ବର୍ଷା ସାଙ୍ଗକୁ ପବନ, ଚିନ୍ତାରେ ଚାଷୀ
କୁଜଙ୍ଗ,୧୭।୧୧(ମନୋଜ ପ୍ରଧାନ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଜଗତ୍ସିଂହପୁର ଜିଲାର ଉପକୂଳବର୍ତ୍ତୀ ବ୍ଲକ କୁଜଙ୍ଗ ଓ ଏରସମା ଅଞ୍ଚଳରେ ଗୁରୁବାର ସକାଳୁ ଝିପି ଝିପି ବର୍ଷା ସାଙ୍ଗକୁ ୫୦ କି.ମି. ବେଗରେ ପବନ ବହୁଛି। ଏନେଇ ଧାନଚାଷୀ ଚିନ୍ତାରେ ପଡିଛନ୍ତି। ଚଳିତ…
ନିର୍ମାଣାଧୀନ ରାସ୍ତାର ସ୍ଥାୟିତ୍ୱ ନେଇ ଆଶଙ୍କା
ନାଉଗାଁ,୧୭ା୧୧(ସୁଧା ବେହୁରା): ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ନିର୍ମାଣ କରୁଥିବା ବେଳେ ଠିକାଦାରଙ୍କ ମନମୁଖି କାମ ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ଉଦାହରଣ ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖର-ତିରୁଣା ରାସ୍ତା କାମରେ ଦେଖିବାକୁ ମିଳିଛି।…
ଅବହେଳିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ
ରାହାମା, ୧୬।୧୧(ଶ୍ରୀକାନ୍ତ ଦାସ)କୁଜଙ୍ଗ ବ୍ଲକ ସାରଳା ମହାବିଦ୍ୟାଳୟ, ରାହାମା ସମ୍ମୁଖରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ରହିଛି। ସରକାର ଯୁବ ପ୍ରତିଭାମାନଙ୍କୁ ଆଖି ଆଗରେ ରଖି ପ୍ରତି ପଞ୍ଚାୟତରେ ଏହି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ମାତ୍ର ପ୍ରଶାସନିକ ଅବହେଳା, ଆନ୍ତରିକତା ଓ…
ଏରଡ଼ା-ପହଙ୍ଗା କେନାଲ ରାସ୍ତା କାମରେ ବିଳମ୍ବ
ଜଗତ୍ସିଂହପୁର, ୧୬ା୧୧(ପ୍ରମୋଦ କୁମାର ନାୟକ)ଜଳ ସମ୍ପଦ ବିଭାଗ ପ୍ରାଚୀ ଡିଭିଜନ ପକ୍ଷରୁ କଟକ ଜିଲା ପହଙ୍ଗା ନିକଟରୁ ଜଗତ୍ସିଂହପୁର ଜିଲା ଏରଡ଼ା (ବାଲିସାହି) ପର୍ଯ୍ୟନ୍ତ କେନାଲ ରାସ୍ତା ନବୀକରଣ ପାଇଁ ଟେଣ୍ଡର ହୋଇଛି। ପାଖାପାଖି ୩.୫ କିଲୋମିଟର କେନାଲ ରାସ୍ତା ସହ…
ଜଳିଗଲା ବାଣ ଦୋକାନ
ଜଗତସିଂହପୁର,୧୨।୧୧: ଆଜି ଆଲୋକର ପର୍ବ ଦୀପାବଳି। ବାଣ ଫୁଟାଇ, ମିଠା ଖାଇ ଲୋକ ଦୀପାବଳୀ ପାଳନ କରୁଛନ୍ତି। କିନ୍ତୁ ପାରାଦୀପରେ ଏତିକିବେଳେ ଏକ ଅଘଟଣ ଘଟି ଯାଇଛି। ପାରାଦୀପର ଏକ ବାଣ ଦୋକାନରେ ଭୋର ସମୟରେ ନିଆଁ ଲାଗି ଯାଇଛି। ଲକ୍…
ପାରାଦୀପ ଆସିବେ ରାଷ୍ଟ୍ରପତି
ପାରାଦୀପ,୧୦।୧୧(ଶରତ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୭ରେ ପାରାଦୀପ ଗସ୍ତରେ ଆସିବେ। ଏ ନେଇ ସରକାରୀ ଭାବେ ରାଷ୍ଟ୍ରପତି ଭବନର ସଚିବ ସମ୍ପଦ ମେହେଟ୍ଟା ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଯୋଗେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଗୁରୁବାର…
ପୋସ୍କୋ ଗଲା, ଏବେ ଜେଏସ୍ଡବ୍ଲ୍ୟୁ: ନ୍ୟାୟାଳୟ ଏକମାତ୍ର ଭରସା
ପାରାଦୀପ, ୮।୧୧ (ଶରତ ରାଉତ): ଜଗତ୍ସିଂହପୁର ଜିଲା ପାରାଦୀପ ଉପକଣ୍ଠ ଢିଙ୍କିଆ ଗ୍ରାମ ଅଞ୍ଚଳରେ ଏବେ ଭୟର ପରିବେଶ ରହିଛି। ଏଭଳି ସ୍ଥିତି ଜେଏସ୍ଡବ୍ଲ୍ୟୁ କମ୍ପାନୀ ପାଇଁ ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେମାନଙ୍କ କହିବାନୁଯାୟୀ, ଜମି ଅଧିଗ୍ରହଣଠାରୁ…
ବ୍ରାଉନ୍ସୁଗାର କବଳରେ ଯୁବଗୋଷ୍ଠୀ
ଜଗତ୍ସିଂହପୁର, ୫ା୧୧ (ପ୍ରମୋଦ କୁମାର ନାୟକ)ଜଗତ୍ସିଂହପୁର ଜିଲାରେ ବ୍ରାଉନସୁଗାର ର଼୍ୟାକେଟ୍ ସକ୍ରିୟ ରହିଛି। ଏଥିଯୋଗୁ ବିଶେଷକରି ଯୁବଗୋଷ୍ଠୀ ପ୍ରଭାବିତ ହେଉଛନ୍ତି। ଏହାର ଉଦାହରଣ ଶନିବାର କୁଜଙ୍ଗ ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଏହି ଥାନା ଅନ୍ତର୍ଗତ ହସିନା ପ୍ରାଥମିକ ବିଦ୍ୟାଳୟ ନିକଟରୁ…
ଆଇଓସିଏଲ୍ ପାଇପ୍ ଲାଇନ୍ରେ ଫାଟ
ଆଳି,୫ା୧୧(ବନମାଳୀ ସେନାପତି) ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ଯାଇଥିବା ଆଇଓସିଏଲ୍ର ପାଇପ୍ ଲାଇନରେ ଫାଟ ସୃଷ୍ଟି ହେବା ଯୋଗୁ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମର ଭେଡାଠାରେ ହଜାର ହଜାର ଲିଟର ଡିଜେଲ ମାଟିରେ ଭାସୁଛି। କମ୍ପାନୀ କର୍ତ୍ତୃପକ୍ଷ…
ପ୍ରଗତିରେ ବାଧକ ସାଜିଛି ଦୁର୍ନୀତି
ଜଗତ୍ସିଂହପୁର, ୧।୧୧ (ପ୍ରମୋଦ କୁମାର ନାୟକ): ସମ୍ପ୍ରତ୍ତି ଦେଶରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଲାଣି। ବିଶେଷକରି ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ଅଧିକାରୀ ଓ କର୍ମଚାରୀମାନଙ୍କ ଦୁର୍ନୀତିଖୋର ମନୋଭାବ ଚିନ୍ତାର କାରଣ ପାଲଟିଛି। ଅପରପକ୍ଷେ ପ୍ରତିବର୍ଷ ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ…
ମନରୁ ଲିଭୁନି ଲୋମଟାଙ୍କୁରା ଦୃଶ୍ୟ
ଏରସମା,୨୯।୧୦(ଦୀପ୍ତି ରଞ୍ଜନ ଖଣ୍ଡୁଆଳ)୧୯୯୯ ମହାବାତ୍ୟାକୁ ରବିବାର ୨୪ ବର୍ଷ ପୂରିବ। ଏହା ମଧ୍ୟରେ ଅନେକ କିଛି ପରିବର୍ତ୍ତନ ହୋଇଛି। କିନ୍ତୁ ଏବେବି ସେଦିନର ସ୍ମୃତି ମନେ ପଡ଼ିଲେ ଲୋମ ଟାଙ୍କୁରି ଉଠେ। ବିଶେଷକରି ଜଗତ୍ସିଂହପୁର ଜିଲା ଏରସମାରେ ମହାବାତ୍ୟା କରାଳରୂପ ଧାରଣା…
ଗାଁର ସବୁ ଲୋକଙ୍କ ପାଇଁ ବିକାଶର ଗ୍ୟାରେଣ୍ଟି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୧୦: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି…
Archives


