ଜଗତ୍‌ସିଂହପୁର

ସମୁଦ୍ରରେ ବୋଟ୍‌ରୁ ସନ୍ଦିଗ୍ଧ ଯୁବକ ଠାବ

ପାରାଦୀପ,୨।୯ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦରରୁ ସମୁଦ୍ରକୁ ଯାଇଥିବା ଏକ ବୋଟ୍‌ରୁ ବୁଧବାର ରାତିରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ମତ୍ସ୍ୟଜୀବୀମାନେ ଅଚାନକ ଠାବ କରିଥିଲେ। ସେମାନେ ଶୁକ୍ରବାର ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ପହଞ୍ଚତ୍ ତାଙ୍କୁ ମେରାଇନ ଥାନା ପୋଲିସକୁ…

୭ ମାସ ପରେ ବି ୱେବସାଇଟ୍‌ ଅପଡେଟ୍‌ ହେଲାନି

ଜଗତ୍‌ସିଂହପୁର, ୨୯ା୮(ପ୍ରମୋଦ ନାୟକ): କୌଣସି ନାଗରିକଙ୍କୁ ସୂଚନା ଅଧିକାର (ଆର୍‌ଟିଆଇ)ରୁ ବଞ୍ଚତ୍ତ କରାଯାଇପାରିବ ନାହିଁ। ତେଣୁ ନିର୍ଦ୍ଦେଶ ପାଇବାର ୬୦ ଦିନ ଭିତରେ ଅଫିସିଆଲ ୱେବସାଇଟ୍‌ ଅପଡେଟ୍‌ କର। ଜଗତ୍‌ସିଂହପୁର ପୌର ପରିଷଦକୁ ୭ ମାସ ପୂର୍ବରୁ ଏଭଳି ନିର୍ଦ୍ଦେଶ ଦେଇଥିଲେ…

ଗୋଳା ନାଳ: ଡ୍ୟାମ୍‌ ପରିବର୍ତ୍ତେ ସଫେଇ ଚାଲିଛି

ନାଉଗାଁ,୨୮ା୮(ସୁଧା ବେହୁରା): ନାଉଗାଁ  ବ୍ଲକ ଅନ୍ତର୍ଗତ ଶିଖର ପଞ୍ଚାୟତର ଅଙ୍ଗେଶ୍ୱରପଡ଼ାରୁ ଗୋଳା ନାଳ ବାହାରି ଓଷକଣା, ଡେରିକି, କୋରୁଅ ପଞ୍ଚାୟତ ଦେଇ ଗାରୋଇ ନିକଟରେ ଗୋବରୀ ନଦୀରେ ମିଶିଛି। ଚଳିତ ଆର୍ଥତ୍କ ବର୍ଷରେ ଏହି ନାଳ ଖନନ ପାଇଁ ଜଳ ସମ୍ପଦ…

ଜିଲାରେ ବଢୁଛି ଚୋରା, ନକଲି ମଦ କାରବାର

ଜଗତ୍‌ସିଂହପୁର, ୨୭ା୮(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ଜିଲାରେ ଚୋରା ମଦ କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ସହରଠାରୁ ଗାଁ ପର୍ଯ୍ୟନ୍ତ ଚାରିଆଡେ ଏହି ର଼୍ୟାକେଟ୍‌ ତାର କାୟା ବସ୍ତାର କରି ଚାଲିଛି। ଏଥିରେ ସ୍ଥାନୀୟ ଅଞ୍ଚଳର କେତେଜଣ ଚୋରା ବେପାରୀ ମାଷ୍ଟର…

ନାବାଳିକାଙ୍କୁ ବଳାତ୍କାର: ଦୋଷୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଜଗତ୍‌ସିଂହପୁର, ୨୬ା୮ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୨୦୧୯ରେ ଅପହରଣ ସହ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଜଗତ୍‌ସିଂହପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି…

ନିର୍ମାଣ ନ ସରୁଣୁ କାନ୍ଥରେ ଫାଟ

ଏରସମା,୨୬ା୮(ଦୀପ୍ତି ରଞ୍ଜନ ଖଣ୍ଡୁଆଳ): ଏରସମା ବ୍ଲକ ମୁଖ୍ୟାଳୟ ପଞ୍ଚାୟତସ୍ଥିତ ସିହା ଗ୍ରାମରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଚାଲିଛି। ତେବେ ଏହି କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ କରି ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି । କାର୍ଯ୍ୟ ଶେଷ ନ ହେଉଣୁ କାନ୍ଥରେ…

ବେଳାଭୂମି ଜଙ୍ଗଲରେ ଇଟା ପାଚେରି

ପାରାଦୀପ,୨୪।୮(ଶରତ ରାଉତ)ପାରାଦୀପ ଷଣ୍ଢକୁଦ ବସ୍ତିର ଅନତି ଦୂରରେ ବିସ୍ତୀର୍ଣ୍ଣ ବେଳାଭୂମି ସହ ଝାଉଁ ଜଙ୍ଗଲ ରହିଛି। ସେହି ଜଙ୍ଗଲ ମଝିରେ ଅଛି ବନ ବିଭାଗର ବିଟ୍‌ ହାଉସ। ତା’ଠାରୁ ୫୦୦ ମିଟର ଆଗକୁ ଗଲେ କେବଳ ଜଙ୍ଗଲ ଓ ବେଳାଭୂମି ରହିଛି।…

ନାଁକୁ କେବଳ ତଦନ୍ତ, ପଦକ୍ଷେପ ଶୂନ

ଜଗତ୍‌ସିଂହପୁର, ୨୧ା୮(ପ୍ରମୋଦ କୁମାର ନାୟକ):ମନୁଷ୍ୟମାନଙ୍କ ପାଇଁ ସରକାର ଅନେକ ମାଗଣା ଚିକିତ୍ସା ସୁବିଧା କରିଥିବାବେଳେ ପ୍ରାଣୀମାନେ ଉପେକ୍ଷିତ ହେଉଛନ୍ତି। ଗୃହପାଳିତ ପ୍ରାଣୀମାନଙ୍କଠାରୁ ମଣିଷମାନେ ଜୀବିକା ସହ ଅନେକ ସୁବିଧା ସୁଯୋଗ ପାଉଛନ୍ତି। କିନ୍ତୁ ସେମାନଙ୍କୁ ଅଣଦେଖା କରାଯାଉଛି। ଏହାଦ୍ୱାରା ଅନେକ ଗରିବ…

ଏରସମା-କାଣିପଦା ରାସ୍ତା ଶୋଚନୀୟ: ଅସୁବିଧାରେ ୩ ପଞ୍ଚାୟତ

ଏରସମା,୨୧ା୮(ଦୀପ୍ତି ରଞ୍ଜନ ଖଣ୍ଡୁଆଳ):ଏରସମା ବ୍ଲକ ମୁଖ୍ୟାଳୟ ପଞ୍ଚାୟତର ବାଳିକା ଉଚ୍ଚ ବିଦ୍ୟାଳୟଠାରୁ କାଣିପଦା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଏହା ଉପରେ ନିର୍ଭର କରୁଥିବା ୩ ପଞ୍ଚାୟତର ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଆରଡି ରାସ୍ତା…

ଶିଶୁଙ୍କୁ ୧୨ ପରିବର୍ତ୍ତେ ୯ ଅଣ୍ଡା ମିଳୁଛି

ରଘୁନାଥପୁର,୧୯।୮(ରାଜେନ୍ଦ୍ର ନାରାୟଣ ସିଂହ): ଦୀର୍ଘ ୬ ମାସର ବ୍ୟବଧାନ ପରେ ରଘୁନାଥପୁର ବ୍ଲକରେ ଶୁକ୍ରବାର ତୃତୀୟ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୬ ମାସ ପରେ କାହିଁକି ବୈଠକ ଡକାଗଲା ବୋଲି ଚିକିଣିଆ ସରପଞ୍ଚ ବିଷ୍ଣୁ ଚରଣ ସେଠୀ ଅଧ୍ୟକ୍ଷା…

କଂଗ୍ରେସ ଭୋଟ ଉପରେ ସମସ୍ତଙ୍କ ନଜର

ଜଗତ୍‌ସିଂହପୁର, ୧୮ା୮(ପ୍ରମୋଦ କୁମାର ନାୟକ): ୨୦୨୪ସାଧାରଣ ନିର୍ବାଚନକୁ ନେଇ ଏବେଠାରୁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ସମୟ ଯେତିକି ପାଖେଇ ଆସୁଛି ରାଜନୈତିକ ଚର୍ଚ୍ଚା ମଧ୍ୟ ସେତିକି ହେଉଛି। ଏ ପରିସ୍ଥିତିରେ ଜଗତ୍‌ସିଂହପୁର ଜିଲା ପାରାଦୀପ ବିଧାନସଭା…

ଆଈଙ୍କୁ କଟୁରିରେ ହାଣି ହତ୍ୟା କଲେ ନାତି

ବାଲିକୁଦା,୧୭ା୮(ତାପସ ସ୍ବାଇଁ)ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ନାଗପୁର ପଞ୍ଚାୟତ ଗଦେଇଗିରି ଗଁାରେ ବୁଧବାର ସକାଳେ ଆଈଙ୍କୁ କଟୁରିରେ ହାଣି ନାତି ହତ୍ୟା କରିଛି। ହତ୍ୟା କରିବା ପରେ ଗଁାର ୨ ଜଣ ମହିଳା ଓ ଜଣେ ୬ ବର୍ଷର ଶିଶୁକୁ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri