ଜଗତ୍‌ସିଂହପୁର

ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…

କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା ଘଟିଛି। ମୃତା ହେଲେ କୁଜଙ୍ଗ ଥାନା ଅନ୍ତର୍ଗତ ଦୁଆଡିଆ ଗ୍ରାମର ପ୍ରଭାକର ସ୍ବାଇଁଙ୍କ…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ ଅଧେଖାଙ୍କୁ ପୋଲିସ ଗିରଫ କରିଥିବା ବେଳେ, ଏସ୍‌ପି ପକ୍ଷରୁ ପ୍ରେସମିଟ୍‌ରେ ଏହା ସମ୍ବନ୍ଧୀୟ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସରୋଜ ଖିଲାର (୩୭), ସେ ଏକ ହାଇଓ୍ବା (ଓଆର–୨୧ବି–୯୨୩୬)ର…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା ଜଣାପଡିନଥିବା ବେଳେ ଏ ବାବଦରେ ତିର୍ତ୍ତୋଲ ଥାନାରେ ଏତଲା ଦିଆଯାଇଛି ।…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ ପର୍ଯ୍ୟନ୍ତ ମାଟି ତଳେ ଥିବା ପାଇପ୍ ଲାଇନ୍ ଫାଟିଯିବାରୁ ବିପୁଳ ପରିମାଣର ତେଲ…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର ପ୍ରଭାବ ଏବେ ଦେଶର ଚାଷୀଙ୍କ ଉପରେ ପଡ଼ିିବ ବୋଲି ଆଲୋଚନା ହେଉଛି। ଅପରପକ୍ଷେ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ କ୍ରମେ ୨ ଭାଇ ଗିରଫ ହୋଇଛନ୍ତି। ସେମାନେ ହେଲେ…

ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ଼: ଜଗିଲା ପୋଲିସ

ପାରାଦୀପରେ,୧୪।୫: ଇରାନ-ଆମେରିକା ଏବଂ ଇସ୍ରାଏଲର ଯୁଦ୍ଧ ପାଇଁ ଭାରତ ସମେତ ଅନ୍ୟ କେତେକ ଦେଶରେ ତୈଳ ଓ ରନ୍ଧନ ଗ୍ୟାସ ସଙ୍କଟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଏଥିରୁ ବାଦ ପଡ଼ିନାହିଁ। ରାଜ୍ୟରେ ପ୍ରଥମେ ଗ୍ୟାସ ସମସ୍ୟା ସୃଷ୍ଟି ହୋଇଥିବା…

ସରକାରୀ ଜମିରେ ଘର କରି ମାଡ଼ି ବସିଥିଲେ: ହଟିଲା ଜବରଦଖଲ

ପାରାଦୀପ,୧୧।୫: ଜଗତସିଂହପୁର ଜିଲା କୁଜଙ୍ଗ ତହସିଲ ନୂଆଗଡ଼ରେ ସୋମବାର ଏକ ବଡ଼ ଧରଣର ଜବରଦଖଲ ଉଚ୍ଛେଦ କରାଯାଇଛି। ସରକାରୀ ଜମିରେ ଘର କରି ମାଡ଼ି ବସିଥିବା ଲୋକଙ୍କୁ ଉଚ୍ଛେଦ କରାଯାଇଛି। ତହସିଲଦାର ଏବଂ ପୋଲିସ ଫୋର୍ସ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ ଜାରି…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର କହିଲେ ସ୍ତ୍ରୀଙ୍କ ସହ ୨ ଝିଅ ଓ ଗୋଟିଏ ପୁଅକୁ ବୁଝାଏ। ପୁଅ…

କୁମ୍ଭୀର ନେଇ ଯାଇଥିବା ଗୁଜବ,ସକାଳୁ ଜଣାପଡ଼ିଲା ଅସଲି ସତ…

ପାରାଦୀପ,୨୬।୪(ଶରତ ରାଉତ): ପାରାଦୀପ ଲକଥାନା ଅନ୍ତର୍ଗତ ଚଉମୁହାଣି ନିକଟ ମହାନଦୀରେ ରବିବାର ଭୋରୁ ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହକୁ କୁଜଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ମହେନ୍ଦ୍ର ସେଠି (୬୧)। ମହେନ୍ଦ୍ର ଓ ତାଙ୍କ ସାଥିରେ ଥିବା ରାଜେଶ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ ସସ୍ମିତା ଓରଫ ଡଲି ଦାସ (୨୪)ଙ୍କୁ ଜଗତ୍‌ସିଂହପୁର-ବାଲିକୁଦା ରାସ୍ତାର ପାକନପୁର ୱେର ହାଉସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?