ଜଗତ୍‌ସିଂହପୁର

ସ୍ଲୁଇସ ଗେଟ୍‌ କାମ ନିମ୍ନମାନର: ପ୍ରଭାବିତ ହେବେ ୫ ପଞ୍ଚାୟତର ଚାଷୀ

ନାଉଗାଁ,୧୧ା୭(ସ୍ବ.ପ୍ର.): ଚାଷ ଜମିରୁ ଉଦ୍‌ବୃତ ଜଳ ନିଷ୍କାସନ ସହିତ ଆବଶ୍ୟକ ସମୟରେ ସଂରକ୍ଷିତ ଜଳକୁ ଚାଷ କାର୍ଯ୍ୟରେ ବିନିଯୋଗ କରିବା ନିମନ୍ତେ ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ଗୋବରୀ ନଦୀରେ ସ୍ଲୁଇସ ଗେଟ୍‌ ନିର୍ମାଣ କରାଯାଇଛି। ତେବେ ରକ୍ଷଣାବେକ୍ଷଣ ଅଭାବରୁ ଅନେକ…

ଫାର୍ମାସିଷ୍ଟ ନିଯୁକ୍ତିକୁ ବିରୋଧ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୧।୭(ସ୍ବ.ପ୍ର.) : ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତର ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନ ଥିବାରୁ ସ୍ବାସ୍ଥ୍ୟସେବାରେ ସମସ୍ୟା ସୃଷ୍ଟି ହେଉଥିଲା। ଏପରିକି ନିଯୁକ୍ତ ଫାର୍ମାସିଷ୍ଟଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ସେବା ପ୍ରଦାନ କରାଯାଉଥିଲା।…

ପ୍ରସ୍ତାବିତ ଟ୍ରକ ଟର୍ମିନାଲ ବିରୋଧରେ ମହିଳାଙ୍କ ବିକ୍ଷୋଭ

କୁଜଙ୍ଗ,୧୧ା୭(ସ୍ବ.ପ୍ର.): ପାରାଦୀପ ବନ୍ଦର ପକ୍ଷରୁ ଭୂତମୁଣ୍ଡାଇଠାରେ ୧୦ହଜାର ଟ୍ରକ୍‌ ରହଣୀ ପାଇଁ ଏକ ଟ୍ରକ୍‌ ଟର୍ମିନାଲ ନିର୍ମାଣ କରିବାକୁ ଉଦ୍ୟମ ଚାଲିଛି। ତେବେ ଏକ ଜନବସତି ଅଞ୍ଚଳରେ ଏଭଳି ଏକ ପ୍ରଦୂଷଣ ସୃଷ୍ଟିକାରୀ ପ୍ରକଳ୍ପ ନିର୍ମାଣକୁ ସ୍ଥାନୀୟ ଲୋକେ ଜୋରଦାର ବିରୋଧ…

୧୨ ବର୍ଷର ସଂଘର୍ଷ ପରେ ମିଳିଲା ଜମିପଟା

ନାଉଗଁ। ,୧୧ା୭(ସ୍ବ.ପ୍ର.): ନାଉଗଁ। ବ୍ଲକ ଜାମୁଗଁ। ପଞ୍ଚାୟତ ନନ୍ଦୀ ଗ୍ରାମର ଶଙ୍କର ଭୋଇଙ୍କୁ ମଙ୍ଗଳବାର ନାଉଗଁ। ତହସିଲ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଛି। ଦୀର୍ଘ ୧୨ ବର୍ଷର ସଂଘର୍ଷ ପରେ ତାଙ୍କୁ ଏହି ଜମିପଟା ମିଳିଛି। ସୂଚନା ଅନୁଯାୟୀ, ଶଙ୍କର ୧୯୭୦…

ପାରାଦୀପରେ ହ୍ରାସ ପାଉଛି ଜନସଂଖ୍ୟା

ପାରାଦୀପ,୧୧ା୭(ସ୍ବ.ପ୍ର.): ବିଶ୍ୱର କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ନେଇ ଏବେ ସବୁ ଦେଶରେ ଉଦ୍‌ବେଗ ପ୍ରକାଶ ପାଉଛି। ଏପରି କି ଜନସଂଖ୍ୟା ନିୟନ୍ତ୍ରଣ ପାଇଁ କେତେକ ଦେଶରେ କଡ଼ାକଡି ଆଇନ ପାଳନ କରାଯାଉଛି। ଆମ ଦେଶରେ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ସରକାରୀସ୍ତରରେ ସଚେତନତା…

ପିଆଇସିଟି ଆଗରେ ଶ୍ରମିକଙ୍କ ଆନ୍ଦୋଳନ

ପାରାଦୀପ,୧୦ା୭(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ଲିଜ୍‌ ନେଇଥିବା କମ୍ପାନୀ ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) ଆଗରେ ମଙ୍ଗଳବାର ୩୦୦ରୁ ଊର୍ଦ୍ଧ୍ୱ ଠିକା ଶ୍ରମିକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପିଆଇସିଟିରେ କାମ କରୁଥିବା କେଣ୍ଟକୋ ନାମକ ଠିକା ସଂସ୍ଥା ଅଧୀନରେ…

କୁଜଙ୍ଗରେ ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି : ପ୍ରସ୍ତାବିତ ଟ୍ରକ୍‌ ଟର୍ମିନାଲ ସ୍ଥାନାନ୍ତର କରିବାକୁ ଦାବି

କୁଜଙ୍ଗ,୯ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକରେ ସୋମବାର ନୂତନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ପ୍ରଥମ ଜନଶୁଣାଣି ସ୍ଥାନୀୟ ସୂଚନା କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୧୭୪ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୧୪୯ଟି ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ଅଭିଯୋଗ ଥିଲା।…

ପାରାଦୀପ ପୌର ପାଳିକାର ବାର୍ଷିକ ବଜେଟ : ୫୭ କୋଟି ୮୨ଲକ୍ଷର ବ୍ୟୟ ଅଟକଳ

ପାରାଦୀପ,୯ା୭(ସ୍ବ.ପ୍ର.): ଆଉ ୭ ମାସ ପରେ ପୌର ନିର୍ବାଚନ ହେବାର ସମ୍ଭାବନା ଥିବାବେଳେ ସୋମବାର ପାରାଦୀପ ପୌର ପାଳିକା ପକ୍ଷରୁ ୨୦୧୯-୨୦ ଆର୍ଥତ୍କ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ ହୋଇଛି। ଏଥିରେ ମୋଟ୍‌ ୫୭ କୋଟି ୮୨ଲକ୍ଷ ୩୬ ହଜାର…

ଦେବୀ ନଦୀରୁ ବେଆଇନ ବାଲି ଉଠାଣ

ନାଉଗାଁ,୯ା୭(ସ୍ବ.ପ୍ର.): ନାଉଗାଁ ବ୍ଲକରେ ସରକାରଙ୍କ ପକ୍ଷରୁ ୨ଟି ବାଲି ସୈରାତ ନିଲାମ ଦିଆଯାଇଛି। ତେବେ ଏହି ଦୁଇ ସୈରାତ ବ୍ୟତୀତ ଦେବୀ ନଦୀର ବିଭିନ୍ନ ସ୍ଥାନରୁ ବେଆଇନ୍‌ ଭାବେ ବାଲି ଉତ୍ତୋଳନ କରାଯାଉଛି। ପ୍ରତ୍ୟହ ଶହ ଶହ ଟ୍ରାକ୍ଟର ଯୋଗେ ଏସବୁ…

ପାରାଦୀପରେ ଅଲ୍‌ ଓଡ଼ିଶା ଶ୍ରମିକ ସମାବେଶ

ପାରାଦୀପ,୮।୭(ସ୍ବ.ପ୍ର.): ପାରାଦୀପର ଜୟଦେବ ସଦନ ସମ୍ମୁଖ ପଡ଼ିଆରେ ରବିବାର ସନ୍ଧ୍ୟାରେ ଅଲ୍‌ ଓଡ଼ିଶା ଶ୍ରମିକ ସମାବେଶ ଅନୁଷ୍ଠିତ ହୋଇଛି। ଏଫ୍‌ସିଆଇ (ଫୁଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ), ପାରାଦୀପ ପୋର୍ଟ ଆଣ୍ଡ ଡକ୍‌ ମଜଦୁର ୟୁନିୟନ, ଇଫ୍‌କୋ କର୍ମଚାରୀ ଆଣ୍ଡ୍‌ ଶ୍ରମିକ ୟୁନିୟନ,…

ନିଖୋଜ ୮ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କଲା କୋଷ୍ଟଗାର୍ଡ

ପାରାଦୀପ,୮ା୭(ସ୍ବ.ପ୍ର.): ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ଦୀର୍ଘ ୧୧ ଦିନ ଧରି ସମୁଦ୍ରରେ ନିଖୋଜ ଥିବା ୮ ମତ୍ସ୍ୟଜୀବୀଙ୍କ ସହ ଏକ ମାଛଧରା ବୋଟକୁ ଉଦ୍ଧାର କରିଛି। ୟୋହନ ଡେଭୁଡୁ ନାମକ ଏହି ମାଛଧରା ବୋଟ୍‌ (ରେଜିଷ୍ଟ୍ରେଶନ ନଂ.ଆଇଏନ୍‌ଡି-ଏପି-ଇ୨-ଏମଏମ-୭୩୫)ରେ ୮ଜଣ ମତ୍ସ୍ୟଜୀବୀ…

ଶାରଳା ପୀଠରେ ଅବ୍ୟବସ୍ଥା: ଖୋଲାଖୋଲି ଚାଲିଛି ଶୋଷଣ, ଶ୍ରଦ୍ଧାଳୁ ଅସନ୍ତୁଷ୍ଟ

ଜଗତ୍‌ସିଂହପୁର ଅଫିସ,୭।୭: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳା। ମା’ଙ୍କ ମନ୍ଦିର କେବଳ ଜିଲାରେ ନୁହେଁ, ସମଗ୍ର ଦେଶରେ ପ୍ରସିଦ୍ଧି ଲାଭ କରିଛି। ତେଣୁ ପ୍ରତ୍ୟହ ଏଠାକୁ ସହସ୍ରାଧିକ ଶ୍ରଦ୍ଧାଳୁ ଆସନ୍ତି। କିନ୍ତୁ ଏଠାରେ ଶ୍ରଦ୍ଧାଳୁଙ୍କ ଭାବାବେଗ ସହ ଯେଭଳି ଖେଳାଯାଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri