ବାଲି ଗାଡ଼ି ଜବତ କଲେ ତହସିଲଦାର
ପାରାଦୀପ,୫ା୬(ସ୍ବ.ପ୍ର.): ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାର ମଧ୍ୟବର୍ତ୍ତୀ ସୀମା ଭୁତମୁଣ୍ଡାଇ ନିକଟସ୍ଥ ମହାନଦୀରୁ କିଛିଦିନ ହେଲା ବିପୁଳ ପରିମାଣର ବାଲି ଉତ୍ତୋଳନ ଚାଲିଥିଲା। ଦୁଇ ଜିଲାର ସୀମା ମଝିରେ ଏଭଳି କାମ ଚାଲିଥିବାରୁ ଉଭୟ ଜିଲା ପ୍ରଶାସନ ଏହା ତାଙ୍କ ସୀମାରେ…
ବିଦ୍ୟାଳୟ ହେଲା ଅତିଥି ଭବନ: ବ୍ୟବସ୍ଥାରେ ପରିବର୍ତ୍ତନର ପ୍ରଭାବ
ପାରାଦୀପ,୫ା୬(ସ୍ବ.ପ୍ର.): ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରସାର ସାଙ୍ଗକୁ ଘରୋଇକରଣ ପ୍ରଭାବରେ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ପରିଲକ୍ଷିତ ହେଉଛି। ଏହାର ପ୍ରତିଫଳନ ଅନେକ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଏହି କ୍ରମରେ ପାରାଦୀପରେ ଏକ ବିଦ୍ୟାଳୟ ଏବେ ଅତିଥି ଭବନରେ ପରିଣତ ହୋଇଛି।…

