ସିଂହପୁର ଜିଲାର ଉପକୂଳ କୁଜଙ୍ଗ ଅଞ୍ଚଳରେ ମରୁଡ଼ିର ପଦଧ୍ୱନୀ ଶୁଣାଗଲାଣି। ବହୁ କଷ୍ଟରେ ଚାଷୀ ଯେଉଁ ତଳି ପକାଇଥିଲେ ବର୍ଷା ଅଭାବରୁ ସେସବୁ ନଷ୍ଟ ହେବାକୁ ବସିଲାଣି।...

ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ

ବିରିଡ଼ି,୨୨।୭(ଡି.ଏନ.ଏ): ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ କରି ସଚେତନତା ଅଭିଯାନ ଆରମ୍ଭ କରିଛି ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ଯୁବ ଶାଖା ମଦମୁକ୍ତି ବାହିନୀ। ରବିବାର ମଦମୁକ୍ତି ବାହିନୀର କର୍ମକର୍ତ୍ତାମାନେ ବିରିଡ଼ି ବ୍ଲକ ୨୨ ମୌଜାର...

ବ୍ୟବହାର ନ କରି ଫିଙ୍ଗାଯାଉଛି ବିପୁଳ ଔଷଧ

ଏରସମା,୨୨ା୭(ସ୍ବ.ପ୍ର.): ଏରସମା ବ୍ଲକ ସଦରମହକୁମାସ୍ଥିତ ପ୍ରାଣୀ ଚିକିତ୍ସାଳୟ ପାଚେରି ବାହାରେ ପଡିଛି ବିପୁଳ ପରିମାଣର ଏକ୍ସପାଏରୀ ଔଷଧ। ପ୍ରାଣୀଙ୍କ ଚିକିତ୍ସା ନିମନ୍ତେ ଆବଶ୍ୟକ ବେଳେ ଔଷଧ ଦିଆଯା ନ ଯାଇ ଏସବୁ ନଷ୍ଟ ହୋଇଯିବା ପରେ ବାହାରେ ଫିଙ୍ଗିଦିଆଯାଉଥିବା ଅଭିଯୋଗ...

ଅଧାପନ୍ତରିଆ ହୋଇ ପଡ଼ିରହିଛି ପାଇଖାନା, ବିଲ୍‌ କରି ନେଇଛନ୍ତି ସ୍ବେଚ୍ଛାସେବୀ

ନାଉଗାଁ,୧୯।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ତିରୁଣା ପଞ୍ଚାୟତର ଦହିପାଳ ହରିଜନ ସାହିରେ ସ୍ବଚ୍ଛ ଭାରତ ଅଭିଯାନରେ ନିର୍ମାଣ କରାଯାଇଛି ପାଇଖାନା। ମାତ୍ର ପାଇଖାନା ନିର୍ମାଣ କରିଥିବା ସ୍ବେଚ୍ଛାସେବୀ ବିଲ୍‌ କରି ନେଇଥିବାବେଳେ ଏହା ଅଧାପନ୍ତରିଆ ହୋଇପଡ଼ିଛି। ସ୍ବଚ୍ଛ...

କାଗଜକଲମରେ ଚାଲିଛି ଉଠା ଜଳସେଚନ ପ୍ରକଳ୍ପ : ବର୍ଷା ଅଭାବରୁ ତଳିଘେରା ଫାଟି ଆଁ କରିଛି

ନାଉଗାଁ,୧୮।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକରେ ଚଳିତବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷକାର୍ଯ୍ୟରେ ବାଧା ଉପୁଜିଛି। ବ୍ଲକର ୧୬ଟି ପଞ୍ଚାୟତ ମଧ୍ୟରୁ ତିରୁଣା, ଡାବର ପଞ୍ଚାୟତରେ ଜୁନ୍‌ ପ୍ରଥମ ସପ୍ତାହରେ ଖରୁଡ଼ି ବୁଣାକାର୍ଯ୍ୟ ସରିଥିବାବେଳେ କୋରୁଅ, ଶିଖର, ଓଷକଣା, ଡେରିକି...

ପିଆଇସିଟିରେ ଅଘଟଣ : ଶ୍ରମିକ ଆହତ, ପ୍ରତିବାଦରେ ବିକ୍ଷୋଭ

ପାରାଦୀପ,୧୮।୭(ସ୍ବ.ପ୍ର.) : ପାରାଦୀପ ବନ୍ଦରରେ ୩୦ ବର୍ଷ ପାଇଁ କାମ ପାଇଥିବା ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ରେ ଗୁରୁବାର ସକାଳେ ଏକ ଅଘଟଣ ଘଟିଛି। ବ୍ୟାଗିଂ ସାଇଟ୍‌ରେ ଜଣେ ଶ୍ରମିକ ସାର ଅନ୍‌ଲୋଡ୍‌ କରୁଥିବାବେଳେ କନ୍‌ଭେୟର ବେଲ୍ଟରେ ତାଙ୍କ...

୭ ବର୍ଷ ହେଲା ନାହାନ୍ତି ସ୍ଥାୟୀ ଡାକ୍ତର, ୫ ପଞ୍ଚାୟତର ଲୋକେ ପାଉନାହାନ୍ତି ସ୍ବାସ୍ଥ୍ୟସେବା

ନାଉଗାଁ,୧୧ା୭(ସ୍ବ.ପ୍ର.): ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଯୋଜନା ଉପରେ ଯୋଜନା କରିଚାଲିଛନ୍ତି। ପ୍ରତି ୫ ହଜାର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ୨୫ ହଜାର ଜନସଂଖ୍ୟାକୁ ଆଧାର କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇଛି। ନିରାମୟ...

ସ୍ଲୁଇସ ଗେଟ୍‌ କାମ ନିମ୍ନମାନର: ପ୍ରଭାବିତ ହେବେ ୫ ପଞ୍ଚାୟତର ଚାଷୀ

ନାଉଗାଁ,୧୧ା୭(ସ୍ବ.ପ୍ର.): ଚାଷ ଜମିରୁ ଉଦ୍‌ବୃତ ଜଳ ନିଷ୍କାସନ ସହିତ ଆବଶ୍ୟକ ସମୟରେ ସଂରକ୍ଷିତ ଜଳକୁ ଚାଷ କାର୍ଯ୍ୟରେ ବିନିଯୋଗ କରିବା ନିମନ୍ତେ ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ଗୋବରୀ ନଦୀରେ ସ୍ଲୁଇସ ଗେଟ୍‌ ନିର୍ମାଣ କରାଯାଇଛି। ତେବେ ରକ୍ଷଣାବେକ୍ଷଣ ଅଭାବରୁ...

ଫାର୍ମାସିଷ୍ଟ ନିଯୁକ୍ତିକୁ ବିରୋଧ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୧।୭(ସ୍ବ.ପ୍ର.) : ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତର ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନ ଥିବାରୁ ସ୍ବାସ୍ଥ୍ୟସେବାରେ ସମସ୍ୟା ସୃଷ୍ଟି ହେଉଥିଲା। ଏପରିକି ନିଯୁକ୍ତ ଫାର୍ମାସିଷ୍ଟଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ସେବା ପ୍ରଦାନ...

ପ୍ରସ୍ତାବିତ ଟ୍ରକ ଟର୍ମିନାଲ ବିରୋଧରେ ମହିଳାଙ୍କ ବିକ୍ଷୋଭ

କୁଜଙ୍ଗ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦର ପକ୍ଷରୁ ଭୂତମୁଣ୍ଡାଇଠାରେ ୧୦ହଜାର ଟ୍ରକ୍‌ ରହଣୀ ପାଇଁ ଏକ ଟ୍ରକ୍‌ ଟର୍ମିନାଲ ନିର୍ମାଣ କରିବାକୁ ଉଦ୍ୟମ ଚାଲିଛି। ତେବେ ଏକ ଜନବସତି ଅଞ୍ଚଳରେ ଏଭଳି ଏକ ପ୍ରଦୂଷଣ ସୃଷ୍ଟିକାରୀ ପ୍ରକଳ୍ପ ନିର୍ମାଣକୁ ସ୍ଥାନୀୟ ଲୋକେ ଜୋରଦାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri