ଜଗତ୍‌ସିଂହପୁର

ଭଡ଼ାରେ ଲାଗିଛି ପଞ୍ଚାୟତ କାର୍ଯ୍ୟାଳୟ: ନୋଟିସ ପ୍ରଦାନ ପରେ ବି ଖାଲି ହେଉନି ଗୃହ

ନାଉଗଁା,୩୦ା୭(ସ୍ବ.ପ୍ର.): ପଞ୍ଚାୟତ କାର୍ଯ୍ୟାଳୟର ଆଧୁନିକୀକରଣ ପାଇଁ ସରକାର ବିପୁଳ ଅନୁଦାନ ଯୋଗାଇ ଦେଉଛନ୍ତି। କିନ୍ତୁ କେତେକ ଦାୟିତ୍ୱହୀନ ଅଧିକାରୀଙ୍କ ଯୋଗୁ ଏସବୁ ଅନୁଦାନ ଠିକ୍‌ ଭାବେ ବିନିଯୋଗ ହୋଇପାରୁନାହିଁ। ବିଶେଷ କରି ନାଉଗଁା ବ୍ଲକରେ ଏଭଳି ଦେଖିବାକୁ ମିଳୁଛି। ପଞ୍ଚାୟତ ପ୍ରତିନିଧି…

ମିଳୁନି ଆବାସ ଯୋଜନାରେ ଘର: ପଲିଥିନ ତଳେ ମୂର୍ତ୍ତି କାରିଗରଙ୍କ ପରିବାର

ନାଉଗଁା,୩୦ା୭(ସ୍ବ.ପ୍ର.): ନାଉଗଁା ବ୍ଲକ ଜାମୁଗଁା ପଞ୍ଚାୟତ ରଘୁନାଥପୁର ଗ୍ରାମର ଚନ୍ଦେଶ୍ୱର ଲେଙ୍କା। ଜଣେ ମୂର୍ତ୍ତି କାରିଗର ଭାବେ ସେ ସ୍ଥାନୀୟ ଅଞ୍ଚଳରେ ଜଣାଶୁଣା। ଦୀର୍ଘ ୩୦ବର୍ଷ ହେଲା ସେ ଗଣେଶ ପୂଜା, ସରସ୍ବତୀ ପୂଜା, ଖୁଦୁରୁକୁଣୀ ଆଦି ବିଭିନ୍ନ ପର୍ବ ପର୍ବାଣୀରେ…

୧୭ ବର୍ଷରେ ଖର୍ଚ୍ଚ ହେଲାଣି ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା :କାମରେ ଲାଗୁନି ସ୍ଲୁଇସ ଗେଟ୍‌

ନାଉଗାଁ,୨୮ା୭(ସ୍ବ.ପ୍ର.): ଅନିୟମିତ ବର୍ଷା ଯୋଗୁ ଚଳିତବର୍ଷ ନାଉଗାଁ ବ୍ଲକ ଅଞ୍ଚଳରେ ଚାଷ କାର୍ଯ୍ୟ ବ୍ୟାପକ ମାତ୍ରାରେ ପ୍ରଭାବିତ ହୋଇଛି। କେଉଁଠି ତଳି ଘେରା ଫାଟି ଆଁ କଲାଣି ତ ଆଉ କେଉଁଠି ବର୍ଷା ଅଭାବରୁ ଗଜା ମରୁଡି ଦେଖାଦେଇଛି। କଁା ଭାଁ…

କୁଜଙ୍ଗ ବ୍ଲକରେ ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ : କୂଅ, ପୋଖରୀ ପାଣି ପିଉଛନ୍ତି ଲୋକେ

କୁଜଙ୍ଗ,୨୮ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏବେ କୋଟି କୋଟି ଟଙ୍କାର ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ ହୋଇ ରହିଛି। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକେ ବିଶୁଦ୍ଧ ପାନୀୟଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏପରି କି କେତେକ ପଞ୍ଚାୟତରେ ବର୍ଷ ବର୍ଷ ଧରି…

ନିଜ ପକେଟ ଗରମରେ ବ୍ୟସ୍ତ ଅବକାରୀ କର୍ମଚାରୀ: ରାଜସ୍ବ ଆଦାୟକୁ ଧ୍ୟାନ ନାହିଁ, ଧାର୍ଯ୍ୟ ଲକ୍ଷ୍ୟର ଅଧା ବି ପୂରଣ ହେଉନି

ଜଗତ୍‌ସିଂହପୁର ଅଫିସ,୨୬ା୭ : ଜଗତ୍‌ସିଂହପୁର ଜିଲାରେ ଦିନକୁ ଦିନ ବେଆଇନ ମାଦକ ଦ୍ରବ୍ୟ କାରବାର ବଢିଚାଲିଛି। ପୋଲିସ ଓ ଅବକାରୀ ବିଭାଗର ଅସାଧୁ କର୍ମଚାରୀମାନେ ଏହାକୁ ପ୍ରୋତ୍ସାହନ ପ୍ରଦାନ କରି ନିଜ ପକେଟ ଗରମ କରୁଥିବାବେଳେ ସରକାର ବିପୁଳ ପରିମାଣର ରାଜସ୍ବ…

କେନାଲରେ ଆସିନି ପାଣି, ଶୁଖିଲାଣି ୭୦ ପ୍ରତିଶତ ତଳି ଘେରା

ରଘୁନାଥପୁର,୨୬ା୭(ଡି.ଏନ୍‌.ଏ.): ଶ୍ରାବଣ ମାସରେ ମଧ୍ୟ ଆଶାନୁରୂପ ବର୍ଷା ନାହିଁ। ଫଳରେ ଚଳିତ ଖରିଫ ଋତୁରେ ଧାନଚାଷ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ବିଶେଷ କରି ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ମାଛଗଁା କେନାଲ ନଂ.୬, ୭ ଓ ୮ରେ ପାଣି ଆସୁ…

ଚାଉଳ ମିଳୁଛି, ହିତାଧିକାରୀ ଜାଣିନାହାନ୍ତି : ଲୁଟି ନେଉଛନ୍ତି ରିଟେଲର

ଜଗତ୍‌ସିଂହପୁର ଅଫିସ,୨୩ା୭: ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଗରିବ ପରିବାରକୁ ଚାଉଳ, କିରୋସିନ ଆଦି ସାମଗ୍ରୀ ପ୍ରଦାନ ନିମନ୍ତେ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ପରିତାପର ବିଷୟ ପ୍ରକୃତ ହିତାଧିକାରୀଙ୍କ ପାଖରେ ଏସବୁ ସାମଗ୍ରୀ ପହଞ୍ଚତ୍ପାରୁନାହିଁ। କେତେକ କ୍ଷେତ୍ରରେ ଗରିବ ହିତାଧିକାରୀଙ୍କ…

କୁଜଙ୍ଗରେ ମରୁଡିର ପଦଧ୍ୱନୀ : ତଳିକୁ ଦେଖି ଟଳିପଡ଼ିଲେ ଚାଷୀ

କୁଜଙ୍ଗ,୨୩ା୭(ସ୍ବ.ପ୍ର.): ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିଲେ ମଧ୍ୟ ବର୍ଷା ଦେଖାନାହିଁ। ଏଥିଯୋଗୁ ଜଗତ୍‌ସିଂହପୁର ଜିଲାର ଉପକୂଳ କୁଜଙ୍ଗ ଅଞ୍ଚଳରେ ମରୁଡ଼ିର ପଦଧ୍ୱନୀ ଶୁଣାଗଲାଣି। ବହୁ କଷ୍ଟରେ ଚାଷୀ ଯେଉଁ ତଳି ପକାଇଥିଲେ ବର୍ଷା ଅଭାବରୁ ସେସବୁ ନଷ୍ଟ ହେବାକୁ ବସିଲାଣି। ଏଥିରେ…

ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ

ବିରିଡ଼ି,୨୨।୭(ଡି.ଏନ.ଏ): ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ କରି ସଚେତନତା ଅଭିଯାନ ଆରମ୍ଭ କରିଛି ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ଯୁବ ଶାଖା ମଦମୁକ୍ତି ବାହିନୀ। ରବିବାର ମଦମୁକ୍ତି ବାହିନୀର କର୍ମକର୍ତ୍ତାମାନେ ବିରିଡ଼ି ବ୍ଲକ ୨୨ ମୌଜାର ବାଗଲପୁରଠାରେ…

ବ୍ୟବହାର ନ କରି ଫିଙ୍ଗାଯାଉଛି ବିପୁଳ ଔଷଧ

ଏରସମା,୨୨ା୭(ସ୍ବ.ପ୍ର.): ଏରସମା ବ୍ଲକ ସଦରମହକୁମାସ୍ଥିତ ପ୍ରାଣୀ ଚିକିତ୍ସାଳୟ ପାଚେରି ବାହାରେ ପଡିଛି ବିପୁଳ ପରିମାଣର ଏକ୍ସପାଏରୀ ଔଷଧ। ପ୍ରାଣୀଙ୍କ ଚିକିତ୍ସା ନିମନ୍ତେ ଆବଶ୍ୟକ ବେଳେ ଔଷଧ ଦିଆଯା ନ ଯାଇ ଏସବୁ ନଷ୍ଟ ହୋଇଯିବା ପରେ ବାହାରେ ଫିଙ୍ଗିଦିଆଯାଉଥିବା ଅଭିଯୋଗ ହୋଇଛି।…

ଅଧାପନ୍ତରିଆ ହୋଇ ପଡ଼ିରହିଛି ପାଇଖାନା, ବିଲ୍‌ କରି ନେଇଛନ୍ତି ସ୍ବେଚ୍ଛାସେବୀ

ନାଉଗାଁ,୧୯।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ତିରୁଣା ପଞ୍ଚାୟତର ଦହିପାଳ ହରିଜନ ସାହିରେ ସ୍ବଚ୍ଛ ଭାରତ ଅଭିଯାନରେ ନିର୍ମାଣ କରାଯାଇଛି ପାଇଖାନା। ମାତ୍ର ପାଇଖାନା ନିର୍ମାଣ କରିଥିବା ସ୍ବେଚ୍ଛାସେବୀ ବିଲ୍‌ କରି ନେଇଥିବାବେଳେ ଏହା ଅଧାପନ୍ତରିଆ ହୋଇପଡ଼ିଛି। ସ୍ବଚ୍ଛ ଭାରତ…

କାଗଜକଲମରେ ଚାଲିଛି ଉଠା ଜଳସେଚନ ପ୍ରକଳ୍ପ : ବର୍ଷା ଅଭାବରୁ ତଳିଘେରା ଫାଟି ଆଁ କରିଛି

ନାଉଗାଁ,୧୮।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକରେ ଚଳିତବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷକାର୍ଯ୍ୟରେ ବାଧା ଉପୁଜିଛି। ବ୍ଲକର ୧୬ଟି ପଞ୍ଚାୟତ ମଧ୍ୟରୁ ତିରୁଣା, ଡାବର ପଞ୍ଚାୟତରେ ଜୁନ୍‌ ପ୍ରଥମ ସପ୍ତାହରେ ଖରୁଡ଼ି ବୁଣାକାର୍ଯ୍ୟ ସରିଥିବାବେଳେ କୋରୁଅ, ଶିଖର, ଓଷକଣା, ଡେରିକି ପଞ୍ଚାୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?