୬୧ ଦିନ ଯାଏ ମାଛ ଧରିବା ମନା
ପାରାଦୀପ,୧୫।୪(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ଏହି ୨ମାସରେ କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ମାଛ ଧରି ପାରିବେ ନାହିଁ। ମତ୍ସ୍ୟ ନିର୍ଦ୍ଦେଶାଳୟ…
ଭାଜପା ଭୋଟ ହାତେଇବାକୁ ବିଜେଡି, କଂଗ୍ରେସର ପ୍ରୟାସ
ଜଗତ୍ସିଂହପୁର, ୧୪ା୪ (ପ୍ରମୋଦ କୁମାର ନାୟକ)ରାଜ୍ୟରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ବତନ୍ତ୍ରତା ରହିଛି। କାରଣ ଏହି ନିର୍ବାଚନମଣ୍ଡଳୀରୁ ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି ଓ ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ୱାଳ ପ୍ରମୁଖ ପ୍ରତିନିଧିତ୍ୱ କରୁଥିଲେ। ସେମାନେ ରାଜ୍ୟ ରାଜନୀତିରେ…
ବିକ୍ରି ହେଉଛି ନିଷେଧ ଔଷଧ
ଜଗତ୍ସିଂହପୁର,୧୪।୪ (ପ୍ରମୋଦ କୁମାର ନାୟକ)ଅନେକ ସମୟରେ ଦେଖାଯାଉଛି ରୋଗୀ ଠିକ୍ ଔଷଧ ସେବନ କରିପାରୁନାହାନ୍ତି। ଏନେଇ ଯେଉଁସବୁ କାରଣ ଥାଉ ନା କାହିଁକି ଭୁଲ୍ ଓ ନିଷେଧ ଔଷଧ ସେବନ ଯୋଗୁ ରୋଗୀ ଅଧିକ ଅସୁସ୍ଥ ହୋଇ ପଡ଼ୁଛନ୍ତି। ଏପରି କି…
ପାରାଦୀପରୁ ଲଢ଼ିବେ ଗୀତାଞ୍ଜଳି ରାଉତରାୟ, ସମ୍ବିତଙ୍କୁ ମିଳିଲାନି ଟିକେଟ୍
ଭୁବନେଶ୍ୱର,୧୧।୪: ଗୁରୁବାର ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ପାରାଦୀପ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ। ବର୍ତମାନର ବିଧାୟକ ସମ୍ବିତ ରାଉତରାୟଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତରାୟଙ୍କୁ ପ୍ରାର୍ଥୀ କରିଛି। ଅର୍ଥାତ…
ଶଙ୍ଖ ଭବନରେ ସମ୍ବିତଙ୍କ ସହ ଅସନ୍ତୁଷ୍ଟଙ୍କ ଯୁକ୍ତିତର୍କ
ଜଗତ୍ସିଂହପୁର, ୧୧ା୪ (ପ୍ରମୋଦ କୁମାର ନାୟକ)ପାରାଦୀପ ନିର୍ବାଚନମଣ୍ଡଳୀ ବିଜେଡି କଳି ଛିଡିବା ପରିବର୍ତ୍ତେ ଦିନକୁଦିନ ବଢ଼ିବାରେ ଲାଗିଛି। ଏହି କଳି ଏବେ ପାରାଦୀପରୁ ଶଙ୍ଖ ଭବନରେ ପହଞ୍ଚତ୍ଲାଣି। ବଡ କଥା ହେଲା ଶଙ୍ଖ ଭବନରେ ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ନଁାରେ…
୧୬ ମାଛର ଓଜନ ୨୧୫ କେଜି
ପାରାଦୀପ,୧୦।୪(ଶରତ ରାଉତ):ପାରାଦୀପ ମାଛଧରା ବନ୍ଦରକୁ ମଙ୍ଗଳବାର ପାର୍ବତୀ ନାମକ ବୋଟ୍ରେ ୧୬ଟି ତେଲିଆ ବୋରେଇ ମାଛ ଆସିଥିଲା। ସେଗୁଡ଼ିକର ଓଜନ ୨୧୫ କେଜି ରହିଛି। ଉକ୍ତ ମାଛକୁ ବିକ୍ରି ପାଇଁ ବୋଟ୍ ମାଲିକ ସନ୍ଧ୍ୟାରେ କଲିକତା ଦୀଘା ନେଇ ଯାଇଛନ୍ତି। ଏସବୁ…
ସହଜ ହୋଇ ନ ପାରେ ବିଜେଡି ବିଜୟ
ଜଗତ୍ସିଂହପୁର, ୯ା୪(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଲୋକ ସଭା ଆସନରେ ବିଜେଡିର ଦୃଢ଼ ସ୍ଥିତିକୁ ସ୍ପଷ୍ଟ କରିଛି ଗତ ୨ ନିର୍ବାଚନ ଫଳାଫଳ। କିନ୍ତୁ ଏଥର ସ୍ଥିତିରେ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଛି। ବିଜେଡିର ବିଜୟ ସହଜ ହେବନାହିଁ। ମୁଖ୍ୟ ବିରୋଧୀ ଭାଜପା କଡ଼ା…
୬ ମାସ ହେବ ଶୀତଳୀକରଣ ପାନୀୟ ଜଳ ପ୍ରକଳ୍ପ ଅଚଳ
ନାଉଗାଁ,୯ା୪ (ସୁଧା ବେହୁରା):ଦିନକୁ ଦିନ ଗ୍ରୀଷ୍ଟ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ପାନୀୟ ଜଳ ସମସ୍ୟା ମଧ୍ୟ ଉତ୍କଟ ହେବାରେ ଲାଗିଛି। ଏଭଳିସ୍ଥିତିରେ ନାଉଗାଁ ବସ୍ଷ୍ଟାଣ୍ଡରେ ପାନୀୟ ଜଳ ବିଶୋଧନ ଓ ଶୀତଳୀକରଣ ଯନ୍ତ୍ର ୬ ମାସ ହେବ ଅଚଳ ହୋଇଯାଇଛି।…
୩ ବର୍ଷ ପରେ ବି କାର୍ଯ୍ୟକ୍ଷମ ହେଲାନି ମଡେଲ ମଶାଣି
ଜଗତ୍ସିଂହପୁର, ୯ା୪ (ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ପୌରାଞ୍ଚଳରେ ଜନସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଅନେକ ସମୟରେ କୌଣସି ନା କୌଣସି ୱାର୍ଡରେ ଲୋକଙ୍କ ମୃତ୍ୟୁ ହେଉଛି। କିନ୍ତୁ ଶବଦାହ ପାଇଁ ଅନେକ ସମୟରେ ଅସୁବିଧା ହେଉଛି। ବିଶେଷକରି ବର୍ଷାଦିନେ…
ନବୀନ ନିବାସରେ ସମ୍ବିତଙ୍କ ବିରୋଧରେ ସ୍ବର
ଜଗତ୍ସିଂହପୁର,୯ା୪(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଜିଲାର ଅନ୍ୟତମ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ ପାରାଦୀପରେ ଏ ପର୍ଯ୍ୟନ୍ତ ବିଜେଡି ପ୍ରାର୍ଥୀ ଘୋଷଣା କରି ନାହିଁ। ପ୍ରାର୍ଥୀ ଘୋଷଣାରେ ଯେତିକି ବିଳମ୍ବ ହେଉଛି ନିର୍ବାଚନ ମଣ୍ଡଳୀରେ ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ ଅସନ୍ତୋଷ ସେତିକି ବଢ଼ିବାରେ…
ବଢୁଛି ବିଜେଡି କଳି:ସମ୍ବିତଙ୍କ ବିରୋଧରେ ପୁଣି ମେଳି
ପାରାଦୀପ,୯।୪(ଶରତ ରାଉତ):ପାରାଦୀପ ବିଧାନସଭା ଆସନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି , ବିଧାୟକ ସମ୍ବିତ ରାଉତରାୟଙ୍କୁ ବିରୋଧ ସେତିକି ବୃଦ୍ଧି ପାଉଛି। ସମ୍ବିତଙ୍କୁ ଆଉ ପ୍ରାର୍ଥୀ ନ କରିବା ପାଇଁ ୮ ଥର ବିରୋଧୀ ସଭା ହୋଇଥିଲା।…
ଜଳ ପରିଚାଳନାରେ ତ୍ରୁଟି, ଚାଷୀ ହତାଶ
ପଟ୍ଟାମୁଣ୍ଡାଇ,୮ା୪ (କଳ୍ପତରୁ ନାୟକ): ରାଜ୍ୟରେ ଏକଦା ମନ୍ତ୍ରୀପଡ଼ା ଭାବେ ପରିଚିତ ଲାଭ କରିଥିବା କେନ୍ଦ୍ରାପଡ଼ା ଜିଲାର ସ୍ବତନ୍ତ୍ର ପରିଚୟ ରହିଥିବା ବେଳେ ଆଜି ବି ଶିଳ୍ପ ବିହୀନ ଅବସ୍ଥାରେ ପଡ଼ିରହିଛି। ଜିଲାର ଶତକଡା ୮୦ ଭାଗ ଲୋକ କୃଷି ଉପରେ ନିର୍ଭର…
Archives


