ଜଗତ୍‌ସିଂହପୁର

ବର୍ଷାରେ ଭାସିଗଲା ଖୁସି : ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି

ପାରାଦୀପ,୨୭।୮(ସ୍ବ.ପ୍ର.): ପାରାଦୀପରେ ରବିବାର ସର୍ବାଧିକ ୮୯ ମିମି ବର୍ଷା ହୋଇଛି। ଏଥିରେ ନୋଳିଆ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ୟାପକ ଭାବେ କ୍ଷୟକ୍ଷତି ହୋଇଛି। ସ୍କୁଲ ଘର ଭିତରେ ଆଣ୍ଠୁଏ ବର୍ଷାପାଣି ଜମି ରହିବା ଫଳରେ ଉଜ୍ଜଳ-ଉତ୍‌ଥାନ କାର୍ଯ୍ୟକ୍ରମ ପୁସ୍ତିକା, ଖୁସି…

ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ ବିରୋଧ: ମହାବିଦ୍ୟାଳୟ ସମ୍ମୁଖରେ ଧାରଣା

ନାଉଗାଁ,୨୪ା୮(ସ୍ବ.ପ୍ର.): ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ସରକାର ବନ୍ଦ କରିଛନ୍ତି। ଉକ୍ତ ନିର୍ବାଚନକୁ ନେଇ ମହାବିଦ୍ୟାଳୟରେ ଛାତ୍ରମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅଗଣତନ୍ତ୍ରଭାବେ ସରକାର ଛାତ୍ର ସଂସଦ ନିର୍ବଚନ ବନ୍ଦ କରିବା ପ୍ରତିବାଦରେ ବିଭିନ୍ନ ମହାବିଦ୍ୟାଳୟ ତରଫରୁ ଏହାକୁ ବିରୋଧ…

ଅକଥନୀୟ ଅତ୍ୟାଚାରର ସାକ୍ଷୀ ବ୍ରିଟିଶ କୋଠି

ଏରସମା,୨୪।୮(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଦ୍ୱାରା ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ବିଭିନ୍ନ ସ୍ଥାନରେ ଥିବା ଐତିହାସିକ ସ୍ମୃତିସ୍ଥମ୍ଭ, ପୀଠସ୍ଥଳୀ ଓ ରାଜପ୍ରାସାଦ ଆଦିର ପୁନରୁଦ୍ଧାର କରାଯାଉଛି। ମାତ୍ର ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ବିଦ୍ୟାଳୟରେ ତାଲା

ନାଉଗାଁ,୨୩।୮(ସ୍ବ.ପ୍ର.): ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତରେ ଥିବା ଗୋପାଳଜୀଉ ଉ.ପ୍ରା. ବିଦ୍ୟାଳୟର ସହକାରୀ ଶିକ୍ଷକ ଉମାକାନ୍ତ ଆଚାଯର୍‌ୟଙ୍କୁ ନିଳମ୍ବନ କରିବା ପ୍ରତିବାଦରେ ଗୁରୁବାର ଛ୍ରାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷା କମିଟି ସଦସ୍ୟମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଦେବା…

ମହାନଦୀ ପୋଲକୁ ବିପଦ ଭାରିଯାନ: ଅଟକି ରହୁଛି ଶତାଧିକ ଟ୍ରକ

ପାରାଦୀପ,୨୩।୮(ସ୍ବ.ପ୍ର.): ପାରାଦୀପ-ଚଣ୍ଡିଖୋଲ ୫ନଂ (କ) ଜାତୀୟ ରାଜପଥର ଭୂତମୁଣ୍ଡାଇଠାରେ ମହାନଦୀ ଉପରେ ନିର୍ମାଣ ହୋଇଛି ଏକ ବୃହତ ପୋଲ। ୯୭୦ ମିଟର ଲମ୍ବ ବିଶିଷ୍ଟ ଏହି ପୋଲ ଉପରେ ଏବେ ଶତାଧିକ ଭାରିଯାନ ଧାଡ଼ିରେ ଅଟକି ରହୁଛି। ଅର୍ଥାତ୍‌ ପୋଲର ଗୋଟିଏ…

ପାରାଦୀପ-ହରିଦାସପୁର ରେଳପଥ : କାର୍ଯ୍ୟରେ ଅଙ୍କୁଶ ଲଗାଇଲେ ଏନ୍‌ଜିଟି

ପାରାଦୀପ,୨୩।୮(ସ୍ବ.ପ୍ର.): ପାରାଦୀପ-ହରିଦାସପୁର ରେଳପଥ ନିର୍ମାଣକୁ ନେଇ ଏବେ ପୁଣି ବିବାଦ ସୃଷ୍ଟି ହୋଇଛି। ଏହି ରେଳପଥ ନିର୍ମାଣ କ୍ଷେତ୍ରରେ ଅନିୟମିତତା ଏବଂ ଇଆଇଏ (ଏନଭର୍ନମେଣ୍ଟ ଇମ୍ପ୍ୟାକ୍ଟ ଆସେସମେଣ୍ଟ)କୁ ନେଇ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) କାର୍ଯ୍ୟରେ ଅଙ୍କୁଶ ଲଗାଇଛନ୍ତି। ସୂଚନା ଅନୁଯାୟୀ,…

ଶିକ୍ଷକ ନିଲମ୍ବନ ପ୍ରତିବାଦରେ ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଛାତ୍ରୀଛାତ୍ର

ନାଉଗାଁ,୨୨।୮(ସ୍ବ.ପ୍ର.): ଜଗତସିଂହପୁର ଜିଲା ଅନ୍ତର୍ଗତ ନାଉଗାଁ ବ୍ଲକ ଗଜରାଜପୁର ପଞ୍ଚାୟତର ଗୋପାଳଜିଉ ବିଦ୍ୟାଳୟର ସହକାରୀ ଶିକ୍ଷକ ଉମାକାନ୍ତ ଆଚାର୍ଯ୍ୟଙ୍କୁ ବୁଧବାର ନିଲମ୍ବନ କରାଯାଇଥିଲା। ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିବା ପାଇଁ ଛାତ୍ରୀଛାତ୍ରୀ, ଅଭିଭାବକ ବିଦ୍ୟାଳୟ ଫାଟକ ସମ୍ମୁଖରେ ତାଲା ପକାଇ ରାସ୍ତା…

ଲାଇବ୍ରେରି ବହି କିଣା ପାଇଁ ଚାଲିଛି ଷଡ଼ଯନ୍ତ୍ର

ଜଗତ୍‌ସିଂହପୁର ଅଫିସ, ୨୨ା୮: ବିଦ୍ୟାଳୟ ଲାଇବ୍ରେରି ପାଇଁ ବହି କିଣା ବାବଦରେ ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି। ଏଥିରେ ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କ ପସନ୍ଦର ବହି କିଣି ରଖିପାରିବେ। ଯଦ୍ଦ୍ବାରା ଛାତ୍ରୀଛାତ୍ରଙ୍କୁ ବହୁ ଶିକ୍ଷଣୀୟ ପୁସ୍ତକ ସହଜରେ ପଠନ ପାଇଁ ସୁଯୋଗ…

ଅଢ଼େଇ ମାସର ଅପହୃତ ଶିଶୁପୁତ୍ର ଉଦ୍ଧାର, ସମ୍ପର୍କୀୟଙ୍କ ଘରୁ ଉଠାଇ ନେଇଥିଲେ କାମ କରୁଥିବା ମହିଳା

ପାରାଦୀପ,୨୧।୪(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଲକପଡ଼ାରୁ ଅପହୃତ ହୋଇଥିବା ଅଢ଼େଇ ମାସର ଶିଶୁପୁତ୍ରଙ୍କୁ ବୁଧବାର ସକାଳେ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ମହିଳା ମାମିନା ସାହୁଙ୍କୁ ପୋଲିସ ଅଟକ ରଖିଥିବା ବେଳେ ଅପରାହ୍ନରେ ଶିଶୁପୁତ୍ର ଓ ତାଙ୍କ ମା’ବାପାଙ୍କୁ ଜିଲା…

ବ୍ଲକ କାର୍ଯ୍ୟାଳୟ ପରିସରରେ ନାହିଁ ଶୌଚାଳୟ: ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଜନସାଧାରଣ

ଏରସମା,୨୧ା୮(ସ୍ବ.ପ୍ର.): ଏରସମା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ମଙ୍ଗଳବାର ସେମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପ୍ରକାଶ…

୪ ବର୍ଷ ହେଲା ଗଠନ ହୋଇପାରୁନି ଆତ୍ମା କମିଟି: ଖର୍ଚ୍ଚ ହୋଇପାରୁନି ଅନୁଦାନ

ନାଉଗାଁ,୨୧ା୮(ସ୍ବ.ପ୍ର.): କୃଷି ଓ କୃଷକଙ୍କ ଉନ୍ନତି ନିମନ୍ତେ ସରକାର ବିଭିନ୍ନ ଯୋଜନା କରୁଛନ୍ତି। କିନ୍ତୁ ବିଭିନ୍ନ କାରଣରୁ ଚାଷୀମାନେ ଏସବୁ ଯୋଜନାର ସୁଫଳ ପାଇପାରୁ ନ ଥିବା ଦେଖିବାକୁ ମିଳୁଛି। ଚାଷୀଙ୍କୁ କୃଷି ସମ୍ବନ୍ଧୀୟ ବିଭିନ୍ନ ପରାମର୍ଶ ଓ ସହାୟତା ଦେବା…

ଜନ ଶୁଣାଣିରେ ଉଠିଲା ଆବାସ ଦୁର୍ନୀତି ଅଭିଯୋଗ: ବିଡିଓଙ୍କ ସହ ଗ୍ରାମବାସୀ ମୁହାଁମୁହିଁ

ଜଗତ୍‌ସିଂହପୁର ଅଫିସ,୨୦ା୮: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ଏଥିରେ ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରିତାରେ ଦୁର୍ନୀତିକୁ ନେଇ ଅଭିଯୋଗ ଉଠିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?