ଗାର୍ଡଓ୍ବାଲ ନିର୍ମାଣ କାର୍ଯ୍ୟ ନିମ୍ନମାନର
ନାଉଗାଁ,୧ା୩(ସୁଧା ବେହୁରା):ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖରଘାଟ-ବାଲିଭଉଁରୀ ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ଏହି ରାସ୍ତାର ନାଉଗଁାସ୍ଥିତ ସାଧୁ ଗୋସ୍ବାମୀ ପୀଠ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗାର୍ଡଓ୍ବାଲ ନିର୍ମାଣ କାର୍ଯ୍ୟ ଜାରି ରହିଛି। ଉକ୍ତ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ରାସ୍ତାର…
ପେସା ଶ୍ରମିକ, ନିଶା ପ୍ଲାଷ୍ଟିକମୁକ୍ତ ସମାଜ ଗଠନ
କୁଜଙ୍ଗ,୨୯।୨ (ମନୋଜ ପ୍ରଧାନ)ମାଟିରେ ମିଳାଉ ନ ଥିବା ପ୍ଲାଷ୍ଟିକ, ଧୂଳି, ଧୂଆଁ ଓ ଶିଳ୍ପ ସଂସ୍ଥାରୁ ନିର୍ଗତ ବର୍ଜ୍ୟ ଯୋଗୁ ବାୟୁମଣ୍ଡଳ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ଏହାଦ୍ୱାରା ମଣିଷ ସ୍ବଚ୍ଛ ପବନରେ ନିଃଶ୍ୱାସ ପ୍ରଶ୍ୱାସ ନେଇପାରୁନାହିଁ। ଫଳରେ ଲୋକେ…
ସମ୍ପତ୍ତି ପାଇଁ ମାରିଦେଲେ:ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ
ବାଲିକୁଦା,୨୭ା୨(ତାପସ ସ୍ବାଇଁ):ଓଗରପୁର ଗାଁରେ ଗତ ସୋମବାର ବିଳମ୍ବିତ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେ ହେଲେ…
ବିନା ‘ହାତ’ରେ ଚିରଞ୍ଜୀବଙ୍କ ବନ୍ଧୁମିଳନ
ଜଗତ୍ସିଂହପୁର, ୨୬ା୨(ପ୍ରମୋଦ କୁମାର ନାୟକ):ଗତ ସାଧାରଣ ନିର୍ବାଚନ ପରଠାରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଗତ୍ସିଂହପୁର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ତାଙ୍କ ନିର୍ବାଚନମଣ୍ଡଳୀରେ ଦଳୀୟ କର୍ମୀଙ୍କଠାରୁ ଏକପ୍ରକାର ଖାପଛଡ଼ା ଦେଇ ଆସୁଥିଲେ। ହେଲେ ରବିବାର ନାଉଗାଁ ବ୍ଲକ ଅନ୍ତର୍ଗତ ଚଗଲା…
ଅନିଶ୍ଚିତତାରେ ୨୧ ଭିଏଟ୍ନାମ ନାବିକଙ୍କ ଭାଗ୍ୟ
ପାରାଦୀପ, ୨୫।୨(ଶରତ ରାଉତ)ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାନାଲ କାର୍ଗୋ ଟର୍ମିନାଲ)ବର୍ଥରେ ୨୦୨୩ ନଭେମ୍ବର ୩୦ରେ ଏମ୍ଭି ଦେବୀ ନାମକ ଜାହାଜରୁ କଷ୍ଟମ ବିଭାଗ ୨୨ ପ୍ୟାକେଟ୍ କୋକେନ୍ ଜବତ କରିଥିଲା। ଏହାର ବଜାର ମୂଲ୍ୟ ୨୨୦ କୋଟି ଟଙ୍କା ହେବ…
ବିଜେଡି ଅନ୍ତର୍ଦ୍ୱନ୍ଦ୍ୱ ଉପରେ ବିରୋଧୀଙ୍କ ନଜର
ଜଗତ୍ସିଂହପୁର, ୨୪ା୨(ପ୍ରମୋଦ କୁମାର ନାୟକ): ତିର୍ତ୍ତୋଲ ବିଧାନସଭା ଆସନ। ଜଗତ୍ସିଂହପୁର ଜିଲାର ଏହି ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ ବିଶ୍ୱାଳ, ନିଶାମଣି ଖୁଣ୍ଟିଆ, ପ୍ରତାପ ଚନ୍ଦ୍ର ମହାନ୍ତି ଓ ନିତ୍ୟାନନ୍ଦ ସାମନ୍ତରାୟଙ୍କ ଭଳି ନେତା ବିଧାୟକ ହୋଇଥିଲେ। ୧୯୭୭ରୁ…
ବୁଲା କୁକୁରଙ୍କ ଆହାର ପାଲଟିଛି ଅଲିଭ ରିଡ୍ଲେ କଇଁଛ
ପାରାଦୀପ ୨୧।୨(ଶରତ ରାଉତ): ପାରାଦୀପ ନିକଟସ୍ଥ ସମୁଦ୍ର କୂଳରେ ଏବେ କିଛି ଦିନ ହେଲା ମୃତ ଅଲିଭରିଡ୍ଲେ କଇଁଛ ସଂଖ୍ୟା ଅଧିକ ଦେଖିବାକୁ ମିଳୁଛି। ଉକ୍ତ କଇଁଛଗୁଡ଼ିକୁ ବୁଲା କୁକୁର ଖାଉଛନ୍ତି। ଏପରିସ୍ଥିତି ଯୋଗୁ ବେଳାଭୂମିରେ ଦୁର୍ଗନ୍ଧ ହେଉଛି। ପ୍ରାୟ ୧୫…
ଅଧରାତିରେ ଘରେ ପଶିଲେ ଦୁବୃର୍ତ୍ତ , ମା’ ପୁଅ, ବୋହୂଙ୍କୁ ହାଣି ପକାଇଲେ
ଜଗତସିଂହପୁର,୨୦।୯: ଜଗତସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ଓଗରପୁରରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଘରେ ପଶି ଦୁର୍ବୃତ୍ତ ମା’ ପୁଅ ଓ ବୋହୂକୁ ହାଣିଛନ୍ତି । ଘଟଣାସ୍ଥଳରେ ମା’ଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ପୁଅ ଓ ବୋହୂ ଗୁରୁତର ହୋଇଛନ୍ତି। ଉଭୟଙ୍କୁ…
୨୬ ବର୍ଷ ପରେ ଘରକୁ ଫେରିଲେ ବଂଶୀଧର
ବାଲିକୁଦା,୨୦।୨(ତାପସ ସ୍ବାଇଁ):୨୬ ବର୍ଷ ପରେ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ମହାରଣା ପଞ୍ଚାୟତର ତଳ କୁସୁମା ଗ୍ରାମର ବଂଶୀଧର ମହାନ୍ତି (୭୨) ଶନିବାର ଅସୁସ୍ଥ ଅବସ୍ଥାରେ ଗାଁରେ ପହଞ୍ଚତ୍ଛନ୍ତି। ପୁଅ ବିକାଶ ତାଙ୍କୁ ଏବେ କଟକ ବଡ଼ ଡାକ୍ତରଖାନର ଟିବି ଓ୍ବାର୍ଡରେ…
ପେସା ମାଛ ବ୍ୟବସାୟ, ନିଶା ଫୁଲ ଉଦ୍ୟାନ
ପାରାଦୀପ,୧୬।୨ (ଶରତ ରାଉତ): ଘର ଆଗରେ ଫୁଲ ଗଛଟିଏ ଥିଲେ ତାକୁ ଦେଖି ମନ ଟିକିଏ ପୁଲକିତ ହୁଏ। ଆଉ ଯଦି ରଙ୍ଗ ବେରଙ୍ଗର ଫୁଲ ଓ ବାସ୍ନା ଗୋଟିଏ ଜାଗାରେ ଦେଖିବାକୁ ମିଳେ ସେଠାରେ ଆପଣା ଛାଏଁ କିଛି ସମୟ…
ଆଜି ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
କୁଜଙ୍ଗ,୧୬।୨ (ମନୋଜ ପ୍ରଧାନ): ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ ନିମନ୍ତେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତକୁ ଆସୁଛନ୍ତି। ଏଥିନିମନ୍ତେ ପ୍ରଶାସନ ଓ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ପକ୍ଷରୁ ଜୋର୍ଦାର ପ୍ରସ୍ତୁତି ଚାଲିଛି। ଗୁରୁବାର ଏରସମା-ବାଲିକୁଦା ବିଧାୟକ…
ସ୍କୁଲରେ ଶାସ୍ତ୍ରୀୟ ଶିକ୍ଷୟିତ୍ରୀ ଜଣେ, ନାମ ୨ଟା
ପାରାଦୀପ,୧୫ା୨(ଶରତ ରାଉତ)ଜଗତ୍ସିଂହପୁର ଜିଲା ପାରାଦୀପ ପୌରାଞ୍ଚଳରେ ଥିବା ୧୨ ସରକାରୀ ବିଦ୍ୟାଳୟରେ ଯାବତୀୟ ବ୍ୟତିକ୍ରମ ଥିବା ଜନସୂଚନା ଅଧିକାରୀ ଆଇନ ତଥ୍ୟରେ ଜଣାପଡ଼ିଛି। କେଉଁଠାରେ ବିଦ୍ୟାଳୟ ପାଇଁ ସରକାରଙ୍କ ନିଜସ୍ବ ଘର ନାହିଁ। ସେଠାରେ ପୌର ପରିଷଦ ଗୋଷ୍ଠୀ କେନ୍ଦ୍ର, ପୋର୍ଟ…
Archives


