ଜଗତ୍‌ସିଂହପୁର

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ ମୁଦୁଲିଙ୍କୁ ପୁଣିଥରେ ବିଧାୟକ ପ୍ରାର୍ଥୀ କରିଥିବା ବେଳେ ଚିରଞ୍ଜୀବ ନିରାଶ ହୋଇଛନ୍ତି। ତଥାପି କ୍ଷମତା…

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ ସେ ଜଗତ୍‌ସିଂହପୁର ଏମ୍‌ପି ସିଟ୍‌ ସମେତ ଜିଲାର ୪ ବିଧାନସଭା ଆସନର ବିଜେଡି ପ୍ରାର୍ଥୀମାନେ…

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ (୧୬) କ୍ରିକେଟ ଖେଳୁଛନ୍ତି। ଆଶା ଅନେକ ହେଲେ ଅର୍ଥ ସାଜିଛି ବାଧକ। ସରକାରୀ ସ୍ତରରେ…

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର ମୁଦୁଲିଙ୍କୁ ଏହି ନିର୍ବାଚନ ମଣ୍ଡଳୀ ବିଜେଡି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲେ ସୁଦ୍ଧା ସେ…

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ ଟଙ୍କା ପରିଶୋଧ ନ କରିବାରୁ ଏପରି କରାଯାଇଛି। ଲକ୍‌ ଥାନା ପୋଲିସ ଓ ବ୍ୟାଙ୍କ…

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି। ଏଭଳି ଗ୍ରୀଷ୍ମପ୍ରବାହ ଜାରି ରହିଲେ ଆଗକୁ ପରିସ୍ଥିତି ଜଟିଳ ରୂପ ନେବା…

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ କରି ଭାରିଯାନ ଯାତାୟାତ କରିପାରିବା ଭଳି ନିର୍ମାଣ ଉଦ୍ଦେଶ୍ୟରେ ୨୦୨୨ରେ ଭଙ୍ଗାଯାଇଥିଲା। ଏହାପରେ ଗ୍ରାମ୍ୟ…

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର ଫାଇଦା ଉଠାଉଛନ୍ତି ପାଣି ବ୍ୟବସାୟୀ। ପ୍ରାୟ ୧୨ଟି ଜାଗାରେ ଭୂତଳ ଜଳକୁ ଉତ୍ତୋଳନ କରି…

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି ପ୍ରାର୍ଥୀ ଘୋଷଣା କରିଛି। ଫଳରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ନିରାଶ…

ପାରାଦୀପରେ ନିର୍ଣ୍ଣାୟକ ହୋଇପାରନ୍ତି କଂଗ୍ରେସ ଭୋଟର

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭିନ୍ନ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ବିଜେଡିରେ ମିଶିଛନ୍ତି। ତାଙ୍କ ସ୍ଥାନ ପୂରଣ ପାଇଁ କଂଗେସର ମଙ୍ଗ ଧରିଛନ୍ତି ନାଉଗାଁ ବ୍ଲକ ଅଞ୍ଚଳର ଯୁବନେତା ନିରଞ୍ଜନ ନାୟକ…

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର ସମସ୍ୟା ଯେପରି ସୃଷ୍ଟି ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।…

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ ଥିବା ସ୍ବୀକାର କରିଛନ୍ତି। କେବଳ ଏତିକି ନୁହେଁ, ୨ ବର୍ଷ ହେବ କଂଗ୍ରେସ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?