ଜଗତ୍‌ସିଂହପୁର

ମତ୍ସ୍ୟଜୀବୀଙ୍କ ବଦଳରେ ବଙ୍ଗୀୟ ଲୋକଙ୍କୁ ମିଳୁଛି ସବ୍‌ସିଡି

ପାରାଦୀପ,୨୦।୧୨(ଶରତ ରାଉତ): କେନ୍ଦ୍ର ଓ ରାଜ୍ୟ ସରକାର ଓଡ଼ିଶାର ପାରମ୍ପରିକ ମତ୍ସ୍ୟଜୀବୀଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା କରିଛନ୍ତି। କିନ୍ତୁ ଉକ୍ତ ଯୋଜନାରେ ପାରମ୍ପରିକ ମତ୍ସ୍ୟଜୀବୀଙ୍କ ବଦଳରେ ଅଣପାରମ୍ପରିକ ମତ୍ସ୍ୟଜୀବୀଙ୍କୁ ଦିଆଯାଉଛି ବୋଲି ଅଭିଯୋଗ ହୋଇଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ମତ୍ସ୍ୟବିଭାଗ…

ଚଉମୁହାଣିର ଲକ୍‌: ଦିନଯାଇଛି, ଚିହ୍ନ ରହିଛି

ପାରାଦୀପ,୧୮ା୧୨(ଶରତ ରାଉତ): ଜଗତ୍‌ସିଂହପୁର ଜିଲାର ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଲକ୍‌ ଏବେ ନିଶ୍ଚିହ୍ନ ଅବସ୍ଥାରେ ପଡ଼ିଛି। ନୂଆଗଡ଼ ପଞ୍ଚାୟତ ଚଉମୁହାଣୀଠାରେ ଉକ୍ତ ଲକ୍‌ର କେବଳ ୨ଟି ହ୍ୟାଣ୍ଡେଲ ଚକ, ଭଙ୍ଗା କାଠ କବାଟ ଓ ହାୱଡ଼ା ପୋଲ ଭଳି ଏକ…

ସ୍ପିଡ୍‌ ବୋଟ୍‌ ଅଚଳ: ମତ୍ସ୍ୟ ବିଭାଗ ପାଟ୍ରୋଲିଂ କରୁନାହିଁ

ପାରାଦୀପ,୧୫ା୧୨(ଶରତ ରାଉତ): ଓଡ଼ିଶାର ପୂର୍ବ ଉପକୂଳରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ପ୍ରତିବର୍ଷ ନଭେମ୍ବର ୧ରୁ ମେ ୩୧ ପର୍ଯ୍ୟନ୍ତ ସାମୁଦ୍ରିକ କଟକଣା ଲାଗୁ କରାଯାଇଛି। ଏହି ସମୟରେ କୌଣସି ମତ୍ସ୍ୟଜୀବୀ କିମ୍ବା ମାଛଧରା ବୋଟ୍‌ କଇଁଛ…

ଜାଲରେ ପଡ଼ିଲା ୧୭ ଦାମୀ ମାଛ: ଦାମ୍‌ ଜାଣିଲେ…

ପାରାଦୀପ,୧୨।୧୨(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦରରୁ ସମୁଦ୍ରକୁ ଯାଇଥିବା ପାର୍ବତୀ ନାମକ ଏକ ମାଛଧରା ବୋଟ୍‌ ୧୭ଟି ତେଲିଆ ବୋରେଇ ମାଛ ଧରିଛି। ଏହାପରେ ଉକ୍ତ ମାଛଗୁଡ଼ିକ ୨୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଉକ୍ତ ମାଛଗୁଡ଼ିକୁ ମଧ୍ୟରୁ ୧୧ଟି ୨୦ରୁ…

ଗଞ୍ଜି କିଣା ବିଜ୍ଞାପନକୁ ନେଇ ଜୋର ଧରିଲା ଚର୍ଚ୍ଚା

ଜଗତ୍‌ସିଂହପୁର, ୧୨ା୧୨(ପ୍ରମୋଦ କୁମାର ନାୟକ): ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଡିଗ୍ରୀ ମହାବିଦ୍ୟାଳୟ ଗୁଡ଼ିକରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସାମାଜିକ, କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟରେ ସମ୍ପୃକ୍ତି ବୃଦ୍ଧି ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଛାତ୍ରୀଛାତ୍ରମାନେ କିପରି ନିଜର ଆତ୍ମବଳ…

୧୭ କୋଟିର ଅଳକା ଖନନ ଯୋଜନା ଦିଗହରା

ଜଗତ୍‌ସିଂହପୁର ଅଫିସ, ୧୨।୧୨: ଅତୀତରେ ଅଳକା ନଦୀ ସୁନାବ୍ୟା, ସୁଗଭୀର ଥିଲା। ଏଥିରେ ଜାହାଜ ଯାତାୟାତ କରିପାରୁଥିଲା। ତେଣୁ ତତ୍କାଳୀନ ହରିହରପୁର ତଥା ବର୍ତ୍ତମାନର ଜଗତ୍‌ସିଂହପୁରରେ ଇଂରେଜମାନେ ବ୍ୟବସାୟ କେନ୍ଦ୍ର ଅର୍ଥାତ୍‌ ବାଣିଜ୍ୟ କୋଠି କରିବାକୁ ସକ୍ଷମ ହୋଇଥିଲେ। ସମୟ ଚକ୍ରରେ…

ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ,୭ା୧୨(ଶରତ ରାଉତ)ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ ବୋଲି ଅନେକ ସମୟରେ ସରକାରୀ ଭାବେ କୁହାଯାଉଛି। କିନ୍ତୁ କୌତୂହଳ ପ୍ରସଙ୍ଗ ହେଲା ଉକ୍ତ…

ତଦନ୍ତରେ ବାଧା ଭିଏଟ୍‌ନାମା ଭାଷା

ପାରାଦୀପ,୬।୧୨(ଶରତ ରାଉତ): ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) ବର୍ଥରୁ ନଭେମ୍ବର ୩୦ ତାରିଖ ରାତିରେ ‘ଏମ୍‌ଭି ଦେବୀ’ ନାମକ ପଣ୍ୟବାହୀ ଜାହାଜରୁ ୨୨ ପ୍ୟାକେଟ୍‌ କୋକେନ ଜବତ କରାଯାଇଥିଲା। ଏହାର ମୂଲ୍ୟ ୨୨୦ କୋଟି ଟଙ୍କା ବୋଲି…

ଜାହାଜରୁ ୨୨୦ କୋଟିର କୋକେନ୍‌ ଜବତ

ପାରାଦୀପ,୨।୧୨(ଶରତ ରାଉତ): ପାନାମାରେ ତିଆରି ହୋଇଥିବା ‘ଏମ୍‌ଭି ଦେବୀ’ ନାମକ ପଣ୍ୟବାହୀ ଜାହାଜ ଇଣ୍ଡୋନେସିଆରୁ ଆସିଥିଲା। ପାରାଦୀପରୁ ଷ୍ଟିଲ୍‌ କାର୍ଗୋ ନେଇ ଡେନମାର୍କ ଯିବାର ଥିଲା। ଗୁରୁବାର ମଧ୍ୟାହ୍ନ ୧୨ଟାରେ ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ (ପିଆଇସିଟି) ବର୍ଥରେ ଲାଗିଥିଲା। ନିୟମାନୁସାରେ…

ଜାହଜରୁ ୩୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର କୋକେନ୍‌ ଜବତ

ପାରାଦୀପ,୧।୧୨(ଶରତ ରାଉତ): ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହଜରୁ ଶୁକ୍ରବାର ବହୁପରିମାଣରେ କୋକେନ୍‌ ଜବତ କରାଯାଇଛି। ଅପରାହ୍ନ ୨ଟା ସୁଦ୍ଧା ୫୫ଟି ପ୍ୟାକେଟ ଜବତ ହୋଇଥିବା ଜଣାପଡିଛି। ଯାହାର ପରିମାଣ ୮୨ କେଜି। ଏହାର ଭାରତୀୟ ବଜାର ମୂଲ୍ୟ ୩୩୦ କୋଟି…

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ ମିଳିତ ଭାବେ ଯାଞ୍ଚ କରୁଛନ୍ତି। ପ୍ରାଥମିକ ଭାବେ ଡଗ ସ୍କ୍ବାର୍ଡ, ବୋମା ନିଷ୍କ୍ରିୟକାରୀ…

ଆଜି ଜଗତ୍‌ସିଂହପୁର ପୌର ପରିଷଦ ୬ନଂ. ୱାର୍ଡ ଉପନିର୍ବାଚନ

ଜଗତ୍‌ସିଂହପୁର, ୨୯।୧୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ପୌର ପରିଷଦ ଅନ୍ତର୍ଗତ ୬ନଂ. ୱାର୍ଡରେ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସୁଜଙ୍ଗସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସର ୧ନଂ. ବୁଥ୍‌ରେ ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏନେଇ ମଙ୍ଗଳବାର ରାତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri