ଜଗତ୍‌ସିଂହପୁର

ଘର ପାଉନାହାନ୍ତି ପ୍ରକୃତ ହିତାଧିକାରୀ : ପଞ୍ଚାୟତ ଅଫିସ ଘେରିଲା ମହିଳା ସଂଘ

ଏରସମା,୩ା୮(ସ୍ବ.ପ୍ର.): ଏରସମା ବ୍ଲକ ଜିରାଇଲୋ ପଞ୍ଚାୟତର ବହୁ ଗରିବ ପରିବାର ସରକାରୀ ଯୋଜନାରେ ଘର ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ହିତାଧିକାରୀ ଚୟନ କରିବା ପାଇଁ ଦାୟିତ୍ୱ ନେଇଥିବା କର୍ମଚାରୀଙ୍କ ପ୍ରିୟାପ୍ରୀତି ତୋଷଣ ଯୋଗୁ ଏଭଳି ହେଉଥିବା ସେମାନେ ଅଭିଯୋଗ କରିଛନ୍ତି। ଏହାର…

ମୌଳିକ ସୁବିଧାରୁ ବଞ୍ଚିତ ୭ ପରିବାର : ରାସ୍ତା କି ବିଦ୍ୟୁତ୍‌ ସେବା ନାହିଁ

ବାଲିଆ,୩।୮: ବିରିଡ଼ି ବ୍ଲକ ବାରେଡିଆ ପଞ୍ଚାୟତ ୪ ନଂ. ଓ୍ବାର୍ଡ ଗୋପାଳ ସାହି ବାସିନ୍ଦା ଏବେ ମଧ୍ୟ ସରକାରୀ ଯୋଜନାରୁ ବଞ୍ଚିତ ହୋଇ ରହିଛନ୍ତି। ସାହିର ନିରଞ୍ଜନ ବେହେରା, ଶ୍ରୀକାନ୍ତ ବେହେରା, ବନମାଳି ବେହେରା, ଅନୁପମା ବେହେରା, ଶ୍ରୀମତି ଦାସ, ଦୈତାରୀ…

ଦେଢ ମାସରେ ବଦଳିଗଲା ନିୟମ : ବିଦ୍ୟାଳୟ ମିଶ୍ରଣକୁ ନେଇ ତେଜୁଛି ଅସନ୍ତୋଷ

ବାଲିକୁଦା,୩ା୮(ସ୍ବ.ପ୍ର.): ଚାପରେ ଶିକ୍ଷା ବିଭାଗ। ମାତ୍ର ଦେଢ ମାସରେ ବଦଳିଗଲା ବିଦ୍ୟାଳୟ ମିଶ୍ରଣ ନିୟମ। ତାହା ପୁଣି ନିର୍ଦ୍ଦିଷ୍ଟ ଏକ ବିଦ୍ୟାଳୟ ପାଇଁ। ସୂଚନା ଅନୁଯାୟୀ, ବାଲିକୁଦା ବ୍ଲକ ବଘେଇପୁର ପ୍ରାଥମିକ ବିଦ୍ୟାଳୟକୁ ପ୍ରଥମେ ଗତ ଜୁନ ୧୩ରେ କପୁରାବେଲାରୀ ପ୍ରକଳ୍ପ…

ଘରୋଇ ବସ ଓଲଟି ୧୬ରୁ ଊର୍ଦ୍ଧ୍ୱ ଆହତ

ବିରିଡ଼ି,୨।୮(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା କନ୍ଦରପୁର-ମାଛଗାଁ ଜାତୀୟ ରାଜପଥ ନଂ.୫୫ର ହାଜିପୁର ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଅଭିରାମ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣ ଜଗତ୍‌ସିଂହପୁର ଜିଲା ମୁଖ୍ୟ…

ସାମୁଦ୍ରିକ ଥାନା ଜଳ ସୀମାକୁ ନେଇ ଦ୍ୱନ୍ଦ୍ୱ

ପାରାଦୀପ,୨ା୮(ସ୍ବ.ପ୍ର.): ପାରାଦୀପରେ ଦୁଇଟି ସାମୁଦ୍ରିକ ଥାନା ରହିଛି। ଗୋଟିଏ ହେଲା ନେହେରୁ ବଙ୍ଗଳାରେ ଥିବା ସାମୁଦ୍ରିକ ଥାନା ଓ ଅନ୍ୟଟି ହେଲା ନୂଆ ବଜାରସ୍ଥିତ ଜଟାଧାର ମୁହାଣ ସାମୁଦ୍ରିକ ଥାନା। ସ୍ଥଳଭାଗରେ ଦୁଇ ଥାନାର ସୀମା ନିର୍ଦ୍ଧାରଣ କରାଯାଇଛି। ଯେପରି କି…

ଶାରଳା ମନ୍ଦିର : ନିର୍ଦ୍ଦେଶ ମାନିଲେନି ଦୋକାନୀ, କାର୍ଯ୍ୟାନୁଷ୍ଠାନ ଶୂନ

ଜଗତ୍‌ସିଂହପୁର ଅଫିସ,୨ା୮: ଝଙ୍କଡ଼ବାସିନୀ ମା’ଶାରଳାଙ୍କ ପୀଠ ପରିସରରେ ପାର୍କିଂ ନିଲାମୀ ନେଇଥିବା ବ୍ୟକ୍ତି, ଭୋଗ ଓ ଦୀପ ଦୋକାନୀ ଦୀର୍ଘଦିନ ଧରି ରାଜସ୍ବ ଲୁଟି ଚାଲିଥିଲେ ସୁଦ୍ଧା ଦେବୋତ୍ତର ବିଭାଗ ନୀରବ। ଏ ସମ୍ପର୍କିତ ଖବର ପ୍ରଥମେ ଧରିତ୍ରୀରେ ପ୍ରକାଶ ପାଇବା…

ବିପର୍ଯ୍ୟସ୍ତ ଅବସ୍ଥାରେ ମାର୍କେଟ କମ୍ପ୍ଲେକ୍ସ : ଭଡ଼ା ଅର୍ଥ କିଏ ନେଉଛି ଜଣାନାହିଁ

ନାଉଗାଁ,୨ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳର ବେକାର ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ବିଭିନ୍ନ ପଞ୍ଚାୟତର ଛକ ଜାଗା, ବଜାର ଆଦି ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରୁଛନ୍ତି। ଏସବୁ ମାର୍କେଟ କମ୍ପ୍ଲେକ୍ସର ତଦାରଖ ଦାୟିତ୍ୱ ପଞ୍ଚାୟତକୁ ପ୍ରଦାନ କରାଯାଇଛି। ହେଲେ ନାଉଗଁା ବ୍ଲକରେ…

ଜଗତ୍‌ସିଂହପୁର ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୧୨୬ ବିଦ୍ୟାଳୟରେ ନାହାନ୍ତି ପ୍ରଧାନଶିକ୍ଷକ

ଜଗତ୍‌ସିଂହପୁର ଅଫିସ,୧ା୮: ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଥିବା ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ବାସ୍ତବରେ ସରକାରୀ ଉଦାସୀନତା ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରୋତ୍ସାହନ ଦେଉଛି। ଯାହା ଜଗତ୍‌ସିଂହପୁର ଜିଲାରେ ଦେଖିବାକୁ ମିଳଛି। ଏହି ଜିଲାରେ ୧୬୪ଟି ସରକାରୀ…

ଅପରେଶନ ପରୀ: ୨ ନାବାଳିକା ଉଦ୍ଧାର

ପାରାଦୀପ,୧ା୮(ସ୍ବ.ପ୍ର.): ଅପରେଶନ ପରୀ ମାଧ୍ୟମରେ ପାରାଦୀପ ଆଦର୍ଶ ଥାନା ଓ ଅଭୟଚାନ୍ଦପୁର ଥାନା ଅଞ୍ଚଳରୁ ପୋଲିସ ୨ ନାବାଳିକାଙ୍କୁ ଉଦ୍ଧାର କରିଛି। ଏଥିସହିତ ସେମାନଙ୍କୁ ଅପହରଣ କରିଥିବା ନାବାଳକ ଦ୍ୱୟ ମଧ୍ୟ ଧରା ପଡ଼ିଛନ୍ତି। ଅଭୟଚାନ୍ଦପୁର ପୋଲିସ ସୂଚନା ଅନୁସାରେ, ଥାନା…

ଡ୍ରେନ୍‌ ପାଲିଟିଛି ମଶାଙ୍କ ଆବାସସ୍ଥଳୀ

ଏରସମା,୧ା୮(ସ୍ବ.ପ୍ର.): ଏରସମା ବ୍ଲକ ସଦରମହକୁମାସ୍ଥିତ ଡ୍ରେନ ଗୁଡ଼ିକ ଦୀର୍ଘ ଦିନ ହେବା ସଫା କରାଯାଉ ନାହିଁ। ଫଳରେ ତାହା ବର୍ତ୍ତମାନ ଏଡିସ୍‌ ମଶାଙ୍କ ଆବାସସ୍ଥଳୀ ପାଲଟିଛି। ଏଥିସହିତ ବର୍ଷାଜଳ ପ୍ରବାହିତ ହେବାରେ ବାଧା ସୃଷ୍ଟି ହୋଇଛି। କିନ୍ତୁ ଏଥିପ୍ରତି ପ୍ରଶାସନର ଦୃଷ୍ଟି…

ଫନୀର ୩ ମାସ ପରେ କମିନି ଦୁର୍ଦ୍ଦଶା : ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ବିପନ୍ନ

ବାଲିଆ,୩୧।୭: ଫନୀ ବାତ୍ୟା ହେବାର ଇତିମଧ୍ୟରେ ୩ ମାସ ବିତିଲାଣି, ଅଥଚ ଏ ପର୍ଯ୍ୟନ୍ତ ବିପନ୍ନଙ୍କ ଦୁର୍ଦ୍ଦଶା ଦୂର ହୋଇନାହିଁ। ଅଦ୍ୟାବଧି ଜଣେ ହେଲେ ବାତ୍ୟା ବିପନ୍ନ ଘରଭଙ୍ଗା ସହାୟତା ପାଇନାହାନ୍ତି। ଫଳରେ ବାଧ୍ୟହୋଇ ସେମାନେ ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି। ବିରିଡ଼ି…

ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର

ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍‌, ସାର ଆଦି ରଖି ବ୍ୟବସାୟ କରୁଥିଲେ। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri