ଜଗତ୍‌ସିଂହପୁର

ଅସରାଏ ବର୍ଷାରେ କୃଷକ ବଜାରରେ ଆଣ୍ଠୁଏ ପାଣି

ଜଗତ୍‌ସିଂହପୁର, ୧୩ା୫(ପ୍ରମୋଦ କୁମାର ନାୟକ): ସ୍ବାଧୀନତାର ୭୭ ବର୍ଷ ପରେ ବି ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ଡ୍ରେନେଜ୍‌ ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରିଲା ନାହିଁ। ଯେଉଁ ସମସ୍ୟା ଥିଲା ତାହା ଦୂରହେବା ତ ଦୂରର କଥା ବରଂ ଦିନକୁ ଦିନ ନୂଆ…

ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି

ଜଗତ୍‌ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା ଦେଖିଲେ ଜଣାଯାଏ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାହାର ନେତାଙ୍କୁ ଆମଦାନୀ କରି ବିଧାୟକ କରିବାର…

ଧାନ କୁଇଣ୍ଟାଲ ୩୫୦୦, କୃଷକଙ୍କୁ ୫୦୦୦ ଟଙ୍କା ଭତ୍ତା ଦିଅ, ନବ ନିର୍ମାଣ କୃଷକ ସଙ୍ଗଠନର ଦାବି

ତିର୍ତ୍ତୋଲ, ୬।୫ (ଗୌରାଙ୍ଗ ଚରଣ ସ୍ବାଇଁ): ତିର୍ତ୍ତୋଲ ସରଣୀ ଛକ ନିକଟ ଆନନ୍ଦ ମଣ୍ଡପ ପରିସରରେ ରବିବାର ନବ ନିର୍ମାଣ କୃଷକ ସଙ୍ଗଠନର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଧାନ କୁଇଣ୍ଟାଲ ୩୫୦୦ ଓ କୃଷକମାନଙ୍କୁ ୫୦୦୦ ଟଙ୍କା ଭତ୍ତା…

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ ୧.୦୫ ମିଟର ପର୍ଯ୍ୟନ୍ତ ଉଚ୍ଚ ଜୁଆର ଆସିପାରେ। ଏହା ସୁନାମି ଭଳି ହେବାର ସମ୍ଭାବନା…

କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି। ଏହା ଭିତରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩ ଦଳ ପ୍ରାର୍ଥୀ ଘୋଷଣା…

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ ମାମଲା ରୁଜୁ କରିବା ସହ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ ନିଖୋଜ ଅଛନ୍ତି। ତାଙ୍କୁ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଖୋଜାଖୋଜି…

ଅଙ୍ଗନୱାଡି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ

ଜଗତ୍‌ସିଂହପୁର, ୨୮ା୪ (ପ୍ରମୋଦ କୁମାର ନାୟକ)୨୦୧୦ରେ ତିର୍ତ୍ତୋଲ ବ୍ଲକ ପୁଟିଙ୍ଗ ଗ୍ରାମ ଅଧୀନ ୪ନଂ. ୱାର୍ଡରେ ଅଙ୍ଗନୱାଡି କେନ୍ଦ୍ର-୨ ଖୋଲା ଯାଇଥିଲା। କିନ୍ତୁ ଏହି କେନ୍ଦ୍ରରେ ଜାଲ୍‌ ଭିନ୍ନକ୍ଷମ ପ୍ରମାଣପତ୍ର ବଳରେ ଅଙ୍ଗନୱାଡି କର୍ମୀ ନିଯୁକ୍ତି ହୋଇଥିବା ଅଭିଯୋଗ ହୋଇଥିଲା। ଏହା…

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର ବିଧାନସଭା ଆସନରେ ପ୍ରଶାନ୍ତ ମୁଦୁଲି ତାଙ୍କଠାରୁ ୮/୯ ହଜାର ଭୋଟ ବ୍ୟବଧାନରେ ଜିତିଥିଲେ। ଏବେ…

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର କରିଛନ୍ତି। ହେଲେ ବାଲିସୈରାତଗୁଡିକୁ ତଦାରଖ କରିବା ପାଇଁ ଖଣି ବିଭାଗ କର୍ମଚାରୀମାନଙ୍କ ସେତେଟା ତତ୍ପରତା…

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ ମୁଦୁଲିଙ୍କୁ ପୁଣିଥରେ ବିଧାୟକ ପ୍ରାର୍ଥୀ କରିଥିବା ବେଳେ ଚିରଞ୍ଜୀବ ନିରାଶ ହୋଇଛନ୍ତି। ତଥାପି କ୍ଷମତା…

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ ସେ ଜଗତ୍‌ସିଂହପୁର ଏମ୍‌ପି ସିଟ୍‌ ସମେତ ଜିଲାର ୪ ବିଧାନସଭା ଆସନର ବିଜେଡି ପ୍ରାର୍ଥୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri