ଯୁକକଙ୍କ ସନ୍ଦେହଜନକ ମୃତ୍ୟୁ: ଥାନାରେ ମାଡ଼ ମରାଯାଇଥିବା ଚର୍ଚ୍ଚା, ଦୋଷ ଝାଡ଼ୁଛି ପୋଲିସ
ନାଉଗାଁ, ୩।୭(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଯୁବକଙ୍କ ବୁଧବାର ସକାଳେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଗାଁ ଗ୍ରାମର ବନ୍ଦନ ମହାନ୍ତି (୨୭)। ନାଉଗାଁ ଥାନା ଅଧିକାରୀ ପ୍ରଜ୍ଞା ପୀତାମ୍ବର…
ବ୍ୟାଙ୍କ ଅଫ ବରୋଦା ଏଟିଏମ୍ ଭଙ୍ଗାରୁଜା
ଜଗତ୍ସିଂହପୁର ଅଫିସ, ୩ା୭- ସ୍ଥାନୀୟ ବ୍ୟାଙ୍କ ଅଫ ବରୋଦା (ବିଓବି) ଏଟିଏମ୍ରୁ ଚୋରି ପାଇଁ ଉଦ୍ୟମ ହୋଇଥିବା ମଙ୍ଗଳବାର ଜଗତ୍ସିଂହପୁର ଥାନାରେ ଅଭିଯୋଗ ହୋଇଛି। ବିଓବି ଜଗତ୍ସିଂହପୁର ଶାଖା ବରିଷ୍ଠ ପରିଚାଳକ ରୁଦ୍ରପ୍ରତାପ ସାହୁଙ୍କ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା ୨୨୯/୧୯…
ଜଗତ୍ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ କେଳେଙ୍କାରୀ: ୫ ବ୍ଲକରେ ୬୧ ଲକ୍ଷ ଟଙ୍କାର ଚାଉଳ ଗାଏବ
ଜଗତ୍ସିଂହପୁର ଅଫିସ, ୩ା୭-ଜଗତ୍ସିଂହପୁର ଜିଲାରେ ମଧ୍ୟାହ୍ନ ଭୋଜନ (ଏମ୍ଡିଏମ୍) କେଳେଙ୍କାରୀକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର ମୋଟ ୮ ବ୍ଲକ ମଧ୍ୟରୁ ୫ଟିରେ ପାଖାପାଖି ୬୧ ଲକ୍ଷ ଟଙ୍କାର ଏମ୍ଡିଏମ୍ ଚାଉଳ ଅନିୟମିତତା ହୋଇଥିବା ଜଣାପଡିଛି। ଏହି ବ୍ଲକଗୁଡିକ…
ବ୍ୟାଙ୍କ ସମୂହ ଜିଲା ପରାମର୍ଶଦାତା କମିଟି ଏବଂ ଜିଲାସ୍ତରୀୟ ସମୀକ୍ଷା ବୈଠକ: ଶିକ୍ଷା, କୃଷି, ଗୃହ ଋଣ ହାର କମୁଥିବାରୁ ଅସନ୍ତୋଷ
ଜଗତ୍ସିଂହପୁର ଅଫିସ,୩ା୭: ବ୍ୟାଙ୍କଗୁଡିକ କେବଳ ଟଙ୍କା ଜମା ଉପରେ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଋଣ ଦେବା ନଁା ଧରୁନାହାନ୍ତି। ଯେଉଁଥିପାଇଁ ଜଗତ୍ସିଂହପୁର ଜିଲାରେ କ୍ରେଡିଟ୍ ଡେବିଟ୍ ଅନୁପାତ ୪୦%ରୁ କମ ରହୁଛି। ଏହା ସରକାରଙ୍କ ଉଦ୍ଦେଶ୍ୟ ନୁହେଁ। ତେଣୁ ବ୍ୟାଙ୍କଗୁଡିକ ଋଣ…
ଢିଙ୍କିଆରେ ପଞ୍ଚାୟତ ନିର୍ବାଚନୀ ହିଂସା, ଜଣେ ଗୁରୁତର
କୁଜଙ୍ଗ,୨ା୭(ସ୍ବ.ପ୍ର.): ତ୍ରିଲୋଚନପୁର ଥାନା ଅଧୀନ ଢିଙ୍କିଆ ପଞ୍ଚାୟତରେ ସୋମବାର ସନ୍ଧ୍ୟାରେ ନିର୍ବାଚନୀ ହିଂସା ଘଟିଛି। ଗଣ୍ଡଗୋଳ ଘଟି ଜଣେ ଗୁରୁତର ହୋଇ ପ୍ରଥମେ ଅଠରବାଙ୍କୀ ଓ ପରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରାମରେ ପୋଲିସ…
ଲଗାଣ ବର୍ଷା ପରେ ଏବେ ଜଳ ନିଷ୍କାସନ ଚିନ୍ତା
ଜଗତ୍ସିଂହପୁର ଅଫିସ, ୨ା୭: ଅସରାଏ ବର୍ଷା ହେଲେ ଜଗତ୍ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଜଳ ନିଷ୍କାସନ ହୋଇପାରେନି। ଓଲଟି ଡ୍ରେନ୍ର ଅପରିଷ୍କାର ପାଣି ରାସ୍ତାରେ ମାଡେ। ଏଥିଯୋଗୁ ସଂକ୍ରମଣ ବୃଦ୍ଧି…
ଆଲୋଚନା ବିଫଳ, ଜମିହରାଙ୍କ ଧାରଣା ଜାରି
ପାରାଦୀପ,୨ା୭(ସ୍ବ.ପ୍ର.): ପାରାଦୀପ ତୈଳ ବିଶୋଧନାଗାର ଆଗରେ ଗତମାସ ୨୪ ତାରିଖରୁ ଜମିହରା କୃଷକ ଏକତା ମଞ୍ଚ ପକ୍ଷରୁ ନିଯୁକ୍ତି ଦାବିରେ ଧାରଣା ଜାରି ରହିଛି। ଏ ସମ୍ପର୍କରେ ସୋମବାର ସନ୍ଧ୍ୟାରେ ପାରାଦୀପ ଅତିରିକ୍ତ ଜିଲାପାଳଙ୍କ ପ୍ରକୋଷ୍ଠରେ ଏକ ବୈଠକ ହୋଇଥିଲା। ତେବେ…
ନିର୍ମାଣର ବର୍ଷକରେ ରାସ୍ତା ମରଣଯନ୍ତା
ବାଲିକୁଦା,୨ା୭(ସ୍ବ.ପ୍ର.): ବାଲିକୁଦା ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ପଞ୍ଚାୟତ କୁଶୁପୁରରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। କିଛିଦିନ ତଳେ ନିର୍ମାଣ ହୋଇଥିବା ଏକ ଢଳେଇ ରାସ୍ତା କାମରେ କିଭଳି ଭାବେ ଠିକାଦାରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଇଛି, ତାହାର ଉଦାହରଣ…
ରାସ୍ତାରେ ଗଦାହୋଇଛି ବାଲି, ମେଟାଲ : ଠିକାଦାରଙ୍କ ଦେଖାନାହିଁ
ନାଉଗାଁ,୧।୭(ସ୍ବ.ପ୍ର.): ନାଉଗାଁ ବ୍ଲକର ବିଭିନ୍ନ ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ମରାମତି ଅଭାବରୁ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅବସ୍ଥା ଏଭଳି ହୋଇ ଯେ, ଗାଡ଼ି ଚଳାଚଳ ତ ଦୂରର କଥା ଚାଲିକି ଯିବା ମଧ୍ୟ କଷ୍ଟକର। ରାସ୍ତା ମରାମତି…
ବର୍ଷା ହେଲେ ସମବାୟ ସମିତି ଗୃହରୁ ପାଣି ଗଳୁଛି
ନାଉଗଁା,୨୭ା୬(ସ୍ବ.ପ୍ର.): ଚାଷୀଙ୍କ ଉନ୍ନତି ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି କୃଷି ସମବାୟ ସମିତି। ଏହା ମାଧ୍ୟମରେ କୃଷିଋଣଠାରୁ ଆରମ୍ଭ କରି ଗ୍ରୁପ୍ ଋଣ, ରିହାତି ଦରରେ ବିହନ ଆଦି ଯୋଗାଇ ଦିଆଯିବା ସହ ମଣ୍ଡି ମାଧ୍ୟମରେ ଚାଷୀଙ୍କଠାରୁ ଧାନ, ମୁଗ ଆଦି…
ଛୋଟ ପ୍ରୟାସ ସୃଷ୍ଟି କଲା ଆଦର୍ଶ ପ୍ରୟାସ
ପାରାଦୀପ,୨୫ା୬(ସ୍ବ.ପ୍ର.): କର୍ମମୟ ଜୀବନରୁ ସମୟ ମିଳିଲେ ଜମୁଥିଲା ଖଟି। ହେଲେ ହଠାତ୍ ବଦଳିଗଲା ଜୀବନର ରାସ୍ତା। ଦୁର୍ଘଟଣାରେ ଗୁରୁତର ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆଶୁ ଚିକିତ୍ସା ଯୋଗାଇବାରେ ସଫଳ ହେବା ପରେ ଜନ୍ମ ନେଲା ନୂଆ ସଂକଳ୍ପ। ଏଣିକି ଆଉ…
କେନାଲ ଅବରୋଧ କରି ଗୃହ ନିର୍ମାଣ : ତହସିଲ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ
ତିର୍ତ୍ତୋଲ,୨୫ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ତେନ୍ତୁଳିପଦା ପଞ୍ଚାୟତର ଶାରଳାରୋଡ ବଜାର ଶେଷମୁଣ୍ଡରେ କେନାଲ ଅବରୋଧ କରି ଜଣେ ବ୍ୟକ୍ତି ସ୍ଥାୟୀ ଗୃହ ନିର୍ମାଣ କରୁଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବାଇଁଗୋଳ ଓ ତେନ୍ତୁଳିପଦା ରାଜସ୍ବ ଗ୍ରାମର ଚାଷଜମିକୁ ଏହି କେନାଲ ଦ୍ୱାରା ଜଳସେଚନ…
Archives


